ମେଟ୍ରୋ

ଓଡ଼ିଶା ସରକାରଙ୍କ ବଡ ନିଷ୍ପତ୍ତି: ମହିଳାଙ୍କୁ ରାତି ସିଫ୍ଟରେ କାମ କରିବାକୁ ମିଳିଲା କ୍ୟାବିନେଟ୍‌ ମଞ୍ଜୁରି

ଭୁବନେଶ୍ୱର,୨୯।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୨୭ତମ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଓଡ଼ିଶା ସରକାର ଫ୍ୟାକ୍ଟ୍ରୀ ଆଇନ, ୧୯୪୮ ଓ ଓଡ଼ିଶା ଦୋକାନ ଓ…

2 months ago

ପୂଜା ପାଇ ଟ୍ବିନସିଟିରେ ସୁରକ୍ଷା କଡ଼ାକଡି

ଭୁବନେଶ୍ୱର,୨୯।୯: ପାର୍ବଣ ପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଥିବା ବେଳେ ଟ୍ବିନସିଟି କଟକ-ଭୁବନେଶ୍ୱର ପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ…

2 months ago

ପୂର୍ବ ସରକାରଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ: 5T ନାଁରେ ଭଙ୍ଗା କାନ୍ଥରେ…

ଭୁବନେଶ୍ୱର,୨୯।୯: କ୍ୟାବିନେଟ ବୈଠକ ପରେ ପୂର୍ବ ସରକାରଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି ପୂବ ସରକାରରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ଭୁଶୁଡ଼ି…

2 months ago

ଓଡ଼ିଶାର ଶିରିଷ ଚନ୍ଦ୍ର ମୁର୍ମୁ RBI ଡେପୁଟି ଗଭର୍ଣ୍ଣର ନିଯୁକ୍ତ; ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୨୯।୯: କେନ୍ଦ୍ର ସରକାର ଓଡ଼ିଶାର ଶିରିଷ ଚନ୍ଦ୍ର ମୁର୍ମୁଙ୍କୁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଡେପୁଟି ଗଭର୍ଣ୍ଣର ଭାବେ ନିଯୁକ୍ତ କରିଛନ୍ତି। ମନ୍ତ୍ରୀମଣ୍ଡଳର ନିଯୁକ୍ତି କମିଟି ତାଙ୍କୁ…

2 months ago

ରାଜଧାନୀରେ ଚାଞ୍ଚଲ୍ୟ: ଫୁଲ ତୋଳାକୁ ନେଇ ମହିଳାଙ୍କୁ କଷିଦେଲେ ବିଧା ଗୋଇଠା

ଭୁବନେଶ୍ବର,୨୯।୯: ରାଜଧାନୀ ଭୁବନେଶ୍ୱର ଜିଜିପି କଲୋନୀରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଫୁଲ ତୋଳାକୁ ନେଇ ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ଦୁର୍ବୃତ୍ତମାନେ ମହିଳାଙ୍କୁ…

2 months ago

କ୍ୟାବିନେଟ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଘଟଗାଁ ତାରିଣୀ ପୀଠ ପାଇଁ…

ଭୁବନେଶ୍ୱର,୨୯।୯: ରାଜ୍ୟ କ୍ୟାବିନେଟ ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର ମାରିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୩ଟି ବିଭାଗର ୪ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର…

2 months ago

ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି: ୪ ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ୱର,୨୯।୯: ରାଜ୍ୟ କ୍ୟାବିନେଟ ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର। ୩ଟି ବିଭାଗର ୪ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି। ଶ୍ରମ ବିଭାଗର ବାଣିଜ୍ୟ ପ୍ରତିଷ୍ଠାନ…

2 months ago

ମୁଖ୍ୟମନ୍ତ୍ରୀଙ୍କ ଘରେ ଗୋବିନ୍ଦଙ୍କ ପରିବାର: କଲେ ଏଭଳି ଦାବି…

ଭୁବନେଶ୍ୱର,୨୮।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନରେ ରବିବାର ଗୋବିନ୍ଦ ସାହୁଙ୍କ ପରିବାର ଲୋକେ ପହଞ୍ଚିଥିଲେ। ଏହି ଅବସରରେ ଗୋବିନ୍ଦଙ୍କ ପରିବାର ଲୋକେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି…

2 months ago

ପ୍ରଶାସନିକ ସେବା ପରୀକ୍ଷାରେ କିସ୍‌ର ୨ଜଣ କୃତକାର୍ଯ୍ୟ

ଭୁବନେଶ୍ୱର,୨୮।୯(ଅନୁରାଧା ମହାରଣା): ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ପ୍ରଶାସନିକ ସେବା ପରୀକ୍ଷାରେ କିସ୍‌ର ୨ ଛାତ୍ରୀଛାତ୍ର କୃତକାର୍ଯ୍ୟ ହୋଇଛନ୍ତି। ସେମାନେ ହେଲେ ପ୍ରଦୀପ କୁମାର ଭତ୍ରା…

2 months ago

୩ ବର୍ଷରେ ଏହି କିରାଣିଙ୍କ ବଦଳି ବାଧ୍ୟତାମୂଳକ! ଜାଣନ୍ତୁ ଜାରି ହେଲା କେଉଁ ନିର୍ଦ୍ଦେଶ…

ଭୁବନେଶ୍ୱର,୨୭ା୯(ସୁଚିସ୍ମିତା ସାହୁ): ଶିକ୍ଷା ବିଭାଗରେ କାର୍ଯ୍ୟରତ କିରାଣି(ମିନିଷ୍ଟେରିଆଲ ଷ୍ଟାଫ୍‌)ଙ୍କର ୩ ବର୍ଷରେ ବଦଳି ବାଧ୍ୟତାମୂଳକ କରାଯାଇଛି। ଯେଉଁ କିରାଣିମାନେ ଗୋଟିଏ ସ୍ଥାନରେ ୩ବର୍ଷ କିମ୍ବା ତା’ଠାରୁ ଅଧିକ…

2 months ago