ମେଟ୍ରୋ

ବିରୋଧୀମାନେ ମିଛ କଥା କହୁଛନ୍ତି, ଭାଜପା ନେତା କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ନବୀନ

ଭୁବନେଶ୍ୱର/ବଲାଙ୍ଗୀର,୧୨ା୫: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡାଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ବିରାଟ ସଭାରେ ରବିବାର ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଉକ୍ତ ସଭାରେ ସମ୍ବୋଧିତ କରିବା ସହ ସିଧା…

2 years ago

ମାଗଣା ବିଜୁଳି ବିରୋଧୀଙ୍କୁ କରେଣ୍ଟ ମାରୁଛି: ପାଣ୍ଡିଆନ୍‌

ଭୁବନେଶ୍ୱର, ସୁନ୍ଦରଗଡ ୧୨ା୫(ଅନିଲ ଦାସ/ଜୟନାରାୟଣ ମେଣ୍ଡୁଳି)ଜୁଲାଇ ମାସରୁ ଓଡ଼ିଶାର ଜନସାଧାରଣଙ୍କୁ ଆଉ ବିଜୁଳି ବିଲ୍‌ ଦେବାକୁ ପଡ଼ିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।…

2 years ago

ଓଡ଼ିଆ ଅସ୍ମିତା ସୁରକ୍ଷାର ଗ୍ୟାରେଣ୍ଟି ଦେଇଛନ୍ତି ମୋଦି: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୨ା୫(ଅନିଲ ଦାସ)ବରଗଡ଼ ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ଅବ୍ୟବସ୍ଥାକୁ ସଜାଡ଼ିବା ପାଇଁ ସରକାର ବଦଳାଇବାକୁ ନିବେଦନ କରିଛନ୍ତି । ସାଢ଼େ ୪ କୋଟି ଓଡ଼ିଆଙ୍କ ଅସ୍ମିତାର…

2 years ago

ସବୁଜ କଟକ, ଫିଲିଗ୍ରୀ ହବ୍‌ ହେବ ମୁଖ୍ୟ ପ୍ରସଙ୍ଗ: ସୋଫିଆ

କଟକ,୧୨ା୫(ଶିଳ୍ପା ପ୍ରିୟଦର୍ଶିନୀ)ବାରବାଟୀ-କଟକ ବିଧାନସଭା ଆସନ ପାଇଁ କଂଗ୍ରେସରୁ ପ୍ରାର୍ଥୀ ହୋଇଛନ୍ତି ସୋଫିଆ ଫିର୍ଦ୍ଦୋସ। ସେ ପେଶାରେ ଇଞ୍ଜିନିୟର। ଏବେ ସେ ନୂଆକରି ରାଜନୀତିରେ ପାଦ ଥାପିଛନ୍ତି। ନିଜ…

2 years ago

ଋତୁସ୍ରାବ ସମୟରେ ସବୈତନିକ ଛୁଟି ପାଇଁ ଜାତିସଂଘରେ ସ୍ବର ଉଠାଇଲେ ଓଡ଼ିଆ ଝିଅ

ଭୁବନେଶ୍ୱର, ୧୨।୫(ଅସମାପିକା ସାହୁ)ଋତୁସ୍ରାବ ସମୟରେ ସବୈତନିକ ଛୁଟି ପାଇଁ ଜାତିସଂଘରେ ଓଡ଼ିଆ ଝିଅ ସ୍ବର ଉଠାଇଛନ୍ତି। କେନିଆର ନାଇରୋବିରେ ମିଳିତ ଜାତିସଂଘର ନାଗରିକ ସମାଜ (ସିଭିଲ ସୋସାଇଟି)…

2 years ago

ରାତି ଅଧରେ ଘଡ଼ଘଡ଼ି ସହ ବର୍ଷା, ପବନ

ଭୁବନେଶ୍ୱର,୧୨।୫(ଅନୁରାଧା ମହାରଣା)ଶନିବାର ରାତି ପ୍ରାୟ ସାଢ଼େ ୧୧ଟାରେ ରାଜଧାନୀ ଆକାଶରେ ହଠାତ୍‌ ଘୋଟି ଆସିଥିଲା କଳା ହାଣ୍ଡିଆ ମେଘ। ପ୍ରାୟ ୧ଘଣ୍ଟା ଧରି ପ୍ରବଳ ବର୍ଷା ସାଙ୍ଗକୁ…

2 years ago

ଏସ୍‌ସିବିରେ ରୋଗୀ ସେବା ବିପର୍ଯ୍ୟସ୍ତ

କଟକ,୧୨ା୫(ଶିଳ୍ପା ପ୍ରିୟଦର୍ଶିନୀ)ଏସ୍‌ସିବି ମେଡିକାଲକୁ ଏମ୍ସ ପ୍ଲସ୍‌ରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ମେଡିକାଲର ଭିତ୍ତିଭୂମୀକୁ ସୁଦୃଢ କରାଯାଉଛି। ହେଲେ ଏଠାରେ…

2 years ago

ମାଆ ଯାହାର ସାହା…

ଭୁବନେଶ୍ୱର, ୧୨।୫ (ବନ୍ଦନା ସେଠୀ)ମାଆ ଡାକରେ ଯେତିକି ମାଧୁର୍ଯ୍ୟ ଭରି ରହିଛି, ତାହା ସଂସାରର କୌଣସି ଶବ୍ଦରେ ନାହିଁ। ସନ୍ତାନର ଖୁସି ପାଇଁ ସେ ନିଜକୁ ତିଳତିଳ…

2 years ago

ବାୟୋପିକ୍‌ ଆସିବା ଆବଶ୍ୟକ

ଭୁବନେଶ୍ୱର,୧୨।୫(ଶର୍ମିଷ୍ଠା ପାଣିଗ୍ରାହୀ)ନନ୍ଦିନୀ ଶତପଥୀ କେବଳ ଓଡ଼ିଶାର ଝିଅ ନୁହନ୍ତି, ସମଗ୍ର ଭାରତବର୍ଷର ଝିଅ। ତାଙ୍କ ଭଳି ବ୍ୟକ୍ତିତ୍ୱଙ୍କୁ ସମସ୍ତେ ଜାଣିବା ଆବଶ୍ୟକ। ମାତ୍ର ଦୁଃଖର ବିଷୟ ତାଙ୍କୁ…

2 years ago

ନନ୍ଦିନୀଙ୍କୁ ଜାଣିବା ଆଜିର ପିଢ଼ିର ଉତ୍ତରଦାୟିତ୍ୱ

ଭୁବନେଶ୍ୱର,୧୨।୫(ଶର୍ମିଷ୍ଠା ପାଣିଗ୍ରାହୀ)ନନ୍ଦିନୀ ଶତପଥୀ ଯାହା ସବୁ କରିଯାଇଛନ୍ତି, ସେହି ତୁଳନାରେ ତାଙ୍କୁ କିଛି ମିଳିନାହିଁ। ତାଙ୍କ ସମ୍ପର୍କରେ ଅଧିକ ତଥ୍ୟ ନାହିଁ, ପାଠ୍ୟପୁସ୍ତକରେ ମଧ୍ୟ ତାଙ୍କ ନାମ…

2 years ago