ମେଟ୍ରୋ

ନୂଆ ଓ ସୁସ୍ଥ ଓଡ଼ିଶା ଗଠନରେ ସହାୟକ ହେବ ଯୋଗ

ଭୁବନେଶ୍ୱର,୨୧ା୬: ଆଜି ଅର୍ଥାତ୍‌ ଜୁନ୍‌ ୨୧ରେ ସମଗ୍ର ବିଶ୍ୱରେ ପାଳନ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି କ୍ରମରେ ରାଜଧାନୀ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ…

2 years ago

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ; ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର,୨୧।୬: ରାଜଧାନୀ ଭୁବନେଶ୍ୱରରେ ବୀଭତ୍ସ ହତ୍ୟାକାଣ୍ଡ। ତମାଣ୍ଡୋ ଥାନା ଅନ୍ତର୍ଗତ ଏକ ଇଞ୍ଜିନିୟରିଂ କଲେଜ ନିକଟରେ ଏହି ହତ୍ୟାକାଣ୍ଡ ଘଟିଛି। ଘର ମାଲିକଙ୍କୁ ଭଡ଼ାଟିଆ ହତ୍ୟା କରିଥିବା…

2 years ago

ଆଜି ବିଶ୍ୱ ସଙ୍ଗୀତ ଦିବସ: ସଙ୍ଗୀତର ଲୋକପ୍ରିୟତା ବଢ଼ାଉଛି ସୋସିଆଲ ମିଡିଆ

ଏବେ ଓଡ଼ିଆ ସଙ୍ଗୀତ କେବଳ ଓଡ଼ିଶାରେ ସୀମିତ ହୋଇନାହିଁ, ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ପହଞ୍ଚତ୍ବା ସହ ଲୋକଙ୍କ ହୃଦୟ ଜିଣୁଛି। ଗୀତକୁ ନ ବୁଝିଲେ ବି…

2 years ago

୬ଜିଲାରେ ମୌସୁମୀ, ୩ ଦିନ କାଳବୈଶାଖୀ

ଭୁବନେଶ୍ୱର,୨୧।୬(ଅନୁରାଧା ମହାରଣା): ଧୀରେ ଧୀରେ ଆଗକୁ ବଢ଼ୁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଆଗାମୀ ୨ଦିନ ମଧ୍ୟରେ ମୌସୁମୀ ଅଗ୍ରଗତି ହେବା ନେଇ ସ୍ଥିତି ଅନୁକୂଳ ରହିଛି। ପୂର୍ବରୁ…

2 years ago

ଏ ଯାଏ ସରିଲାନି ଡ୍ରେନ୍‌ ସଫେଇ

ଭୁବନେଶ୍ୱର,୨୧।୬(ବନ୍ଦନା ସେଠୀ): ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପହଞ୍ଚତ୍ ସାରିଥିବାବେଳେ ଏବେ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ ସମୟରେ ବର୍ଷା ହେଉଛି। ମାତ୍ର ଏଯାଏ ମୌସୁମୀ ବର୍ଷା ଓ…

2 years ago

କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ ଦିବସ, ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି 

ଭୁବନେଶ୍ବର, ୨୧।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶୁକ୍ରବାର ସକାଳ ୭ଟା ସମୟରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ…

2 years ago

ଡ୍ରେନରେ ବୁଡି ମୃତ୍ୟୁ ଘଟଣାରେ ସରକାରଙ୍କ କଡା କାର୍ଯ୍ୟାନୁଷ୍ଠାନ, ବିଏମ୍‍ସି ସହକାରୀ ଯନ୍ତ୍ରୀ ନିଲମ୍ବିତ

ଭୁବନେଶ୍ୱର,୨୦।୬(ଅସମାପିକା ସାହୁ): ରାଜଧାନୀରେ ନାଳରେ ଭାସିଯାଇ ନାବାଳକ ପିଲା ମୃତ୍ୟୁବରଣ କରିବା ଘଟଣାରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଏହି ଘଟଣାର ତଦନ୍ତ ରିପୋର୍ଟ…

2 years ago

ସୁରୁଖୁରୁରେ ରଥ ଯାତ୍ରା ସମ୍ପନ୍ନ କରିବା ପାଇଁ ଛତିଶା ନିଯୋଗର ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୬: ଗୁରୁବାର ରାଜ୍ୟ ଅତିଥି ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରୀକ୍ଷେତ୍ର ପୁରୀ ଛତିଶା ନିଯୋଗର ସଦସ୍ୟ ମାନଙ୍କ ସହ ଆଗାମୀ ରଥଯାତ୍ରାକୁ ଶାନ୍ତିଶୃଙ୍ଖଳା…

2 years ago

ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଚାଉଳ ATM ଖୋଲିବେ ରାଜ୍ୟ ସରକାର

ଭୁବନେଶ୍ୱର,୨୦।୬: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ନିଷ୍ପତ୍ତି ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ରାଜଧାନୀ ଭୁବନେଶ୍ୱରରେ ରାସନକାର୍ଡ ହିତାଧିକାରୀଙ୍କ ପାଇଁ…

2 years ago

ଆସିଲା ବଡ଼ ଅପ୍‌ଡେଟ୍‌: ଏହିଦିନରୁ ସ୍ବାଭାବିକ ହେବ ସମସ୍ତ ବିଦ୍ୟାଳୟ

ଭୁବନେଶ୍ୱର,୨୦ା୬(ଅସମାପିକା ସାହୁ): ପାଣିପାଗ ବିଭାଗର ସୂଚନାକୁ ଆଧାର କରି ରାଜ୍ୟ ସରକାର ସମସ୍ତ ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଜୁନ୍‌…

2 years ago