ମେଟ୍ରୋ

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ ରାଜନୀତି।…

2 years ago

ଆଜିଠୁ ଖରାଛୁଟି

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ରାଜ୍ୟରେ ଗୁରୁବାରଠାରୁ ସ୍କୁଲରେ ଗ୍ରୀଷ୍ମଛୁଟି ଆରମ୍ଭ ହେବ। ପାଠପଢ଼ା ବନ୍ଦ ରହିବ। କିନ୍ତୁ ଏହି ଛୁଟି ସମୟରେ ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ…

2 years ago

ମୋକିମଙ୍କ ଝିଅ ସୋଫିଆ ଲଢ଼ିପାରନ୍ତି ନିର୍ବାଚନ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ବାରବାଟୀ-କଟକ କଂଗ୍ରେସକୁ ଚିନ୍ତା ଘାରିଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର କରିଛନ୍ତି ହେଲେ…

2 years ago

ଆଜି ଆସୁଛନ୍ତି ଶାହା, ଟାର୍ଗେଟରେ…

ଭୁବନେଶ୍ୱର,୨୫।୪: ଗୁରୁବାର ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା । ତାଙ୍କ ଗସ୍ତକୁ ନେଇ ଓଡିଶା ଭାଜପା ଶିବିରରେ ଉତ୍ସାହର ମାହୋଲ ଦେଖାଯାଇଛି।…

2 years ago

ନାମାଙ୍କନର ୯ ଘଣ୍ଟା ମଧ୍ୟରେ ଟିକେଟ କଟିଲା

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ କାଟିଛି…

2 years ago

ମେ’ ୧୫ ସୁଦ୍ଧା ଯୁକ୍ତ୨ ଫଳ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷାର ମୂଲ୍ୟାୟନ ପ୍ରକ୍ରିୟା ଶେଷ ହୋଇଛି। ତେବେ ଗତ ୨ଦିନ ହେବ ଅନ୍‌ଲାଇନ୍‌…

2 years ago

ଆସିବ ସ୍ବତନ୍ତ୍ର ଯୁବ ବଜେଟ

ଭୁବନେଶ୍ୱର,୨୫।୪(ଅନିଲ ଦାସ)/ହିଞ୍ଜିଳିକାଟୁ(ଦ୍ୱିତୀକୃଷ୍ଣ ପଣ୍ଡା/ଶେରଗଡ଼(ସୂର୍ଯ୍ୟନାରାୟଣ ଦାଶ)ରାଜ୍ୟର ବିକାଶରେ ଯୁବଶକ୍ତିର ଉପଯୋଗ ହେବ। ଯୁବ ବର୍ଗଙ୍କ ପାଇଁ ରାଜ୍ୟରେ ଆସିବ ସ୍ବତନ୍ତ୍ର ଯୁବ ବଜେଟ। ୨୦୨୪ରୁ ୨୦୩୪ ଦଶକ ହେବ…

2 years ago

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ ଚନ୍ଦାକା…

2 years ago

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ ୨ଟାରେ…

2 years ago

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ ବ୍ଲକ…

2 years ago