ମେଟ୍ରୋ

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କଲେ ନବୀନ

ଭୁବନେଶ୍ୱର,୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଚଣ୍ଡିଖୋଲର ବେଣାପୁର ସଭାରେ ଯୋଗଦେଇ ଓଡିଶାବାସୀଙ୍କୁ ୧୯,୬୦୦ କୋଟିର ଊର୍ଦ୍ଧ୍ୱ ଟଙ୍କାର ଏକାଧିକ ପ୍ରକଳ୍ପର ଭେଟି ଦେଇଛନ୍ତି। ଏହି ଅବସରରେ…

2 years ago

ଓଡ଼ିଶାବାସୀଙ୍କୁ ୧୯,୬୦୦ କୋଟି ଟଙ୍କା ପ୍ରକଳ୍ପ ଭେଟିଦେଲେ ମୋଦି

ଭୁବନେଶ୍ୱର,୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଅପରାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରୁ ହେଲିକପ୍ଟର ଯୋଗେ ସିଧା ଚଣ୍ଡିଖୋଲର ବେଣାପୁର ସଭାସ୍ଥଳକୁ ଯାଇଥିଲେ। ସେଠାରେ ଅନୁଷ୍ଠିତ ଲୋକାର୍ପଣ…

2 years ago

ଭୁବନେଶ୍ୱରରେ ମୋଦି

ଭୁବନେଶ୍ୱର,୫।୩: ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଆସି ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ପରେ ସେ ସ୍ବତନ୍ତ୍ର ହେଲିକପ୍ଟର…

2 years ago

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୫।୩: ଓଡ଼ିଶାର ବରପୁତ୍ର ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ମଙ୍ଗଳବାର ୧୦୮ତମ ଜନ୍ମ ବାର୍ଷିକୀ। ଏହି ଅବସରରେ ପଞ୍ଚାୟତିରାଜ ତଥା ଲୋକସେବା ଦିବସ ପାଳିତ ହେଉଛି।…

2 years ago

ହାଇକୋର୍ଟ ଛାଟ, ବଢ଼ିଲା ମୋକିମଙ୍କ ନିର୍ବାଚନୀ ଅଡ଼ୁଆ

କଟକ,୫ା୩(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମ୍‌ଙ୍କୁ ହାଇକୋର୍ଟଙ୍କ ଝଟକା ଲାଗିଛି । ୨୦୧୯ ନିର୍ବାଚନ ବେଳେ ନାମାଙ୍କନପତ୍ରରେ ଆପରାଧିକ ମାମଲାର ସବିଶେଷ ତଥ୍ୟ ଦେଇ ନ…

2 years ago

ମୋଦିଙ୍କ ଗସ୍ତ ପୂର୍ବରୁ ନବ ନିର୍ମାଣ କୃଷକ ସଂଗଠନ ରାଜ୍ୟ ସହ ସମ୍ପାଦକଙ୍କୁ ଘରୁ ଉଠାଇନେଲା ପୋଲିସ

ଯାଜପୁର,୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତ ପୂର୍ବରୁ ନବ ନିର୍ମାଣ କୃଷକ ସଂଗଠନ ରାଜ୍ୟ ସହ ସମ୍ପାଦକ ନିମାଇଁ ରାୟଙ୍କୁ ପୋଲିସ ଉଠାଇ ନେଇଛି। ତାଙ୍କ ବରୀ…

2 years ago

୭ରୁ ବର୍ଷା: ତାତିରୁ ଆଶ୍ୱସ୍ତି

ଭୁବନେଶ୍ୱର,୫।୩: ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ତାତି ଅସହ୍ୟ ହୋଇଛି। ତେବେ ଏହି ତାତିରେ ଏବେ ବ୍ରେକ୍‌ ଲାଗିଛି। ଗରମର ପ୍ରଭାବ ସାମାନ୍ୟ ହ୍ରାସ ହେବା ସହ ରାଜ୍ୟରେ…

2 years ago

‘ଦୁଇ ବର୍ଷରେ ମାଓବାଦୀ ମୁକ୍ତ ହେବ ଓଡ଼ିଶା’

ଭୁବନେଶ୍ୱର,୫।୩(ସତ୍ୟଜିତ୍‌ ରାଉତ):ମାଓବାଦୀଙ୍କ ବିରୋଧରେ ଦୃଢ଼ ଅଭିଯାନ ଜାରି ରହିଛି। ଏହି ଦିଗରେ ରାଜ୍ୟ ସରକାର ପୂର୍ଣ୍ଣ ସମର୍ଥନ ଦେଉଛନ୍ତି। ଆଗାମୀ ଦୁଇ ବର୍ଷ ମଧ୍ୟରେ ଓଡିଶା ମାଓବାଦୀ…

2 years ago

ବିଜେଡି ଛାଡି କଂଗ୍ରେସରେ ମିଶିଲେ ବି.ଏନ. ପଟ୍ଟନାୟକ

ଭୁବନେଶ୍ୱର,୫।୩: ବିଜେଡି ଛାଡି କଂଗ୍ରେସରେ ମିଶିଲେ ବି.ଏନ. ପଟ୍ଟନାୟକ। ଭୁବନେଶ୍ବରସ୍ଥ ପ୍ରଦେଶ କଂଗ୍ରେସ କମିଟି (ପିସିସି) କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ସୋମବାର କଂଗ୍ରେସରେ ଯୋଗଦେଇଛନ୍ତି। ପିସିସି ସଭାପତି…

2 years ago

ଆଜିଠୁ ଗଡିବ ହରିଦାସପୁର- ପାରାଦ୍ୱୀପ ପାସେଞ୍ଜର ଟ୍ରେନ

ଭୁବନେଶ୍ୱର,୫।୩: ଆଜିଠୁ ହରିଦାସପୁର- ପାରାଦ୍ୱୀପ ରେଲୱେ ଟ୍ରାକରେ ଗଡିବ ପାସେଞ୍ଜର ଟ୍ରେନ। ଏହାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପତାକା ଦେଖାଇ ଶୁଭାରମ୍ଭ କରିବେ। ଏହାସହ ପ୍ରାରମ୍ଭିକ ଅବସ୍ଥାରେ…

2 years ago