ମେଟ୍ରୋ

ଆସିଗଲା ତାରିଖ: ଏହି ଦିନ ମିଳିବ ସୁଭଦ୍ରା ଟଙ୍କା, ଏକାଥରେ ୧୦ ହଜାର

ଭୁବନେଶ୍ୱର,୧୩।୧: ସୁଭଦ୍ରା ଟଙ୍କାକୁ ନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଆସନ୍ତା ୧୮ ତାରିଖ ସୁଦ୍ଧା ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ୪ ଲକ୍ଷ…

4 months ago

ନିଶାଙ୍କ ଅଶ୍ଳୀଳ ନାଚ ଭାଇରାଲ ପରେ ଆକ୍ସନରେ ଛତିଶଗଡ଼ ପ୍ରଶାସନ: ୧୭ ଆୟୋଜକ ଗିରଫ, ବଦଳିଲେ ଉପଜିଲାପାଳ

ଗରିଆବନ୍ଦ/ଭୁବନେଶ୍ୱର,୧୩।୧: ଯାତ୍ରା ପେଣ୍ଡାଲରେ ଆଇଟମ୍‌ ଗର୍ଲ ନିଶା ମହାରଣାଙ୍କ ଅଶ୍ଳୀଳ ଡ୍ୟାନ୍ସ ପୁଣି ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହାକୁ ନେଇ ଛତିଶଗଡ଼ ଗରିଆବନ୍ଦ ଜିଲା ପ୍ରଶାସନ…

4 months ago

ଟୁଙ୍ଗୁରୁ ଭୋଳଙ୍କୁ ବାନ୍ଧିଲା ପୋଲିସ: କରୁଥିଲେ ଏହି କାମ

ଭୁବନେଶ୍ୱର,୧୩।୧(ତ୍ରିନାଥ ମହାନ୍ତି): ସୋସିଆଲ ମିଡିଆରେ ରାତାରାତି ଭାଇରାଲ ହୋଇଥିବା ଟୁଙ୍ଗୁରୁ ଭୋଳଙ୍କୁ ଏକ ଚୋରି ମାମଲାରେ ତମାଣ୍ଡୋ ପୋଲିସ ଗିରଫ କରିଛି। ରାଜମିସ୍ତ୍ରି ସୁଧାକର ବେହେରାଙ୍କ ଲିଖିତ…

4 months ago

ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ମନା: ପ୍ରଶ୍ରୟ ଦେଲେ ….

ଭୁବନେଶ୍ୱର,୧୩ା୧(ତ୍ରିନାଥ ମହାନ୍ତି):ଖଣ୍ଡଗିରି କୁମ୍ଭମେଳାରେ ଆଇନଶୃଙ୍ଖଳା ରକ୍ଷା ସହ ଲୋକଙ୍କ ସୁରକ୍ଷାକୁ ଦୁଷ୍ଟିରେ ରଖି ସୋମବାର ଖଣ୍ଡଗିରି ଥାନା ପୋଲିସ ଏବଂ ଯାତ୍ରା କମିଟି ମଧ୍ୟରେ ପ୍ରସ୍ତୁତି ବୈଠକ…

4 months ago

ଲେଉଟିଲା ଶୀତ, ୪ ଡିଗ୍ରୀ ଯାଏ ଖସିଲା ପାରଦ

ଭୁବନେଶ୍ୱର,୧୩ା୧(ବନ୍ଦନା ସେଠୀ):ଦିନକ ପରେ ପୁଣି ଲେଉଟିଛି ଶୀତ। ରାଜ୍ୟର ବିଭିନ୍ନ ସହରରେ ପାରଦ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଥିବାବେଳେ ଆଗାମୀ ଦିନରେ ତାପମାତ୍ରା ଆହୁରି…

4 months ago

ଆଜି ୫ ମହିଳାଙ୍କୁ ଗାଡି ଚାବି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ: ଏହି ଯୋଜନାରେ ମହିଳାଙ୍କୁ କାର୍‌ ଦେଉଛନ୍ତି ସରକାର

ଭୁବନେଶ୍ୱର,୧୨।୧: ଆଜି ମୁଖ୍ୟମନ୍ତ୍ରୀ ପୂର୍ତ୍ତ ବିଭାଗର ୬,୭୦୦ କୋଟି ଟଙ୍କା ବ୍ୟୟ ଅଟକଳରେ ସମୁଦାୟ ୭୧ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥି ମଧ୍ୟରୁ ପ୍ରାୟ ୫,୬୩୦ କୋଟି…

4 months ago

ଏଲିଭେଟେଡ୍ କରିଡର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୯୫୨ କୋଟି ଟଙ୍କା

ଭୁବନେଶ୍ୱର,୧୨।୧: ରାଜଧାନୀର ଟ୍ରାଫିକ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଓଡିଶା ସରକାର ବଡ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ…

4 months ago

ଏଣିକି ସୁବଧାରେ ଯାତ୍ରା କରିବେ ଯାତ୍ରୀ: ସ୍ମାର୍ଟ କାର୍ଡ ବ୍ୟବସ୍ଥାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ଏହି କାର୍ଡ ବ୍ୟବହାର କରି…

ଭୁବନେଶ୍ୱର,୧୨।୧: ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଆଜି ୧୪ଟି ନୂତନ ଅଟଳ ବସ୍‌ଷ୍ଟାଣ୍ଡକୁ ଲୋକାର୍ପିତ କରିଛନ୍ତି। ୧୫୬.୫୩ କୋଟି ଟଙ୍କା ବ୍ୟୟରେ ଏହି ବସ୍‌ଷ୍ଟାଣ୍ଡଗୁଡିକ ରାଜ୍ୟର ୧୦ଟି ଜିଲାରେ…

4 months ago

କୋର୍ଟରେ ହାଜର ହେଲେ ପ୍ରଦୀପ ପାଣିଗ୍ରାହୀ: କହିଲେ…

ଭୁବନେଶ୍ୱର,୧୨।୧ ଟାଟା କନ୍ସଲଟାନ୍ସୀରେ ଚାକିରି ଦେବା ନାଁରେ ଠକେଇ ମାମଲାରେ ଭୁବନେଶ୍ୱର ଜେଏମଏଫ୍ସି-୧ରେ ହାଜର ହେଲେ ଏମ୍‌ପି ପ୍ରଦୀପ ପାଣିଗ୍ରାହୀ। ଆକାଶ ପାଠକ ମଧ୍ୟ ଭୁବନେଶ୍ୱର ଜେଏମଏଫ୍ସି-୧ରେ…

4 months ago

ରାଜ୍ୟବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୨।୧: ରାଜ୍ୟର ସଡକ ସୁରକ୍ଷା ଓ ବିକାଶ କ୍ଷେତ୍ରରେ ଆଜି ଏକ ଐତିହାସିକ ଦିନ। ସାରା ରାଜ୍ୟରେ ଏବେ ଜାତୀୟ ସଡକ ସୁରକ୍ଷା ମାସ ପାଳିତ ହେଉଥିବା…

4 months ago