ମେଟ୍ରୋ

୧୦୦ କିମି ବେଗରେ ସ୍ଥଳଭାଗ ଛୁଇଁବ ବାତ୍ୟା, ସବୁ ବନ୍ଦରରେ ୧ନଂ ବିପଦ ସଙ୍କେତ

ଭୁବନେଶ୍ୱର,୨ା୧୨: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଶନିବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଘଣ୍ଟା ପ୍ରତି ୧୮କି.ମି. ବେଗରେ ଗତି…

2 years ago

ଡିସେମ୍ବର ୯ ପର୍ଯ୍ୟନ୍ତ ହେବ ଭୋଟର ତାଲିକା ସଂଶୋଧନ

ଭୁବନେଶ୍ୱର,୨ା୧୨: ଆସନ୍ତା ସାଧାରଣ ନିର୍ବାଚନ-୨୦୨୪ ନିମନ୍ତେ ଭୋଟର ତାଲିକାର ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ଡିସେମ୍ବର ୯ ପର୍ଯ୍ୟନ୍ତ ଚାଲୁ ରହିବ। ଏହି ସମୟରେ ଭୋଟର ତାଲିକାରେ…

2 years ago

ଆଉ ୩ ସ୍ଥାନରେ ଆରମ୍ଭହେଲା ‘ଇକୋ ରିଟ୍ରିଟ୍‌’

ଭୁବନେଶ୍ୱର,୨।୧୨(ଶର୍ମିଷ୍ଠା ପାଣିଗ୍ରାହୀ): ଓଡିଶା ପର୍ଯ୍ୟଟନର ଶ୍ରେଷ୍ଠ ତିନୋଟି ଫ୍ଲାଗ୍‌ସିପ ଇଭେଣ୍ଟ ତଥା ଇକୋ ରିଟ୍ରିଟ୍‌ର ପଞ୍ଚମ ସଂସ୍କରଣକୁ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଛନ୍ତି। ଏହି କ୍ରମରେ ରାଜ୍ୟର ୩ଟି…

2 years ago

ରହି ହେଉନି

ଭୁବନେଶ୍ୱର, ୨।୧୨ (ବନ୍ଦନା ସେଠୀ): ଦିନକୁ ଦିନ ଅସହ୍ୟ ହେଉଛି ଆବର୍ଜନା ଦୁର୍ଗନ୍ଧ। ବିଗିଡି ଯାଉଛି ସ୍ମାର୍ଟସିଟିର ଜୀବନ। ସୈନିକ ସ୍କୁଲ ନିକଟରେ ଥିବା ବିଏମ୍‌ସିର ଅସ୍ଥାୟୀ…

2 years ago

ଏ ବର୍ଷ ହେବନି ହାଡ଼ଭଙ୍ଗା ଶୀତ

ଭୁବନେଶ୍ୱର,୨।୧୨(ଅନିଲ ଦାସ): କାର୍ତ୍ତିକ ଯାଇ ମାର୍ଗଶିର ମାସ ହେଲା। ଘୋଡ଼େଇ ହେବାକୁ କମ୍ବଳ ଦରକାର ପଡ଼ିଲା ନାହିଁ। ଶୀତବସ୍ତ୍ର ମଧ୍ୟ ବାକ୍ସରୁ ବାହାରିଲା ନାହିଁ। ନଭେମ୍ବରରେ ଚୈତ୍ର…

2 years ago

କୋଟିପତି ସହକାରୀ ଯନ୍ତ୍ରୀ ଗିରଫ: ୧୬୮ ପ୍ରତିଶତ ଅଧିକ ଆୟବହିର୍ଭୂତ ସମ୍ପତ୍ତି ଠାବ

ଭୁବନେଶ୍ୱର,୧।୧୨(ସତ୍ୟଜିତ୍‌ ରାଉତ): ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ (ଆର୍‌ଡବ୍ଲ୍ୟୁଏସ୍‌ଏସ୍‌) ଭୁବନେଶ୍ୱର ସର୍କଲର ସହକାରୀ ଯନ୍ତ୍ରୀ (ଏଇ) ସୁନୀଲ କୁମାର ପାଢ଼ୀ ବିପୁଳ ଆୟବହିର୍ଭୂତ ସମ୍ପତ୍ତି…

2 years ago

୨ରୁ ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା

ଭୁବନେଶ୍ୱର, ୧।୧୨(ଅସମାପିକା ସାହୁ):  ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା ଜାନୁୟାରୀ ୨ରୁ ଆରମ୍ଭ ହେବ। ଏହା ୧୨ ତାରିଖ ପର୍ଯ୍ୟନ୍ତ…

2 years ago

ଝାରସୁଗୁଡ଼ା ଜିଲା ଲଖନପୁରଠାରେ ପ୍ରତିଷ୍ଠା ହେବ ଆଇଟିଆଇ: ୨୪ କୋଟି ୪୮ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୧୨(ଅନିଲ ଦାସ): ଝାରସୁଗୁଡ଼ା ଜିଲାର ଲଖନପୁରଠାରେ ଏକ ଆଇଟିଆଇ ପ୍ରତିଷ୍ଠା ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଏହାକୁ ଅନୁମୋଦନ କରିବା ସହ ଏଥିପାଇଁ ୨୪ କୋଟି…

2 years ago

ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ପ୍ରତ୍ୟେକ ଓଡ଼ିଆ ଶ୍ରମିକଙ୍କୁ ୨ ଲକ୍ଷ ଟଙ୍କାର ସହାୟତା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୧୨(ଅନିଲ ଦାସ): ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଓଡ଼ିଆ ଶ୍ରମିକମାନେ ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚି ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏହି ଅବସରରେ ସେମାନଙ୍କୁ…

2 years ago

ଓଡ଼ିଶା ଫେରିଲେ ଟନେଲରେ ଫଶିଥିବା ୪ ଶ୍ରମିକ

ଭୁବନେଶ୍ୱର,୧।୧୨: ଉତ୍ତରାଖଣ୍ଡର ଉତ୍ତରକାଶୀ ଟନେଲରୁ ଉଦ୍ଧାର ହୋଇଥିବା ୪ଜଣ ଓଡ଼ିଆ ଶ୍ରମିକ ଶୁକ୍ରବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ସେମାନଙ୍କ ସହ ରାଜ୍ୟ ଶ୍ରମ ମନ୍ତ୍ରୀ ସାରଦା ନାୟକ…

2 years ago