ମେଟ୍ରୋ

ଘଟଗାଁ ସଡ଼କ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧।୧୨(ଅସମାପିକା ସାହୁ): କେନ୍ଦୁଝର ଜିଲା ଘଟଗାଁ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୮ ଜଣ ବ୍ୟକ୍ତିଙ୍କର ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।…

2 years ago

ବଙ୍ଗୋପସାଗରରେ ଅବପାତ: ୪ରେ ଉପକୂଳ ଛୁଇଁବ ବାତ୍ୟା

ଭୁବନେଶ୍ୱର,୧।୧୨:ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଦକ୍ଷିଣ ଆଣ୍ଡାମାନଠାରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତିକରି ଅବପାତରେ ପରିଣତ ହୋଇଛି। ଏହାପରେ ଅବପାତ ଆହୁରି ଘନୀଭୂତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ…

2 years ago

ଜାହାଜରୁ ସନ୍ଦେହଜନକ ସାମଗ୍ରୀ ଜବତ: କର୍ମଚାରୀ ଆତଙ୍କିତ

ପାରାଦୀପ,୧।୧୨(ଶରତ ରାଉତ):ପାରାଦୀପ ବନ୍ଦର ପିଆଇସିଟି (ପାରାଦୀପ ଇଣ୍ଟରନ୍ୟାସନାଲ କାର୍ଗୋ ଟର୍ମିନାଲ)ବର୍ଥରୁ ଶୁକ୍ରବାର ଭୋରୁ କିଛି ସନ୍ଦିଗ୍ଧ ସାମଗ୍ରୀ ଜବତ ହୋଇଛି। ମେରାଇନ ପୋଲିସ, କଷ୍ଟମ୍ସ ଓ ସିଆଇଏସଏଫ…

2 years ago

ଆଇନ ଅମାନ୍ୟ ଆନ୍ଦୋଳନ କରିବ ଭାଜପା

ଭୁବନେଶ୍ୱର, ୧।୧୨ (ବନ୍ଦନା ସେଠୀ):ସୈନିକ ସ୍କୁଲ ନିକଟସ୍ଥ ଟିଟିଏସ୍‌ ଡମ୍ଫିଂୟାର୍ଡକୁ ସମ୍ପୂର୍ଣ୍ଣ ଉଚ୍ଛେଦ କରିବା ଦାବିରେ ଭାଜପା ପକ୍ଷରୁ ଜାରି ରହିଥିବା ସତ୍ୟାଗ୍ରହ ଗୁରୁବାର ୩ୟ ଦିନରେ…

2 years ago

ପେନ୍‌ସନ୍‌ ପାଇଁ ସରକାରୀ କାର୍ଯ୍ୟାଳୟ ଯିବାକୁ ପଡ଼ିବନି

ଭୁବନେଶ୍ୱର,୧।୧୨(ବନ୍ଦନା ସେଠୀ):ବିଏମ୍‌ସି ଅବସରପ୍ରାପ୍ତ କର୍ମଚାରୀଙ୍କ ଦୀର୍ଘଦିନର ଆଶା ପୂରଣ ହେବାକୁ ଯାଉଛି। ଏଣିକି ଅବସର ପରେ ପେନ୍‌ସନ୍‌ ପାଇବା ପାଇଁ ବିଏମ୍‌ସି ଅବସରପ୍ରାପ୍ତ କର୍ମଚାରୀଙ୍କୁ ସରକାରୀ କାର୍ଯ୍ୟାଳୟକୁ…

2 years ago

ଭିଜିଲାନ୍ସ ଜାଲରେ ଭୁବନେଶ୍ୱର RWS&Sର କନିଷ୍ଠ ଯନ୍ତ୍ରୀ ସୁନୀଲ କୁମାର ପାଢ଼ୀ

ଭୁବନେଶ୍ୱର,୩୦ା୧୧: ଭିଜିଲାନ୍ସ ଜାଲରେ ଫସିଲେ ଭୁବନେଶ୍ୱର RWS&Sର କନିଷ୍ଠ ଯନ୍ତ୍ରୀ ସୁନୀଲ କୁମାର ପାଢ଼ୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଭିଜିଲାନ୍ସ ଟିମ୍ ଏକକାଳୀନ…

2 years ago

ଦୁର୍ଗନ୍ଧରେ ସହରବାସୀ, ନିରୁପାୟ ବିଏମ୍‌ସି

ଭୁବନେଶ୍ୱର,୩୦।୧୧(ବନ୍ଦନା ସେଠୀ): ରାସ୍ତା, ଘାଟ, ଗଳିକନ୍ଦି ସମେତ ପୂରା ସହର ବହୁଦିନ ହେବ ଦୁର୍ଗନ୍ଧରେ ଫାଟିପଡ଼ୁଛି। ଦୁର୍ଗନ୍ଧ ଏତେ ଉତ୍କଟ ହେଉଛି ଯେ ନାକରେ ହାତ ନ…

2 years ago

ଘରୁ ଟଙ୍କା ନେଇଗଲେ କାମବାଲି, ସିସିଟିଭି ଫୁଟେଜ୍‌ ଭାଇରାଲ୍‌

ଭୁବନେଶ୍ୱର,୩୦।୧୧(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ଲକ୍ଷ୍ମୀସାଗାର ଥାନା ଅନ୍ତର୍ଗତ ଝାରପଡ଼ା ଜଗନ୍ନାଥନଗରରେ ଜଣଙ୍କ ଘରୁ କାମବାଲି ଟଙ୍କା ଚୋରି କରିଛନ୍ତି। ମହିଳା ଜଣକ ମାଲିକଙ୍କ ବେଡ୍‌ରୁମ୍‌ରେ ଥିବା ଆଲ୍‌ମିଲାରର…

2 years ago

୧ରୁ ହେବନି ବସ୍‌ ଧର୍ମଘଟ

ଭୁବନେଶ୍ୱର,୩୦।୧୧(ଅନିଲ ଦାସ): ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ କର୍ମକର୍ତ୍ତା ଓ ରାଜ୍ୟ ସରକାରଙ୍କ ସହ ବୁଧବାର ହୋଇଥିବା ଆଲୋଚନା ସଫଳ ହୋଇଛି। ସଂଘ ଆସନ୍ତା ଡିସେମ୍ବର…

2 years ago

ଗିରଫ ଆଇଆଇସି ସୁଶାନ୍ତଙ୍କର ବିଜେଡି ଲିଙ୍କ୍‌ ରହିଛି: ଭାଜପା

ଭୁବନେଶ୍ୱର, ୩୦।୧୧(ସୁନିତ୍‌ ମିଶ୍ର): ୩୭ ଲକ୍ଷ ଟଙ୍କାର ନଗଦ କଳା ଟଙ୍କା ଜବତ ଘଟଣାରେ ଗିରଫ ହୋଇଥିବା ବୈପାରିଗୁଡ଼ା ଥାନା ଆଇଆଇସି ସୁଶାନ୍ତ ଶତପଥୀଙ୍କ ବିଜେଡି ଲିଙ୍କ୍‌…

2 years ago