ମେଟ୍ରୋ

‘ଧରିତ୍ରୀ’ ପକ୍ଷରୁ ଆରମ୍ଭ ହେଲା ୟୁଥ୍‌ କନ୍‌କ୍ଲେଭ୍‌

ଭୁବନେଶ୍ୱର,୨୪ା୧୧: ‘ଧରିତ୍ରୀ’ର ୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଏକ ନିଆରା ପ୍ରଚେଷ୍ଟା ଆରମ୍ଭ ହୋଇଛି। ଜଳବାୟୁ ପରିବର୍ତ୍ତନକୁ ନେଇ ଶୁକ୍ରବାର ରେଳ ସଦନଠାରେ ‘ଧରିତ୍ରୀ’ ପକ୍ଷରୁ ୟୁଥ୍‌…

2 years ago

ରାଜ୍ୟ ସରକାର ଆଦିବାସୀଙ୍କ ସ୍ବାର୍ଥର ପରିପନ୍ଥୀ: କଂଗ୍ରେସ

ଭୁବନେଶ୍ୱର, ୨୪।୧୧(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଆଦିବାସୀମାନଙ୍କ ସ୍ବାର୍ଥର ପରିପନ୍ଥୀ। ଓଡ଼ିଶା ଅନୁସୂଚିତ ଅଞ୍ଚଳ ଅସ୍ଥାବର ସମ୍ପତ୍ତି ହସ୍ତାନ୍ତର ନିୟମ-୧୯୫୬(ଓସାଟିପ)ର ସଂଶୋଧନ ଏହାର ସଦ୍ୟତମ ଉଦାହରଣ। ନଭେମ୍ବର…

2 years ago

ଭୋଟର ତାଲିକାରୁ ୮୦,୦୩୦ ବାଦ୍‌ ପଡ଼ିଲେ

ଭୁବନେଶ୍ୱର, ୨୪।୧୧(ସୁନିତ୍‌ ମିଶ୍ର): ଭୋଟର ତାଲିକାର ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ଆରମ୍ଭଠାରୁ ଗତ ୨୧ ତାରିଖ ପର୍ଯ୍ୟନ୍ତ ଭୋଟର ତାଲିକାରେ ଯୋଗହୋଇଥିବା ଓ ବାଦ୍‌ ପଡ଼ିଥିବା…

2 years ago

୨୫ରେ ବିଜିୟୁର ୬ଷ୍ଠ ସମାବର୍ତ୍ତନ ଉତ୍ସବ

ଭୁବନେଶ୍ୱର,୨୪।୧୧ (ଅଭୟ ଦାଶ):ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ବିର୍ଲା ଗ୍ଲୋବାଲ୍‌ ୟୁନିଭର୍ସିଟି (ବିଜିୟୁ)ର ୬ଷ୍ଠ ସମାବର୍ତ୍ତନ ଉତ୍ସବ ୨୦୨୩ ନଭେମ୍ବର ୨୫ରେ ବିଶ୍ୱବିଦ୍ୟାଳୟର ଭୁବନେଶ୍ୱରସ୍ଥିତ ଗୋଠପାଟଣା କ୍ୟାମ୍ପସ୍‌ରେ…

2 years ago

ଚାକିରି ଦେବା ନାଁରେ ବଡ଼ ଧରଣର ଠକେଇ, ୨ ଗିରଫ

ଭୁବନେଶ୍ୱର,୨୪।୧୧(ସୂର୍ଯ୍ୟକାନ୍ତ ବେହେରା): ମୁମ୍ବାଇ ପୋର୍ଟ ଟ୍ରଷ୍ଟ ନାମରେ ନକଲି ୱେବ୍‌ସାଇଟ ଖୋଲି ଚାକିରି ଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକିଥିବା ଏକ ଗ୍ୟାଙ୍ଗର ୨ ଜଣ…

2 years ago

ଭୂ-ସଂସ୍କାର ସଂଶୋଧନ ବିଲ୍‌ ବିଧାନସଭାରେ ଗୃହୀତ

ଭୁବନେଶ୍ୱର,୨୪।୧୧(ଅନିଲ ଦାସ): ରାଜ୍ୟରେ ସିକିମ ଭାବେ ରେକର୍ଡ ହୋଇଥିବା ଜମିକୁ ଦଖଲ କରୁଥିବା ଉପ-ରୟତ କିମ୍ବା ଅଧସ୍ତନ-ରୟତ କିମ୍ବା ସେମାନଙ୍କ ଉତ୍ତରାଧିକାରୀମାନଙ୍କୁ ସେହି ଜମି ଉପରେ ସ୍ବତ୍ୱ/ରୟତି…

2 years ago

୫୦ ବର୍ଷରେ ପଦାର୍ପଣ କଲା ‘ଧରିତ୍ରୀ’ ଖବରକାଗଜ: ବାଲୁକାକଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ୱର,୨୪।୧୧: ‘ଧରିତ୍ରୀ’ ଖବରକାଗଜ ୫୦ ବର୍ଷରେ ପଦାର୍ପଣ କରିଛି। ଏହି ଅବସରରେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ନିଆରା ବାଲୁକାକଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି। ଏହି…

2 years ago

ରାଜ୍ୟ ବାହାରକୁ କର୍ମ ଅନ୍ବେଷଣରେ ଯାଇଛନ୍ତି ୪୦ ହଜାର ଶ୍ରମିକ

ଭୁବନେଶ୍ୱର,୨୪ା୧୧(ଅନିଲ ଦାସ):ରାଜ୍ୟରୁ ୪୦୦୮୮ ଜଣ ଶ୍ରମିକ ବାହାର ରାଜ୍ୟ ତଥା ଦେଶକୁ ଦାଦନ ଖଟିବାକୁ ଯାଇଛନ୍ତି। କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଲିଖିତ ପ୍ରଶ୍ନରେ ବିଧାନସଭାରେ…

2 years ago

୨ ବର୍ଷରେ ବିକ୍ରି ହେଲାଣି ୬୬ ହଜାର ଇଲେକ୍ଟ୍ରିକ ଯାନ

ଭୁବନେଶ୍ୱର,୨୪ା୧୧(ଅନିଲ ଦାସ):ଓଡିଶା ବୈଦ୍ୟୁତିକ ଯାନ ନୀତି-୨୦୨୧ ଲାଗୁ ହେବା ପରଠାରୁ ୨୦୨୩ ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ୬୬ ହଜାର ୪୬୭ ଟି ଦୁଇ ଚକିଆ,…

2 years ago

ଖର୍ଚ୍ଚ ହୋଇ ପାରୁନି ବିଧାୟକ, ଏମ୍‌ପି ଆଞ୍ଚଳିକ ଉନ୍ନୟନ ପାଣ୍ଠି

ଭୁବନେଶ୍ୱର,୨୪ା୧୧(ଅନିଲ ଦାସ):ରାଜ୍ୟରେ ବିଧାୟକ ଓ ଏମପି ଆଞ୍ଚଳିକ ଉନ୍ନୟନ ପାଣ୍ଠିକୁ ଖର୍ଚ୍ଚ ହୋଇ ପାରୁ ନାହିଁ। ଦୀର୍ଘ ବର୍ଷ ଧରି ବହୁ କୋଟି ଟଙ୍କା ପଡ଼ି ରହୁଛି।…

2 years ago