ମେଟ୍ରୋ

ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର ଶେଷ

ଭୁବନେଶ୍ୱର,୧୭ା୨(ବ୍ୟୁରୋ):ଚଳିତ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର କାର୍ଯ୍ୟ ବୁଧବାର ଶେଷ ହୋଇଛି। ନିର୍ବାଚନ ହେବାକୁ ଥିବା ଅଞ୍ଚଳରୁ ପ୍ରଚାର କାର୍ଯ୍ୟରେ ଯୋଗ ଦେଇଥିବା ନେତା ଓ…

2 years ago

ନିର୍ବାଚନ କମିଶନଙ୍କୁ ଭେଟିଲେ ଭାଜପା, ବିଜେଡି

ଭୁବନେଶ୍ୱର,୧୭ା୨(ବ୍ୟୁରୋ):ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଆରମ୍ଭରୁ ଶାସକ ଦଳର ଗୁଣ୍ଡାଗର୍ଦ୍ଦି ଜରିଆରେ ଭୋଟ ହାତେଇବାର ହୀନ ଉଦ୍ଦେଶ୍ୟ ସାମ୍ନାକୁ ଆସିଛି ା ଶାସକ ଦଳର ପ୍ରତ୍ୟକ୍ଷ ପ୍ରରୋଚନାରେ ପ୍ରିଜାଇଡିଂ…

2 years ago

କାହା କଥା ସତ: ବିରୋଧୀ ନା ଶାସକ

ଭୁବନେଶ୍ୱର, ୧୭ା୨(ବ୍ୟୁରୋ):ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ବୁଧବାର ଶେଷ ହୋଇଯାଇଛି। ନିର୍ବାଚନ ପୂର୍ବରୁ କେତେକ ସ୍ଥାନରେ ହିଂସାତ୍ମକ ସ୍ଥିତି ସୃଷ୍ଟି ହୋଇଥିଲା। ସେହିପରି…

2 years ago

ବାଘ ଦାନ୍ତ, ନଖ,ବଜ୍ରକାପ୍ତା କାତି ଜବତ

ଭୁବନେଶ୍ୱର(ବ୍ୟୁରୋ)/ବାରିପଦା ଅଫିସ,୧୭ା୨:ମୟୂରଭଞ୍ଜ ଜିଲା ଯଶିପୁର ଥାନା ତଥା କରଞ୍ଜିଆ ବନଖଣ୍ଡ ଦୁଧିଆଣୀ ରେଞ୍ଜ ଅଧୀନ ପଡ଼ାଗଡ ଗ୍ରାମ ନିକଟରେ କ୍ରାଇମ୍‌ବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଚଢ଼ାଉ…

2 years ago

‘ଭାରତର ଖାଦ୍ୟ ସୁରକ୍ଷା ବ୍ୟବସ୍ଥା ବିଶ୍ୱ ପାଇଁ ଉଦାହରଣ’

ଭୁବନେଶ୍ୱର, ୧୭।୨(ବ୍ୟୁରୋ):ବିଗତ ୫୦ବର୍ଷ ମଧ୍ୟରେ ଖାଦ୍ୟ ସୁରକ୍ଷା ଦିଗରେ ଭାରତ ଉଲ୍ଲେଖନୀୟ ଅଗ୍ରଗତି କରିଛି। ଦିନେ ଖାଦ୍ୟ ପାଇଁ ଅନ୍ୟ ଉପରେ ନିର୍ଭର କରୁଥିବା ଭାରତ ଆଜି…

2 years ago

୫ ଜଣିଆ କମିଟି ଗଠନ କଲେ ହାଇକୋର୍ଟ

କଟକ ଅଫିସ,୧୭ା୨:ଜଗତ୍‌ସିଂହପୁର ଜିଲା ଢିଙ୍କିଆ ବିବାଦ ମାମଲାର ଶୁଣାଣି ବୁଧବାର ହାଇକୋର୍ଟରେ ହୋଇଥିଲା। ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଆର୍‌.କେ. ପଟ୍ଟନାୟକଙ୍କୁ ନେଇ…

2 years ago

ନିର୍ବାଚନୀ ହିଂସା: ବିଜେଡିକୁ ଟାର୍ଗେଟ କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୧୬।୨(ବ୍ୟୁରୋ): ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ବୁଧବାର ଶେଷ ହୋଇଛି। ମତଦାନବେଳେ କିଛି ସ୍ଥାନରେ ହିଂସାକାଣ୍ଡ ଘଟିଛି। ଏହାକୁ ନେଇ କେନ୍ଦ୍ର…

2 years ago

ସରିଲା ପ୍ରଥମ ପର୍ଯ୍ୟାୟ ନିର୍ବାଚନ

ଭୁବନେଶ୍ୱର,୧୬।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ରାଜ୍ୟର ୩୦ ଜିଲାର ୭୧ ବ୍ଲକରେ ମତଦାନ ଶେଷ ହୋଇଛିା ପ୍ରତି ବ୍ଲକ୍‌…

2 years ago

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୮୫୨ ପଜିଟିଭ୍‌

ଭୁବନେଶ୍ୱର,୧୬।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୮୫୨ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୧୮୧ ଜଣ ପିଲା ଅଛନ୍ତି। ୪୯୫ ଜଣ କ୍ୱାରାଣ୍ଟାଇନ୍‌ରୁ…

2 years ago

ଆଜି ଆଉ ୧୯ ଜଣଙ୍କ ଜୀବନ ନେଇଛି କରୋନା

ଭୁବନେଶ୍ୱର,୧୬।୨(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗୁନି। ଆଜି ଆଉ ୧୯ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ…

2 years ago