ମେଟ୍ରୋ

ବିମଳ ଷଡ଼ଙ୍ଗୀଙ୍କ ପରଲୋକ

ଖୋର୍ଦ୍ଧା,୧୮।୯(ପ୍ରଭାତ ପାଣିଗ୍ରାହୀ): ଉତ୍କଳ ସମ୍ମିଳନୀର ରାଜ୍ୟ ଉପସଭାପତି ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ତଥା ଶିକ୍ଷାବିତ, ଖବରକାଗଜର ବିଶିଷ୍ଟ ସଂଗ୍ରାହକ ଭାବେ ପରିଚିତ ଖୋର୍ଦ୍ଧା ନିବାସୀ ବିମଳ ଷଡଙ୍ଗୀ(୭୫) ଆଉ ନାହାନ୍ତି। ଶୁକ୍ରବାର ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର…

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ ଅନ୍ତର୍ଜାତୀୟ ଲିଙ୍କ ଥିବା ସନ୍ଦେହ କରଯାଉଛି। ଏନେଇ ବିଭିନ୍ନ ରାଜ୍ୟରେ ତଦନ୍ତ ଚାଲିଛି।…

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି। ଆସନ୍ତା ୨୪ ତାରିଖ ସୁଦ୍ଧା ପୌରସଂସ୍ଥା ଓ NACର ୱାର୍ଡ ସୀମା ନିର୍ଦ୍ଧାରଣ…

ଡିଜିପି ଚୟନ: ୨୨ ଶୁଣାଣିକୁ ଅପେକ୍ଷା

ଭୁବନେଶ୍ୱର,୧୮ା୯(ସୁନିତ୍‌ ମିଶ୍ର): ଓଡ଼ିଶା ଡିଜିପି ଚୟନ ନେଇ ଆସନ୍ତା ୨୨ ତାରିଖ ଦିନ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଗୁରୁବାର ଏହି ବାବଦରେ ସର୍ବୋଚ୍ଚ ନ୍ୟାୟଳୟରେ ଶୁଣାଣି ହେବାର ଥିଲା। କିଛି ଜରୁରୀ ବିଷୟ ଉପରେ ଶୁଣାଣି ରହିବାରୁ ଡିଜିପି ଚୟନ ବାବଦ…

ଘୂର୍ଣ୍ଣିବଳୟ ସକ୍ରିୟ: ୨୩ ଯାଏ ପ୍ରବଳ ବର୍ଷା, ସତର୍କ ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶ୍ୱର,୧୮ା୯: ଉତ୍ତର ଥାଇଲାଣ୍ଡ ଉପରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ୧୮ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଉପରେ ପହଞ୍ଚିଥିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୯ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ ‘ସେବା ସଂକଳ୍ପ ଅଭିଯାନ୨୦୨୬’ରେ ସାମିଲ ହୋଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ…

ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର, ପୂର୍ବରୁ…

ଭୁବନେଶ୍ୱର,୧୭ା୯: ଡେପୁଟି କମିଶନର ଅଫ ପୋଲିସ(ଡିସିପି) ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। କେନ୍ଦ୍ର ସରକାର ଏହି ଇସ୍ତଫାପତ୍ରକୁ ଆନୁଷ୍ଠାନିକ ଭାବେ ଗ୍ରହଣ କରିଛନ୍ତି। ଚାକିରିରୁ ଅବସର ନେବା ପାଇଁ ସେ ପୂର୍ବରୁ ଦେଇଥିବା ଇସ୍ତଫାପତ୍ରକୁ ରାଜ୍ୟ ସରକାର ଗୃହ ମନ୍ତ୍ରଣାଳୟକୁ…

୧୯ରେ ଲଘୁଚାପ, ଶୁକ୍ରବାରଠାରୁ ବଢ଼ିବ ବର୍ଷା: ସମ୍ଭାବ୍ୟ ବାତ୍ୟାକୁ ନେଇ ଆଇଏମ୍‌ଡି ଡିଜି କହିଲେ…

ଭୁବନେଶ୍ୱର, ୧୭ା୯(ବନ୍ଦନା ସେଠୀ):ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ ସନ୍ଧ୍ୟାରେ ଘୂର୍ଣ୍ଣିବଳୟ ଉତ୍ତର ଆଣ୍ଡାମାନ ସାଗର ଉପରେ ପହଞ୍ଚତ୍ବା ପରେ ୧୯ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ ସନ୍ଧ୍ୟାରେ ଘୂର୍ଣ୍ଣିବଳୟ ଉତ୍ତର ଆଣ୍ଡାମାନ ସାଗର ଉପରେ ପହଞ୍ଚତ୍ବା ପରେ ୧୯ ତାରିଖ…

ନନ୍ଦନକାନନରେ ୫ ଓରାଙ୍ଗଉଟାନଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ: ମହୀଶୂର ଚିଡ଼ିଆଖାନାର ୨ ବିଶେଷଜ୍ଞ…

ଭୁବନେଶ୍ୱର, ୧୬।୯: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରଖାଯାଇଥିବା ୫ ଓରାଙ୍ଗଉଟାନଙ୍କ ଯତ୍ନ ଓ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଉଛି। ଏଥିପାଇଁ ମହୀଶୂର ଚିଡ଼ିଆଖାନାର ୨ ଜଣ ବିଶେଷଜ୍ଞ ନନ୍ଦନକାନନରେ ପହଞ୍ଚି ସେମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରୁଛନ୍ତି। ଏହି ସ୍ୱାସ୍ଥ୍ୟ ଯାଞ୍ଚ ପ୍ରକ୍ରିୟାରେ ଓଡ଼ିଶା…

ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ ସହନିର୍ଦ୍ଦେଶକ,ଜଣାପଡ଼ିବା ପରେ ଘଟିଲା…

ଭୁବନେଶ୍ୱର,୧୬।୯ (ପ୍ରସନଜିତ ସାହୁ):ଧାରାବାହିକ ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରି ତାଙ୍କ ଫଟୋ ଭାଇରାଲ ଘଟଣା ସାମ୍ନାକୁ ଆସିଛି। ଏନେଇ ସମ୍ପୃକ୍ତ ଅଭିନେତ୍ରୀ ଥାନାରେ ଅଭିଯୋଗ କରିବା ପରେ ମଙ୍ଗଳବାର ମହିଳା ଥାନା ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଉତ୍ତରପ୍ରଦେଶ…

୬ଥର ପାଇଁ ଦାରା ସିଂଙ୍କ ମୁକ୍ତି ଆବେଦନ ଖାରଜ

ଭୁବନେଶ୍ୱର,୧୬ା୯(ସୁନିତ୍‌ ମିଶ୍ର): ଗ୍ରାହାମ୍‌ ଷ୍ଟେନ୍ସ ଏବଂ ତାଙ୍କ ୨ପୁଅ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଦାରା ସିଂଙ୍କୁ ଜେଲରୁ ମୁକ୍ତି ଦେବାକୁ କରାଯାଇଥିବା କ୍ଷମା ପ୍ରାର୍ଥନା ଉପରେ ରାଜ୍ୟ ସରକାରଙ୍କୁ ନିଷ୍ପତ୍ତି ନେବାକୁ ସର୍ବୋଚ୍ଚ ନ୍ୟାୟାଳୟ ପୂର୍ବରୁ ଏକାଧିକ ବାର ନିର୍ଦ୍ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?