ସମସ୍ତ ପ୍ରକାର ଯାଞ୍ଚ ପରେ ଚୂଡ଼ାନ୍ତ ମୃତ୍ୟୁ ସଂଖ୍ୟା ୨୮୮: ମୁଖ୍ୟ ଶାସନ ସଚିବ
ଭୁବନେଶ୍ବର ୬।୬: ବାଲେଶ୍ବର ଜିଲା ବାହାନଗା ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୮୮ । ସମସ୍ତ ପ୍ରକାର ଯାଞ୍ଚ ପରେ ଚୂଡ଼ାନ୍ତ ମୃତ୍ୟୁ ସଂଖ୍ୟା ୨୮୮ ବୋଲି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ମଙ୍ଗଳବାର ସ୍ପଷ୍ଟ କରିଛନ୍ତି । ୨୮୮…
ପଶ୍ଚିମବଙ୍ଗର ୩୧ ଜଣ ନିଖୋଜ ଥିବା କହିଲେ ମମତା
ଭୁବନେଶ୍ୱର,୬।୬(ବ୍ୟୁରୋ) ବାଲେଶ୍ୱର ଜିଲା ବାହାନଗାରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ଆହତ ହୋଇ କଟକ ବ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ପଶ୍ଚିମବଙ୍ଗର ଲୋକଙ୍କୁ ଦେଖିବାକୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ଓଡ଼ିଶା ଆସିଥିଲେ। ଆହତମାନଙ୍କୁ ଭେଟି ଫେରିବା ବେଳେ ମମତା ଗଣମାଧ୍ୟମକୁ କହିଛନ୍ତି…
ବାହାନଗା ଦୁର୍ଘଟଣା: ଓଡିଶାର ୩୯ଜଣ ମୃତକଙ୍କ ପାଇଁ ୧.୯୫ କୋଟି ଟଙ୍କା ମଞ୍ଜୁର
ଭୁବନେଶ୍ୱର,୬।୬: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାହାନଗା ଟ୍ରେନ ଦୁର୍ଘଟଣାରେ ଏ ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ଓଡିଶାର ୩୯ଜଣ ମୃତକଙ୍କ ପାଇଁ ୧.୯୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯାଉଛି। ମୃତକଙ୍କ ମଧ୍ୟରେ ଭଦ୍ରକର…
ସିକନ୍ଦରାବାଦ-ଅଗରତାଲା ଏକ୍ସପ୍ରେସ ଟ୍ରେନରେ ଧୂଆଁ : ଯାତ୍ରୀ ଭୟଭୀତ
ଭୁବନେଶ୍ୱର,୬।୬: ସିକନ୍ଦରାବାଦ-ଅଗରତାଲା ଏକ୍ସପ୍ରେସ ବି-୫ ବଗିରେ ଧୂଆଁ ବାହାରୁଥିବା ଦେଖି ଯାତ୍ରୀ ଭୟଭୀତ। ଟ୍ରେନଟି ବ୍ରହ୍ମପୁର ଷ୍ଟେସନରେ ଅଟକି ଥିବାବେଳେ ଧୂଆଁ ବାହାରୁଥିବା ଯାତ୍ରୀମାନେ ଦେଖି ଟ୍ରେନରୁ ଓହ୍ଲାଇପଡିଥିଲେ। ରେଳ ବିଭାଗ ପକ୍ଷରୁ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା। ଅଗ୍ନିଶମ ବାହିନୀ…
ସ୍ବାମୀକୁ ଝୁରି ହେଉଛନ୍ତି ୭ ମାସର ଗର୍ଭବତୀ
ଭୁବନେଶ୍ୱର,୬।୬(ବ୍ୟୁରୋ): ବାହାନଗା ଟ୍ରେନ ଟ୍ରାଜେଡି ପରେ ଏବେ ମୃତଦେହ ହସ୍ତାନ୍ତର ପ୍ରକ୍ରିୟା ଜାରି ରହିଛି। ଭୁବନେଶ୍ୱର ଏମ୍ସ ସହ ଅନ୍ୟ ହସ୍ପିଟାଲରେ ସମ୍ପର୍କୀୟମାନେ ମୃତଦେହ ନେବାକୁ ଅପେକ୍ଷା କରିଛନ୍ତି। ଏଥିପାଇଁ ପ୍ରଶାସନ ଓ ହସ୍ପିଟାଲ ପକ୍ଷରୁ ସେମାନଙ୍କୁ ସମସ୍ତ ସହଯୋଗ ଯୋଗାଇ…
ବାହାନଗା ଟ୍ରେନ ଦୁର୍ଘଟଣା: ମଙ୍ଗଳବାର, ବୁଧବାର ପାଇଁ ୭୪ଟି ଟ୍ରେନ ବାତିଲ
ଭୁବନେଶ୍ୱର,୬।୬: ବାଲେଶ୍ୱର ବାହାନଗା ନିକଟରେ ଟ୍ରେନ ଦୁର୍ଘଟଣା ପରେ ସେହି ରୁଟ୍ରେ ରେଳ ଚଳାଚଳ ସ୍ବାଭାବିକ ହୋଇଥିଲେ ମଧ୍ୟ ମଙ୍ଗଳବାର ଏବଂ ବୁଧବାର ପାଇଁ ୭୪ଟି ଟ୍ରେନ ବାତିଲ କରାଯାଇଛି। ଏନେଇ ରେଳ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଭୁବନେଶ୍ୱର-ହାୱଡା…
୪୦ ହଜାର ବୁଥ୍ରେ ପ୍ରତିନିଧି ନିଯୁକ୍ତ କରିବ ଛାତ୍ର କଂଗ୍ରେସ
ଭୁବନେଶ୍ବର, ୬ା୬(ବ୍ୟୁରୋ): ବୁଥ୍ସ୍ତରରେ ଏଣିକି ଛାତ୍ର କଂଗ୍ରେସର ସକ୍ରିୟ ପ୍ରତିନିଧି ନିଯୁକ୍ତ ହେବେ। ତୃଣମୂଳସ୍ତରରୁ ଲଢ଼େଇକୁ ଅଧିକ କ୍ରୀୟାଶୀଳ କରିବା ପାଇଁ ୪୦ ହଜାର ବୁଥ୍ରେ ଛାତ୍ର କଂଗ୍ରେସ ପ୍ରତିନିଧି ନିଯୁକ୍ତ କରିବ। ଏ ନେଇ ଛାତ୍ର କଂଗ୍ରେସ ସଭାପତି ୟାସିର…
ରାଜ୍ୟସ୍ତରୀୟ ମାଷ୍ଟର ଟ୍ରେନରଙ୍କୁ ପ୍ରଶିକ୍ଷଣ
ଭୁବନେଶ୍ୱର,୬ା୬(ବ୍ୟୁରୋ): ଆଗୁଆ ସାଧାରଣ ନିର୍ବାଚନ ନେଇ ଚର୍ଚ୍ଚା ଜୋର୍ ଧରିଲାଣି। ଅନ୍ୟପକ୍ଷରେ ନିର୍ବାଚନ ପାଇଁ ରାଜ୍ୟ ସରକାର ମଧ୍ୟ ପ୍ରସ୍ତୁତି ଆରମ୍ଭ କଲେଣି। ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟସ୍ତରୀୟ ମାଷ୍ଟର ଟ୍ରେନର(ଏସ୍ଏଲ୍ଏମ୍ଟି) ମାନଙ୍କର ଟ୍ରେନିଂ କାର୍ଯ୍ୟ ଆରମ୍ଭ ହେଲାଣି।…
ରାଜ୍ୟରେ ବିପର୍ଯ୍ୟୟ ପରିଚାଳନା ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରାଯିବ: ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର,୬ା୬(ବ୍ୟୁରୋ): ରାଜ୍ୟ ସରକାରଙ୍କର ପ୍ରସ୍ତୁତି ଓ ଜନସାଧାରଣଙ୍କ ସହଯୋଗ ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ସର୍ବଦା ସଫଳତା ଦେଇଆସିଛି। ଆଗାମୀ ଦିନରେ ରାଜ୍ୟର ବିପର୍ଯ୍ୟୟ ପରିଚାଳନା ଭିତ୍ତିଭୂମିକୁ ଆହୁରି ଅଧିକ ସୁଦୃଢ କରାଯିବ ବୋଲି ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା…
ସିଗ୍ନାଲ୍ ବ୍ୟବସ୍ଥାର ହେବ ସୁପର ଚେକ୍
ଭୁବନେଶ୍ୱର,୬ା୬(ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗାଠାରେ ହୋଇଥିବା ଟ୍ରେନ ଦୁର୍ଘଟଣା ପରେ ରେଲଓ୍ବେ ବୋର୍ଡ ତତ୍ପରତା ପ୍ରକାଶ କରିଛି। ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ସିଗ୍ନାଲ ବ୍ୟବସ୍ଥାର ‘ସୁପର ଚେକ୍’ (ଯାଞ୍ଚ) କରିବାକୁ ବୋର୍ଡ ପକ୍ଷରୁ ସୋମବାର ସମସ୍ତ ୧୯ ରେଲଓ୍ବେ…
ମୃତକଙ୍କୁ ଚିହ୍ନିବା କଷ୍ଟକର
ଭୁବନେଶ୍ୱର,୬।୬ (ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍ ଦୁର୍ଘଟଣାକୁ ସୋମବାର ୪ ଦିନ ପୂରିଛି। ଘଟଣାସ୍ଥଳରୁ ଆହତ ଏବଂ ମୃତକଙ୍କ ଉଦ୍ଧାର କାର୍ଯ୍ୟ ସରିଥିବାବେଳେ ଏବେ ମୃତବ୍ୟକ୍ତିଙ୍କର ଚିହ୍ନଟୀକରଣ ଚିନ୍ତାର କାରଣ ହୋଇଛି। କେତେକ ମୃତଦେହ କ୍ଷତବିକ୍ଷତ ହୋଇଯାଇଥିବାରୁ ସେଗୁଡ଼ିକୁ ଚିହ୍ନଟ…
ଓଡ଼ିଶାରେ ମମତା : ଆହତମାନଙ୍କର ଚିକିତ୍ସା ନେଇ କରିଛନ୍ତି ଆଲୋଚନା
ଭୁବନେଶ୍ୱର ଅଫିସ,୬।୬(ବ୍ୟୁରୋ): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦିନ ୨ଟା ବେଳେ ସେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି। ସେଠାରୁ ସେ କଟକ ଗସ୍ତ କରିଥିଲେ। ରେଭେନ୍ସା ପରିସରରେ ସେ ହେଲିପ୍ୟାଡରୁ ଓହ୍ଲାଇଥିଲେ । ଏହାପରେ ଶେ ଏସସିବି ମେଡିକାଲକୁ ଯାଇଛନ୍ତି।…
Archives


