ମେଟ୍ରୋ

ପୁଣି ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୭୨୨୩କୁ ବୃଦ୍ଧି

ଭୁବନେଶ୍ୱର,୨୦ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ସର୍ବାଧିକ ୬୯ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ...

ଆଜି ରାଜ୍ୟରୁ ୯୮୬ କରୋନା ଆକ୍ରାନ୍ତ ଚିହ୍ନଟ, ମୁଣ୍ଡବ୍ୟଥାର କାରଣ ପାଲଟିଛି ଖୋର୍ଦ୍ଧା

ଭୁବନେଶ୍ୱର,୨୦ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୯୮୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୯୯,୯୧୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୭୪ ଜଣ...

ପୂରଣ ହେବ ୧୧,୦୦୬ ନର୍ସିଂ ଅଫିସର ପଦବୀ

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟରେ ସ୍ବାସ୍ଥ୍ୟ ସେବାକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରିବା ପାଇଁ ୧୧,୦୦୬ ନୂତନ ନର୍ସିଂ ଅଫିସର ପଦବୀ ସୃଷ୍ଟି କରାଯାଇଛି । ଏହି ପଦବୀଗୁଡ଼ିକ ରାଜ୍ୟର ସମସ୍ତ ଜିଲାର ମୁଖ୍ୟ...

ବିଧାନସଭା ପ୍ରବେଶ ପାଇଁ ଆର୍‌ଟି-ପିସିଆର୍‌ ବାଧ୍ୟତାମୂଳକ

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ସେପ୍ଟେମ୍ବର ପହିଲାରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ଅଧିବେଶନ ପୂର୍ବରୁ ବିଧାନସଭାର ସମସ୍ତ ସଦସ୍ୟ, ସେମାନଙ୍କ ଡ୍ରାଇଭର ଏବଂ ବ୍ୟକ୍ତିଗତ କର୍ମଚାରୀ, ବିଧାନସଭାରେ କାର୍ଯ୍ୟରତ ସମସ୍ତ ଅଧିକାରୀ ଓ ଗଣମାଧ୍ୟମ ପ୍ରତିନିଧିମାନଙ୍କର ମଧ୍ୟ ଆର୍‌ଟି-ପିସିଆର୍‌ ଟେଷ୍ଟ...

ରାଜ୍ୟରେ ବଢୁଛି ସଂକ୍ରମିତ ଶିଶୁଙ୍କ ସଂଖ୍ୟା

ଭୁବନେଶ୍ୱର,୧୯।୮(ବ୍ୟୁରୋ): କିଛିଦିନର ବ୍ୟବଧାନ ପରେ ପୁଣି ଥରେ ହଜାରେ ଡେଇଁଛି ଦୈନିକ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ଆଉ ୧୦୪୧ ନୂତନ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୬୦୫ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଥିବାବେଳେ ୪୩୬ଜଣ ସ୍ଥାନୀୟ...

ଅଡୁଆରେ ଏମ୍‌ପି ଭର୍ତ୍ତୃହରି: ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ବୋହୂ

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ଏମ୍‌ପି ଭର୍ତ୍ତୃହରି ମହତାବଙ୍କ ନାଁରେ ବୋହୂ ସାକ୍ଷୀ ମଧ୍ୟପ୍ରଦେଶର ଭୋପାଳ ମହିଳା ଥାନାରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ସ୍ବାମୀ ଲୋକରଞ୍ଜନ, ଶାଶୁ ଏବଂ ଶ୍ୱଶୁର ଭର୍ତ୍ତୃହରିଙ୍କ ନାମରେ ଏପରି ଅଭିଯୋଗ ଆଣିଥିବା ସୂଚନା ମିଳିଛି। ସୂଚନାନୁଯାୟୀ, ୨୦୧୬...

ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କ ପୁଅ ସଂଗ୍ରାମଙ୍କ ପରଲୋକ

ଭୁବନେଶ୍ୱର,୧୯।୮(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କ ପୁଅ ତଥା ପୂର୍ବତନ ଯୁବ କଂଗ୍ରେସ ସଭାପତି ସଂଗ୍ରାମ ଜେନାଙ୍କ ଗୁରୁବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ମାତ୍ର ୪୪ ବର୍ଷ ହୋଇଥିଲା। ସେ କରୋନା ସଂକ୍ରମିତ ହେବା ପରେ ଗୁରୁତର ହୋଇପଡ଼ିଥିଲେ।...

ଖୋଲିଲା ୪ ନଂ. ମାଛ ମାର୍କେଟ

ଭୁବନେଶ୍ୱର,୧୯।୮: ୧୦ ଦିନ ଧରି ସିଲ୍‌ ହୋଇ ରହିଥିବା ୟୁନିଟ୍‌-୪ ମାଛ ମାର୍କେଟ ବୁଧବାରଠାରୁ ଖୋଲିଛି। ବ୍ୟବସାୟୀ ସଂଘର ଅନୁରୋଧକୁ ବିଚାର କରି କୋଭିଡ୍‌ କଟକଣା ମଧ୍ୟରେ ମାଛ ମାର୍କେଟ ଖୋଲିବାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଅନୁମତି...

ପ୍ଲାଣ୍ଟ୍‌ ସୁପରଭାଇଜରଙ୍କୁ ମାଡ଼, ଭଉଣୀଙ୍କୁ ଫାର୍ସା ଚୋଟ

ଭୁବନେଶ୍ୱର,୧୯।୮(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲ ଅକ୍ସିଜେନ ପ୍ଲାଣ୍ଟ୍‌ରୁ ଚୋରି ଘଟଣାକୁ କେନ୍ଦ୍ରକରି ବୁଧବାର ପ୍ଲାଣ୍ଟ୍‌ ସୁପରଭାଇଜର ମନୋଜ ନାୟକ ଓ ତାଙ୍କ ଭଉଣୀଙ୍କୁ ଆକ୍ରମଣ ହୋଇଛି। ଦୁର୍ବୃତ୍ତଙ୍କ ମାଡ଼ରେ ମନୋଜ ଆହତ ହୋଇଥିବାବେଳେ ଭାଇଙ୍କୁ ରକ୍ଷା କରିବାକୁ ଯାଇ ଫାର୍ସା ଚୋଟର...

ପହିଲାରୁ ଖୋଲିବ ଲିଙ୍ଗରାଜ ମନ୍ଦିର

ପୁରୁଣା ଭୁବନେଶ୍ୱର,୧୯।୮ (ଡି.ଏନ୍‌.ଏ.): କୋଭିଡ୍‌ ୨ୟ ଲହର ଯୋଗୁ ଗତ ୩ମାସରୁ ଊର୍ଦ୍ଧ୍ୱ ବନ୍ଦ ରହିଥିବା ଶ୍ରୀଲିଙ୍ଗରାଜ ମନ୍ଦିର ଆସନ୍ତା ସେପ୍ଟେମ୍ବର ପହିଲାରୁ ଶ୍ରଦ୍ଧାଳୁଙ୍କ ଦର୍ଶନ ନିମନ୍ତେ ଖୋଲିବ। ବୁଧବାର ଅନୁଷ୍ଠିତ ଟ୍ରଷ୍ଟ ବୋର୍ଡ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।...

୨୩ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୧୯।୮(ବ୍ୟୁରୋ): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓଡ଼ିଶା ଅତିକ୍ରମ କରିଛି। ଯେତିକି ବର୍ଷା ହେବା କଥା ହେଲା ନାହିଁ। ଦକ୍ଷିଣ ଓଡ଼ିଶାର କେତେକ ଜିଲାରେ କିଛି ମାତ୍ରାରେ ବର୍ଷା ହୋଇଥିଲେ ମଧ୍ୟ ରାଜ୍ୟର ଅଧିକାଂଶ ଭାଗରେ ନିଅଣ୍ଟିଆ ପରିସ୍ଥିତି ରହିଛି।...

ଜୁଲାଇ ସୁଦ୍ଧା ବିର୍ସା ମୁଣ୍ଡା ହକି ଷ୍ଟାଡିୟମ

ଭୁବନେଶ୍ୱର(ବ୍ୟୁରୋ)/ରାଉରକେଲା ଅଫିସ୍‌,୧୯।୮: ରାଉରକେଲା ବିପିୟୁଟି କ୍ୟାମ୍ପସ ପରିସରରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ୍‌ ନିର୍ମାଣ କାର୍ଯ୍ୟ ୨୦୨୨ ଜୁଲାଇ ସୁଦ୍ଧା ଶେଷ ହେବ। ଷ୍ଟାଡିୟମ୍‌ ପୂର୍ଣ୍ଣାଙ୍ଗ ରୂପ ନେଲେ ଫୁଟ୍‌ବଲ ସମେତ ଅନ୍ୟ ଆଥଲେଟିକ୍ସ କ୍ରୀଡ଼ାକୁ ନୂଆ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri