ମେଟ୍ରୋ

ଆଜି କଂଗ୍ରେସର ରାଜ୍ୟବ୍ୟାପୀ ପ୍ରତିବାଦ : ଶରତ

ଭୁବନେଶ୍ବର,୨୫ା୩(ବ୍ୟୁରୋ): କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସଭ୍ୟପଦ ପାର୍ଲାମେଣ୍ଟରେ ରଦ୍ଦ କରାଯିବା ପରେ ରାଜ୍ୟ କଂଗ୍ରେସ ନେତାମାନେ ପ୍ରତିକ୍ରିୟାଶୀଳ ହୋଇପଡ଼ିଛନ୍ତି। ବିଧାନସଭାର ଖର୍ଚ୍ଚଦାବି ଆଲୋଚନା କରାଇ ଦେଇ ନ ଥିବା ବେଳେ ସେମାନେ ଗୃହ ବାହାରେ ମଧ୍ୟ ରାଜନୈତିକ ବିରୋଧକରି...

ରାହୁଲଙ୍କ ପରିବାର ସ୍ବତନ୍ତ୍ର ନ୍ୟାୟପାଳିକା ଚାହୁଁଛନ୍ତି: ଧର୍ମେନ୍ଦ୍ର

ଭୁବନେଶ୍ବର, ୨୫ା୩(ବ୍ୟୁରୋ): କଂଗ୍ରେସ ଦଳ ବିଶେଷ ଭାବେ ରାହୁଲ ଗାନ୍ଧୀଙ୍କ ପରିବାର ସ୍ବତନ୍ତ୍ର ଆଇପିସି ଓ ନ୍ୟାୟପାଳିକା ଚାହୁଁଛନ୍ତି। ପଛୁଆବର୍ଗଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିବା ଏବଂ ବଞ୍ଚିତ ବର୍ଗଙ୍କୁ ନୀଚ ଦୃଷ୍ଟିରେ ଦେଖିବା କଂଗ୍ରେସ ଓ ରାହୁଲ ଗାନ୍ଧୀଙ୍କ...

ବାନ୍ଧବୀଙ୍କ ସମେତ ୩ ଯୁବତୀ ଖୋଲିଥିଲେ ହ୍ବାଟ୍ସଆପ୍‌ ଗ୍ରୁପ୍‌

ଭୁବନେଶ୍ୱର,୨୫।୩(ବ୍ୟୁରୋ): ଲୋକପ୍ରିୟ ଡିଜେ ଆଜେକ୍ସ ଓରଫ ଅକ୍ଷୟ କୁମାର ମହାରଣାଙ୍କ ଆତ୍ମହତ୍ୟା ଘଟଣାକୁ ଶୁକ୍ରବାର ସପ୍ତାହେ ପୂରିଛି। ଏହି ମାମଲାକୁ ନେଇ ପୋଲିସ ତଦନ୍ତ ଜାରି ରଖିଥିବାବେଳେ ପ୍ରତ୍ୟେକ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ତେବେ ବାନ୍ଧବୀ...

ଡ୍ରେନ କାର୍ଯ୍ୟର ସମୀକ୍ଷା କଲେ ମେୟର

ଭୁବନେଶ୍ୱର, ୨୫।୩ (ବ୍ୟୁରୋ): ବର୍ଷା ଦିନକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଡ୍ରେନ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ବିତ କରାଇବା ସହିତ ପଙ୍କ ଉଦ୍ଧାର ପାଇଁ ଯୋଜନା ପ୍ରସ୍ତୁତ କରୁଛି। ନିୟମିତ ଭାବେ ବିଏମ୍‌ସି କର୍ତ୍ତୃପକ୍ଷ ତିନୋଟି ଜୋନ୍‌ରେ ଚାଲୁ...

ଆନ୍ଦୋଳନକୁ ଓହ୍ଲାଇଲେ କୁଷ୍ଠ ପୀଡ଼ିତ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ୧୦ ଦଫା ଦାବି ନେଇ ଶୁକ୍ରବାର ରାଜ୍ୟର କୁଷ୍ଠ ରୋଗୀ ସଂଗଠନ ସମୂହ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଲୋୟର ପିଏମ୍‌ଜିରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ମାଗଣା ଘର, ପାନୀୟ ଜଳ ଓ ବିଜୁଳି ଯୋଗାଣ ପାଇଁ କୁଷ୍ଠ...

ଶିକ୍ଷା କ୍ଷେତ୍ରରେ ଶ୍ରେଷ୍ଠ ୧୦ ରାଜ୍ୟରେ ଓଡ଼ିଶା: ମନ୍ତ୍ରୀ

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ସ୍କୁଲ ରୂପାନ୍ତରଣ କେବଳ ଭିତ୍ତିଭୂମିର ବିକାଶରେ ସୀମିତ ନୁହେଁ, ଶିକ୍ଷକ ନିୟୋଜନ ମଧ୍ୟ ଏହାର ଏକ ଅବିଚ୍ଛେଦ୍ୟ ଅଙ୍ଗ। ୨୦୨୩-୨୪ରେ ୧୦୪୫ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବ୍ୟବସ୍ଥା କରାଯାଇ ୫୧,୫୩୫ ପଦବୀ ପୂରଣ ନିମିତ୍ତ ସୁଯୋଗ ସୃଷ୍ଟି କରାଯାଇଛି।...

ଶିକ୍ଷା ବ୍ୟବସ୍ଥାକୁ ନେଇ ଘେରିଲେ ବିରୋଧୀ

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ସ୍କୁଲଗୁଡ଼ିକୁ ୫-ଟି ମଡେଲରେ କେବଳ ପାକିସ୍ତାନୀ ରଙ୍ଗ ବୋଳିଲେ ହେବନାହିଁ। ଶିକ୍ଷାର ମାନ ବଢ଼ାଇବାକୁ ପଡ଼ିବ। ଯେଉଁଠି ଶିକ୍ଷା ନାହିଁ ସେଠାରେ ସାମାଜିକ କିମ୍ବା ଅର୍ଥନୈତିକ ବିକାଶ ହୋଇପାରିବ ନାହିଁ। ରାଜ୍ୟରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି।...

ପଣ୍ୟ ବୋଝେଇ ପରିବହନରେ ରେକର୍ଡ

ଭୁବନେଶ୍ୱର, ୨୫।୩(ବ୍ୟୁରୋ): ଚଳିତ ୨୦୨୨-୨୩ ଆର୍ଥିକ ବର୍ଷ ଶେଷ ପୂର୍ବରୁ ପୂର୍ବତଟ ରେଳପଥ ପଣ୍ୟ ପରିବହନ କ୍ଷେତ୍ରରେ ରେକର୍ଡ ସୃଷ୍ଟି କରିଛି। ଏହି ବର୍ଷ ଶେଷ ହେବାକୁ ସପ୍ତାହେ ବାକି ଥିବାବେଳେ ଇତିମଧ୍ୟରେ ୨୩୨.୩୨ ନିୟୁତ ଟନ୍‌ ପଣ୍ୟ ବୋଝେଇ...

ଶିଖରଚଣ୍ଡୀ ପାହାଡ଼ରେ ୪ ହାତୀ

ଭୁବନେଶ୍ୱର (ବ୍ୟୁରୋ)/ ବାରଙ୍ଗ,୨୫।୩(ଡି.ଏନ୍‌.ଏ.): ରାଜଧାନୀ ଉପକଣ୍ଠ ଶିଖରଚଣ୍ଡୀ ପାହାଡ଼ରେ ଶୁକ୍ରବାର ସକାଳେ ୪ଟିକିଆ ହାତୀପଲ ଥିବା ଜଣାପଡ଼ିବା ପରେ ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା। ଦିନତମାମ ଏହି ହାତୀପଲ ପାହାଡ଼ ଉପରେ ବେଶ୍‌ ଉତ୍ପାତ କରିଥିଲେ। ସେଠାରେ ଥିବା କିଛି ଘର...

ଟ୍ରେନ୍‌ ଧକ୍କାରେ ଯାଇଛି ୧୮୬ ଜଣଙ୍କ ଜୀବନ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଟ୍ରେନ ଧକ୍କା, ଟ୍ରେନ୍‌ରୁ ଖସି ଓ ଆତ୍ମହତ୍ୟାଜନିତ ମୃତ୍ୟୁ ମାମଲା ବଢ଼ିବାରେ ଲାଗିଛି। ଟ୍ରେନ୍‌ ଲାଇନ୍‌ରେ ଲୋକଙ୍କ ଜୀବନ ଯିବା ଘଟଣା ଉପରେ ରୋକ ଲାଗିପାରୁନି। ସାମାନ୍ୟ ଭୁଲ୍‌ ଓ ଅସାବଧାନତା ପାଇଁ ଅକାଳରେ ଜୀବନ...

ଆଇଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୪ା୩(ବ୍ୟୁରୋ)-ରାଜ୍ୟ ସରକାର ବରିଷ୍ଠ ଆଇଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ଶୁକ୍ରବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା...

ପ୍ରଫେସର ଅମୀୟ କୁମାର ରଥ ବିପିୟୁଟି ନୂଆ କୁଳପତି

ଭୁବନେଶ୍ୱର, ୨୪।୩(ବ୍ୟୁରୋ) – ପ୍ରଫେସର ଅମୀୟ କୁମାର ରଥ ବିଜୁ ପଟ୍ଟନାୟକ ଟେକ୍ନୋଲୋଜି ୟୁନିଭର୍ସିଟି(ବିପିୟୁଟି)ର ନୂଆ କୁଳପତି ଭାବେ ନିଯୁକ୍ତ ହୋଇଛନ୍ତି। ଏହି ନିଯୁକ୍ତିକୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଞ୍ଜୁରୀ ଦେଇଛନ୍ତି। ପ୍ରଫେସର ରଥ ଏହି ପଦରେ ୫...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri