ମେଟ୍ରୋ

ଶେଷ ହେଲା ଉଦ୍ଧାର କାର୍ଯ୍ୟ: ମୃତକଙ୍କ ସଂଖ୍ୟା ୨୮୮କୁ ବୃଦ୍ଧି

ଭୁବନେଶ୍ୱର,୩।୬(ବ୍ୟୁରୋ): ବାଲେଶରର ବାହାନଗାରେ ଶୁକ୍ରବାର ସାରେ ଘଟିଥିବା ଭୟାବହ ରେଳ ଦୁର୍ଘଟଣାରେ ମୃତକ ସଂଖ୍ୟା ୨୮୮କୁ ବୃଦ୍ଧି ଘଟିଛି। ମୋଟ ୮୦୩ ଆହତଙ୍କ ଚିକିତ୍ସା ଜାରି ରହିଛି। ସେଥିରୁ ୭୪୭ ସାମାନ୍ୟ ଆହତ ହୋଇଥିବା ବେଳେ ୫୬ ଜଣ ଗୁରୁତର ଅଛନ୍ତି।…

ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୬(ବ୍ୟୁରୋ): ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ଶନିବାର ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇ କରମଣ୍ଡଳ ଦୁର୍ଘଟଣା ସମ୍ପର୍କରେ ଆଲୋଚନା କରିଛନ୍ତି। ଦୁର୍ଘଟଣାରେ ମୃତାହତଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଆହତ ଲୋକଙ୍କ ଉଦ୍ଧାର,…

ବାହାନଗାରେ ମମତା: କଲେ ଦୁର୍ଘଟଣାସ୍ଥଳ ପରିଦର୍ଶନ

ଭୁବନେଶ୍ୱର,୩।୪(ବ୍ୟୁରୋ)/କୋଲକାତା: ବାଲେଶ୍ୱର ଜିଲା ବାହାନଗାଠାରେ ହୋଇଥିବା ଟ୍ରେନ୍‌ ଦୁର୍ଘଟଣାସ୍ଥଳରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶନିବାର ପହଞ୍ଚିଛନ୍ତି। ସେ ହେଲିକପ୍ଟର ଯୋଗେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏହା ପୂର୍ବରୁ ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ…

୪ଟି ଟ୍ରେନ୍‌ର ରୁଟ ପରିବର୍ତ୍ତିନ

ଭୁବନେଶ୍ୱର,୩।୬(ବ୍ୟୁରୋ): ବାଲେଶ୍ବରର ବାହାନଗାରେ ଘଟିଥିବା ଟ୍ରେନ୍‌ ଦୁର୍ଘଟଣା ପରେ ବର୍ତ୍ତମାନ ସୁଦ୍ଧା ଗୋଟେ ଟ୍ରେନ ବାତିଲ ହୋଇଥିବା ବେଳେ ୪ଟି ଟ୍ରେନର ରୁଟ ପରିବର୍ତ୍ତିତ କରାଯାଇଛି । ଶତାବ୍ଦୀ ଟ୍ରେନ ବାତିଲ ହୋଇଥିବା ଅନେକ ଯାତ୍ରୀ ଅସୁବିଧାରେରେ ପଡିଛନ୍ତି। ତେବେ ନିଜର…

ଆଜି ରାଜ୍ୟରେ ଦିନିକିଆ ଶୋକ ପାଳନ

ଭୁବନେଶ୍ୱର,୩।୬(ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ଘଟିଥିବା ଟ୍ରେନ ଦୁର୍ଘଟଣାକୁ ନେଇ ନେଇ ସାରା ଦେଶରେ ଶୋକର ଲହରୀ ଖେଳିଯାଇଛି। ତେବେ ରାଜ୍ୟରେ ଶନିବାର ଦିନିକିଆ ଶୋକ ପାଳନ ହେବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏଥିସହ…

ବଙ୍ଗୀୟ ମହିଳା ଗ୍ୟାଙ୍ଗ୍‌ର ୯ ଗିରଫ

ଭୁବନେଶ୍ୱର,୩।୬(ବ୍ୟୁରୋ): ସ୍ମାର୍ଟସିଟି ଭୁବନେଶ୍ୱରର ବିଭିନ୍ନ ମଲ୍‌ରେ ସ୍ମାର୍ଟ ଉପାୟରେ ଚୋରି କରୁଥିଲା ବଙ୍ଗୀୟ ମହିଳା ଗ୍ୟାଙ୍ଗ୍‌। ଲଜ୍‌ ଓ ହୋଟେଲରେ ରହିବା ସହ ମଲ୍‌ରୁ ମଲ୍‌ ବୁଲି ଚତୁରତାର ସହ ଲକ୍ଷ ଲକ୍ଷ ଟଙ୍କାର ଜିନିଷ ଚୋରାଇ ନେଉଥିବା ଏହି ଆନ୍ତଃରାଜ୍ୟ…

ପୁଣି ଜମି ଦଖଲକାରୀ ଗ୍ୟାଙ୍ଗ୍‌ର ଆତଙ୍କ

ଭୁବନେଶ୍ୱର,୩।୬(ବ୍ୟୁରୋ): ରାଜଧାନୀରେ ପୁଣି ଜମି ଦଖଲକାରୀ ଗ୍ୟାଙ୍ଗ ଆତଙ୍କ ଖେଳାଇଛନ୍ତି। ଏକ ବିବାଦୀୟ ଜମିରେ ହସ୍ତକ୍ଷେପ କରି ଫାଇଦା ନେବାକୁ ଉଦ୍ୟମ କରିବାକୁ ଯାଇ ସିକ୍ୟୁରିଟି ଗାର୍ଡଙ୍କୁ ମରଣାନ୍ତକ ଆକ୍ରମଣ କରିବା ସହ କ୍ରେନରେ ପାଚେରି ଭାଙ୍ଗି ମୂଲ୍ୟବାନ ସମ୍ପତ୍ତି ନଷ୍ଟ…

୬ ଟ୍ରେନ୍‌ ବାତିଲ, ୯ଟିର ଗତିପଥ ବଦଳିଲା

ଭୁବନେଶ୍ୱର, ୩ା୬ (ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ହୋଇଥିବା ଟ୍ରେନ୍‌ ଦୁର୍ଘଟଣା ପରେ ଦକ୍ଷିଣ ପୂର୍ବ ରେଳପଥ ଓ ପୂର୍ବତଟ ରେଳପଥ ପକ୍ଷରୁ ୬ଟି ଟ୍ରେନ ବାତିଲ କରାଯାଇଥିବାବେଳେ ୯ଟିର ଗତିପଥ ବଦଳାଯାଇଛି। ସେହିପରି ୬ଟି ଟ୍ରେନକୁ ଆଂଶିକ…

୩୦ ସୁଦ୍ଧା ସ୍କୁଲପିଲାଙ୍କୁ ମିଳିବ ୟୁନିଫର୍ମ

ଭୁବନେଶ୍ୱର,୩ା୬(ବ୍ୟୁରୋ): ଚଳିତବର୍ଷ ଜୁନ୍‌ ୩୦ ସୁଦ୍ଧା ସରକାରୀ ଓ ସରକରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡିକର ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ମାଗଣା ୟୁନିଫର୍ମ ପୋଷାକ ବଣ୍ଟନ କରିବ ଗଣଶିକ୍ଷା ବିଭାଗ। ଏଥିଲାଗି ବିଭାଗ ପକ୍ଷରୁ ଗାଇଡ୍‌ଲାଇନ ଜାରି କରାଯାଇଛି। ମାସ ଶେଷ ସୁଦ୍ଧା…

ଆଜିଠାରୁ ଭୁବନେଶ୍ୱରରୁ ସିଙ୍ଗାପୁର, ବ୍ୟାଙ୍କକ୍‌କୁ ସିଧାସଳଖ ବିମାନ ଉଡ଼ିବ

ଭୁବନେଶ୍ୱର, ୩ା୬ (ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଉଡ଼ିବା ପରେ ୩ ତାରିଖ ଶନିବାରଠାରୁ ସିଙ୍ଗାପୁର ଓ ବ୍ୟାଙ୍କକ୍‌କୁ ସିଧାସଳଖ ଅନ୍ତର୍ଜାତୀୟ ବିମାନ ସେବା ଆରମ୍ଭ ହେବାକୁ ଯାଉଛି। ସକାଳ ୬ଟା ୨୫ରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ…

ଆଜି ଘଟଣାସ୍ଥଳ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୩ା୬(ବ୍ୟୁରୋ): ବାହାନଗା ଷ୍ଟେଶନ ନିକଟରେ ଟ୍ରେନ୍‌ ଦୁର୍ଘଟଣା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଭୁବନେଶ୍ୱରସ୍ଥିତ ଏସ୍‌ଆରସିଙ୍କ କଣ୍ଟ୍ରୋଲ୍‌ ରୁମ୍‌ରେ ପହଞ୍ଚି ଘଟଣାର ତଦାରଖ କରିଛନ୍ତି। ଏଥିସହ ସେ ନିଜେ ଶନିବାର ଘଟଣାସ୍ଥଳକୁ ଯାଇ…

ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ଘୋଷଣା

ଭୁବନେଶ୍ବର, ୩ା୬(ବ୍ୟୁରୋ): ରେଳ ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କ ଲାଗି ୧୦ ଲକ୍ଷ ଟଙ୍କା, ଗୁରୁତର ଆହତଙ୍କ ଲାଗି ୨ ଲକ୍ଷ ଏବଂ ସାମାନ୍ୟ ଆହତଙ୍କ ଲାଗି ୫୦ ହଜାର ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ ବୋଲି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri