ମେଟ୍ରୋ

ଓଡ଼ିଶା ଆତିଥ୍ୟକୁ ମମତାଙ୍କ ପ୍ରଶଂସା

ଭୁବନେଶ୍ୱର,୨୪ା୩(ବ୍ୟୁରୋ):ଓଡ଼ିଶା ସରକାରଙ୍କ ଆତିଥ୍ୟ ବହୁତ ଭଲ। ପ୍ରଭୁ ଜଗନ୍ନାଥଙ୍କୁ ସେ ଭଲ ଭାବେ ଦର୍ଶନ କରିବାର ସୁଯୋଗ ପାଇଲେ ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବା ପରେ ଗଣମାଧ୍ୟମରେ ଏହା କହିଛନ୍ତି। ଏଥିସହିତ...

ମମତାଙ୍କୁ ଛେନାପୋଡ,ରୂପା ତାରକସି କାରୁକାର୍ଯ୍ୟର ଉପହାର ଦେଲେ ନବୀନ

ଭୁବନେଶ୍ୱର, ୨୩।୩(ବ୍ୟୁରୋ): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ସାକ୍ଷାତ କରିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମମତାଙ୍କୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅଙ୍ଗବସ୍ତ୍ର ଦେଇ ସ୍ବାଗତ ସହ ଛେନାପୋଡ ଓ ରୂପା...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ଖୁସି ଖବର,ଏ ବର୍ଷ ବଢିବନି ବିଦ୍ୟୁତ୍‌ ଦର

ଭୁବନେଶ୍ୱର,୨୩।୩: ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ଖୁସି ଖବର। ଏ ବର୍ଷ ବଢିବନି ବିଦ୍ୟୁତ୍‌ ଦର। ଏନେଇ ରାଜ୍ୟ ବିଦ୍ୟୁତ୍‌ ନିୟାମକ ଆୟୋଗ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି। ଘରୋଇ ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବିଦ୍ୟୁତ୍‌ ଦର ଅପରିବର୍ତ୍ତିତ ରହିଛି। ପୂର୍ବଭଳି...

ନବୀନ ନିବାସରେ ପହଞ୍ଚିଲେ ମମତା ବାନାର୍ଜୀ

ଭୁବନେଶ୍ୱର, ୨୩।୩(ବ୍ୟୁରୋ): ନବୀନ ନିବାସରେ ପହଞ୍ଚିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ପୁରୀରୁ ସଡ଼କ ପଥରେ ଆସି ସିଧା ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପହଞ୍ଚିଛନ୍ତି। ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ମମତାଙ୍କ ମଧ୍ୟରେ...

୧୧ ହଜାର ସ୍କୁଲରେ ବିଦ୍ୟୁତ୍‌ ସଂଯୋଗ ନାହିଁ

ଭୁବନେଶ୍ୱର,୨୩ା୩(ବ୍ୟୁରୋ): ରାଜ୍ୟର ୧୧,୭୧୦ ସ୍କୁଲ ଅନ୍ଧାରରେ ରହିଛି। ସେହି ସ୍କୁଲଗୁଡ଼ିକୁ ବିଦ୍ୟୁତ୍‌ ସଂଯୋଗ ହୋଇନାହିଁ। ଭାଜପା ସଭ୍ୟ ମୋହନ ମାଝିଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବୁଧବାର ବିଧାନସଭାରେ ଏହା...

ଅଣଦେଖାରୁ ଚରମ ପଦକ୍ଷେପ

ଭୁବନେଶ୍ୱର,୨୩।୩(ବ୍ୟୁରୋ):ଲୋକପ୍ରିୟ ଡିଜେ ଆଜେକ୍ସ ଓରଫ ଅକ୍ଷୟ କୁମାର ମହାରଣାଙ୍କ ଆତ୍ମହତ୍ୟା ଘଟଣାକୁ ବୁଧବାର ୫ଦିନ ବିତିଥିଲେ ମଧ୍ୟ ମାମଲାକୁ ନେଇ ରହସ୍ୟ ଲାଗିରହିଛି। ପ୍ରଥମେ ତ୍ରିକୋଣୀୟ ପ୍ରେମ କାରଣରୁ ଅକ୍ଷୟ ଆତ୍ମହତ୍ୟା କରିଥିଲେ ବୋଲି ଅଭିଯୋଗ ହେଉଥିଲା। ହେଲେ ଏବେ...

ମନମୋହନ ସାମଲ ରାଜ୍ୟ ଭାଜପା ସଭାପତି

ଭୁବନେଶ୍ୱର,୨୩।୩(ବ୍ୟୁରୋ): ମନମୋହନ ସାମଲ ରାଜ୍ୟ ଭାଜପାର ନୂଆ ସଭାପତି ଭାବେ ମନୋନୀତ ହୋଇଛନ୍ତି। ମନମୋହନଙ୍କୁ ରାଜ୍ୟ ସଭାପତି ଭାବେ ଭାଜପାର ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ଏହି ଦାୟିତ୍ୱ ଦେଇଛନ୍ତି। ସମୀର ମହାନ୍ତିଙ୍କ ସ୍ଥାନରେ ମନମୋହନଙ୍କୁ ଏହି ନୂଆ ଦାୟିତ୍ୱ...

୫ବର୍ଷ ପରେ ୫୭ଜଣଙ୍କୁ ମିଳିବ ‘ରାଜ୍ୟ ଶିକ୍ଷକ ପୁରସ୍କାର’

ଭୁବନେଶ୍ୱର, ୨୩।୩(ବ୍ୟୁରୋ):ଦୀର୍ଘ ୫ବର୍ଷ ପରେ ଚଳିତବର୍ଷ ଦିଆଯିବ ‘ରାଜ୍ୟ ଶିକ୍ଷକ ପୁରସ୍କାର’। ୨୦୧୭ ବର୍ଷ ପାଇଁ ମନୋନୀତ ୫୭ଜଣ ଶିକ୍ଷକଙ୍କୁ ଗଣଶିକ୍ଷା ବିଭାଗ ପୁରସ୍କାର ଦେବାକୁ ନିଷ୍ପତ୍ତି ନେଇଛି। କିନ୍ତୁ ଗୁରୁଦିବସରେ ନୁହେଁ କି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ନୁହେଁ, ଉତ୍କଳ...

ପଦ୍ମଶ୍ରୀ ଗ୍ରହଣ କଲେ ମାଗୁଣି

ନୂଆଦିଲ୍ଲୀ,୨୩।୩:କଳା, ସମାଜ କଲ୍ୟାଣ, ବିଜ୍ଞାନ, ଡାକ୍ତରୀ, ସାହିତ୍ୟ, ଶିକ୍ଷା, କ୍ରୀଡ଼ା, ପ୍ରଶାସନିକ ସେବା ଆଦି କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ୧୦୬ ଜଣ ବିଶିଷ୍ଟ ବ୍ୟକ୍ତି ଚଳିତବର୍ଷ ଦେଶର ସବୁଠାରୁ ସମ୍ମାନଜନକ ପଦ୍ମ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି। ସେମାନଙ୍କ...

ଶୁଖିଲା ପଡ଼ିଛି ମହାନଦୀ

ଭୁବନେଶ୍ୱର,୨୩ା୩(ବ୍ୟୁରୋ):ବୁଧବାର ବିଧାନସଭାର ଶୂନ୍ୟକାଳରେ ବିଜେଡି ସଭ୍ୟ ଦେବୀ ପ୍ରସାଦ ମିଶ୍ର ମହାନଦୀ ପ୍ରସଙ୍ଗ ଉଠାଇ କେନ୍ଦ୍ର ଓ ଛତିଶଗଡ଼ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି, ଆଜି ବିଶ୍ୱ ଜଳ ଦିବସ। ୧୫ ଜିଲାରେ ପ୍ରବାହିତ ହେଉଥିବା ମହାନଦୀ...

‘ଜ୍ୱିଗାଟୋ’ ଦେଖି ନନ୍ଦିତାଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୩(ବ୍ୟୁରୋ): ନବୀନ ନିବାସରେ ‘ଜ୍ବିଗାଟୋ’ ଫିଲ୍ମ ଦେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସମାଜର ଅତ୍ୟନ୍ତ ସାଧାରଣ ଲୋକଙ୍କ ସଂଘର୍ଷପୂର୍ଣ୍ଣ ଜୀବନକୁ ଏହି ଫିଲ୍ମରେ ବେଶ୍‌ ସଫଳ ଭାବରେ ଉପସ୍ଥାପିତ କରାଯାଇଛି। ଏହାସହ କଳାତ୍ମକ ଦିଗ ପ୍ରତି ଉଚିତ୍‌ ଧ୍ୟାନ ଦିଆ...

ମୃତ ୩ ଛାତ୍ରଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୩(ବ୍ୟୁରୋ): ବୁଧବାର ସୋନପୁର-ବିନିକା ରାସ୍ତା ଶରଧାପାଲି ସରକାରୀ ଉଚ୍ଚ ବିଦ୍ୟାଳୟ ସାମ୍ନାରେ ଏକ କାର୍‌ ୪ ଛାତ୍ରଙ୍କ ଉପରେ ମାଡ଼ିଯିବାରୁ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri