ମେଟ୍ରୋ

ଉଠିଲା ଷ୍ଟାଣ୍ଡିଂ କମିଟି ନିର୍ବାଚନ ପ୍ରସଙ୍ଗ

ଭୁବନେଶ୍ୱର,୧।୬ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର କର୍ପୋରେଶନ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବୈଠକରେ ମୌସୁମୀ ବର୍ଷା ଆସିବା ପୂର୍ବରୁ ସମସ୍ତ ମୁଖ୍ୟ ଡ୍ରେନ ସହ ଶାଖା ଡ୍ରେନଗୁଡିକୁ ପରିଷ୍କାର କରିବା,…

ଆଜିଠୁ ଖୋଲିବ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ

ପୁରୀ ଅଫିସ,୧।୬: ପୁରୀ ଜିଲା ପ୍ରଶାସନ ପକ୍ଷରୁ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଓ ପ୍ରଶମନ ପାଇଁ ଏକ ପ୍ରସ୍ତୁତି ବୈଠକ ବୁଧବାର ଓସ୍ବାନ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର,…

ଟଙ୍କା ପାଇଁ ପୁଅକୁ ଅପହରଣ ଉଦ୍ୟମ

ବାଲୁଗାଁ,୧।୬(ଡି.ଏନ୍‌.ଏ.): ଟଙ୍କା ପାଇଁ ବେଳେବେଳେ ରକ୍ତ ସମ୍ପର୍କ ମଣିଷ ମଧ୍ୟ ନ ବୁଝି ପର କରିଦିଏ। ଏହି ଟଙ୍କା ଯୋଗୁ ଭଉଣୀ ଭାଇ ମଧ୍ୟରେ, ୨ ଭାଇ ମଧ୍ୟରେ, ବାପପୁଅ ମଧ୍ୟରେ ବାଦବିବାଦ, ଅପହରଣ, ହତ୍ୟା ସମାଜରେ ପ୍ରତିଦିନ ଘଟିଆସୁଛି। ଏଭଳି…

ସିଏମ୍‌ସି ମେୟର, କମିଶନରଙ୍କୁ ଘେରାଉ

କଟକ ଅଫିସ,୧।୬: କଟକ ମହାନଗର ନିଗମ(ସିଏମ୍‌ସି) ଅଧୀନ ଗମାଣ୍ଡିଆ ଅଞ୍ଚଳରେ ହ୍ୟୁମ୍‌ ପାଇପ୍‌ ତଳେ ଚାପି ହୋଇ ଛାତ୍ରୀ ଏନ୍‌. ମୋହିନିଙ୍କ ମୃତ୍ୟୁକୁ ନେଇ ବୁଧବାର ଉତ୍ତେଜନା ପ୍ରକାଶ ପାଇଥିଲା। ମୃତା ଛାତ୍ରୀଙ୍କ ପରିବାର ସଦସ୍ୟଙ୍କୁ ଭେଟିବା ପାଇଁ ସିଏମ୍‌ସି ମେୟର…

କମିଲା ଯୁକ୍ତ୨ ପାସ୍‌ ହାର

ଭୁବନେଶ୍ୱର,୧।୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ପ୍ରକାଶ ପାଇଛି। ବୁଧବାର ପୂର୍ବାହ୍ନ ୧୦ଟା ୩୦ରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ପରିଷଦର ମୁଖ୍ୟ କାର୍ଯ୍ୟାଳୟଠାରେ ଫଳାଫଳ ଘୋଷଣା କରିଛନ୍ତି। ବିଜ୍ଞାନରେ…

ଶେରଗଡ଼ରୁ ପୁରୀକୁ ଗଡ଼ିଲା ଏସି ବସ୍‌ ଜଗନ୍ନାଥ ଏକ୍ସପ୍ରେସ୍‌, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୫(ବ୍ୟୁରୋ): ଗଞ୍ଜାମ ଜିଲା ଶେରଗଡ଼ଠାରୁ ପୁରୀକୁ ବୁଧବାର ପ୍ରଥମ ଏସି ବସ୍‌ ଜଗନ୍ନାଥ ଏକ୍ସପ୍ରେସ୍‌ ଗଡ଼ିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଏହି ବସ୍‌ ସେବା ଚଳାଚଳକୁ ପତାକା ହଲାଇ ଶୁଭାରମ୍ଭ କରିଛନ୍ତି। ଓଏସ୍‌ଆରଟିସି ପକ୍ଷରୁ ଏହି ବସ୍‌…

କୁଖ୍ୟାତ ଅପରାଧୀ ଚକ୍ରଧରଙ୍କୁ ତଡ଼ିପାର କଲା ପୋଲିସ

ଭୁବନେଶ୍ୱର,୩୧ା୫(ବ୍ୟୁରୋ): ରାଜଧାନୀର କୁଖ୍ୟାତ ଅପରାଧୀ ଚକ୍ରଧର ସାହୁଙ୍କୁ କମିଶନରେଟ୍‌ ପୋଲିସ ତଡ଼ିପାର ନିର୍ଦ୍ଦେଶ ଦେଇଛି। କମିଶନରେଟ୍‌ ପୋଲିସ ପକ୍ଷରୁ ୬ ମାସ ପାଇଁ ଚକ୍ରଧରଙ୍କୁ ତଡ଼ିପାର ନୋଟିସ୍‌ କରାଯାଇଛି। ଏହି ଆଦେଶ ଇନ୍‌ଫୋସିଟି ଥାନା ଅଞ୍ଚଳ ଏବଂ ଭୁବନେଶ୍ୱର ସହରାଞ୍ଚଳ ପୋଲିସ…

ଏଣିକି ଗୋଟିଏ ଦିନରେ ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ

ଭୁବନେଶ୍ୱର,୩୧ା୫(ବ୍ୟୁରୋ): ମାଟ୍ରିକ ଭଳି ଯୁକ୍ତ ଦୁଇ ପରୀକ୍ଷା ଢାଞ୍ଚା ବଦଳିବ। ଏଥର ଗୋଟିଏ ଦିନରେ ଯୁକ୍ତ ୨ ରେଜଲ୍ଟ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଘୋଷଣା କରାଯାଇଛି। ଆସନ୍ତା ଶିକ୍ଷାବର୍ଷଠାରୁ ଏକାସାଙ୍ଗରେ କଳା, ବାଣିଜ୍ୟ, ବିଜ୍ଞାନ…

ଡ୍ୟୁଟିରେ ମୃତ୍ୟୁ ହେଲେ ମିଳିବ ୧୦ ଲକ୍ଷ

ଭୁବନେଶ୍ୱର,୩୧ା୫(ବ୍ୟୁରୋ): ରାଜ୍ୟ ସରକାର ଅନୁକମ୍ପା ସହାୟତା ରାଶି ପରିମାଣ ବୃଦ୍ଧି କରିଛନ୍ତି। ଡ୍ୟୁଟିରେ ଥିବା ବେଳେ କୌଣସି ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ୧୦ ଲକ୍ଷ ଟଙ୍କା ସହାୟତା ରାଶି ମିଳିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ବର୍ତ୍ତମାନ…

+୨ ରେଜଲ୍ଟ: ଦେଢ଼ଘଣ୍ଟାପରେ ପରେ ବି ଦେଖିପାରୁ ନାହାନ୍ତି ପିଲା

ଭୁବନେଶ୍ୱର,୩୧।୫(ବ୍ୟୁରୋ): +୨ ରେଜଲ୍ଟ ପ୍ରକାଶ ପାଇବାର ଦେଢ଼ ଘଣ୍ଟା ପରେ ମଧ୍ୟ ଦେଖିପାରୁନାହାନ୍ତି ଛାତ୍ରୀଛାତ୍ର। ଦିନ ୧୧ଟାରୁ ରେଜଲ୍ଟ ଘୋଷଣା ହୋଇଥିଲେ ବି ଏଯାଏ ଦେଖିହେଉନ ରେଜଲ୍ଟ। ୱେବସାଇଟ ଖୋଲୁ ନ ଥିବାରୁ ଏଭଳି ସମସ୍ୟା ଉପୁଜିଛି। ଭୁବନେଶ୍ବର, କଟକ, ବ୍ରହ୍ମପୁର,…

ପ୍ରକାଶ ପାଇଲା ଯୁକ୍ତ ୨ ବିଜ୍ଞାନ, ବାଣିଜ୍ୟ ପରୀକ୍ଷାଫଳ

ଭୁବନେଶ୍ୱର,୩୧।୫: ପ୍ରକାଶ ପାଇଲା ୨୦୨୨-୨୩ ଶିକ୍ଷାବର୍ଷର ଯୁକ୍ତ ୨ ବିଜ୍ଞାନ ଏବଂ ବାଣିଜ୍ୟ ପରୀକ୍ଷାଫଳ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ)କାର୍ଯ୍ୟାଳୟରେ ବୁଧବାର ବିଧିବଦ୍ଧ ଭାବେ ପରୀକ୍ଷାଫଳ ପ୍ରକାଶ ପାଇଛି। ଗଣ ଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି ପରୀକ୍ଷାଫଳ ଘୋଷଣା କରିଛନ୍ତି। ତେବେ…

ସୁବର୍ଣ୍ଣପୁର ଭାରପ୍ରାପ୍ତ ଜିଲାପାଳଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସୁପାରିସ

ସୋନପୁର,୩୧।୫(ନି.ପ୍ର.): ସୁବର୍ଣ୍ଣପୁର ଅତିରିକ୍ତ ଜିଲାପାଳ ତଥା ଭାରପ୍ରାପ୍ତ ଜିଲାପାଳ ସୂର୍ଯ୍ୟନାରାୟଣ ଦାଶଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ବଲାଙ୍ଗୀର ଜିଲାପାଳ ଚଞ୍ଚଳ ରଣା ରାଜ୍ୟ ସରକାରଙ୍କୁ ସୁପାରିସ କରିଛନ୍ତି। ବଲାଙ୍ଗୀର ଜିଲାପାଳ ଚିଠି ନଂ. ୧୫୯୧/୨୩।୫।୨୦୨୩ ରେ କଟକ ରାଜସ୍ବ ପର୍ଷଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri