ମେଟ୍ରୋ

ପାରମିତା ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର,୬।୮ (ବ୍ୟୁରୋ): ଇମ୍ପାକ୍ଟ ପକ୍ଷରୁ ଗୁରୁବାର ୪୨ତମ ଶାରଳା ପୁରସ୍କାର ଘୋଷଣା ହୋଇଛି। ଚଳିତବର୍ଷ କଥାକାର ପାରମିତା ଶତପଥୀ ଏହି ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଉପନ୍ୟାସ ‘ଅଭିପ୍ରେତ କାଳ’ ପାଇଁ ସେ ଏହି ପୁରସ୍କାର ପାଇବେ। ପୁରସ୍କାର ବାବଦକୁ...

ନବୀନ ନିବାସ ଘେରିବ ଛାତ୍ର କଂଗ୍ରେସ

ଭୁବନେଶ୍ୱର,୬।୮(ବ୍ୟୁରୋ): ଷ୍ଟାଫ୍‌ ସିଲେକ୍ସନ କମିଶନ ଦୁର୍ନୀତି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି କଂଗ୍ରେସ। ଏଭଳି ମହାଦୁର୍ନୀତି ବିରୋଧରେ ଛାତ୍ର କଂଗ୍ରେସ ପକ୍ଷରୁ ୩୩ ସାଙ୍ଗଠନିକ ଜିଲାରେ ଆନ୍ଦୋଳନ କରାଯିବ। ଏଥିସହ ନବୀନ ନିବାସ ଘେରାଉ କରାଯିବ ବୋଲି ଦଳ...

ଦୁଗ୍ଧ ଚାଷୀଙ୍କୁ ୧୧ କୋଟି

ଭୁବନେଶ୍ୱର,୬।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ରାଜ୍ୟର ଦୁଗ୍ଧ ଚାଷୀମାନଙ୍କୁ ସ୍ବତନ୍ତ୍ର କୋଭିଡ୍‌ ସହାୟତା ପ୍ରଦାନ କରିଛନ୍ତି। ଏହାଦ୍ବାରା ୧ ଲକ୍ଷ ଦୁଗ୍ଧଚାଷୀ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ପାଇଛନ୍ତି। ସମୁଦାୟ ୧୧ କୋଟି ଟଙ୍କାର ସହାୟତା ଦିଆଯାଇଛି। ଏହି...

ଅଗଷ୍ଟ ୧୬ରୁ ଖୋଲିବ ୯ମ ଶ୍ରେଣୀ

ଭୁବନେଶ୍ୱର,୬।୮(ବ୍ୟୁରୋ): ଆସନ୍ତା ୧୬ ତାରିଖରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବ। ଗୁରୁବାର ଏ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଅଗଷ୍ଟ ୧୬ରୁ ସରକାରୀ, ସରକାରୀ ସହାୟତା ଏବଂ ବେସରକାରୀ ଶିକ୍ଷାନୁଷ୍ଠାନରେ...

ମୃତ୍ୟୁରେ ଲାଗୁନି ବ୍ରେକ୍‌: ଆଜି ପୁଣି ୬୬ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୬ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁସଂଖ୍ୟା  ସବୁଦିନ ୬୦ ଉପରେ ରହୁଛି। ଆଜି ସର୍ବାଧିକ ୬୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ଆଜି ରାଜ୍ୟରୁ ୧୨୦୮ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୬ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୧୨୦୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯,୮୪,୭୩୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭୦୨ ଜଣ...

୩ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର,୫।୮: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩ଟି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଗୁରୁବାର ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏନେଇ କେନ୍ଦୁଝର, ମୟୁରଭଞ୍ଜ ଏବଂ କଳାହାଣ୍ଡି ଜିଲାକୁ ପାଣିପାଗ...

ଭୁବନେଶ୍ୱର ଆସିବାକୁ ପୁରୁଷ ହକି ଟିମ୍‌କୁ ଆମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୮(ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସରେ ଐତିହାସିକ ବିଜୟ ପରେ ଭାରତୀୟ ପୁରୁଷ ହକି ଟିମ୍‌ ସହ ଭିଡିଓ କଲରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୟୀ ଟିମ୍‌କୁ ଶୁଭେଚ୍ଛା ଜଣାଇବା ପରେ ଭୁବନେଶ୍ୱର ଆସିବାକୁ ମୁଖ୍ୟମନ୍ତ୍ରୀ ଆମନ୍ତ୍ରଣ କରିଛନ୍ତି।...

ଡେଟିଂ ମାଧ୍ୟମ ପରିବର୍ତ୍ତନ କରିଛି କରୋନା

ଭୁବନେଶ୍ୱର,୫।୮ (ବ୍ୟୁରୋ): କରୋନାର ଦ୍ୱିତୀୟ ଲହର କିଭଳି ସିଙ୍ଗଲ୍‌ ବା ଏକା ଥିବା ଭାରତୀୟଙ୍କ ପାଇଁ ଡେଟିଂର ମାଧ୍ୟମକୁ ପରିବର୍ତ୍ତନ କରିଛି ସେ ସମ୍ପର୍କରେ ପ୍ରଥମ ମହିଳା-କୈନ୍ଦ୍ରିକ ଡେଟିଂ ଆପ୍‌ ଓ ସୋସିଆଲ ନେଟ୍‌ୱର୍କିଂ ପ୍ଲାଟ୍‌ଫର୍ମ, ବମ୍ବଲ୍‌ ପକ୍ଷରୁ ନିକଟରେ...

ବ୍ୟାରେଜ୍‌ ଡିଜାଇନ ପ୍ରସ୍ତୁତ ପାଇଁ କ୍ଷେତ୍ର ପରିଦର୍ଶନ

ବାଲିଅନ୍ତା,୫।୮ (ଡି.ଏନ୍‌.ଏ.): ବାଲିଅନ୍ତାସ୍ଥିତ କୁଶଭଦ୍ରା ନଦୀ ଓ ପାଣ୍ଡରା ହାଇଟେକ ହସ୍ପିଟାଲ ନିକଟସ୍ଥ କୁଆଖାଇ ନଦୀରେ ହେବାକୁ ଥିବା ୨ଟି ବ୍ୟାରେଜ ନିର୍ମାଣ ପାଇଁ ବିଭାଗୀୟ ଅଧିକାରୀ ବୁଧବାର କ୍ଷେତ୍ର ପରିଦର୍ଶନ କରିଛନ୍ତି। ଜଳସେଚନ ବିଭାଗ ମୁଖ୍ୟଯନ୍ତ୍ରୀ, ଡିଜାଇନର ଡାଇରେକ୍ଟର...

୧୦ବର୍ଷରେ ୧୮ଗୁଣ ବଢ଼ିଛି ଶିଶୁ ନିର୍ଯାତନା

ଭୁବନେଶ୍ୱର, ୫।୮ (ବ୍ୟୁରୋ): ଦେଶରେ ଶିଶୁ ନିର୍ଯାତନା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଓଡ଼ିଶାରେ ଗତ ୧୦ବର୍ଷରେ ଶିଶୁ ନିର୍ଯାତନା ୧୮ଗୁଣ ବୃଦ୍ଧି ପାଇଛି। ୨୦୦୯ରେ ୮୭ ଶିଶୁ ନିର୍ଯାତନା ଅଭିଯୋଗ ହୋଇଥିବାବେଳେ ୨୦୧୯ରେ ତାହା ବୃଦ୍ଧି ପାଇ ୧,୬୪୮ରେ...

ଭାରତୀୟ ପୁରୁଷ ହକି ଦଳକୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଭୁବନେଶ୍ୱର,୫।୮(ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସରେ ଗୁରୁବାର ଇତିହାସ ରଚିଛି ଭାରତୀୟ ପୁରୁଷ ହକି ଦଳ। ଜର୍ମାନୀକୁ ୫-୪ ଗୋଲରେ ହରାଇ ବ୍ରୋଞ୍ଜ ପଦକ ଜିତିଛି ଭାରତ। ଭାରତୀୟ ହକି ଦଳର ଏହି ଐତିହାସିକ ବିଜୟ ପରେ ସାରା ଦେଶ ଉତ୍ସବ ମୁଖର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri