ମେଟ୍ରୋ

ଅନ୍ବେଷାରେ ସାମିଲ ହେବେ ଆଉ ୧୫୦୦ ଛାତ୍ରୀଛାତ୍ର

ଭୁବନେଶ୍ୱର,୩୧।୫(ବ୍ୟୁରୋ): ସିବିଏସ୍‌ଇ ଏବଂ ଆଇସିଏସ୍‌ଇ ପାଠ୍ୟକ୍ରମରେ ଏସ୍‌ସି ଏବଂ ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ସହରାଞ୍ଚଳର ବିଭିନ୍ନ ଇଂଲିଶ ମାଧ୍ୟମ ପବ୍ଲିକ ସ୍କୁଲରେ ନାମ ଲେଖାଇ ଇଂଲିଶ ମାଧ୍ୟମ ଶିକ୍ଷା ପ୍ରଦାନ କରିବା ଉଦ୍ଦେଶ୍ୟରେ ୨୦୧୫-୧୬ରୁ ଅନ୍ବେଷା କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରାଯାଉଛି। ବର୍ତ୍ତମାନ ଏଭଳି…

ସମସ୍ତ ତହସିଲରେ ଭର୍ଚୁଆଲ କୋର୍ଟ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଗତ ୪ ବର୍ଷରେ କରାଯାଇଥିବା ପ୍ରମୁଖ କାର୍ଯ୍ୟକ୍ରମଗୁଡ଼ିକର ସମୀକ୍ଷା କରିଛନ୍ତି। ଏହି ସମୀକ୍ଷା ପରେ ଗୀତଗୋବିନ୍ଦ ସଦନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବିଭାଗୀୟ ମନ୍ତ୍ରୀ ପ୍ରମିଳା ମଲ୍ଲିକ…

୧୩,୫୬୮ ଯୁକ୍ତ୨ ସିଟ୍‌ ବୃଦ୍ଧି

ଭୁବନେଶ୍ୱର,୩୧।୫(ବ୍ୟୁରୋ): ୨୦୨୩-୨୪ ଶିକ୍ଷା ବର୍ଷରୁ ରାଜ୍ୟରେ ଯୁକ୍ତ୨ ସିଟ୍‌ ସଂଖ୍ୟା ବଢ଼ିବ। ମାଟ୍ରିକ ପରୀକ୍ଷାରେ ପାସ୍‌ ହାରକୁ ଦୃଷ୍ଟିରେ ରଖି ଯୁକ୍ତ୨ରେ ସିଟ୍‌ ଅଭାବ ଦୂର କରିବାକୁ ଏହି ନିଷ୍ପତ୍ତି ନିଆଯାଇଥିବା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

ମୋଦି ମାର୍କା ବିକାଶ କ’ଣ ଲୋକେ ବୁଝିଗଲେଣି: ଶରତ

ଭୁବନେଶ୍ବର, ୩୧ା୫(ବ୍ୟୁରୋ): ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାରର ୯ ବର୍ଷ ପୂର୍ତ୍ତି ଉତ୍ସବକୁ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ ଟାର୍ଗେଟ କରିଛନ୍ତି। କଂଗ୍ରେସ ଭବନ ଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଶରତ କହିଛନ୍ତି, ୯ ବର୍ଷର ମୋଦି…

ଚାର୍ଜଶିଟ୍‌ ଦାଖଲକୁ ନେଇ ରାଜନୀତି

ଭୁବନେଶ୍ବର, ୩୧ା୫(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ନବକିଶୋର ଦାସଙ୍କ ହତ୍ୟାର ଚାର୍ଜଶିଟ୍‌ କ୍ରାଇମବ୍ରାଞ୍ଚ ଦାଖଲ କରିବା ପରେ ଏବେ ଏହି ଘଟଣାକୁ ନେଇ ଶାସକ ଦଳକୁ ସିଧାସଳଖ ଭାଜପା ପକ୍ଷରୁ ଟାର୍ଗେଟ କରାଯାଇଛି। କିନ୍ତୁ ଏହି ଘଟଣାରେ ବିଜେଡି ପାଲଟା ଜବାବ…

ଆଜି ଯୁକ୍ତ୨ ବିଜ୍ଞାନ, ବାଣିଜ୍ୟ ପରୀକ୍ଷାଫଳ

ଭୁବନେଶ୍ୱର,୩୧ା୫(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପରିଚାଳିତ ଯୁକ୍ତ୨ ପରୀକ୍ଷାଫଳକୁ ନେଇ ଲାଗି ରହିଥିବା ଦ୍ୱନ୍ଦ୍ୱର ଅନ୍ତ ଘଟିଛି। ବୁଧବାର ପୂର୍ବାହ୍ନ ୧୧ଟାରେ ପରିଷଦ କାର୍ଯ୍ୟାଳୟରେ ୨୦୨୨-୨୩ ଶିକ୍ଷାବର୍ଷର ଯୁକ୍ତ୨ ପରୀକ୍ଷାଫଳ ପ୍ରକାଶ ପାଇବାକୁ ଯାଉଛି। ଏନେଇ ମଙ୍ଗଳବାର ସିଏଚ୍‌ଏସ୍‌ଇ ପକ୍ଷରୁ…

୪ ଜିଲାକୁ ୩ ଘଣ୍ଟା ପାଇଁ ରେଡ ୱାର୍ନିଂ

ଭୁବନେଶ୍ୱର,୩୦।୫(ବ୍ୟୁରୋ): ଝଡ଼ବର୍ଷା ନେଇ ୪ ଜିଲାକୁ ୩ ଘଣ୍ଟା ପାଇଁ ରେଡ ୱାର୍ନିଂ କରାଯାଇଛି। ସେହି ସବୁ ଜିଲାଗୁଡ଼ିକ ହେଲା କଟକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଏସବୁ ଜିଲାରେ ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ସର୍ବାଧିକ ୯୦ କିମି ପବନ ବହିପାରେ…

ଚକ ଜମି ବିକି ପାରିବେ ମାଲିକ

ଭୁବନେଶ୍ୱର,୩୦।୫(ବ୍ୟୁରୋ): ଓଡ଼ିଶା ଚକବନ୍ଦୀ ଓ ଭୂମିର ବିଭକ୍ତୀକରଣ ନିବାରଣ ଅଧିନିୟମ-୧୯୭୨ର ଧାରା ୩୪ ଅନୁଯାୟୀ କୌଣସି ଚକଭୁକ୍ତ ଜମିର ବିଭକ୍ତୀକରଣ ଅଥବା ବିଭାଜନ ନିଷିଦ୍ଧ ଅଟେ। ଧାରା ୩୫ ଅନୁଯାୟୀ ଯଦି ଧାରା ୩୪କୁ ଉଲ୍ଲଂଘନ କରି କୌଣସି ଜମି ବିକ୍ରି…

‘ଫୋନ୍‌ପେ’ରେ ଲାଞ୍ଚ ନେଇ ଟିପିସିଓଡିଏଲ୍‌ କର୍ମଚାରୀ ଗିରଫ 

ଭୁବନେଶ୍ୱର,୩୦।୫(ବ୍ୟୁରୋ): ଜଣେ ବ୍ୟକ୍ତିଙ୍କ ପାଖରୁ ‘ଫୋନ୍‌ପେ’ ଜରିଆରେ ୧୦ ହଜାର ଟଙ୍କା ଲାଞ୍ଚ ନେଇ ବିଦ୍ୟୁତ୍‌ ବିତରଣ ସଂସ୍ଥା ଟିପିସିଓଡିଏଲ୍‌ର ଜଣେ କର୍ମଚାରୀ ଭିଜିଲାନ୍ସ ଦ୍ୱାରା ସୋମବାର ଗିରଫ ହୋଇଛନ୍ତି। ସେ ହେଲେ ଏହି ସଂସ୍ଥାର ନୟାପଲ୍ଲୀସ୍ଥିତ ଗ୍ରିଭାନ୍‌ସ ରିଡ୍ରେସାଲ୍‌ ଫୋରମ୍‌…

ବିଜେଡି ଉପକୃତ ହେଲେ ଓଡ଼ିଶା ଉପେକ୍ଷିତ: କଂଗ୍ରେସ

ଭୁବନେଶ୍ବର, ୩୦ା୫(ବ୍ୟୁରୋ): ବିଜେଡି ୫ମ ପାଳି ସରକାରର ୪ର୍ଥ ବର୍ଷ ପୂର୍ତ୍ତିରେ ଶାସକ ଦଳ ଉପକୃତ ହୋଇଥିବା ବେଳେ ଓଡ଼ିଶା ଉପେକ୍ଷିତ ହୋଇଛି ବୋଲି କଂଗ୍ରେସ ନେତା ଗଣେଶ୍ୱର ବେହେରା କହିଛନ୍ତି। କଂଗ୍ରେସ ଭବନଠାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଗଣେଶ୍ୱର…

୯ ବର୍ଷ ହେଲା ଦେଶରେ ଏକ ଭ୍ରଷ୍ଟାଚାରମୁକ୍ତ ସରକାର ଚାଲିଛି: ରେଡ୍ଡୀ

ଭୁବନେଶ୍ବର, ୩୦।୫(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଗତ ୯ ବର୍ଷ ଧରି ଦେଶରେ ଏକ ଭ୍ରଷ୍ଟାଚାର ମୁକ୍ତ ସରକାର ସ୍ଥାପନା କରିବା ସହ ବିକାଶର ଅନେକ ମାପଦଣ୍ଡରେ ଦେଶକୁ ଆଗେଇ ନେଉଛି। ସ୍ବାଧୀନତାଠାରୁ ୨୦୧୪ ପର୍ଯ୍ୟନ୍ତ ଦେଶରେ ହୋଇଥିବା ବିକାଶମୂଳକ…

ଆପାର୍ଟମେଣ୍ଟ ପଞ୍ଜୀକରଣ ବାଟ ଖୋଲିଲା

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ଗତ ୧ ବର୍ଷ ଧରି ବନ୍ଦ ହୋଇ ରହିଥିବା ଆପାର୍ଟମେଣ୍ଟ ପଞ୍ଜୀକରଣ ପାଇଁ ବାଟ ଖୋଲିଲା। ରାଜ୍ୟ ସରକାର ଓଡ଼ିଶା ଆପାର୍ଟମେଣ୍ଟ(ମାଲିକାନା ଓ ପରିଚାଳନା) ଅଧିନିୟମ-୨୦୨୩କୁ ଅଧ୍ୟାଦେଶ ମାଧ୍ୟମରେ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସୋମବାର ରାଜ୍ୟ କ୍ୟାବିନେଟ୍‌ ବୈଠକରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri