ମେଟ୍ରୋ

୩୧ ସୁଦ୍ଧା ଯୁକ୍ତ୨ ପରୀକ୍ଷାଫଳ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷାଫଳକୁ ପରୀକ୍ଷାର୍ଥୀମାନେ ଉତ୍କଣ୍ଠାର ସହ ଅପେକ୍ଷା କରିଥିବାବେଳେ ପରିଷଦ ପକ୍ଷରୁ ତାରିଖ ସ୍ଥିର ହୋଇପାରୁନାହିଁ। ପ୍ରଥମେ ୨୮ତାରିଖରେ ପରୀକ୍ଷାଫଳ ଘୋଷଣା ତାରିଖ ଜଣାପଡ଼ିବ ବୋଲି ପରିଷଦ ପକ୍ଷରୁ ସୂଚନା…

ସବୁ କଚ୍ଚାଘର ହେବ ପକ୍କା

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ବିଜେଡି ସରକାରର ପଞ୍ଚମ ପାଳିର ୪ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଗ୍ରାମାଞ୍ଚଳକୁ ନୂଆ ଯୋଜନା ଭେଟି ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଆବାସ(ଗ୍ରାମୀଣ) ଯୋଜନାରେ ପକ୍କାଘର ପାଇବାକୁ ଯୋଗ୍ୟ ବିବେଚିତ ହେଉ ନ ଥିବା ଏବଂ ପକ୍କା…

+୨ ନାମଲେଖା ପାଇଁ ଆଜିଠୁ ଆବେଦନ

ଭୁବନେଶ୍ୱର,୨୯।୫(ବ୍ୟୁରୋ): +୨ ନାମଲେଖା ପାଇଁ ଆଜିଠୁ ଆବେଦନ ଆରମ୍ଭ ହେବ। samsodisha.gov.inରେ ଛାତ୍ରୀଛାତ୍ର ଆବେଦନ କରିପାରିବେ। ଜୁନ ୨୦ ଯାଏ ଅନଲାଇନରେ ଆବେଦନ ଚାଲିବ। ଜୁନ ୨୮ରେ ପ୍ରଥମ ମେରିଟ ଲିଷ୍ଟ ପ୍ରକାଶ ପାଇବ। ଜୁନ ୨୯ରୁ ଜୁଲାଇ ୫ ଯାଏ…

ମେୟରଙ୍କ ଘର ନିକଟରେ ଅଳିଆଗଦା

ଭୁବନେଶ୍ୱର,୨୯।୫ (ବ୍ୟୁରୋ): ସହରକୁ ସ୍ବଚ୍ଛ ଓ ସୁନ୍ଦର କରି ଗଢି ତୋଳିବା ପାଇଁ ଅଣ୍ଟା ଭିଡୁଛି ବିଏମ୍‌ସି। ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ସହିତ ସ୍ଲୋଗାନ ଏବଂ ଡୋର-ଟୁ-ଡୋର ବୁଲି ଅଳିଆ ସଂଗ୍ରହ କରୁଛି। ପ୍ରତ୍ୟେକ ଦିନ ଏହାକୁ ଟୁଇଟ୍‌ କରି ଲୋକଙ୍କ…

ଭୁବନେଶ୍ୱରରେ ପଛୁଆବର୍ଗ ସର୍ବେକ୍ଷଣ ନୈରାଶ୍ୟଜନକ

ଭୁବନେଶ୍ୱର,୨୯।୫ (ବ୍ୟୁରୋ): ରାଜ୍ୟରେ ପଛୁଆବର୍ଗ ଲୋକଙ୍କ ସର୍ବେକ୍ଷଣ ଜାରି ରହିଛି। ଏହିକ୍ରମରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ବସବାସ କରୁଥିବା ପଛୁଆ ବର୍ଗ ଲୋକଙ୍କ ସାମାଜିକ ଓ ଶୈକ୍ଷିକ ସ୍ଥିତି ସମ୍ପର୍କରେ ଅବଗତ ହେବା ପାଇଁ ବିଏମ୍‌ସି ପକ୍ଷରୁ ସର୍ଭେ…

ନେତୃତ୍ୱକୁ ଟାର୍ଗେଟ ପରେ ମୋକିମ୍‌, ଚିରଞ୍ଜୀବଙ୍କୁ ନୋଟିସ

ଭୁବନେଶ୍ବର,୨୯ା୫(ବ୍ୟୁରୋ): ପୂର୍ବତନ ପ୍ରଦେଶ କଂଗ୍ରେସ କମିଟିର କାର୍ଯ୍ୟକାରୀ ସଭାପତି ଚିରଞ୍ଜୀବ ବିଶ୍ୱାଳ ଏବଂ କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କୁ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ନୋଟିସ୍‌ ଜାରି କରିଛି। ଏହାଦ୍ୱାରା ଉଭୟ ନେତାଙ୍କ ପାଇଁ ଅଡୁଆ ବଢ଼ିଲା ବୋଲି ଏବେ ଚର୍ଚ୍ଚା…

ଜିଲାରେ ୩ ବର୍ଷ ପୂରଣ କରିଥିବା ଅଧିକାରୀଙ୍କ ତଥ୍ୟ ଦିଅ

ଭୁବନେଶ୍ବର, ୨୯ା୫(ବ୍ୟୁରୋ): ଗୋଟିଏ ଜିଲାରେ ୩ ବର୍ଷ ଚାକିରିରେ ଥିବା ଅଧିକାରୀମାନଙ୍କୁ ଏବେ ବଦଳି କରିବା ଲାଗି ରାଜ୍ୟ ସରକାର ପଦକ୍ଷେପ ନେବା ଆରମ୍ଭ କରିଛନ୍ତି। ଏନେଇ ଗତ ୨୫ ତାରିଖରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ସଚିବ…

ଏଥର କମିପାରେ ଯୁକ୍ତ୨ କଟ୍‌ ଅଫ୍‌ ମାର୍କ

ଭୁବନେଶ୍ୱର,୨୯ା୫(ବ୍ୟୁରୋ): ମେ’ ୨୯ ସୋମବାର ପୂର୍ବାହ୍ନ ୧୧ଟାରୁ ଯୁକ୍ତ୨ ନାମଲେଖା ପାଇଁ ଆବେଦନ ଆରମ୍ଭ ହେଉଛି। ଛାତ୍ରୀଛାତ୍ର ମନ ପସନ୍ଦର କଲେଜରେ ନାମ ଲେଖାଇବା ପାଇଁ ସାମ୍‌ସ ପୋର୍ଟାଲ ମାଧ୍ୟମରେ କମନ ଆପ୍ଲିକେଶନ ଫର୍ମ ପୂରଣ କରିବାକୁ ପଡ଼ିବ। www.samsodisha.gov.inରେ ଲଗ୍‌…

୧୮ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର,୨୯ା୫(ବ୍ୟୁରୋ): ସୋମବାର ଲୋକସେବା ଭବନରେ ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୮ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ‘ମୋ ଘର’ ଯୋଜନାକୁ କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି। ଏହି ଯୋଜନାରେ ଗ୍ରାମୀଣ ଲୋକଙ୍କୁ…

ବିଜେଡି ସରକାର ୫ ପାଳିର ୪ ବର୍ଷ ପୂର୍ତ୍ତି

ଭୁବନେଶ୍ୱର,୨୯ା୫(ବ୍ୟୁରୋ: ବିଜେଡି ସରକାରର ୫ମ ପାଳିର ୪ର୍ଥ ବର୍ଷ ପୂରଣ ହୋଇଛି। ୨୦୧୯ ମେ’ ୨୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀମାନେ ଶପଥ ନେଇଥିଲେ। ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତି କେତେ ପୂରଣ ହୋଇଛି, ସେ ନେଇ ମେ’ ୨୨ ତାରିଖରୁ ନବୀନ…

ଆଜି କ୍ୟାବିନେଟ୍‌ ବୈଠକ

ଭୁବନେଶ୍ବର, ୨୯ା୫(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ ବୈଠକ ସୋମବାର ପୂର୍ବାହ୍ନ ୧୦ଟା ୪୫ ମିନିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ହେବ। କ୍ୟାବିନେଟ୍‌ରେ ୧୫ଟି ପ୍ରସ୍ତାବ ଉପରେ ମୋହର ବାଜିପାରେ ବୋଲି ବିଶେଷ ସୂତ୍ରରୁ ଜଣାପଡିଛି। ବିଜେଡି ୫ମ…

ଗଣମାଧ୍ୟମ ପ୍ରତିନିଧିଙ୍କୁ ପ୍ଲାଣ୍ଟ ପରିଦର୍ଶନ କରାଇଲା ଜେଏସ୍‌ଡବ୍ଲ୍ୟୁ

ଭୁବନେଶ୍ୱର,୨୮।୫: ଦେଶର ପ୍ରମୁଖ ଶିଳ୍ପ ପ୍ରତିଷ୍ଠାନ ଜେଏସ୍‌ଡବ୍ଲ୍ୟୁର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଗଣମାଧ୍ୟମ ପ୍ରତିନିଧିଙ୍କ ପାଇଁ ଏକ ୩ ଦିନିଆ ପରିଭ୍ରମଣ ଓ ଆନ୍ଧ୍ରପ୍ରଦେଶର ବିଜୟନଗରସ୍ଥିତ ବିଦ୍ୟାନଗର ଜେଏସ୍‌ଡବ୍ଲ୍ୟୁ ପ୍ଲାଣ୍ଟ ପରିଦର୍ଶନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଜଗତ୍‌ସିଂହପୁର ଜିଲାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri