ମେଟ୍ରୋ

ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷା

ଭୁବନେଶ୍ବର,୧୮।୬: ରାଜ୍ୟର ୧୦ରୁ ଊର୍ଦ୍ଧ୍ୱ ଜିଲାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା,...

କଣ୍ଠଶିଳ୍ପୀ ତପୁଙ୍କୁ ମିଳିଲା ସହାୟତା

ଭୁବନେଶ୍ୱର,୧୮।୬: ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ଶୁକ୍ରବାର ଚିକିତ୍ସା ପାଇଁ ୧ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ରାଜ୍ୟ କଳାକାର ଓ୍ବେଲଫେୟାର ଫଣ୍ଡରୁ ଏହି ସହାୟତା ଦିଆଯାଇଥିବା ବିଭାଗ ପକ୍ଷରୁ କୁହାଯାଇଛି। ତପୁ...

ଅଗଷ୍ଟ ଦ୍ୱିତୀୟ ସପ୍ତାହରେ +୨ ପରୀକ୍ଷାଫଳ

ଭୁବନେଶ୍ୱର,୧୮।୬(ବ୍ୟୁରୋ): +୨ ପରୀକ୍ଷାଫଳ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ । ରେଜଲ୍ଟ ଓ ମୂଲ୍ୟାୟନ ପଦ୍ଧତ୍ତି ନେଇ ସିଏଚ୍‌ସିଇ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ମୂଲ୍ୟାୟନ ଦଶମ ପରୀକ୍ଷା ମାର୍କ ଭିତ୍ତିରେ ହେବାକୁ ନିଷ୍ପତ୍ତି ହୋଇଛି। ରେଗୁଲାର ପିଲାଙ୍କ...

ରାଜ୍ୟରେ ୟୁଜି-ପିଜି ଫାଇନାଲ ପରୀକ୍ଷା ହେବ; ଘରେ ରହି ଛାତ୍ରୀଛାତ୍ର ଦେଇପାରିବେ…

ଭୁବନେଶ୍ୱର,୧୮।୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ବୋର୍ଡ ଏବଂ ଯୁକ୍ତ ୨ ପରୀକ୍ଷାକୁ ବାତିଲ କରିଦିଆଯାଇଥିଲା। ଏବେ ୟୁଜି ଏବଂ ପିଜି ପରୀକ୍ଷା ନେଇ ବଡ଼ ନିଷ୍ପତ୍ତି ନିଆଯାଇଛି। ଉଭୟର କେବଳ ଫାଇନାଲ ପରୀକ୍ଷା ହେବ। ଜୁଲାଇ କିମ୍ବା...

କରୋନାର ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ

ଭୁବନେଶ୍ୱର,୧୮ା୬(ବ୍ୟୁରୋ): କରୋନାର ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। ଏସ୍‌ଓପି ଜାରି ସହ ଭିତ୍ତିଭୂମି ପ୍ରସ୍ତୁତି ରହିଛି ବୋଲି ଡିଏମ୍‌ଇଟି ସିବିକେ ମହାନ୍ତି କହିଛନ୍ତି । ଡିଏମଇଟି କହିଛନ୍ତି ଯେ, ତୃତୀୟ ଲହର ପାଇଁ ଓଡ଼ିଶା ସରକାର...

ଓଡ଼ିଶାର ଐତିହ୍ୟକୁ ସ୍ଥାନାନ୍ତର କରିବାକୁ ଦିଆଯିବ ନାହିଁ: ସୁର

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ରାଜଧାନୀର ବ୍ୟସ୍ତବହୁଳ ମାଷ୍ଟରକ୍ୟାଣ୍ଟିନ୍‌ ଛକରେ ଥିବା ‘ଐତିହ୍ୟ ଘୋଡ଼ା’ ମୂର୍ତ୍ତିକୁ ରାଜଭବନ ଛକକୁ ସ୍ଥାନାନ୍ତର ନେଇ ଶୁକ୍ରବାର ରାଜ୍ୟ କଂଗ୍ରେସ ପକ୍ଷରୁ ପ୍ରତିବାଦ କରାଯାଇଛି। କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟଙ୍କ ସମେତ କଂଗ୍ରେସର ବହୁ ନେତା ଘୋଡ଼ା...

ଇ-ପାଠଶାଳା, ଇ-ମୂଲ୍ୟାଙ୍କନ ପୋର୍ଟାଲ

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଛାତ୍ରୀଛାତ୍ରଙ୍କୁ ଅନ୍‌ଲାଇନ ମାଧ୍ୟମରେ ଶିକ୍ଷାଦାନ ଓ ମୂଲ୍ୟାୟନ ପାଇଁ ଓପେପା ଦ୍ୱାରା ଇ-ପାଠଶାଳା ଓ ଇ-ମୂଲ୍ୟାଙ୍କନ ନାମରେ ଦୁଇଟି ପୋର୍ଟାଲ ପ୍ରସ୍ତୁତ କରାଯାଇଛି। ଗୁରୁବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଭର୍ଚୁଆଲ୍‌ରେ ଏହାକୁ ଉଦ୍‌ଘାଟନ...

୧୦୫ କୋଟିର ପ୍ରକଳ୍ପ ଅନୁମୋଦିତ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ‘ମୋ ସ୍କୁଲ୍‌ ଅଭିଯାନ’ରେ ୩୪ ହଜାରରୁ ଊର୍ଦ୍ଧ୍ୱ ସ୍କୁଲ୍‌ରେ ୫ ଲକ୍ଷ ୨୪ ହଜାର ପୁରାତନ ଛାତ୍ରୀଛାତ୍ର ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଆରମ୍ଭ ହୋଇଥିବା ପୋଷ୍ୟ ବିଦ୍ୟାଳୟ କାର୍ଯ୍ୟକ୍ରମକୁ ସଫଳ...

ମାଷ୍ଟରକ୍ୟାଣ୍ଟିନ ଛକରୁ ‘ଐତିହ୍ୟ ଘୋଡ଼ା’ ହଟାଇବା ପ୍ରସଙ୍ଗ: ସୌନ୍ଦର୍ଯ୍ୟକରଣ ନାଁରେ ଐତିହ୍ୟକୁ ଅବହେଳା କରା ନ ଯାଉ

ରାଜଧାନୀ ଭୁବନେଶ୍ୱରର ମାଷ୍ଟରକ୍ୟାଣ୍ଟିନ ଛକରେ ଦଣ୍ଡାୟମାନ ରହିଛି ‘ଐତିହ୍ୟ ଘୋଡ଼ା ଓ ଯୋଦ୍ଧା’ ସ୍ଥାପତ୍ୟ। ଏହା ଓଡ଼ିଶା ଶାସନର ସ୍ମାରକୀ ବହନ କରୁଛି। ବିଶିଷ୍ଟ ପ୍ରସ୍ତର ଶିଳ୍ପୀ ସ୍ବର୍ଗତ ପଦ୍ମବିଭୂଷଣ ରଘୁନାଥ ମହାପାତ୍ର ଏହାକୁ ତିଆରି କରିଥିବାବେଳେ ୧୯୮୮ରେ ସେଠାରେ...

ଆଶଙ୍କା ଭିତରେ ଭଲ ଫଳକୁ ଅପେକ୍ଷା

ଭୁବନେଶ୍ୱର,୧୭।୬: ଦେଶରେ କୋଭିଡ୍‌ ସଂକ୍ରମଣ ଯୋଗୁ ଶିକ୍ଷା ବ୍ୟବସ୍ଥା ବେଶ୍‌ ପ୍ରଭାବିତ ହୋଇଛି। ୨୦୧୯-୨୧ ଶିକ୍ଷାବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ଦ୍ୱାଦଶ ଛାତ୍ରୀଛାତ୍ରମାନେ ପାଠପଢ଼ାଠାରୁ ଆରମ୍ଭ କରି ପରୀକ୍ଷାଫଳକୁ ନେଇ ଏବେବି ଚିନ୍ତିତ ରହିଛନ୍ତି। ଏଭଳି ସ୍ଥିତିରେ ସୁପ୍ରିମକୋର୍ଟଙ୍କ...

୧୭ ଜିଲାରେ ଆରମ୍ଭ ହେବ ଡିଏଲ୍‌ ଟେଷ୍ଟ୍‌

ଭୁବନେଶ୍ୱର,୧୮ା୬(ବ୍ୟୁରୋ): କରୋନା ସଂକ୍ରମଣ ହାର କମିଥିବାରୁ ରାଜ୍ୟ ସରକାର ୧୭ ଜିଲାରେ ଲକ୍‌ଡାଉନ୍‌ କଟକଣା କୋହଳ କରିଛନ୍ତି। ତେଣୁ ଏହିସବୁ ଜିଲାରେ ଥିବା ଆର୍‌ଟିଓ ପକ୍ଷରୁ ଡ୍ରାଇଭିଂ ଓ ଲର୍ନିଂ ଲାଇସେନ୍ସ ଟେଷ୍ଟ୍‌ ଆରମ୍ଭ କରିବାକୁ ରାଜ୍ୟ ପରିବହନ କର୍ତ୍ତୃପକ୍ଷ...

ଆଜି ଆଉ ୩୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୫୦୮କୁ ବୃଦ୍ଧି

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଶୁକ୍ରବାର କରୋନା ମହାମାରୀ ରାଜ୍ୟରୁ ଆଉ ୩୭ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୫୦୮କୁ ବୃଦ୍ଧି ପାଇଛି। ଆଜି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri