ମେଟ୍ରୋ

‘ଏମ୍‌ଏଲ୍‌ଏ ଲାଡ୍‌ ୱେବ୍‌ ପୋର୍ଟାଲ’ର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର, ୧୪ା୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନଠାରେ ‘ଏମ୍‌ଏଲ୍‌ଏ ଲାଡ୍‌’ ଓ ‘ସିଏମ୍‌-ଏସ୍‌ଏ’ ର ସରଳୀକୃତ ଗାଇଡ୍‌ଲାଇନ ଉନ୍ମୋଚିତ କରିଛନ୍ତି। ଏହାସହ ଏମ୍‌ଏଲ୍‌ଏ ଲାଡ୍‌ ୱେବ୍‌ ପୋର୍ଟାଲର(https://mlalads.odisha.gov.in) ମଧ୍ୟ ଶୁଭାରମ୍ଭ ହୋଇଛି। କ୍ୟାବିନେଟ୍‌ ବୈଠକ...

ଭୁବନେଶ୍ୱରରେ ହେବ ବିଶ୍ୱସ୍ତରୀୟ ବିମାନ ମରାମତି କେନ୍ଦ୍ର

ଭୁବନେଶ୍ୱର,୧୪ା୮ (ରବିନାରାୟଣ ଜେନା): ପୂର୍ବ ଭାରତର ବିମାନ ଚଳାଚଳ କ୍ଷେତ୍ରରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଏକ ମାଇଲଖୁଣ୍ଟ ସାବ୍ୟସ୍ତ ହେବ। ଏହାକୁ ଦୃଷ୍ଟିରେ ରଖି ବୁଧବାର ରାଜ୍ୟ କ୍ୟାବିନେଟ୍‌ ଏକ ସ୍ବତନ୍ତ୍ର ପ୍ରସ୍ତାବକୁ ଅନୁମୋଦନ ଦେଇଛି। ଏନେଇ...

୧୮ ତାରିଖ ଯାଏ ଭିଜିବ ଓଡ଼ିଶା: ଆଜି ଏସବୁ ଜିଲାକୁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି…

ଭୁବନେଶ୍ୱର,୧୪।୮: ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିଭଳି...

ବିବାହ କରିବାକୁ ମନା କରିବା ପରେ ପ୍ରେମିକାଙ୍କ ଘରେ ପଶି ହାଇଡ୍ରାମା, ପାରାଦୀପର ଯୁବକଙ୍କୁ ବାନ୍ଧିଲା…

ଭୁବନେଶ୍ୱର,୧୩ା୮(ସତ୍ୟଜିତ୍‌ ରାଉତ): ପ୍ରେମିକାଙ୍କ ଘରେ ପଶି ଜଣେ ଯୁବକ ତାଙ୍କ ଘରେ ପଶି ହାଇଡ୍ରାମା କରିବା ସହ ଦୁର୍ବ୍ୟବହାର କରିବା ଅଭିଯୋଗରେ ପୋଲିସ ସମ୍ପୃକ୍ତ ଅଭିଯୁକ୍ତ ଯୁବକଙ୍କୁ ବୁଧବାର ଗିରଫ କରିଛି। ସେ ହେଲେ ଜଗତ୍‌ସିଂହପୁର ଜିଲା ପାରାଦୀପର ସରୋଜ...

‘ହରିଜନ’ ଲେଖନାହିଁ: ସବୁ ବିଭାଗକୁ ଅନୁସୂଚିତ ଜାତି ବିଭାଗର ତାଗିଦ

ଭୁବନେଶ୍ୱର,୧୩ା୮ (ରବିନାରାୟଣ ଜେନା):ଏଣିକି ‘ହରିଜନ’ ଶବ୍ଦ କୌଣସି ସରକାରୀସ୍ତର କିମ୍ବା ଶିକ୍ଷାକ୍ଷେତ୍ରରେ ବ୍ୟବହାର କରାଯିବନାହିଁ। ଏନେଇ ବହୁ ପୂର୍ବରୁ ରୋକ୍‌ ଲାଗିଥିଲେ ହେଁ ମଙ୍ଗଳବାର ଅନୁସୂଚିତ ଜାତି, ଜନଜାତି, ସଂଖ୍ୟାଲଘୁ ଓ ପଛୁଆବର୍ଗ ବିଭାଗ ସଚିବ ବି. ପରମେଶ୍ୱର ପୁନର୍ବାର...

ଏହି ମାସରେ ହେବ RI -AMIN ପ୍ରିଲିମିନାରୀ ପରୀକ୍ଷା: ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର,୧୩ା୮(ସୁଚିସ୍ମିତା ସାହୁ):ଆର୍‌ଆଇ, ଏଆର୍‌ଆଇ, ଅମିନ ଏବଂ ଆଇସିଡିଏସ୍‌ ସୁପରଭାଇଜର୍‌ ପଦବୀରେ ନିଯୁକ୍ତି ପାଇଁ ପୁଣିଥରେ ପ୍ରିଲିମିନାରୀ ପରୀକ୍ଷା ହେବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଅକ୍ଟୋବର ଓ ନଭେମ୍ବରରେ ଏହି ପରୀକ୍ଷା ହେବ। କମ୍ପ୍ୟୁଟରବେସ୍‌ଡ ନିଯୁକ୍ତି ପରୀକ୍ଷା (ସିବିଆର୍‌ଇ)...

୩ ଦିନ କାଚିବ: ପ୍ରବଳ ବର୍ଷା ନେଇ ଅରେଞ୍ଜ-ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧୩।୮:  ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୧୫ ତାରିଖ ଯାଏପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ସକାଳ...

ଆଜିଠୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋହନ ଭାଗବତ

ଭୁବନେଶ୍ୱର, ୧୩ା୮(ସୁନିତ୍‌ ମିଶ୍ର):ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ସରସଂଘଚାଳକ ମୋହନ ଭାଗବତ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବୁଧବାର ସାରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ସେ ତିନି ଦିନିଆ ଓଡ଼ିଶା ଗସ୍ତ ସାରି ଆସନ୍ତା ୧୫ରେ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ...

ଲଘୁଚାପ: ଆସନ୍ତା ୩ ଦିନ ଅତି ପ୍ରବଳ ବର୍ଷା,ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ…

ଭୁବନେଶ୍ୱର,୧୨।୮(ଅନୁରାଧା ମହାରଣା)- ବଙ୍ଗୋପସାଗରର କେନ୍ଦ୍ରୀୟ ଅଂଶ ଉପରେ ଏକ ଘୂର୍ଣ୍ଣିବଳୟ ସଞ୍ଚାଳନ ସକ୍ରିୟ ରହିଛି। ଏହାର ପ୍ରଭାବରେ ବୁଧବାର ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୪୮...

କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ବଡ଼ ସୂଚନା: ଓଡ଼ିଶାରେ ହେବ…

ଭୁବନେଶ୍ୱର,୧୨।୮: କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାରେ ୨ଟି ସେମିକଣ୍ଡକ୍ଟର ମ୍ୟାନୁଫାକଚରିଂ ୟୁନିଟ୍‌ ପ୍ରତିଷ୍ଠା ହେବା ନେଇ କେନ୍ଦ୍ର କ୍ୟାବିନେଟରେ ଅନୁମୋଦନ ହୋଇଥିବା କେନ୍ଦ୍ର ମନ୍ତ୍ରୀ ବୈଷ୍ଣବ କହିଛନ୍ତି। ଏପରିକି ଦେଶରେ ଆଉ...

ସ୍ବାଧୀନତା ଦିବସ ପାଇଁ ଟ୍ରାଫିକ୍‌ କଟକଣା: ନ ମାନିଲେ ୧୦୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା

ଭୁବନେଶ୍ୱର,୧୨ା୮: ଚଳିତବର୍ଷ ଭୁବନେଶ୍ୱରର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପରେଡ୍‌ ଅନୁଷ୍ଠିତ ହେବ। ଏଥିପାଇଁ ପରେଡ ଅଭ୍ୟାସ ଆରମ୍ଭ ହୋଇଛି। ମଙ୍ଗଳବାର ମଧ୍ୟ ଅପରାହ୍ନ ୨ଟାରୁ ୬ଟା ପର୍ଯ୍ୟନ୍ତ ପରେଡ୍‌ ଏବଂ ବୁଧବାର ସକାଳ ୭ରୁ ୧୧ଟା୩୦...

ଗୁରୁତ୍ୱପୂର୍ଣ୍ଣ ସଚିବସ୍ତରୀୟ ବୈଠକ: ସବୁ ଅଫିସ୍‌ରେ ଲାଗିବ AI କ୍ୟାମେରା

ଭୁବନେଶ୍ୱର,୧୨।୮: ମଙ୍ଗଳବାର ସଚିବସ୍ତରୀୟ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ୧୦ଟି ଦିଗ ଉପରେ ଫୋକସ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏପରିକି CMଙ୍କ ଅଫିସରୁ ଆସୁଥିବା UI ନୋଟ୍‌ରେ ତୁରନ୍ତ ଉତ୍ତର ସହ ଆବଶ୍ୟକ ପଦକ୍ଷେପ ନେବାକୁ ବୈଠକରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri