ଜଳୁଛି ରାଜଧାନୀ
ଭୁବନେଶ୍ୱର,୨୫ା୫(ବ୍ୟୁରୋ): ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଗୁରୁବାର ରାଜଧାନୀ ଭୁବନେଶ୍ୱର ଜଳୁଛି। ସକାଳ ୮ଟାରୁ ତାତି ବଢ଼ି ସାଢ଼େ ୧୧ଟା ସୁଦ୍ଧା ଏହା ୩୯.୨ ଡିଗ୍ରୀରେ ପହଞ୍ଚିଥିଲା। ଖାଲି ଭୁବନେଶ୍ୱର ନୁହେଁ ସମ୍ବଲପୁରରେ ମଧ୍ୟ ତାପମାତ୍ରା ୩୯.୨…
ରାଜଧାନୀରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା
ଭୁବନେଶ୍ୱର,୨୫ା୫(ବ୍ୟୁରୋ): ଭୁବନେଶ୍ୱର କ୍ୟାପିଟାଲ ଥାନା ଅନ୍ତର୍ଗତ ୟୁନିଟ-୧ ଜିଇଡି ବସ୍ତିରେ ବୁଧବାର ଭୋର ସମୟରେ ଜଣେ ଯୁବକଙ୍କୁ ଗୋଟିଏ ପରିବାରର ମାମୁ, ଭଣଜାଙ୍କ ସମେତ ୪ ଜଣ ସଂଘବଦ୍ଧ ଭାବେ ମାରଣାସ୍ତ୍ରରେ ହାଣି ହତ୍ୟା କରିଛନ୍ତି। ମୃତ ଯୁବକ ହେଲେ ସ୍ଥାନୀୟ…
ନୂଆ ଟ୍ରେଣ୍ଡ୍ରେ ଖୋର୍ଦ୍ଧା ଗାମୁଛା
ଭୁବନେଶ୍ୱର,୨୫ା୫(ବ୍ୟୁରୋ): ଟ୍ରେଣ୍ଡ୍ ବଦଳୁଛି, ଆଉ ତା’ ସହ ବଦଳୁଛି ଜୀବନଶୈଳୀ। ଓଡ଼ିଶାର ପାରମ୍ପରିକ ପରିଧାନରେ ଅତ୍ୟାଧୁନିକତାର ଛାପ ଦିନକୁ ଦିନ ରାଜ୍ୟ ପାଇଁ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରୁଛି। ବିଶେଷକରି ଓଡ଼ିଶା ହସ୍ତତନ୍ତରେ ଆକର୍ଷଣୀୟ ଡିଜାଇନ୍ ସହ ପ୍ରସ୍ତୁତ ହେଉଛି ନୂଆ…
ଖୋଳା ବନ୍ଦ ସହ ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ
ଗୋପ,୨୫ା୫(ଡି.ଏନ୍.ଏ.): ଗୋପ ବ୍ଲକ ମହଲପଡ଼ା ପଞ୍ଚାୟତର କେତେକ ସରକାରୀ ଜମିକୁ ବେଆଇନ ଭାବେ ଜବରଦଖଲ କରି ମାଛ ପୋଖରୀ ଖୋଳିବା ନେଇ ଅଭିଯୋଗ ହୋଇଥିଲା। ଏହି ଅଭିଯୋଗର ବିଚାରକୁ ନେଇ ଜିଲାପାଳ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଜିଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ ଗୋପ…
ପ୍ରତିଶ୍ରୁତି ଦେଇ ଲୋକଙ୍କୁ ଭୁଆଁ ବୁଲାଉଛନ୍ତି ଅନ୍ଲାଇନ୍ ଠକ
ଭୁବନେଶ୍ୱର,୨୫ା୫(ବ୍ୟୁରୋ): ସେକେଣ୍ଡ୍ ହ୍ୟାଣ୍ଡ୍ ହେଲେ ମଧ୍ୟ କମ୍ ଦାମ୍ରେ ଏକ ନମ୍ବର କ୍ୱାଲିଟିର ଜିନିଷ ମିଳିବ। ଟଙ୍କା ଦେଲେ ସହଜରେ ଘରେ ପହଞ୍ଚତ୍ବ ସାମଗ୍ରୀ। ଟ୍ରାନ୍ସପୋର୍ଟେଶନ ମାଗଣା। ଭୁବନେଶ୍ୱର, କଟକ ସହ ରାଜ୍ୟର ଯେଉଁଠି କହିବେ ସେଠାରେ ଜିନିଷ ସୁରକ୍ଷିତ ଭାବେ…
ବିକାଶରେ ବାଧକ ଜବରଦଖଲ
ଭୁବନେଶ୍ୱର,୨୫ା୫(ବ୍ୟୁରୋ): ସହରର ଅନ୍ୟତମ ମୁଖ୍ୟ ଡ୍ରେନ୍ ନଂ.୧୦ର ବିକାଶ ଓ ପୁନରୁଦ୍ଧର କାର୍ଯ୍ୟ ବିଏମ୍ସି ଦ୍ୱାରା କରାଯାଉଛି। ମୁକ୍ତା ଯୋଜନାରେ ଏସ୍ଏଚ୍ଜି ମହିଳାଙ୍କୁ ଏହାର ଦାୟିତ୍ୱ ଦିଆଯାଇଛି। ମୁଖ୍ୟ ନାଳରେ ପ୍ରାକୃତିକ ଉପାୟରେ କିପରି ଜଳ ପରିଚାଳନା ସହ ଏହାର ଆଖପାଖର…
ସାକ୍ଷୀଗୋପାଳ, କାଳୁପଡ଼ା ଘାଟରେ ଅଟକିବ ୩ ଟ୍ରେନ୍
ପୁରୀ ଅଫିସ,୨୫ା୫: ପୁରୀ ଚାରିଧାମ ମଧ୍ୟରେ ଅନ୍ୟତମ ପ୍ରମୁଖ ଧାମ। ପ୍ରତ୍ୟେକ ଦିନ ଲକ୍ଷାଧିକ ଭକ୍ତ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କରିବା ସହ ଆଖପାଖ ଅଞ୍ଚଳରେ ଥିବା ଦର୍ଶନୀୟ ସ୍ଥାନ ଭ୍ରମଣ କରିଥାନ୍ତି। ପୁରୀ ଜିଲାର ସାକ୍ଷୀଗୋପାଳ ଠାକୁରଙ୍କ ଦର୍ଶନ…
ଶ୍ରୀଲିଙ୍ଗରାଜଙ୍କ ସହ ମା’ ପାର୍ବତୀଙ୍କ ବିବାହ ସମ୍ପନ୍ନ
ପୁରୁଣା ଭୁବନେଶ୍ୱର,୨୫ା୫(ଡି.ଏନ୍.ଏ.): ଜ୍ୟେଷ୍ଠ ମାସ ଶୁକ୍ଲପକ୍ଷ ଷଷ୍ଠୀ ତିଥିରେ ପାରମ୍ପରିକ ଶୀତଳଷଷ୍ଠୀ ଯାତ୍ରା ଉପଲକ୍ଷେ ବୁଧବାର ପ୍ରଭୁ ଶ୍ରୀ ଲିଙ୍ଗରାଜ, ମା’ ପାର୍ବତୀ ଦେବ ଦମ୍ପତିଙ୍କ ବିବାହ କାର୍ଯ୍ୟ ପାରମ୍ପରିକ ନୀତି ଅନୁସାରେ ସମ୍ପନ୍ନ ହୋଇଛି। ଏହି କାର୍ଯ୍ୟ ଶ୍ରୀଲିଙ୍ଗରାଜଙ୍କ ଶ୍ୱଶୁରାଳୟ…
୨୬ରେ ରେଭେନ୍ଶା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ
କକଟକ ଅଫିସ,୨୫ା୫: ଆସନ୍ତା ୨୬ ତାରିଖରେ ରେଭେନ୍ଶା ବିଶ୍ୱବିଦ୍ୟାଳୟର ଦ୍ୱାଦଶତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହେବ। ଏହାକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ବୁଧବାର ବିଶ୍ୱବିଦ୍ୟାଳୟ ପରିସରରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସମାବର୍ତ୍ତନ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ…
ଅଲ୍ ପାସ୍ ସ୍ବରରେ କମ୍ପିଲା ବୈଠକ
କଟକ ଅଫିସ,୨୫ା୫: କଟକ ମହାନଗର ନିଗମ(ସିଏମ୍ସି)ର ବିଜୁଭବନସ୍ଥିତ ବିଶ୍ୱନାଥ ପଣ୍ଡିତ ସମ୍ମିଳନୀ କକ୍ଷରେ ବୁଧବାର ସିଏମ୍ସି କାଉନ୍ସିଲ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ମେୟର ସୁବାସ ସିଂ ଗୁଣ୍ଡାରାଜ କରୁଛନ୍ତି ବୋଲି ଭାଜପା…
ଫୌଜଦାରି ମାମଲା ବିଚାରାଧୀନ ଥିଲେ ମିଳିବନି ପଦୋନ୍ନତି: ହାଇକୋର୍ଟ
କଟକ ଅଫିସ,୨୫ା୫: କୌଣସି ସରକାରୀ ଅଧିକାରୀ ବା କର୍ମଚାରୀଙ୍କ ବିରୋଧରେ ଭିଜିଲାନ୍ସ ବା ଅନ୍ୟ ଫୌଜଦାରି ମାମଲା ବିଚାରାଧୀନ ଥିଲେ ତାଙ୍କୁ ନିୟମିତ ବା ଅସ୍ଥାୟୀ ପଦୋନ୍ନତି ଦିଆଯାଇପାରିବ ନାହିଁ। ହାଇକୋର୍ଟର ମୁଖ୍ୟ ବିଚାରପତି ଏସ୍. ମୁରଲୀଧର ଓ ବିଚାରପତି ଗୌରୀଶଙ୍କର…
୯ ହସ୍ତତନ୍ତ, ୩ ହସ୍ତଶିଳ୍ପ ଉତ୍ପାଦକୁ ମିଳିଛି ଜିଆଇ ଟ୍ୟାଗ୍
ଭୁବନେଶ୍ୱର,୨୫ା୫(ବ୍ୟୁରୋ): ରାଜ୍ୟରେ ହସ୍ତତନ୍ତ ଉତ୍ପାଦନ ୪୧୦.୩୭ କୋଟି ଟଙ୍କାକୁ ବୃଦ୍ଧି ପାଇଥିବା ବେଳେ ହସ୍ତଶିଳ୍ପର ବାର୍ଷିକ କାରବାର ୧୪୫.୩୪ କୋଟି ଟଙ୍କାକୁ ବୃଦ୍ଧି ପାଇଛି। ୨୦୨୩ରେ ବିଭାଗ ଦ୍ୱାରା ରୂପାନ୍ତରିତ ଦେୟ ବାବଦକୁ ବୁଣାକାରମାନଙ୍କୁ ୧୪୬.୪୦କୋଟି ଟଙ୍କା ପ୍ରଦାନ କରାଯାଇଛି। ବୟନିକାର…
Archives


