ମେଟ୍ରୋ

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୫ ଜୀବନ

ଭୁବନେଶ୍ୱର,୨୯।୭(ବ୍ୟୁରୋ): ରାଜ୍ୟରେ ଲଗାତର ଭାବେ ଦୈନିକ ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ହେଲେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌। ଗୁରୁବାର ରାଜ୍ୟରେ କରୋନାଜନିତ ୬୫ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫,୭୬୮କୁ ବୃଦ୍ଧି ପାଇଛି। ଏନେଇ...

ରାଜ୍ୟରେ କମୁଛି ସଂକ୍ରମଣ: ଗତ ୨୪ଘଣ୍ଟାରେ ୧,୬୧୫ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୯।୭(ବ୍ୟୁରୋ): ଗତ କିଛି ଦିନ ହେଲା ଓଡ଼ିଶାରେ କରୋନା ଗ୍ରାଫ୍‌ ତଳ ମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ମଧ୍ୟ ୨ହଜାର ତଳେ ରହୁଛି। ଇତିମଧ୍ୟରେ ବୁଧବାର ରାଜ୍ୟରେ ୧,୭୦୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହି ସଂଖ୍ୟାରେ...

୩୦ ଯାଏଁ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୮।୭: ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବୁଧବାର ଘନୀଭୂତ ହୋଇଛି। ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ ଦିଗରେ ଗତିକରି ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ବିହାର ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ...

୩୧ରେ +୨ ବିଜ୍ଞାନ, ବାଣିଜ୍ୟ ରେଜଲ୍ଟ

ଭୁବନେଶ୍ୱର,୨୮।୭: ୩୧ ତାରିଖ ସନ୍ଧ୍ୟାରେ ପ୍ରକାଶ ପାଇବ +୨ ବିଜ୍ଞାନ ଏବଂ ବାଣିଜ୍ୟ ପରୀକ୍ଷା ଫଳ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବୁଧବାର ଘୋଷଣା କରାଯାଇଛି । ତେବେ କଳା ଏବଂ ଧନ୍ଦାମୂଳକ ପାଠ୍ୟକ୍ରମର ଫଳାଫଳ ପରବର୍ତ୍ତୀ...

ସବୁ କାମରେ ଚ୍ୟାଲେଞ୍ଜ ରହିଛି

ରାଜନୀତିରେ ପ୍ରଥମ ପଦାର୍ପଣରେ ବ୍ୟବସାୟରୁ ଆସିଥିବା ସୁଶାନ୍ତ ରାଉତ ଭୁବନେଶ୍ୱର ଉତ୍ତର ନିର୍ବାଚନମଣ୍ଡଳୀରୁ ବିଧାୟକଭାବେ ନିର୍ବାଚିତ ହୋଇଛନ୍ତି। ସେ ବର୍ତ୍ତମାନ ବିଜେଡିର ଭୁବନେଶ୍ୱର ଜିଲା ସଭାପତି, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ମୟୂରଭଞ୍ଜ ଜିଲା ସହ-ପର୍ଯ୍ୟବେକ୍ଷକ ଦାୟିତ୍ୱରେ ଅଛନ୍ତି। ତାଙ୍କୁ ଦଳ...

ରାଜ୍ୟକୁ ମିଳୁନି ଜିଏସ୍‌ଟି କ୍ଷତିପୂରଣ

ଭୁବନେଶ୍ୱର,୨୮ା୭(ବ୍ୟୁରୋ):ରାଜ୍ୟକୁ ମିଳୁନି ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ବକେୟା। କେନ୍ଦ୍ରର ଏନ୍‌ଡିଏ ସରକାର ୨୦୧୭ ଜୁଲାଇ ପହିଲାରୁ ସମସ୍ତ ଟିକସ ଉଚ୍ଛେଦ କରି ସମଗ୍ର ଦେଶରେ ଜିଏସ୍‌ଟି ଲାଗୁ କରିଥିଲେ। ଏହା ଲାଗୁ ହେବା ପରେ ଯଦି ଟିକସ...

ବନାଗ୍ନି: ଓଡ଼ିଶା ଆଗରେ

ଭୁବନେଶ୍ୱର, ୨୮ା୭(ବ୍ୟୁରୋ):ଓଡ଼ିଶାରେ ବନାଗ୍ନି ବିପର୍ଯ୍ୟୟ ବଢୁଛି। ୨୦୨୦ ନଭେମ୍ବରରୁ ୨୦୨୧ ଜୁନ୍‌ (୭ମାସ) ମଧ୍ୟରେ ରାଜ୍ୟରେ ସର୍ବାଧିକ ଜଙ୍ଗଲ ପୋଡ଼ି ଦୃଷ୍ଟିଗୋଚର ହୋଇଛି। ଏହି ସମୟ ମଧ୍ୟରେ ଦେଶରେ ସମୁଦାୟ ୩ ଲକ୍ଷ ୪୫ ହଜାର ୯୮୯ଟି ବନାଗ୍ନି ଘଟଣା...

ଭାରି ପଡ଼ିଲାଣି ସହ ସଂକ୍ରମଣ

ଭୁବନେଶ୍ୱର, ୨୮ା୭(ବ୍ୟୁରୋ):ରାଜ୍ୟରେ ଏବେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ହଜାର ତଳକୁ ରହିଛି। ହେଲେ ଆଶାଜନକ ଭାବେ ସଂକ୍ରମଣ ସଂଖ୍ୟା କମି ନାହିଁ। କିଛି ଜିଲାରେ ସ୍ଥିତି ଜଟିଳ ରହିଛି। ଗୋଟେ ପଟେ କରେନା ସଂକ୍ରମଣର ଭୟ ଯାଇ ନ...

ରେକର୍ଡ ଭାଙ୍ଗିଲା କରୋନା: ଦିନକରେ କରୋନା ନେଲା ୬୯ ଜୀବନ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୬୯ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୫,୭୦୩ ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ...

ରାଜ୍ୟରେ ୧,୭୦୩ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୧,୭୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯୮୮ ଜଣ କ୍ୱାରାଣ୍ଟାଇନ୍‌ ଥିଲେ। ବାକି...

ନିଜ ନିଷ୍ପତ୍ତିରୁ ଓହରିଲେ ରାଜ୍ୟ ସରକାର: ମାଷ୍ଟରକ୍ୟାଣ୍ଟିନ ଛକରୁ ସ୍ଥାନାନ୍ତର ହେବନି ଐତିହ୍ୟ ଘୋଡ଼ା

ଭୁବନେଶ୍ୱର,୨୭।୭(ବ୍ୟୁରୋ): ସ୍ଥାନାନ୍ତର ହେବ ନାହିଁ ମାଷ୍ଟରକ୍ୟାଣ୍ଟିନ୍‌ ଛକରେ ଶୋଭା ପାଉଥିବା ସ୍ଥାପତ୍ୟ ଘୋଡ଼ା। ବହୁ ବିବାଦ ଏବଂ ସମାଲୋଚନାର ଶିକାର ହେବା ପରେ ରାଜ୍ୟ ସରକାର ମଙ୍ଗଳବାର ନିଜ ନିଷ୍ପତ୍ତିରୁ ଉହରିଛନ୍ତି। ଏନେଇ ସରକାରୀସ୍ତରରେ ନିଷ୍ପତ୍ତି ନିଆଯାଇଥିବା ନେଇ ବିଏମ୍‌ସି...

ରାଜ୍ୟରୁ ପୁଣି ୬୦ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୭।୭ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୬୦ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୬୩୪କୁ ବୃଦ୍ଧି ପାଇଛି। ୬୦...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri