ମେଟ୍ରୋ

୧୨ରେ ପୁଣି ଏକ ଘୂର୍ଣ୍ଣିବଳୟ

ଭୁବନେଶ୍ୱର,୮।୯: ରାଜ୍ୟରେ ଧୀରେ ଧୀରେ ଲଘୁଚାପ ଦୁର୍ବଳ ହୋଇଛି । ତେବେ ଶୁକ୍ରବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ରାଜଧାନୀ ଭୁବନେଶ୍ୱର ସମେତ ଢେଙ୍କାନାଳ, ବାରିପଦା, କଟକ ଭଳି ସ୍ଥାନରେ ତୁହାକୁ ତୁହା ପ୍ରବଳ ବର୍ଷା ହୋଇଛି ।…

କଂଗ୍ରେସରୁ ସୁର ରାଉତରାୟଙ୍କ ପୁଅଙ୍କୁ ନିଲମ୍ବିତ

ଭୁବନେଶ୍ୱର,୮।୯: ଜଟଣୀ ବିଧାୟକ ସୁର ରାଉତରାୟଙ୍କ ପୁଅ ତଥା ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ ମନ୍ମଥ ରାଉତରାୟଙ୍କୁ କଂଗ୍ରେସରୁ ନିଲମ୍ବିତ କରାଯାଇଛି। ଦଳୀୟ ଶୃଙ୍ଖଳା ଭଙ୍ଗ ଅଭିଯୋଗରେ ନିଲମ୍ବିତ କରାଯାଇଛି। ଏ ନେଇ ଓ ପ୍ରଦେଶ କଂଗ୍ରେସ ଡିସିପ୍ଲିନାରୀ ଆକ୍ସନ କମିଟି…

ଅଣନିଃଶ୍ୱାସୀ କରୁଛି ଆବର୍ଜନା: ସ୍ବଚ୍ଛ ବାୟୁ ଚିନ୍ତା

ଭୁବନେଶ୍ୱର,୮।୯ (ବନ୍ଦନା ସେଠୀ): ସୁସ୍ଥ ଭାବେ ବଞ୍ଚିବା ପାଇଁ ସୁସ୍ଥ ବାତାବରଣ ଏବଂ ସ୍ବଚ୍ଛ ବାୟୁ ନିହାତି ଆବଶ୍ୟକ। ବର୍ତ୍ତମାନ ବାୟୁ ପ୍ରଦୂଷଣ ମାନବ ସମାଜ ପାଇଁ ଏକ ପ୍ରମୁଖ ପରିବେଶ ବିପଦ ଭାବେ ଉଭା ହୋଇଛି। ଏନେଇ ଲୋକଙ୍କୁ ସଚେତନ…

ଓଡ଼ିଶାର କଳା, ସଂସ୍କୃତି ସହ କାରିଗରଙ୍କ ପରିଚୟ ବୃଦ୍ଧି ପାଇଛି

ଭୁବନେଶ୍ୱର,୭।୯(ଶର୍ମିଷ୍ଠା ପାଣିଗ୍ରାହୀ)ସ୍ବାଧୀନତା ଦିବସ ଅବସରରେ ଟାଇମ୍ସ ସ୍କୋୟାର୍‌ରେ ପ୍ରଦର୍ଶିତ ହୋଇଥିଲା ଓଡ଼ିଶାର କଳା, ସଂସ୍କୃତି ଓ ଭାସ୍କର୍ଯ୍ୟର ପ୍ରତୀକ ‘କୋଣାର୍କ ଚକ୍ର’ର ପଥର ନିର୍ମିତ ପ୍ରତିକୃତି। ସେଫ୍‌ ବିକାଶ ଖାନ୍ନାଙ୍କ ଚେଷ୍ଟାରେ ଓଡ଼ିଶାର ଟିମ୍‌ ଏହାକୁ ସେଠାରେ ପ୍ରଦର୍ଶନ କରିଥିଲେ। ତେବେ…

କୃଷ୍ଣ ଆରାଧନାରେ ବିଭୋର ରାଜଧାନୀବାସୀ

ଭୁବନେଶ୍ୱର,୭।୯(ଅନୁରାଧା ମହାରଣା)ଚଳିତବର୍ଷ କେତେକ ସ୍ଥାନରେ ଗୁରୁବାର ଜନ୍ମାଷ୍ଟମୀ ପର୍ବ ପାଳନ କରାଯାଉଥିବାବେଳେ ଅଧିକାଂଶ ରାଜଧାନୀବାସୀ ବୁଧବାର ଏହି ପର୍ବ ପାଳନ କରିଛନ୍ତି। ତେଣୁ ରାଜଧାନୀର ବିଭିନ୍ନ ମନ୍ଦିରରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଆୟୋଜନ କରାଯିବା ସହ ଶ୍ରଦ୍ଧାଳୁ କୃଷ୍ଣ ଆରାଧନାରେ ବିଭୋର ହୋଇପଡ଼ିଛନ୍ତି।…

ଜଳିଗଲା ବିଏମ୍‌ସି ସଫେଇ ଗାଡ଼ି

ଭୁବନେଶ୍ୱର,୭।୯ (ସତ୍ୟଜିତ୍‌ ରାଉତ)ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ରାସ୍ତା ସଫେଇ ଗାଡ଼ି ରବିବାର ରାତି ପ୍ରାୟ ୧୧ଟା ୧୫ ବେଳେ ନିଆଁ ଲାଗି ଜଳିଯାଇଛି। ନୟାପଲ୍ଲୀସ୍ଥିତ କସ୍ତୁରବା ଶିକ୍ଷା ଆଶ୍ରମ ସାମ୍ନା ରାସ୍ତାରେ ଏହି ଅଘଟଣ ଘଟିଛି। ଏହି ଅଗ୍ନିକାଣ୍ଡରେ ଡ୍ରାଇଭର…

ସାମ୍ପ୍ରତିକ ସ୍ଥିତିରେ ନାମ ପରିବର୍ତ୍ତନ ଅପ୍ରାସଙ୍ଗିକ

ଭୁବନେଶ୍ୱର, ୭।୯(ସୁନିତ୍‌ ମିଶ୍ର/ଅନୁରାଧା ମହାରଣା)କେନ୍ଦ୍ର ସରକାର ଜି୨୦ ଅଧ୍ୟକ୍ଷତା ସମ୍ପର୍କିତ ଦସ୍ତାବିଜଗୁଡ଼ିକରେ ଦେଶର ନାମ ‘ଇଣ୍ଡିଆ’ ପରିବର୍ତ୍ତେ ‘ଭାରତ’ ଉଲ୍ଲେଖ କରିଛନ୍ତି, ଯାହାକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ସରକାରଙ୍କ ‘ଏକ ଦେଶ, ଏକ ନିର୍ବାଚନ’ ବ୍ୟବସ୍ଥା ପାଇଁ ଆସନ୍ତା ୧୮ରୁ…

କଂଗ୍ରେସରୁ ଲଢ଼ିବେନି ସୁର ରାଉତରାୟଙ୍କ ପୁଅ

ଭୁବନେଶ୍ୱର,୭ା୯(ଅନିଲ ଦାସ)କଂଗ୍ରେସର ବରିଷ୍ଠ ନେତା ତଥା ଜଟଣୀ ବିଧାୟକ ସୁରେଶ ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ କଂଗ୍ରେସରୁ ଲଢ଼ିବେ ନାହିଁି। ୨୦୨୪ରେ ସେ କଂଗ୍ରେସ ନୁହେଁ ବରଂ ଅନ୍ୟ କେଉଁ ଦଳରୁ ଲଢ଼ିବେ ବୋଲି ସ୍ପଷ୍ଟ କରିଛନ୍ତି। ସଫଳ ହେଉ କି…

କଲେଜ ପରିବର୍ତ୍ତନ କରିପାରିବେ ଯୁକ୍ତ୩ ଛାତ୍ରୀଛାତ୍ର

ଭୁବନେଶ୍ୱର, ୭।୯ (ଅସମାପିକା ସାହୁ)୨୦୨୩-୨୪ ଶିକ୍ଷାବର୍ଷରେ ଯୁକ୍ତ୩ ନାମଲେଖାଇଥିବା ଛାତ୍ରୀଛାତ୍ର ନିଜ କଲେଜ ବଦଳାଇପାରିବେ। ଉଚ୍ଚ ଶିକ୍ଷା ବିଭାଗ ସୂଚନାନୁସାରେ, ଯେଉଁ ଛାତ୍ରୀଛାତ୍ର ଯୁକ୍ତ୩ ପ୍ରଥମ ବର୍ଷରେ ନାମ ଲେଖାଇ ସାରିଛନ୍ତି ଏବଂ ଦ୍ୱିତୀୟ ପର୍ଯ୍ୟାୟରେ କଲେଜ ପରିବର୍ତ୍ତନ କରିବାକୁ ଚାହୁଁଛନ୍ତି,…

କୋଚିଂ ସେଣ୍ଟରକୁ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ଆଇନ ହେଉ

ଭୁବନେଶ୍ୱର, ୭।୯(ଅସମାପିକା ସାହୁ)ରାଜ୍ୟରେ ମାଳ ମାଳ କୋଚିଂ ସେଣ୍ଟର ଖୋଲାଯାଉଛି। କୋଚିଂ ସେଣ୍ଟରଗୁଡ଼ିକ ପାଇଁ କୌଣସି ସ୍ବତନ୍ତ୍ର ନିୟମ ନ ଥିବାରୁ ଛାତ୍ରୀଛାତ୍ର ଓ ଅଭିଭାବକ ଶୋଷଣର ଶିକାର ହେଉଛନ୍ତି। ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ରହୁ ନ ଥିବାରୁ ଛାତ୍ରୀଛାତ୍ରଙ୍କ ଜୀବନ…

ସାପକାମୁଡ଼ା ମୃତ୍ୟୁସଂଖ୍ୟାକୁ ନେଇ ଦ୍ୱନ୍ଦ୍ୱ

ଭୁବନେଶ୍ୱର, ୭ା୯(ଅସମାପିକା ସାହୁ)ଓସ୍‌ଡମା ଦ୍ୱାରା ପ୍ରସ୍ତୁତ ଷ୍ଟେଟ୍‌ ଡିଜାଷ୍ଟର ମ୍ୟାନେଜମେଣ୍ଟ ପ୍ଲାନ୍‌-୨୦୨୩ରେ ପ୍ରକାଶିତ ପୁସ୍ତକର ୨୨ ନମ୍ବର ପୃଷ୍ଠାରେ ୨୦୧୫-୧୬ ରୁ ୨୦୨୧-୨୨ ଅର୍ଥାତ୍‌ ୭ବର୍ଷରେ ୫,୩୩୩ ଜଣଙ୍କ ମୃତ୍ୟୁ ରେକର୍ଡ ହୋଇଛି। କିନ୍ତୁ ସେହି ବହିର ୩୫ ନମ୍ବର ପୃଷ୍ଠାରେ…

ବଜ୍ରପାତକୁ ପ୍ରାକୃତିକ ବିପତ୍ତି ଘୋଷଣା କରିବାକୁ କେନ୍ଦ୍ର ନିକଟରେ ଦାବି ଜଣାଇଲେ ରାଜ୍ୟ ସରକାର

ଭୁବନେଶ୍ୱର,୬ା୯(ଅନିଲ ଦାସ): ରାଜ୍ୟରେ ବଜ୍ରପାତଜନିତ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବଜ୍ରପାତକୁ ପ୍ରାକୃତିକ ବିପତ୍ତି ଘୋଷଣା କରିବାକୁ ରାଜ୍ୟ ସରକାର କେନ୍ଦ୍ର ନିକଟରେ ଦାବି କରିଛନ୍ତି। ଏ ନେଇ ରାଜ୍ୟ ସରକାର ଏକ ପ୍ରସ୍ତାବ ଦେଇଥିବା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?