ମେଟ୍ରୋ

ରାଜଧାନୀରୁ ୧.୩୦ କେଜି ଗଞ୍ଜେଇ ଜବତ: ୨ ଗିରଫ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି। ଏଥିସହ ୨ ଚୋରା ଚାଲାଣକାରୀଙ୍କୁ କମିଶନରେଟ ପୋଲିସ ଗିରଫ କରିଛି। ଅଭିଯୁକ୍ତଦ୍ୱୟ ହେଲେ ରାୟଗଡ଼ା ଜିଲାର ବିନାୟକ ରାଉତ (୨୮) ଓ ନୟାଗଡ଼ର ସୃଜନ ବେହେରା (୨୭)। ଏମାନଙ୍କଠାରୁ…

ଅନ୍‌ଲାଇନରେ ହେବ ଯୁକ୍ତ ୨ ସ୍ପଟ୍‌ ଆଡ୍‌ମିଶନ

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ଚଳିତ ବର୍ଷଠାରୁ ଅନ୍‌ଲାଇନରେ ଯୁକ୍ତ ୨ ସ୍ପଟ୍‌ ଆଡ୍‌ମିଶନ ହେବ। ମେରିଟ୍‌ ଲିଷ୍ଟ ଆଧାରରେ ଛାତ୍ରୀଛାତ୍ରମାନେ ସିଟ୍‌ ପାଇବେ। ସ୍ପଟ୍‌ ଆଡ୍‌ମିଶନ ପାଇଁ ସିଲେକ୍ସନ ହୋଇଥିବା ଛାତ୍ରୀଛାତ୍ରଙ୍କ ପଞ୍ଜୀକୃତ ମୋବାଇଲ୍‌ ନମ୍ବରକୁ ହ୍ବାଟ୍ସଆପ୍‌ କିମ୍ବା ଏସ୍‌ଏମ୍‌ଏସ୍‌ରେ ମେସେଜ୍‌ ପଠାଯିବ। କାଗଜପତ୍ରରେ…

ମଙ୍ଗଳବାର ନିକଟତର ହେବେ ଶୁକ୍ର ଓ ଚନ୍ଦ୍ର -ଖାଲି ଆଖିରେ ଦେଖିହେବ 

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ମଙ୍ଗଳବାର ସନ୍ଧ୍ୟାରେ ଉଜ୍ଜ୍ୱଳ ଶୁକ୍ରର ଖୁବ୍‌ ନିକଟରେ ଚନ୍ଦ୍ର ଦେଖାଯିବ। ସେମାନଙ୍କ ଭିତରେ କୌଣିକ ଦୂରତା ପ୍ରାୟ ୨ ଡିଗ୍ରୀ ରହିବ। ଏହା ପରଦିନ ଅର୍ଥାତ୍‌ ୨୪ ତାରିଖରେ ସେମାନଙ୍କ ଭିତରେ କୌଣିକ ଦୂରତା ବଢ଼ିଯାଇ ପ୍ରାୟ ୧୫ଡିଗ୍ରୀ ହେବ।…

ଅଗ୍ନିଶମ ଡିଜି ଭାବେ ଦାୟିତ୍ୱ ଗ୍ରହଣ କଲେ ସୁଧାଂଶୁ ଷଡ଼ଙ୍ଗୀ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ବରିଷ୍ଠ  ଆଇପିଏସ୍‌ ଅଫିସର ସୁଧାଂଶୁ ଷଡ଼ଙ୍ଗୀ ଅଗ୍ନିଶମ ଡିଜି ଭାବେ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ପୂର୍ବତନ ଅଗ୍ନିଶମ ଡିଜି ବିନୟତୋଷ ମିଶ୍ରଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଗତ ସପ୍ତାହରେ ରାଜ୍ୟ ସରକାର ତାଙ୍କୁ ଅଗ୍ନିଶମ ଡିଜି…

ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ସୋମବାର ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟର ୩ ମନ୍ତ୍ରୀ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଶପଥ ନେଇଥିବା ବେଳେ ବର୍ତ୍ତମାନ ଏହି ୩ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ମନ୍ତ୍ରୀଙ୍କୁ ବିଭାଗ ଦାୟିତ୍ୱ ବଣ୍ଟନ…

ଶପଥ ନେଲେ ୩ ନୂଆ ମନ୍ତ୍ରୀ

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ସୋମବାର ରାଜ୍ୟର ତିନି ନୂଆ ମନ୍ତ୍ରୀ ଶପଥ ନେଇଛନ୍ତି। ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଏହି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଥିଲା।  ବିକ୍ରମ କେଶରୀ ଆରୁଖ, ସୁଦାମ ମାରାଣ୍ଡି ଓ ସାରଦା ନାୟକଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌…

ଶପଥ ନେଲେ ବିକ୍ରମ କେଶରୀ ଆରୁଖ

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ସୋମବାର ଲୋକସେବା ଭବନରେ ଶପଥ ଗ୍ରହଣ ସମାରୋହ ଆୟୋଜନ କରାଯାଇଛି। ସର୍ବପ୍ରଥମେ ବିକ୍ରମ କେଶରୀ ଆରୁଖ ଶପଥ ନେଇଛନ୍ତି। ସେ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ବିକ୍ରମ କେଶରୀଙ୍କୁ ପଦ ଗୋପନୀୟତାର ଶପଥ…

ଆଜି ମନ୍ତ୍ରୀ ଭାବେ ଶପଥ ନେବେ ସୁଦାମ, ସାରଦା, ବିକ୍ରମ

ଭୁବନେଶ୍ବର, ୨୨ା୫(ବ୍ୟୁରୋ): ରାଜ୍ୟରେ ଖାଲି ପଡ଼ିଥିବା ମନ୍ତ୍ରୀ ପଦ ପାଇଁ ଲାଗି ରହିଥିବା ଚର୍ଚ୍ଚାରେ ଏବେ ବ୍ରେକ୍‌ ଲାଗିବାକୁ ଯାଉଛି। ରାଜ୍ୟର ନୂଆ ମନ୍ତ୍ରୀ ଭାବେ ପୂର୍ବତନ ବାଚସ୍ପତି ବିକ୍ରମ କେଶରୀ ଆରୁଖ, ରାଉରକେଲା ବିଧାୟକ ସାରଦା ନାଏକ ଏବଂ ପୂର୍ବତନ…

ସମ୍ବଲପୁର ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ସାରା ରାଜ୍ୟରେ ପ୍ରବଳ ଖରା ଗରମ ହେଉଛି। ଅସହ୍ୟ ଗୁଳୁଗୁଳିରେ ଲୋକେ ଛଟପଟ ହେଉଛନ୍ତି। ତେବେ ଆଗାମୀ ୪ରୁ ୫ ଦିନ ପର୍ଯ୍ୟନ୍ତ ପାଣିପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ…

ରାଜଧାନୀରୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ରାଜଧାନୀ ବ୍ରାଉନସୁଗାର ବେପାରୀଙ୍କ ଆଡ୍ଡାସ୍ଥଳୀ ପାଲଟିଗଲାଣି। ୟୁନିଟ ୮ରେ ଥିବା ଏକ ଘରୁ ଏସ୍‌ଟିଏଫ୍‌ ଟିମ୍‌ ୧ କେଜି ୧ ଶହ ୭ ଗ୍ରାମ ବ୍ରାଉନସୁଗାର ଜବତ କରିଥିବାର ସୂଚନା ମିଳିଛି। ଘଟଣାସ୍ଥଳରୁ ଏସ୍‌ଟିଏଫ୍‌ ଟିମ୍‌ ବେପାରୀ ଚିତ୍ତରଞ୍ଜନ ସାହୁକୁ ଗିରଫ…

ମାଲାବାରରେ ଏକ୍ସକ୍ଲୁସିଭ ବ୍ରାଣ୍ଡେଡ୍‌ ଜୁଏଲେରି ଶୋ

ଭୁବନେଶ୍ୱର,୨୧।୫:  ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ଭୁବନେଶ୍ୱରସ୍ଥିତ ସହିଦ ନଗରର ରୂପାଲି ସ୍କୋୟାର ପ୍ରିମିୟମ ଆଉଟଲେଟରେ ଏକ ୯ ଦିନିଆ ‘ଏକ୍ସକ୍ଲୁସିଭ ବ୍ରାଣ୍ଡେଡ ଜୁଏଲେରୀ ସୋ’ ଶନିବାର ଉଦଘାଟିତ ହୋଇଯାଇଛି। ଏହି ଅବସରରେ ମହିଳା ଶିଳ୍ପଦ୍ୟୋଗୀ…

ମୋଦି ସରକାରଙ୍କ ସଫଳତାକୁ ନେଇ ଗାଁକୁ ଯିବ ଭାଜପା

ଭୁବନେଶ୍ୱର,୨୧।୫(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ଓଡ଼ିଶାର ବିକାଶ ପାଇଁ ଗତ ୯ ବର୍ଷରେ ପର୍ଯ୍ୟାପ୍ତ ପରିମାଣର ଆର୍ଥିକ ଅନୁଦାନ ଦେଇଛନ୍ତି। ଏଥିସହିତ ଗ୍ରାମାଞ୍ଚଳରେ ବସବାସ କରୁଥିବା ଗରିବ ଓ ମଧ୍ୟବିତ୍ତଙ୍କ ପାଇଁ ଅନେକ ଜନକଲ୍ୟାଣକାରୀ ଯୋଜନା କାର୍ଯ୍ୟକାରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri