ମେଟ୍ରୋ

କାଠପୋଲ ନିର୍ମାଣକଲେ ୨ ପଞ୍ଚାୟତବାସୀ

ଲଙ୍ଗଳେଶ୍ୱର, ୬।୯(କମଳାକାନ୍ତ ଦାସ): ବାଲେଶ୍ୱର ଜିଲା ସଦର ବ୍ଲକ ଦେଇ ପ୍ରବାହିତ ହେଉଥିବା ଡୁବୁଡୁବି ନଦୀର ଶାଖା ନଦୀ ହେଉଛି ହାଣ୍ଡିଭସା ନଦୀ। ଏହି ନଦୀ ଆଳୁମେଦା ଏବଂ କଷାଫଳ ପଞ୍ଚାୟତର ମଧ୍ୟସ୍ଥଳୀରେ ରହିଥିବାରୁ ଲୋକଙ୍କ ଯାତାୟାତ ପାଇଁ ଏଠାରେ ଏକ…

ଏ ବର୍ଷ ୭ ସ୍ଥାନରେ ଇକୋ ରିଟ୍ରିଟ୍‌

ଭୁବନେଶ୍ୱର,୬।୯(ଶର୍ମିଷ୍ଠା ପାଣିଗ୍ରାହୀ): ଚଳିତ ବର୍ଷ ରାଜ୍ୟର ୫ ସ୍ଥାନରେ ଇକୋ ରିଟ୍ରିଟ୍‌ ହେବ। ଏଥିପାଇଁ ଓଡ଼ିଶା ପର୍ଯ୍ୟଟନ ବିଭାଗ ଇକୋ ରିଟ୍ରିଟ୍‌ର ପଞ୍ଚମ ସଂସ୍କରଣ ପାଇଁ ବାର୍ଷିକ କ୍ୟାମ୍ପେନ୍‌ ଖୁବ୍‌ଶୀଘ୍ର ଆରମ୍ଭ କରିବାକୁ ଯାଉଛି। କୋଣାର୍କ, ସାତକୋଶିଆ, ଭିତରକନିକା, ଦାରିଙ୍ଗବାଡ଼ି, ହୀରାକୁଦ,…

ବିଭିନ୍ନ ଆର୍‌ଟିଓ ଅଧୀନରେ ଖୋଲିବ ୫୪ କ୍ୟାମ୍ପ ଅଫିସ୍‌

ଭୁବନେଶ୍ୱର, ୬।୯(ସୁନିତ୍‌ ମିଶ୍ର): : ରାଜ୍ୟର ବିଭିନ୍ନ ଜିଲା ମୁଖ୍ୟାଳୟରେ ଆର୍‌ଟିଓ(ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ) ଥିଲେ ମଧ୍ୟ ଲୋକଙ୍କ ସୁବିଧା ଦୃଷ୍ଟିରୁ ରାଜ୍ୟ ସରକାର ଆଉ ୫୪ ସ୍ଥାନରେ କ୍ୟାମ୍ପ ଅଫିସ(ଆର୍‌ଟିଓ) ଖୋଲିବାକୁ ଅନୁମତି ଦେଇଛନ୍ତି। ଏହି କ୍ୟାମ୍ପ ଅଫିସ୍‌ଗୁଡ଼ିକ ସମ୍ପୃକ୍ତ…

ଲଘୁଚାପ: ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୬।୯(ଅନିଲ ଦାସ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ଘନୀଭୂତ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ। ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁର ଜିଲାର କେତେକ ସ୍ଥାନରେ ଅତି ପ୍ରବଳ…

୭୫ଜଣଙ୍କୁ ‘ଜାତୀୟ ଶିକ୍ଷକ ପୁରସ୍କାର’ ପ୍ରଦାନ

ଭୁବନେଶ୍ୱର, ୬।୯(ଅସମାପିକା ସାହୁ): ଶିକ୍ଷାଦାନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଦେଶର ୭୫ଜଣ ଶିକ୍ଷକଙ୍କୁ ‘ଜାତୀୟ ଶିକ୍ଷକ ପୁରସ୍କାର ୨୦୨୩’ ମିଳିଛି। ଗୁରୁଦିବସ ଅବସରରେ ମଙ୍ଗଳବାର ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିକ୍ଷକମାନଙ୍କୁ ଏହି…

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୫।୯(ଅନିଲ ଦାସ): ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛିି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳରୁ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍‌ କରି ଏହି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା…

ସଚିନ୍‌ଙ୍କ ମାର୍ଗଦର୍ଶନରେ ସ୍କୁଲମୁହାଁ ମୁଣ୍ଡାସାହି ପିଲା

ହାଣ୍ଡିଆ ପିଇ ଜଙ୍ଗଲରେ ବୁଲୁଥିଲେ ଭୁବନେଶ୍ୱର ଉପକଣ୍ଠ ଚନ୍ଦକା ମୁଣ୍ଡାସାହି ପିଲା। ମୂଲ ଲାଗିବାକୁ ବାପା ମା’ ଯାଉଥିବାବେଳେ କୁନିକୁନି ପିଲାମାନେ ତାଙ୍କ ସହ ବି ଯାଉଥିଲେ। ପାଠପଢ଼ାରେ ଡୋରି ଲାଗିବା ସହ ସେମାନଙ୍କ ମାନସିକ ଓ ଶାରୀରିକ ବିକାଶର ସୁଯୋଗ…

କୁଷ୍ଠମୁକ୍ତ ଓଡ଼ିଶାରେ କୁଷ୍ଠ ରୋଗୀ ସଂଖ୍ୟା ବଢୁଛି

ଭୁବନେଶ୍ବର,୫ା୯(ଅଭିଜିତ ଦାସ):ରାଜ୍ୟରେ ଏବେ କୁଷ୍ଠ ରୋଗୀଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟ ସରକାର କୁଷ୍ଠ ଚିକିତ୍ସାକୁ ଗୁରୁତ୍ୱ ଦେବା ସହ ଜିଲା ତଥା ରାଜ୍ୟ ସ୍ତରରେ ବ୍ୟାପକ ପଦକ୍ଷେପ ଗ୍ରହଣ କରିବା ସତ୍ତ୍ୱେ ନୂଆ ନୂଆ ରୋଗୀ ଚିହ୍ନଟ ହେଉଛନ୍ତି। ବିଶେଷକରି…

୬ମାସରେ ୬ କିସ୍ତିରେ ଅର୍ଥ ପଇଠ କରିବେ ହିତାଧିକାରୀ

ଭୁବନେଶ୍ୱର, ୫।୯ (ବନ୍ଦନା ସେଠୀ):ଜାଗା ମିଶନକୁ ନେଇ ବିବାଦ ଦିନକୁ ଦିନ ବଢିବାରେ ଲାଗିଛି। ବିଶେଷକରି ଲ୍ୟାଣ୍ଡ୍‌ ରାଇଟ୍‌ ସାର୍ଟିଫିକେଟ୍‌ (ଏଲ୍‌ଆର୍‌ସି) ବଣ୍ଟନ ଆରମ୍ଭ ହେବା ପରେ ନୂଆ ଅଡୁଆ ସୃଷ୍ଟି ହୋଇଛି। ଅତିରିକ୍ତ ଜମି ପାଇଁ ଦେୟ ଦେବାକୁ ପଡୁଥିବାରୁ…

ଧରାପଡ଼ିଲା ‘ବ୍ଲାକ୍‌ ଜ୍ୟାକେଟ’ ଗ୍ୟାଙ୍ଗ

ଭୁବନେଶ୍ୱର,୫।୯ (ସୂର୍ଯ୍ୟକାନ୍ତ ବେହେରା):ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ଜିଲାରେ ସ୍ପିଡ୍‌ ବାଇକରେ ସୁନା ଚେନ୍‌ ଛିନତାଇ କରି ଫେରାର ହୋଇଯାଉଥିବା ‘ବ୍ଲାକ୍‌ ଜ୍ୟାକେଟ’ ଗ୍ୟାଙ୍ଗର ୪ଜଣଙ୍କୁ କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ବାଡ୍‌ ଗିରଫ କରିଛି। ସେମାନେ ହେଲେ ବଡଗଡ ମଙ୍ଗଳାସାହିର…

ଘରେ ଘରେ ଶଙ୍ଖ ପହଞ୍ଚାଇବାକୁ ନବୀନଙ୍କ ଆହ୍ବାନ

ଭୁବନେଶ୍ୱର,୫ା୯(ଅନିଲ ଦାସ):ଆସନ୍ତା ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟର ପ୍ରମୁଖ ରାଜନୈତିକ ଦଳଗୁଡ଼ିକ ସେମାନଙ୍କ ରଣନୀତି ପ୍ରସ୍ତୁତ କରିବା ଆରମ୍ଭ କଲେଣି। ତୃଣମୂଳ ସଙ୍ଗଠନକୁ ସୁଦୃଢ଼ କରିବା ସହ ସ୍ଥାନୀୟ ଟାଣୁଆ ନେତାଙ୍କୁ ନିଜ ସପକ୍ଷରେ ନେବାକୁ କସରତ ମଧ୍ୟ ଆରମ୍ଭ…

ଆଉ ୩ ଚାଇନା ନାଗରିକଙ୍କ ବିରୋଧରେ ଏଲ୍‌ଓସି

ଭୁବନେଶ୍ୱର,୫ା୮(ସତ୍ୟଜିତ୍‌ ରାଉତ):ଦେଶର ବଡ଼ ଶିଳ୍ପପତି, କ୍ରୀଡ଼ାବିତ୍‌ ଓ ଅଭିନେତାଙ୍କ ଫଟୋ ବ୍ୟବହାର କରି ଅନ୍‌ଲାଇନ୍‌ ପୋଞ୍ଜି ସ୍କାମ୍‌ ମାମଲାରେ ଓଡ଼ିଶା କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଅଧିକ ତଦନ୍ତ ଚଳାଇଛି। ଏହି ମାମଲାରେ ଚାଇନା ମାଷ୍ଟରମାଇଣ୍ଡ ଗୁଆଁହୁଆ ୱାଙ୍ଗ୍‌ଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?