ବିଏମ୍ସି ଅବସରପ୍ରାପ୍ତ କର୍ମଚାରୀ ଅବହେଳିତ
ଭୁବନେଶ୍ୱର,୨୧ା୫ (ବ୍ୟୁରୋ): ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଣୀତ ଆଇନ୍ ଅଧୀନରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପରିଚାଳିତ ହେଉଛି। ବିଏମ୍ସି କର୍ମଚାରୀମାନେ ସରକାରୀ କର୍ମଚାରୀଙ୍କ ଭଳି ସମସ୍ତ ସୁବିଧା ପାଉଛନ୍ତି। ସେହିପରି ସରକାରୀ ନିୟମ ଅନୁଯାୟୀ ସମସ୍ତ ଦଣ୍ଡବିଧାନ ଓ ଅନ୍ୟାନ୍ୟ…
ପରୀକ୍ଷା ପରିଚାଳନାକୁ ନେଇ ମହର୍ଷି କଲେଜରେ ଛାତ୍ର ଅସନ୍ତୋଷ
ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଭୁବନେଶ୍ୱର ଶହୀଦନଗରସ୍ଥିତ ମହର୍ଷି ନାଚୁରାଲ ଲ’ କଲେଜରେ ପରୀକ୍ଷା ପରିଚାଳନାକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଶନିବାର ନିର୍ଦ୍ଧାରିତ ସମୟଠାରୁ ୨ ଘଣ୍ଟା ବିଳମ୍ବରେ ପରୀକ୍ଷା ହେବା ଓ ଏହି ସମୟରେ ପରୀକ୍ଷା ଇନ୍ଚାର୍ଜ ଏବଂ ସୁପରିଣ୍ଟେଣ୍ଡେଣ୍ଟ ଛୁଟିରେ…
‘ଗୁଳୁଗୁଳିରେ ଅତିଷ୍ଠ କରୁଛି ପାଓ୍ବାରକଟ୍’
ଭୁବନେଶ୍ୱର,୨୧ା୫(ବ୍ୟୁରୋ)- ରାଜ୍ୟରେ କିଛିଦିନ ଧରି ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ଏପରିକି ଭୁବନେଶ୍ୱରରେ ମଧ୍ୟ କିଛିଦିନ ହେବ ତାପମାତ୍ରା ୩୮ଡିଗ୍ରୀ ସେଲସିୟସରୁ ଅଧିକ ରହୁଥିବାବେଳେ ମାତ୍ରାଧିକ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ରାଜଧାନୀରେ ପାଓ୍ବାର କଟ୍ ସମସ୍ୟାକୁ…
ପୁରୀ-ଦୁର୍ଗ ଏକ୍ସପ୍ରେସ୍ ବ୍ରେକ୍ରେ ନିଆଁ
ସାକ୍ଷୀଗୋପାଳ,୨୧ା୫(ସ୍ବ.ପ୍ର./ଡି.ଏନ୍.ଏ.): ପୁରୀ -ଦୁର୍ଗ ଏକ୍ସପ୍ରେସ୍ ଟ୍ରେନଟି ସାକ୍ଷୀଗୋପାଳ ନିକଟରେ ଶନିବାର ଏକ ଅଘଟଣ ଘଟିଛି। ଶନିବାର ପୁରୀ- ଦୁର୍ଗ ଏକ୍ସପ୍ରେସ ପୁରୀରୁ ସମୟ ଅନୁସାରେ ଛାଡିଥିଲା। ହେଲେ ଟ୍ରେନଟି ସାକ୍ଷୀଗୋପାଳ ଓ ପୁରୁଷୋତ୍ତମପୁର ଅଞ୍ଚଳ ନିକଟରେ ପହଞ୍ଚତ୍ବା ସମୟରେ ହଠାତ୍ ଟ୍ରେନଟିର…
ଦର୍ଶନ ପାଇଁ ଭକ୍ତଙ୍କଠାରୁ ଟଙ୍କା ନେଉଥିବା ଅଭିଯୋଗ
ପୁରୀ ଅଫିସ,୨୧ା୫: ଶ୍ରୀମନ୍ଦିରରେ ନିୟୋଜିତ ଥିବା କେତେଜଣ କର୍ମଚାରୀ ଟଙ୍କା ନେଇ ଭକ୍ତକୁ ମହାପ୍ରଭୁଙ୍କ ଦର୍ଶନ କରାଉଥିବା ନେଇ ଅଭିଯୋଗ ହୋଇଛି। ଶନିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନଙ୍କ ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ହୋଇଥିଲା। ଶ୍ରଦ୍ଧାଳୁମାନେ ଧାଡ଼ିରେ ଯାଇ ଠାକୁରଙ୍କୁ ଦର୍ଶନ…
୧କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଅଳଙ୍କାର,୧୫ ଲକ୍ଷ ଟଙ୍କା ଜବତ
ଭୁବନେଶ୍ୱର,୨୧ା୫(ବ୍ୟୁରୋ): ୟୁନିୟନ ବ୍ୟାଙ୍କରୁ ଋଣ ଠକେଇ ମାମଲାରେ ସହରର ୨ଟି ରିଅଲ ଇଷ୍ଟେଟ ସଂସ୍ଥାର ବିଭିନ୍ନ ବାଣିଜି୍ୟକ ଏବଂ ଆବାସିକ ସମ୍ପତ୍ତି ଉପରେ ଚଢ଼ାଉବେଳେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ୧.୯୭୮ କେଜି ସୁନା (ଯାହାର ମୂଲ୍ୟ ୧.୩ କୋଟି ଟଙ୍କା),୧୫ ଲକ୍ଷ ଟଙ୍କା…
ଯୁକ୍ତ୨ ସିଟ ସଂଖ୍ୟା ବଢ଼ିବ
ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଚଳିତବର୍ଷ ଯୁକ୍ତ୨ ସିଟ ସଂଖ୍ୟା ବୃଦ୍ଧି କରିବାକୁ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ଜିଲାର ଆବଶ୍ୟକତାକୁ ଦେଖି ସିଟ ବଢ଼ାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ ଶନିବାର ସୂଚନା ଦେଇଛନ୍ତି। ବିଶେଷକରି ପ୍ରଥମ ବର୍ଷ ସିଟ…
ସ୍ଥାୟୀ ପୋଲିସ ଚୟନ ବୋର୍ଡକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ଭୁବନେଶ୍ୱର,୨୦ା୫(ବ୍ୟୁରୋ): ରାଜ୍ୟରେ ସ୍ଥାୟୀ ପୋଲିସ ଚୟନ ବୋର୍ଡ ଗଠନ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏହି ବୋର୍ଡର ଅଧ୍ୟକ୍ଷ ପଦରେ ଜଣେ ସ୍ବତନ୍ତ୍ର ଡିଜି ବା ଅତିରିକ୍ତ ଡିଜି ପାହ୍ୟାର ଅଧିକାରୀଙ୍କୁ ଅବସ୍ଥାପିତ କରାଯିବ। ଦୁଇ ଜଣ ସଦସ୍ୟଙ୍କ…
ସୋମବାର ହେବ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ, ନୂଆ ମନ୍ତ୍ରୀମାନେ ନେବେ ଶପଥ
ଭୁବନେଶ୍ୱର,୨୦ା୫(ବ୍ୟୁରୋ): ରାଜ୍ୟରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ରାଜନୈତିକ ମହଲରେ ବେଶ୍ କିଛିଦିନ ଧରି ଆଲୋଚନା ହୋଇଆସୁଥିଲା। ତେବେ ଆସନ୍ତା ସୋମବାର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହେବ ବୋଲି ଜାଣିବାକୁ ମିଳିଛି। ସୋମବାର ସକାଳ ସାଢ଼େ ୯ଟାରେ ନୂଆ ମନ୍ତ୍ରୀମାନେ ଲୋକସେବା ଭବନରେ ଶପଥ…
ଓଡ଼ିଶାକୁ ମିଳିଲା ଆଉ ଦୁଇ ନୂଆ ସ୍ବତନ୍ତ୍ର ରେଳ ପ୍ରକଳ୍ପ
ଭୁବନେଶ୍ୱର,୨୦ା୫(ବ୍ୟୁରୋ): କେନ୍ଦ୍ର ରେଳ ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ଲାଗି ସ୍ବତନ୍ତ୍ର ରେଳ ପ୍ରକଳ୍ପ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ଓଡ଼ିଶାକୁ ଆଉ ଦୁଇଟି ସ୍ବତନ୍ତ୍ର ନୂଆ ରେଳ ପ୍ରକଳ୍ପ ମିଳିଛି। ତାଳଚେର-ଅନୁଗୋଳ ଏବଂ ବରଗଡ଼-ନୂଆପଡ଼ା ରେଳ ଲାଇନ୍ ନୂଆ ଭାବରେ ତିଆରି…
ବଢ଼ିପାରେ ଯୁକ୍ତ ଦୁଇ ସିଟ୍ ସଂଖ୍ୟା
ଭୁବନେଶ୍ୱର,୨୦ା୫(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ ପାସ୍ ହାର ତୁଳନାରେ କଲେଜରେ ସିଟ୍ କମ୍ ରହିଛି। ତେଣୁ ଆବଶ୍ୟକ ପଡ଼ିଲେ ଯୁକ୍ତ ଦୁଇ ସିଟ୍ ସଂଖ୍ୟା ବଢ଼ାଯାଇପାରେ ବୋଲି ଶନିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ କହିଛନ୍ତି। ସେ କହିଛନ୍ତି, ପିଲାଙ୍କ…
ବ୍ଲାକ୍ସ୍ବାନ୍ ଗ୍ରୁପ୍ର ‘ଦ୍ୟାଟ୍ କର୍ମ’ରେ ଓଡ଼ିଶା
ଭୁବନେଶ୍ୱର,୨୦।୫(ବ୍ୟୁରୋ): ଓଡ଼ିଶାରେ ଶୁଟିଂ ହୋଇଛି ବ୍ଲାକ୍ସ୍ବାନ୍ ଗ୍ରୁପର ‘ଦ୍ୟାଟ୍ କର୍ମ’। ଏହି ମ୍ୟୁଜିକ ଭିଡିଓରେ ଓଡ଼ିଶା ତଥା ଭାରତର ପ୍ରଥମ କେ ପପ୍ ଷ୍ଟାର୍ ଶ୍ରେୟା ଲେଙ୍କା ଓ ତାଙ୍କ ୩ ସାଥୀଙ୍କ ଦମ୍ଦାର ଡ୍ୟାନ୍ସ ଦେଖିବାକୁ ମିଳିଛି। ଏହା ଶୁକ୍ରବାର…
Archives


