ମେଟ୍ରୋ

ମେଟା ସହ ‘ଶିକ୍ଷାରୁ ଉଦ୍ୟମିତା’ ଇନିସିଏଟିଭର ଶୁଭାରମ୍ଭ କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୫ା୯(ସୁନିତ୍‌ ମିଶ୍ର):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ନୂଆଦିଲ୍ଲୀଠାରେ ଶିକ୍ଷା ମନ୍ତ୍ରଣାଳୟ, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟ ଓ ଅଗ୍ରଣୀ ଟେକ୍ନୋଲୋଜି କମ୍ପାନୀ ମେଟା ମଧ୍ୟରେ ୩ ବର୍ଷିଆ ସହଭାଗିତା ‘ଶିକ୍ଷାରୁ ଉଦ୍ୟମିତା: ଏକ ପିଢ଼ିର ଛାତ୍ରୀଛାତ୍ର, ଶିକ୍ଷକ ଏବଂ…

ଯୁକ୍ତ୩: ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଆବେଦନ ଆରମ୍ଭ

ଭୁବନେଶ୍ୱର, ୫ା୯(ଅସମାପିକା ସାହୁ):୨୦୨୩-୨୪ ଶିକ୍ଷାବର୍ଷରେ ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ସୋମବାରଠାରୁ ଆବେଦନ ଆରମ୍ଭ ହୋଇଛି। ଏହା ୧୩ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଚାଲିବ। ୨୨ତାରିଖ ଅପରାହ୍ନ ୧୨ଟାରେ ମେଧା ତାଲିକା ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ର…

ଲଘୁଚାପ: ୮ ଯାଏ ବର୍ଷା ସମ୍ଭାବନା

ଭୁବନେଶ୍ୱର,୫ା୯(ଅନିଲ ଦାସ):ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହୋଇପାରେ। ଏହା ପ୍ରଭାବରେ ଆଗାମୀ ୨ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଲଘୁଚାପ ପ୍ରଭାବରେ…

ଜଟଣୀ ଖାସ୍‌ମାହଲ ଜମି ସମସ୍ୟାର ହେବ ସମାଧାନ

ଭୁବନେଶ୍ୱର,୪ା୯(ଅନିଲ ଦାସ): ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରି ଲୋକଙ୍କୁ ପଟ୍ଟା ଦେବାପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଜଟଣୀ ତହସିଲରେ ଦୀର୍ଘ ବର୍ଷ ଧରି ଖାସମାହଲ ସମସ୍ୟା ରହିଛି । ଏ ସମସ୍ୟା ସମ୍ପର୍କରେ ଜନସାଧାରଣ ୫-ଟି…

୭ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୪।୯(ଅନିଲ ଦାସ): ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପ କ୍ଷେତ୍ରର ରୂପ ନେବ ବୋଲି ଭୁବେନଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଲଘୁଚାପ ପ୍ରଭାବରେ ୭ ଜିଲାରେ ପ୍ରବଳରୁ…

କାନାରା ବ୍ୟାଙ୍କ ପକ୍ଷରୁ ନଡ଼ିଆ ଚାରାରୋପଣ

ଭୁବନେଶ୍ୱର,୪।୯: କାନାରା ବ୍ୟାଙ୍କର ସର୍କଲ ଅଫିସ ଭୁବନେଶ୍ୱର ପକ୍ଷରୁ ଏକ ମେଗା ନଡ଼ିଆ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଶେଷ କରି ଓ୍ବେଲଫେୟାର ଏଜେନ୍ସି ଫର୍‌ ରୁରାଲ ଡେଭଲପମେଣ୍ଟ ଏବଂ ସାତପଡା ଏନଆର ଫାଉଣ୍ଡେଶନର ମିଳିତ ସହଯୋଗରେ ପୁରୀ ଜିଲାର…

କଂଗ୍ରେସରେ ଯୋଗଦେଲେ ଅନ୍ତର୍ଜାତୀୟ ହକି ଖେଳାଳି ପ୍ରବୋଧ ତିର୍କୀ

ଭୁବନେଶ୍ୱର,୪।୯(ସୁନିତ ମିଶ୍ର): ଅନ୍ତର୍ଜାତୀୟ ହକି ଖେଳାଳି ତଥା ଭାରତର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କୀ ସୋମବାର କଂଗ୍ରେସରେ ଯୋଗ ଦେଇଛନ୍ତି। ପିସିସି ସଭାପତି ଶରତ ପଟ୍ଟନାୟକ ଓ ପ୍ରଭାରୀ ଚେଲାକୁମାର, ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକ, ବିଧାୟକ ସୁରେଶ ରାଉତରାୟଙ୍କ…

ହେଲିକପ୍ଟର ବ୍ୟବହାର ନେଇ ବିଜେଡି-ଭାଜପା ଟୁଇଟ୍‌ ଯୁଦ୍ଧ

ଭୁବନେଶ୍ୱର,୪।୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ(୫-ଟି) ବେସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ହେଲିକପ୍ଟର ବ୍ୟବହାର କରିଛନ୍ତି ବୋଲି ଭାଜପା ଅଭିଯୋଗ ଆଣିବା ପରେ ଏହି ପ୍ରସଙ୍ଗରେ ରାଜ୍ୟ ପରିବହନ ମନ୍ତ୍ରୀ ତଥା ବିଜେଡି ନେତ୍ରୀ ଟୁକୁନି ସାହୁ ପ୍ରବଳ ବର୍ଷିଛନ୍ତି। ଆସନ୍ତା…

ପ୍ରାଥମିକ ଶିକ୍ଷକରୁ ଜିଲାପାଳ ଯାତ୍ରା

ଭୁବନେଶ୍ୱର, ୪।୯ (ବନ୍ଦନା ସେଠୀ): ଏକ ସାଧାରଣ ମଧ୍ୟବିତ୍ତ ପରିବାରରୁ ଆସି ନିଜକୁ ପ୍ରତିଷ୍ଠିତ କରିବାରେ ସଫଳ ହୋଇଛନ୍ତି ବର୍ତ୍ତମାନର ବିଏମ୍‌ସି କମିଶନର ବିଜୟ ଅମୃତା କୁଲାଙ୍ଗେ। ପ୍ରାଥମିକ ଶିକ୍ଷକରୁ ଚାକିରି ଜୀବନ ଆରମ୍ଭ କରିଥିବା କୁଲାଙ୍ଗେ ପରେ ଆଇଏଏସ୍‌ ପାଇ…

ପଟ୍ଟା ନା ଏଲ୍‌ଆର୍‌ସି: ଦ୍ୱନ୍ଦ୍ୱରେ ବସ୍ତିବାସିନ୍ଦା

ଭୁବନେଶ୍ୱର,୪।୯ (ବନ୍ଦନା ସେଠୀ): ଜାଗା ମିଶନ ସର୍ଭେର ପିଛା ଛାଡୁନି ବିବାଦ। କେତେବେଳେ ସର୍ଭେରେ ହୋଇଥିବା ବ୍ୟାପକ ଜାଲିଆତି ତ ଆଉ କେତେବେଳେ ବସ୍ତିବାସିନ୍ଦା ସର୍ଭେରୁ ବାଦ୍‌ ପଡିଥିବା ଘଟଣାକୁ ନେଇ ଅଭିଯୋଗ ତାଲିକା ଲମ୍ବିଥିଲା। ଏହାକୁ ନେଇ ବସ୍ତିବାସିନ୍ଦା ଓ…

ବ୍ୟାପକ ହୋଇଛି ବନ୍ୟପ୍ରାଣୀ ସଂରକ୍ଷଣ ଆଇନ

ଭୁବନେଶ୍ୱର,୪।୯(ଅସମାପିକା ସାହୁ): ଆଜି ଜାତୀୟ ବନ୍ୟପ୍ରାଣୀ ଦିବସ। ଲୋକଙ୍କୁ ବନ୍ୟପ୍ରାଣୀଙ୍କ ପ୍ରତି ଉନ୍ନତମାନର ସଚେତନତା ପ୍ରତି ପ୍ରେରିତ କରିବା ଆଭିମୁଖ୍ୟ ନେଇ ଏହି ଦିବସ ପାଳନ କରାଯାଉଛି। ବନ୍ୟପ୍ରାଣୀ ଶିକାର ଯୋଗୁ ଏବେ ଏମାନେ ଅସୁରକ୍ଷିତ ହୋଇପଡ଼ିଛନ୍ତି। ଏମାନଙ୍କ ସୁରକ୍ଷା ଓ…

ଅସିତ ୩ୟ ଥର ଭୁବନେଶ୍ୱର କ୍ଲବ ସଭାପତି

ଭୁବନେଶ୍ୱର,୪ା୯(ସୁନିତ୍‌ ମିଶ୍ର): ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ(ଡବ୍ଲ୍ୟୁଓଡିସି) ଅଧ୍ୟକ୍ଷ ଅସିତ ତ୍ରିପାଠୀ ଭୁବନେଶ୍ୱର କ୍ଲବ ସଭାପତି ଭାବେ ତୃତୀୟ ଥର ଲାଗି ନିର୍ବାଚିତ ହୋଇଛନ୍ତି। ଭୁବନେଶ୍ୱର କ୍ଲବ୍‌ ନିର୍ବାଚନରେ ସଭାପତି ପଦ ଲାଗି ଅସିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?