ମେଟ୍ରୋ

କଂଗ୍ରେସକୁ ସୁଦୃଢ଼ କରିବାକୁ ସମସ୍ତଙ୍କ ସହଯୋଗ ଆବଶ୍ୟକ: ମୋକିମ୍‌

ଭୁବନେଶ୍ବର, ୧୦ା୩(ବ୍ୟୁରୋ):ସାଧାରଣ ନିର୍ବାଚନ ପୂର୍ବରୁ କଂଗ୍ରେସ ରାଜ୍ୟରେ ନିଜର ଅଣ୍ଟା ସଳଖିବା ପାଇଁ ଉଦ୍ୟମ କରୁଥିବାବେଳେ ଗୁରୁବାର ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ୍‌ କଂଗ୍ରେସର ରାଜ୍ୟ ନେତୃତ୍ୱଙ୍କୁ ସତର୍କ କରାଇଛନ୍ତି। ଜାନକୀ ବଲ୍ଲଭ ପଟ୍ଟନାୟକ, ବସନ୍ତ ବିଶ୍ୱାଳ ଓ ହେମାନନ୍ଦ...

ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର,୧୦ା୩(ବ୍ୟୁରୋ): ଶୁକ୍ରବାର ସକାଳ ୮ଟାରେ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। ଏହି  ପରୀକ୍ଷା ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ଚାଲିବ। ଆଜି ପ୍ରଥମ ଦିନରେ ଛାତ୍ରୀଛାତ୍ର ମାତୃଭାଷା ପରୀକ୍ଷା ଦେଉଛନ୍ତି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ପାଇଁ ମୋଟ ୫ଲକ୍ଷ ୪୧ହଜାର...

ଅରୁନ୍ଧତୀ ମୋଷ୍ଟ ପ୍ରିଫର୍ଡ ଜୁଏଲେରି ବ୍ରାଣ୍ଡ୍‌ ସମ୍ମାନରେ ସମ୍ମାନିତ

ଭୁବନେଶ୍ୱର,୧୦।୩:ଓଡ଼ିଶାର ସର୍ବବୃହତ୍‌ ଜୁଏଲେରି ବ୍ରାଣ୍ଡ୍‌ ଅରୁନ୍ଧତୀ ଜୁଏଲର୍ସକୁ ନିକଟରେ ଆଉ ଏକ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ଚଳିତ ବର୍ଷ ଷ୍ଟେଟ୍‌ ବିଜ୍‌ନେସ୍‌ ଲିଡରଶିପ ଆଓ୍ବାର୍ଡ ଆଣ୍ଡ ସମିଟ୍‌ ଅବସରରେ ଅରୁନ୍ଧତୀକୁ ମୋଷ୍ଟ ପ୍ରିଫର୍ଡ ଜୁଏଲେରି ବ୍ରାଣ୍ଡ୍‌ ସମ୍ମାନରେ...

ଗରିବଙ୍କ ଚାଉଳରୁ ୫ କେ.ଜି. କାଟିଛନ୍ତି: ନବୀନ

ଭୁବନେଶ୍ବର, ୧୦ା୩(ବ୍ୟୁରୋ):ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ୫ କେ.ଜି. ଚାଉଳ ବନ୍ଦ କରିବା ଏବଂ ଏଲ୍‌ପିଜି ଦରବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ସିଧାସଳଖ କେନ୍ଦ୍ରକୁ ଟାର୍ଗେଟ କରିଛନ୍ତି। ବିଜୁ ମହିଳା...

ଆଜି ମୁଖ୍ୟମନ୍ତ୍ରୀଙ୍କ ରାଉରକେଲା ଗସ୍ତ

ଭୁବନେଶ୍ୱର,୧୦ା୩(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ରାଉରକେଲା ଗସ୍ତରେ ଯିବେ। ଅପରାହ୍ନ ୫ଟା ୨୦ମିନିଟରେ ସେ ରାଉରକେଲା ବିମାନବନ୍ଦରରେ ପହଞ୍ଚତ୍ବେ। ଏହାପରେ ୫ଟା ୩୦ରେ ସେ ବିଶ୍ରା ଛକ ନିକଟରେ ନିର୍ମିତ ବିର୍ସା ମୁଣ୍ଡା ଆଥ୍‌ଲେଟିକ ଷ୍ଟାଡିୟମକୁ ଉଦ୍‌ଘାଟନ କରିବେ। ଏଥିସହ...

ମୁଣ୍ଡ ପିଛା ଋଣଭାର ୧୯,୮୨୫ ଟଙ୍କା

ଭୁବନେଶ୍ୱର,୧୦ା୩(ବ୍ୟୁରୋ):ରାଜ୍ୟରେ ଋଣ ଭାର ବଢ଼ି ଚାଲିଛି। ମୁଣ୍ଡ ପିଛା ଋଣ ଭାର ୧୯,୮୨୫ ଟଙ୍କାରେ ପହଞ୍ଚିଲାଣି। ୨୦୨୨-୨୩ ଆର୍ଥିକ ବର୍ଷ ସୁଦ୍ଧା ରାଜ୍ୟର ଋଣ ଭାର ୮୭୭୨୬.୬୧ କୋଟି ଟଙ୍କାରେ ପହଞ୍ଚଛିି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭା ବଜେଟ ଅଧିବେଶନରେ...

୨୦ରେ କୃଷକ ଆନ୍ଦୋଳନ

ଭୁବନେଶ୍ୱର,୧୦ା୩(ବ୍ୟୁରୋ):ମିଲରଙ୍କ ଅଘୋଷିତ କଟ୍‌ନି ଛଟନିର ପ୍ରତିବାଦ ସହ ପେନ୍‌ସନ ବାବଦରେ ଚାଷୀଙ୍କୁ ୫ହଜାର ଟଙ୍କା ପ୍ରଦାନ ଓ ଅନ୍ୟାନ୍ୟ ଦାବି ନେଇ କୃଷକମାନେ ଆସନ୍ତା ୨୦ ତାରିଖରେ ବିଧାନସଭା ଘେରାଉ କରିବେ। ଏ ସମ୍ପର୍କରେ ନବ ନିର୍ମାଣ କୃଷକ ସଂଗଠନର...

ଆୟତ୍ତରେ ନାହିଁ ଜଙ୍ଗଲ ନିଆଁ

ଭୁବନେଶ୍ୱର,୧୦ା୩(ବ୍ୟୁରୋ):ରାଜ୍ୟରେ ଜଙ୍ଗଲ ନିଅଁା ଆୟତ୍ତରେ ନାହିଁ। କେବଳ ବର୍ଷା ହି ଭରସା। ଗତ ନଭେମ୍ବରରୁ ରାଜ୍ୟରେ ବର୍ଷା ହୋଇନାହିଁ। ଅନ୍ୟପଟେ ତାପମାତ୍ରା ମଧ୍ୟ ବଢ଼ିଚାଲିଛି। ଗତ କିଛି ସପ୍ତାହ ହେବ ରାଜ୍ୟର ଅଧିକାଂଶ ଜଙ୍ଗଲରେ ନିଆଁ ଲାଗିଛି। କୋରାପୁଟରୁ କନ୍ଧମାଳ,...

ରାଜଧାନୀରେ ନବବଧୂଙ୍କୁ ତଣ୍ଟିଚିପି ହତ୍ୟା

ଭୁବନେଶ୍ୱର,୧୦ା୩(ବ୍ୟୁରୋ):ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଜରିପାଟଣା ଗାଁରେ ଜଣେ ନବବଧୂଙ୍କୁ ତଣ୍ଟି ଚିପି ହତ୍ୟା ଅଭିଯୋଗ ହୋଇଛି। ମୃତା ମହିଳା ଜଣକ ହେଲେ ଉକ୍ତ ଗାଁର ପ୍ରଭାତ ପରିଡ଼ାଙ୍କ ସ୍ତ୍ରୀ ତଥା ଜଗତ୍‌ସିଂହପୁର ଜିଲା ଡିହସାହିର ଲକ୍ଷ୍ମୀପ୍ରିୟା ମହାନ୍ତି। ଯୌତୁକ ପାଇଁ...

୧୨ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ ସୂଚନା

ଭୁବନେଶ୍ବର, ୧୦ା୩(ବ୍ୟୁରୋ):ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ଗୁରୁବାର ସାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କ୍ୟାବିନେଟ୍‌ରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ ମିଳିଥିବା ଜଣାପଡ଼ିଛି। ରାଜସ୍ବ ବିଭାଗ, ପଞ୍ଚାୟତିରାଜ, ଗୃହ ଓ ନଗର ଉନ୍ନୟନ, ଖାଦ୍ୟ ଯୋଗାଣ...

ଆଜିଠୁ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା

କଟକ ଅଫିସ,୧୦ା୩:ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ) ଦ୍ବାରା ପରିଚାଳିତ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହେବ। ଏହି ପରୀକ୍ଷା ମାର୍ଚ୍ଚ ୨୦ ତାରିଖରେ ସରିବ। ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଧ୍ୟ ଏହି...

ପାରାଦୀପରେ ଧରାପଡିଥିବା ଗୁଇନ୍ଦା ପାରାକୁ ଅଣାଗଲା ଭୁବନେଶ୍ୱର

ଭୁବନେଶ୍ୱର,୯।୩(ବ୍ୟୁରୋ): ପାରାଦୀପରେ ଧରାଯାଇଥିବା ଗୁଇନ୍ଦା ପାରାକୁ ଗୁରୁବାର ଭୁବନେଶ୍ୱର ଷ୍ଟେଟ ଫୋରେନ୍ସିକ ଲ୍ୟାବ୍‌କୁ ଅଣାଯାଇଛି। ସୂଚନାଯୋଗ୍ୟ, କିଛି ମତ୍ସ୍ୟଜୀବୀ ଟ୍ରଲରରେ ସମୁଦ୍ର ଗର୍ଭକୁ ମାଛ ଧରିବାକୁ ଯାଇଥିବା ବେଳେ ଏହି ପାରାକୁ ସେମାନେ ଦେଖିଥିଲେ। ତେବେ ପାରା ଗୋଡରେ ସ୍ପାଏ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri