ଏଥର ଝିଅ ଆଗରେ
କଟକ ଅଫିସ,୧୯ା୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷାଫଳ ଗୁରୁବାର ପ୍ରକାଶ ପାଇଛି। ଏଥିସହିତ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ମଧ୍ୟ ପ୍ରକାଶ ପାଇଛି। ଏଥର ରେକର୍ଡ ସଂଖ୍ୟକ ପାସ୍ ହାର ୯୬.୪୦%…
ଆଇପିଏସ୍ସ୍ତରରେ ବଡ଼ଧରଣର ଅଦଳବଦଳ
ଭୁବନେଶ୍ୱର,୧୭ା୫(ବ୍ୟୁରୋ): ରାଜ୍ୟ ସରକାର ଆଇପିଏସ୍ସ୍ତରରେ ଗୁରୁବାର ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ଏପରିକି ୫ ଜିଲାରେ ନୂଆ ଏସ୍ପିଙ୍କୁ ନିଯୁକ୍ତି ଦିଆଯାଇଛି। ଏ ନେଇ ଗୃହ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ, ୧୯୮୯ ବ୍ୟାଚ୍ ଆଇପିଏସ୍…
ଲାଞ୍ଚ ନେଇ ଧରାପଡ଼ିଲେ ସେକ୍ସନ ଅଫିସର
ଭୁବନେଶ୍ବର,୧୮।୫(ବ୍ୟୁରୋ): ଖାଦ୍ୟ ସୁରକ୍ଷା କମିଶନ ଅଫିସର ସେକ୍ସନ ଅଫିସର ଗିରିଜା ଦାସ ଲାଞ୍ଚ ନେଇ ଧରାପଡ଼ଛନ୍ତି। । ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ କାବୁ କରି ନେଇଛି। ମେଡିସିନ ଷ୍ଟୋରର ଫାର୍ମାସିଷ୍ଟଙ୍କ ନା ବଦଳାଇବା…
୧୪ ଜିଲାକୁ କାଳବୈଶାଖୀ ସତର୍କତା
ଭୁବନେଶ୍ବର,୧୮।୫(ବ୍ୟୁରୋ):ରାଜ୍ୟରେ ଆହୁରି ୫ ଦିନ ଯାଏ ଗରମ ଓ ଗୁଳୁଗୁଳି ଜାରି ରହିବ । ଏହାସହ କିଛି କିଛି ସ୍ଥାନରେ କାଳବୈଶାଖୀର ପ୍ରଭାବ ମଧ୍ୟ ଦେଖିବାକୁ ମିଳିବ । ଗୁରୁବାର ୧୪ ଜିଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର କାଳବୈଶାଖୀ ସତର୍କତା…
ଆରୁରି ୫ ଦିନ ଯାଏ ଗୁଳୁଗୁଳି
ଭୁବନେଶ୍ବର,୧୮।୫(ବ୍ୟୁରୋ): ତାତିରୁ ନିସ୍ତାର ନାହିଁ । ରାଜ୍ୟରେ ଆହୁରି ୫ ଦିନ ଯାଏ ଗରମ ଓ ଗୁଳୁଗୁଳି ଜାରି ରହିବ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି । ଆଭ୍ୟନ୍ତରୀଣ ଓଡିଶାର କିଛି କିଛି ସ୍ଥାନରେ…
ଝଡବର୍ଷା, ବଜ୍ରପାତ ନେଇ ୧୫ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୧୮।୫(ବ୍ୟୁରୋ): ରାଜ୍ୟରେ ଝଡବର୍ଷା ଓ ବଜ୍ରପାତ ନେଇ ୧୫ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହି ଜିଲାଗୁଡିକ ହେଉଛି କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ଗଜପତି, ଗଞ୍ଜାମ, ଜଗତ୍ସିଂହପୁର, ପୁରୀ, ନୟାଗଡ ଏବଂ କନ୍ଧମାଳ…
ଓଡ଼ିଶାରେ ଆଉ ଦୁଇ ବନ୍ଦେ ଭାରତ ଏକ୍ସପ୍ରେସ୍ ଚଳାଚଳ ଦାବି କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୮ା୫(ବ୍ୟୁରୋ): ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ କଟକ ଓ ପୁରୀ ରେଳ ଷ୍ଟେଶନର ପୁନଃ ବିକାଶ ସହ ଅନ୍ୟ କେତେକ ଯୋଜନାର ଗୁରୁବାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି କାର୍ଯ୍ୟକ୍ରମରେ ଭିଡିଓ କନ୍ଫରେନ୍ସିଂରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଡ଼ି ହୋଇ…
ମଧ୍ୟବିତ୍ତଙ୍କୁ ସୁଯୋଗ, ବଢ଼ିଲା ମେଧାବୃତ୍ତି ରାଶି
ଭୁବନେଶ୍ୱର,୧୮ା୫(ବ୍ୟୁରୋ): ୨୦୨୩-୨୪ ଶିକ୍ଷାବର୍ଷରୁ ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ଆରମ୍ଭ ହେବାକୁ ଯାଉଛି। ଏଥିରେ ମଧ୍ୟବିତ୍ତ ବର୍ଗର ପିଲାଙ୍କୁ ମେଧାବୃତ୍ତି ପାଇବାର ସୁଯୋଗ ମିଳିବ। ଏହାର କାର୍ଯ୍ୟକାରିତା ନେଇ ଉଚ୍ଚଶିକ୍ଷା ବିଭାଗ ଯୋଜନା ପ୍ରସ୍ତୁତ କରିଛି। ରାଜ୍ୟ ସରକାରଙ୍କ ପୂର୍ବ…
ଆଜିଠୁ ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍
ଭୁବନେଶ୍ୱର,୧୮ା୫(ବ୍ୟୁରୋ): ପୁରୀ-ହାଓଡା ବନ୍ଦେ ଭାରତ ଏକ୍ସପ୍ରେସ୍ ଗୁରୁବାର ଠାରୁ ଗଡ଼ିବା ଆରମ୍ଭ ହେବ। ଭର୍ଚୁଆଲ ମୋଡ୍ରେ ଏହି ହାଇସ୍ପିଡ୍ ଟ୍ରେନ୍ର ଶୁଭାରମ୍ଭ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରିବେ। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ଗଣେଶୀ ଲାଲ୍, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରେଳମନ୍ତ୍ରୀ ଅଶ୍ୱିନୀ…
ଆଜି ମାଟ୍ରିକ ପରୀକ୍ଷାଫଳ
କଟକ ଅଫିସ,୧୮ା୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍ ସମ୍ମେଟିଭ-୨ ପରୀକ୍ଷାଫଳ ଗୁରୁବାର ପ୍ରକାଶ ପାଇବ। ଏଥିସହ ଉକ୍ତ ଦିନ ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ମଧ୍ୟ ପ୍ରକାଶ ପାଇବ। ପୂର୍ବାହ୍ନ ୧୦ଟାରେ ବିଭାଗୀୟ ମନ୍ତ୍ରୀ ଓ…
କୁଣ୍ଡା, ନଡ଼ିଆକତା ଭିତରେ ଗଞ୍ଜେଇ ଚାଲାଣ
ଭୁବନେଶ୍ୱର,୧୮ା୫(ବ୍ୟୁରୋ): କୁଣ୍ଡା ଓ ନଡିଆ କତା ଭିତରେ ଚୋରାରେ ଚାଲାଣ ହେଉଥିଲା ଗଞ୍ଜେଇ। ପୋଲିସ ନଜରରୁ ହଟିବା ପାଇଁ ଏସ୍କର୍ଟ କରି ଗଞ୍ଜାମରୁ ପୁରୀ ନିଆଯାଉଥିଲା। ହେଲେ ଭୁବନେଶ୍ୱରରେ ପହଞ୍ଚତ୍ବା ପରେ ଧରିଦେଲା ମଞ୍ଚେଶ୍ୱର ଥାନା ପୋଲିସ। ଏହି ଘଟଣାରେ ସମ୍ପୃକ୍ତ…
ଶେଷ ପର୍ଯ୍ୟାୟରେ ୩ ରଥର ଅଖ ନିର୍ମାଣ
ପୁରୀ ଅଫିସ,୧୮ା୫: ରଥଖଳାରେ ତିନିରଥର ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି। ବୁଧବାର ସନ୍ଧ୍ୟା ସୁଦ୍ଧା ତିନି ରଥର ମୋଟ ୪୨ ଚକ ମଧ୍ୟରୁ ୩୮ଟି ଚକର ନିର୍ମାଣ ସରିଥିବା ବେଳେ ଗୁରୁବାର ବାକି ୪ ଚକ କାମ ଶେଷ ପର୍ଯ୍ୟାୟରେ ପହଞ୍ଚିଛି।…
Archives


