ଶୃଙ୍ଖଳିତ ନୀତି ସମ୍ପାଦନ ଉପରେ ଗୁରୁତ୍ୱ
ପୁରୀ ଅଫିସ,୧୮ା୫: ମହାପ୍ରଭୁଙ୍କ ନୀତିରେ ଅନେକ ସମୟରେ ବିଳମ୍ବ ଘଟୁଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମହାପ୍ରଭୁଙ୍କ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ କରାଯାଉଥିଲେ ମଧ୍ୟ ସେହି ଅନୁସାରେ ନୀତି ହେଉ ନାହିଁ। ଫଳରେ ଅନେକ ସମୟରେ ନୀତି ବିଳମ୍ବ କାରଣରୁ ଶ୍ରୀବିଗ୍ରହମାନେ ଅନିଦ୍ରା…
ରାଜ୍ୟ ସଂଗ୍ରହାଳୟ ପକ୍ଷରୁ ପ୍ରକାଶ ପାଇବ ୪ ପୁସ୍ତକ
ଭୁବନେଶ୍ୱର,୧୮ା୫(ବ୍ୟୁରୋ): ଓଡ଼ିଶାର ଐତିହ୍ୟ, କୀର୍ତ୍ତିରାଜି, ସଂସ୍କୃତି ଓ ପରମ୍ପରାର ମୁଖଶାଳା ପାଟିଛି ରାଜ୍ୟ ସଂଗ୍ରହାଳୟ। ସାଇତି ରଖିଛି କେତେ ସ୍ମୃତି, କେତେ ଗାଥା। କଳିଙ୍ଗ, ଉତ୍କଳରୁ ଓଡ଼ିଶା ଯାଏ, ପ୍ରାଚୀନରୁ ଅତି ପ୍ରାଚୀନତାର ତଥ୍ୟ, ପୋଥି, ଚିତ୍ର, ସାମଗ୍ରୀ ଅନେକ କିଛି…
ଖୋଲାରେ ପଡ଼ିଛି ରଥ କାଠ
ନିରାକାରପୁର,୧୮ା୫(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଡିଆ ପଞ୍ଚାୟତରେ ଥିବା ଶ୍ରୀ ଶ୍ରୀ କପିଳେଶ୍ୱର ଦେବଙ୍କ ପୀଠରେ ପ୍ରତିବର୍ଷ ଅଶୋକାଷ୍ଟମୀରେ ବିଜୟା ରଥ ଯାତ୍ରା ଅନୁଷ୍ଠିତ ହୋଇଥାଏ। ଏହି ଯାତ୍ରା ସରିବା ପରେ ଉକ୍ତ ରଥକୁ ଖୋଲାଯାଇ ଆଗାମୀ ବର୍ଷ ପାଇଁ ଏହି କାଠଗୁଡିକୁ…
୭ ସପ୍ତାହରେ ସ୍କୁଲ ଖୋଲିବାକୁ ନିର୍ଦ୍ଦେଶ
ନିଆଳି,୧୮ା୫(ଡି.ଏନ୍.ଏ.): ସରକାରଙ୍କ ନିକଟରେ ଭୁଲ୍ ତଥ୍ୟ ଉପସ୍ଥାପନ କରାଯାଇ ନିଆଳି ପଞ୍ଚାୟତ ଅଧୀନ ଦିନାସିଂହପାଟଣା ପ୍ରାଥମିକ ବିଦ୍ୟାଳୟକୁ ବିଦ୍ୟାଳୟ ମିଶ୍ରଣ ଯୋଜନାରେ ନିଆଳି ହାଇସ୍କୁଲ ସହିତ ମିଶାଇ ଦିଆଯାଇଥିଲା। ଏ ସମ୍ପର୍କରେ ଜଣାପଡିବା ପରେ ଦିନାସିଂହପାଟଣା, ବାରବୋଡିଆ, ହରିଶପୁର ଗ୍ରାମବାସୀ ଶିକ୍ଷା…
ଗୁରୁବାର ସୁଦ୍ଧା ଏସବୁ ଜିଲାରେ କାଳବୈଶାଖୀ, ସତର୍କ ସୂଚନା ଜାରି
ଭୁବନେଶ୍ୱର,୧୭ା୫(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ବୁଧବାର ଅପରାହ୍ନରେ ଜାରି କରାଯାଇଥିବା ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୧୮ ତାରିଖ ଗୁରୁବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ଗଞ୍ଜାମ,ଗଜପତି, କନ୍ଧମାଳ, କଟକ,…
ସବୁଦିନ ପାଇଁ ବନ୍ଦ ହେଲା ଦାରୁଠେଙ୍ଗ ଡମ୍ପିଂୟାର୍ଡ
ଭୁବନେଶ୍ୱର,୧୭ା୫(ବ୍ୟୁରୋ): ଦାରୁଠେଙ୍ଗ ଡମ୍ପିଂୟାର୍ଡକୁ ନେଇ ଅନେକ ସମୟରେ ନାନା ବିବାଦ ଉପୁଜିଥିଲା। ବିବାଦର ସମାଧାନ ପାଇଁ ଉଚ୍ଚସ୍ତରୀୟ ବୈଠକ ବସିଥିଲା। ତେବେ ବୈଠକର ନିଷ୍ପତ୍ତି ଅନୁଯାୟୀ, ସବୁଦିନ ପାଇଁ ଦାରୁଠେଙ୍ଗ ଡମ୍ପିଂୟାର୍ଡ ବନ୍ଦ ହୋଇଛି। ଏ ନେଇ ଦାରୁଠେଙ୍ଗ ସରପଞ୍ଚଙ୍କୁ ଚିଠି…
ଛୁଟି ସରିବା ପୂର୍ବରୁ ଓଡ଼ିଶା ଫେରୁଛନ୍ତି ରାଜ୍ୟପାଳ
ଭୁବନେଶ୍ୱର,୧୭ା୫(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ଙ୍କ ଛୁଟି ସରିବା ପୂର୍ବରୁ ସେ ଓଡ଼ିଶା ଫେରିଆସିବେ। ବୁଧବାର ସନ୍ଧ୍ୟାରେ ଦୁବାଇରୁ ଫେରି ରାଜ୍ୟପାଳ ଭୁବନେଶ୍ୱରରେ ପହଞ୍ଚିବେ। ରାଜ୍ୟପାଳ ନିର୍ଦ୍ଧାରିତ ସମୟ ପୂର୍ବରୁ ଫେରି ଆସୁଥିବା ସୂଚନା ମିଳିଛି। ରାଜ୍ୟପାଳଙ୍କ ଫେରିବା ପ୍ରସଙ୍ଗକୁ ନେଇ…
କଣାସରୁ ମିଳିଲା ପ୍ରାଚୀନ ହାତୀ ମୂର୍ତ୍ତି
ଭୁବନେଶ୍ୱର(ବ୍ୟୁରୋ)/କଣାସ,୧୬।୫(ସ୍ବ.ପ୍ର.): ପୁରୀ ଜିଲା କଣାସ ବ୍ଲକ ଅନ୍ତର୍ଗତ ଗଡ଼ବଳଭଦ୍ରପୁର ଗ୍ରାମରୁ ମିଳିଛି ଏକ ପ୍ରାଚୀନ ହାତୀ ମୂର୍ତ୍ତି। ଐତିହ୍ୟ ଗବେଷଣା ସଂସ୍ଥା ଇଣ୍ଡିଆନ ନ୍ୟାଶନାଲ ଟ୍ରଷ୍ଟ ଫର୍ ଆର୍ଟ ଆଣ୍ଡ କଲଚରାଲ ହେରିଟେଜ (ଇନ୍ଟାକ)ର ପ୍ରତ୍ନତାତ୍ତ୍ୱିକ-ଐତିହ୍ୟ ସନ୍ଧାନକାରୀ ଦଳ ଏହି ପୁରାତନ…
ମିଶ୍ର କ୍ରିଏଶନ୍ସ ଏମ୍ଡି ଜ୍ୟୋତିରଞ୍ଜନ ଗିରଫ
ଭୁବନେଶ୍ୱର,୧୮।୫(ବ୍ୟୁରୋ): ଫ୍ଲାଟ୍ ଦେବାକୁ କହି ୧୫ କୋଟି ଟଙ୍କା ଠକେଇ ମାମଲାରେ କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଏକ ରିଏଲ ଇଷ୍ଟେଷ୍ଟ କମ୍ପାନୀ ଏମ୍/ଏସ୍ ମିଶ୍ର କ୍ରିଏସନ୍ସ ପ୍ରାଇଭେଟ୍ ଲିମିଟେଡ୍ର ପରିଚାଳନା ନିର୍ଦ୍ଦେଶକ (ଏମ୍ଡି)ଙ୍କୁ ମଙ୍ଗଳବାର ଗିରଫ କରିଛି। ସେ…
ସାହାଯ୍ୟକାରୀକୁ ସାହାଯ୍ୟ
ସାଂପ୍ରତିକ ସାମାଜିକ ସ୍ଥିତିରେ ବ୍ୟକ୍ତିଗତ ସ୍ବାର୍ଥ ଓ ଉନ୍ନତି ପଛରେ ଆମେ ଯେତିକି ଗୁରୁତ୍ୱ ଦେଉଛେ ସେହି ଅନୁସାରେ ଉଦାର ମନୋଭାବ, ଦୟା ଓ ପରୋପକାର ଇତ୍ୟାଦି ଶବ୍ଦ ‘ନୀତିକଥା’ରେ ରହିଯାଇଛି। ଜୀବନ ଜିଇବା ପାଇଁ ସଂଘର୍ଷ କରୁଥିବା ଲୋକଟି ବିଷୟରେ…
ତାଣ୍ଡବ ରଚିଲା କାଳବୈଶାଖୀ
ଭୁବନେଶ୍ୱର,୧୭।୫(ବ୍ୟୁରୋ):ପ୍ରଚଣ୍ଡ ଗରମ ଯୋଗୁ ଦିନତମାମ ଜନଜୀବନ ଅସ୍ତବ୍ୟସ୍ତ ହୋଇଥିବା ବେଳେ ଅପରାହ୍ନରେ କାଳବୈଶାଖୀଜନିତ ଝଡ଼ବର୍ଷା ତାଣ୍ଡବ ରଚିଛି। ଉପକୂଳବର୍ତ୍ତୀ ଜିଲା କଟକ,ପୁରୀ, ଖୋର୍ଦ୍ଧା, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼ ଆଦି ଜିଲାରେ ପ୍ରବଳ ବର୍ଷା ଓ ପବନ ହୋଇଛି। ଘଣ୍ଟା ପ୍ରତି ୪୦ରୁ…
ଗୁରୁବାରଠୁ ଗଡିବ ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ
ଭୁବନେଶ୍ୱର,୧୭।୫(ବ୍ୟୁରୋ): ଗୁରୁବାରଠୁ ଗଡିବ ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭର୍ଚୁଆଲ ମାଧ୍ୟମରେ ଶୁଭାରମ୍ଭ କରିବେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ପୁରୀ ବିଧାୟକ…
Archives


