ମେଟ୍ରୋ

ଶିଖରଚଣ୍ଡୀ ପାହାଡ଼ ଜୈବ ବିବିଧତା ନଷ୍ଟ ମାମଲା: ୧୧ରେ ପରବର୍ତ୍ତୀ ଶୁଣାଣି

ଭୁବନେଶ୍ୱର,୧।୯(ବନ୍ଦନା ସେଠୀ): ଶିଖରଚଣ୍ଡୀ ପାହାଡ଼ ଜୈବ ବିବିଧତା ନଷ୍ଟ ମାମଲାରେ ଗୁରୁବାର ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ରେ ଶୁଣାଣି ହୋଇଥିଲା। ଏଥିସହ ପରବର୍ତ୍ତୀ ଶୁଣାଣି ସେପ୍ଟେମ୍ବର ୧୧କୁ ଧାର୍ଯ୍ୟ କରାଯାଇଥିବାବେଳେ ସେ ପର୍ଯ୍ୟନ୍ତ ପାହାଡ଼ ଉପରେ ଓ୍ବାଟ୍‌କୋର କୌଣସି କାର୍ଯ୍ୟ…

ସରକାରୀ ମେଡିକାଲ, ଇଞ୍ଜିନିୟରିଂ କଲେଜରେ ପଢୁଥିବା ଏସ୍‌ଟି,ଏସ୍‌ସିଙ୍କ ଫି’ ଫେରସ୍ତ ହେବ

ଭୁବନେଶ୍ୱର,୧ା୯(ଅନିଲ ଦାସ):ସରକାରୀ ମେଡିକାଲ କଲେଜ ଏବଂ ଇଞ୍ଜିନିୟରିଂ କଲେଜରେ ପଢୁଥିବା ସମସ୍ତ ଏସ୍‌ଟି,ଏସ୍‌ସି ଛାତ୍ରୀଛାତ୍ରଙ୍କ ସମସ୍ତ ଫି’ ଫେରାଯିବ। ସମସ୍ତ ପାଠପଢ଼ା ଖର୍ଚ୍ଚ ବିଭାଗ ତରଫରୁ ବହନ କରାଯିବ। ଏ ନେଇ ବିଭାଗୀୟ କମିଶନର ତଥା ଶାସନ ସଚିବ ରୂପାରୋଶନ ସାହୁ…

୨୨ରୁ ବିଧାନସଭା ଆରମ୍ଭ

ଭୁବନେଶ୍ୱର,୧ା୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୨ ତାରିଖରୁ ବିଧାନସଭାର ସ୍ବଳ୍ପକାଳୀନ ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହା ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଅଧିବେଶନର ପ୍ରଥମ ଦିବସରେ ୨୦୨୩-୨୪ ଆର୍ଥିକବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟ୍‌ ଆଗତ ହେବ। ଏହି ଅଧିବେଶନରେ…

ଭୁବନେଶ୍ୱରରୁ କଳାହାଣ୍ଡିକୁ ଉଡ଼ିଲା ବିମାନ

ଭୁବନେଶ୍ୱର,୩୧ା୮(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ କାଲାହାଣ୍ଡି ଜିଲାର ଉତ୍‌କେଲା ଅଭିମୁଖେ ପ୍ରଥମ ନିର୍ଦ୍ଧାରିତ ବିମାନ ସେବାକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଗୁରୁବାର ଭୁବନେଶ୍ୱର-ଉତ୍‌କେଲା ଏମ୍‌/ଏସ୍‌ ଇଣ୍ଡିଆ ଓ୍ବାନ ଏୟାର ଦ୍ୱାରା ଏକ…

‘ରାମ’ରେ ବଲିଉଡ୍‌ ଅଭିନେତା ରାହୁଲ ଦେବ

ଭୁବନେଶ୍ୱର,୩୧।୮(ଶର୍ମିଷ୍ଠା ପାଣିଗ୍ରାହୀ)ଓଲିଉଡ୍‌ ଅଭିନେତା ଅରିନ୍ଦମ ରାୟ ଦୀର୍ଘ ଦିନପରେ ପୁଣି ଓଲିଉଡ୍‌କୁ ଫେରୁଛନ୍ତି। ଦଶହରାରେ ରିଲିଜ୍‌ ହେବାକୁ ଯାଉଛି ତାଙ୍କ ଅଭିନୀତ ବଡ଼ ବଜେଟ୍‌ ଫିଲ୍ମ ‘ରାମ’। ରତ୍ନା ଫିଲ୍ମ ବ୍ୟାନରର ଚତୁର୍ଥ ଅବଦାନ ତଥା ଅରିନ୍ଦମଙ୍କ ପ୍ରଯୋଜନାରେ ଆସିବାକୁ ଥିବା…

ରାଜଧାନୀରେ ଖୁବ୍‌ଶୀଘ୍ର ‘ସହଭାଗିତା’

ଭୁବନେଶ୍ୱର,୩୧।୮(ସତ୍ୟଜିତ୍‌ ରାଉତ)ରାଜଧାନୀରେ ଚିନ୍ତା ବଢ଼ାଉଛନ୍ତି ଅପରାଧୀ। ଗୋଟେ ପରେ ଗୋଟେ ଆପରାଧିକ କାଣ୍ଡ ଘଟାଇ ଅପରାଧୀମାନେ କମିଶନରେଟ ପୋଲିସକୁ ଚ୍ୟାଲେଞ୍ଜ ଦେଉଛନ୍ତି। ଚୋରି, ଲୁଟ୍‌, ଗୋଷ୍ଠୀ ସଂଘର୍ଷ, ଆକ୍ରମଣ ଆଦି ଘଟଣା ଏବେ ପୋଲିସର ମୁଣ୍ଡବିନ୍ଧାର କାରଣ ସାଜିଛି। ଏପରି କି…

ଆଜି ପ୍ରକାଶ ପାଇବ ପିଜି ଚତୁର୍ଥ ରାଉଣ୍ଡ ମେଧା ତାଲିକା

ଭୁବନେଶ୍ୱର, ୩୧।୮(ଅସମାପିକା ସାହୁ)୨୦୨୩-୨୪ ଶିକ୍ଷା ବର୍ଷ ପାଇଁ ରାଜ୍ୟରେ ଥିବା ବିଶ୍ୱବିଦ୍ୟାଳୟରେ ପିଜି ନାମଲେଖା ନିମନ୍ତେ ଗୁରୁବାର ଅପରାହ୍ନ ୨ଟାରେ ଚତୁର୍ଥ ରାଉଣ୍ଡ୍‌ ମେଧା ତାଲିକା ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ର ଛୁଟିଦିନ ବ୍ୟତୀତ ୧ ତାରିଖ ସକାଳ ୯ଟାରୁ ୪…

ଯୁକ୍ତ୩ରେ ଖାଲିପଡ଼ିଛି ୧,୧୧,୧୦୮ ସିଟ୍‌

ଭୁବନେଶ୍ୱର, ୩୧।୮(ଅସମାପିକା ସାହୁ)୨୦୨୩-୨୪ ଶିକ୍ଷା ବର୍ଷ ପାଇଁ ଯୁକ୍ତ୩ ନାମଲେଖା ପ୍ରକ୍ରିୟା ଶେଷ ହୋଇଛି। ୪ଟି ରାଉଣ୍ଡ୍‌ ନାମଲେଖା ହୋଇଥିଲେ ମଧ୍ୟ ସିଟ୍‌ ପୂରଣ ହୋଇପାରି ନାହିଁ। ଏବେ ବି ଲକ୍ଷେରୁ ଊର୍ଦ୍ଧ୍ୱ ସିଟ୍‌ ଖାଲି ପଡ଼ିଛି। ଯୁକ୍ତ୨ ଭଳି ଯୁକ୍ତ୩…

ଅସୁସ୍ଥ, ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ଘରେ ପହଞ୍ଚତ୍ବ ମଧ୍ୟାହ୍ନଭୋଜନ, ପାଠ୍ୟପୁସ୍ତକ

ଭୁବନେଶ୍ୱର, ୩୧।୮(ଅସମାପିକା ସାହୁ)ବିଦ୍ୟାଳୟ ଆସିପାରୁ ନ ଥିବା ୬ରୁ ୧୪ ବର୍ଷର ଅସୁସ୍ଥ ଓ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କୁ ଘରେ ମିଳିବ ମଧ୍ୟାହ୍ନଭୋଜନ। ଏହି ମଧ୍ୟାହ୍ନଭୋଜନ ପାଇଁ ଆବଶ୍ୟକ ଶୁଖିଲା ରାଶନ୍‌ ଛାତ୍ରୀଛାତ୍ରଙ୍କ ଘରକୁ ଯୋଗାଇ ଦିଆଯିବ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା…

ଆଜିଠୁ ସ୍ବାଭାବିକ ହେବ ରେଳ ଚଳାଚଳ

ଭୁବନେଶ୍ୱର,୩୧।୮(ଅଭିଜିତ୍‌ ଦାସ)ପୂର୍ବତଟ ରେଳପଥର ବିଭିନ୍ନ ଷ୍ଟେଶନରେ ନିରାପତ୍ତା ସମ୍ବନ୍ଧୀୟ କାର୍ଯ୍ୟ ପାଇଁ ଅନେକ ଟ୍ରେନ୍‌ ବାତିଲ ହୋଇଥିଲା। ଏଥିସହ ଭୁବନେଶ୍ୱର-ମଞ୍ଚେଶ୍ୱର ଷ୍ଟେଶନ ମଧ୍ୟରେ ତୃତୀୟ ଲାଇନ୍‌ ଓ ସିଗ୍‌ନାଲ ସିଷ୍ଟମ କାର୍ଯ୍ୟ ଲାଗି ଭୁବନେଶ୍ୱରକୁ ଟ୍ରେନ୍‌ ଚଳାଚଳ ଗୁରୁତର ବାଧାପ୍ରାପ୍ତ ହୋଇଥିଲା।…

ଶୁଖିଲା ଅଗଷ୍ଟ: ୧୨୨ ବର୍ଷର ରେକର୍ଡ ଭଙ୍ଗ

ଭୁବନେଶ୍ୱର,୩୧ା୮(ଅନିଲ ଦାସ)ବର୍ଷାରେ ଆଷାଢ଼ ଶ୍ରାବଣ, ମେଘ ବରଷେ ଘନଘନ। ଋତୁଚକ୍ରକୁ ଦେଖି କେଉଁ କାଳରୁ ଏହି ଲୋକକଥା ପ୍ରଚଳିତ ହୋଇଆସିଛି। ଏବେ ଆଉ ଶ୍ରାବଣରେ ଘନଘନ ବର୍ଷା ନାହିଁ। ଚଳିତ ବର୍ଷ ଜଳବାୟୁ ପରିବର୍ତ୍ତନର ସାଂଘାତିକ ପ୍ରଭାବ ଦେଖିବାକୁ ମିଳିଛି। ଅଗଷ୍ଟ…

୩ରେ ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୮(ଅନିଲ ଦାସ): ଉତ୍ତର ପୂର୍ବ ବଙ୍ଗୋପସାଗରରେ ବୁଧବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୩ ତାରିଖରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ପ୍ରଭାବରୁ ସେପ୍ଟେମ୍ବର ୨ରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ୩ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?