ମେଟ୍ରୋ

ଓଡ଼ିଶାରେ ଗଭର୍ନାନ୍ସର ଅଭାବ ରହିଛି: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୭ା୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗର ତଥ୍ୟାନୁସାରେ ଓଡ଼ିଶାର ଗର୍ଭବତୀ ମାଆ, ନବଜାତ ଶିଶୁ, କିଶୋର କିଶୋରୀଙ୍କ ଅବସ୍ଥା ଚିନ୍ତାଜନକ । ଓଡ଼ିଶାରେ ଗଭର୍ନାନ୍ସର ଅଭାବ କାରଣରୁ ଏହି ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି ବୋଲିି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।…

ଉମେଶ ନିଲମ୍ବିତ, ହୁସେନଙ୍କୁ କାରଣ ଦର୍ଶାଅ ନୋଟିସ

ଭୁବନେଶ୍ୱର,୧୭ା୫(ବ୍ୟୁରୋ): ବିଶୃଙ୍ଖଳିତ ଆଚରଣ ପାଇଁ ରାଉରକେଲା ଜିଲା କଂଗ୍ରେସ କମିଟିର ପୂର୍ବତନ ଉପସଭାପତି ଉମେଶ ଶରଣଙ୍କୁ ଦଳରୁ ନିଲମ୍ବନ କରାଯାଇଛି। ମଙ୍ଗଳବାର କଂଗ୍ରେସ ଭବନଠାରେ କିଶୋର ଚନ୍ଦ୍ର ପଟେଲଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ପ୍ରଦେଶ କଂଗ୍ରେସ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କମିଟିର ଏକ ବୈଠକ…

ଅସହ୍ୟ ଗୁଳଗୁଳି, ଜନଜୀବନ ଅସ୍ତବ୍ୟସ୍ତ

ଭୁବନେଶ୍ୱର,୧୬।୫(ବ୍ୟୁରୋ): ରାଜ୍ୟରେ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ଘରେ ରହିବା ମଧ୍ୟ କଷ୍ଟକର ହୋଇପଡ଼ୁଛି। ସକାଳୁ ସକାଳୁ ତାତି ବଢ଼ୁଛି। ପୁରୀରେ ଆଦ୍ରତା ୮୭ ପ୍ରତିଶତ ରହିଥିବା ବେଳେ ଗୋପାଳପୁରରେ ୮୪ ପ୍ରତିଶତ, ଚାନ୍ଦବାଲିରେ ୮୩ ପ୍ରତିଶତ,…

୧୮ରେ ପ୍ରକାଶ ପାଇବ ମାଟ୍ରିକ୍‌ ରେଜଲ୍ଟ 

କଟକ ଅଫିସ,୧୬।୫: ଆସନ୍ତା ମେ୧୮ ତାରିଖରେ ମାଟ୍ରିକ୍‌ ରେଜଲ୍ଟ ପ୍ରକାଶ ପାଇବ। ଏ ନେଇ ବୋର୍ଡ (ମାଧ୍ୟମିକ ଶିକ୍ଷା ପରିଷଦ) ପକ୍ଷରୁ  ମଙ୍ଗଳବାର ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି।  ୧୮ ତାରିଖ ଦିନ ୧୦ଟା ସମୟରେ ଫଳାଫଳ ଘୋଷଣା କରାଯିବ। ଦିନ…

ୟୁପିଆଇ ତଥ୍ୟ ପାଇଁ ଏନ୍‌ପିସିଆଇକୁ ଚିଠି ଲେଖିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର,୧୬।୫(ବ୍ୟୁରୋ): ପାକିସ୍ତାନର ଗୋଇନ୍ଦା ସଂସ୍ଥା ଇଣ୍ଟର ସର୍ଭିସେସ୍‌ ଇଣ୍ଟେଲିଜେନ୍ସ (ଆଇଏସ୍‌ଆଇ) ଏଜେଣ୍ଟଙ୍କୁ ଓଟିପି ଶେୟାରିଂ ମାମଲାରେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଅଧିକ ତଦନ୍ତ ଜାରି ରଖିଛି। ୩ ଅଭିଯୁକ୍ତ ପଠାଣିସାମନ୍ତ ଲେଙ୍କା, ସରୋଜ କୁମାର ନାୟକ ଓ ସୌମ୍ୟ…

ବିଏମ୍‌ସି ପକ୍ଷରୁ ଥ୍ରୀ ଆର୍‌ ଅଭିଯାନ ଆରମ୍ଭ

ଭୁବନେଶ୍ୱର, ୧୬।୫ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଆରମ୍ଭ ହୋଇଛି ଥ୍ରୀ ଆର୍‌ (R) ବା ରିଡ୍ୟୁସ୍‌, ରି-ୟୁଜ୍‌ ଓ ରିସାଇକେଲ। ଅର୍ଥାତ୍‌ କମ୍‌ ଉପଯୋଗ କରିବା, ତା’ର ପୁନଃ ବ୍ୟବହାର କରିବା ଏବଂ ପୁନଃ ଚକ୍ରଣ କରିବା।…

ସରକାରୀ ଅର୍ଥରେ ଦୁବାଇ ଗସ୍ତ ନିନ୍ଦନୀୟ: ବିରୋଧୀ

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇକୁ ସୋମବାରଠାରୁ ସିଧାସଳଖ ବିମାନ ସେବା ଆରମ୍ଭ ହୋଇଛି। ଏହି ବିମାନରେ ବିଜେଡିର ପ୍ରାୟ ୧୫ରୁ ଊର୍ଦ୍ଧ୍ୱ ବିଧାୟକ ଦୁବାଇ ଗସ୍ତ କରିଛନ୍ତି। ବିଧାୟକଙ୍କ ଗସ୍ତକୁ ବିରୋଧୀ ଭାଜପା ଓ କଂଗ୍ରେସ ପକ୍ଷରୁ କଡା ସମାଲୋଚନା କରାଯାଇଛି। ଭାଜପା…

କ୍ଷତିପୂରକ ବନୀକରଣ ପାଇଁ ଗଠନ ହେବ ଲ୍ୟାଣ୍ଡ ବ୍ୟାଙ୍କ

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ଶିଳ୍ପାୟନ, ସହରୀକରଣ, ଜନସଂଖ୍ୟା ବୃଦ୍ଧି ଯୋଗୁ ରାଜ୍ୟରେ ଜଙ୍ଗଲ ନଷ୍ଟହେବାରେ ଲାଗିଛି। ବିକାଶ ନାଁରେ ବ୍ୟାପକ ଗଛ କାଟି ପଦା କରାଯାଉଛି। ଅନ୍ୟପକ୍ଷରେ ନୂଆ ଜଙ୍ଗଲ ପାଇଁ ଜାଗା ନାହିଁ। ଏଥିଲାଗି ସରକାର ଲ୍ୟାଣ୍ଡ୍‌ ବ୍ୟାଙ୍କ ଗଠନ କରିବାକୁ ନିଷ୍ପତ୍ତି…

ଖରାଠୁ ବଳିଗଲା ଗୁଳୁଗୁଳି

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ସୋମବାର ସାରା ରାଜ୍ୟରେ ଅସହ୍ୟ ଖରାତାତି ସହ ପ୍ରବଳ ଗୁଳୁଗୁଳି (ହିଟ୍‌ ଓ୍ବେଭ୍‌) ଅନୁଭୂତ ହୋଇଥିଲା। ସକାଳ ୯ଟାରୁ ମୁଣ୍ଡଫଟା ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଥିବାବେଳେ ପଶ୍ଚିମ ଓଡ଼ିଶାରେ ସ୍ଥିତି ସବୁଠୁ ବିଗିଡି ଯାଇଥିଲା। ଦ୍ୱୈତ ନଗରୀ କଟକ ଓ…

ରାଜ୍ୟରେ ୪୦ ଡିଗ୍ରୀ ଉପରେ ୧୮ ସହର

ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମପ୍ରଭାବ ଜାରି ରହିଛି। ସକାଳ ୯ଟାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ତେବେ ସୋମବାର ୪୪ .୪ ଡିଗ୍ରୀ ତାପମାତ୍ରା ସହ ବଲାଙ୍ଗିର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିବା ବେଳେ ଟିଟିଲାଗଡରେ ୪୪ ଡିଗ୍ରୀ…

୧୭୦ ଯାତ୍ରୀଙ୍କୁ ନେଇ ଦୁବାଇରୁ ଆସିଲା ବିମାନ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ଦୁବାଇରୁ ଓଡ଼ିଶା ଆସିଲା ବିମାନ । ବିନା ଷ୍ଟପେଜରେ ୧୭୦ ଜଣ ଯାତ୍ରୀ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଥିଲେ । ସାଢେ ଚାରି ଘଣ୍ଟାର ଯାତ୍ରା ପରେ ସମସ୍ତେ ଭୁବନେଶ୍ବରରେ ପହଞ୍ଚିଥିବା କହିଛନ୍ତି । ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ମନ୍ତ୍ରୀ…

ଗର୍ଭବତୀଙ୍କୁ କିରୋସିନ ଢାଳି ନିଆଁ ଲଗାଇଦେଲେ ପୂଜକ

ଭୁବନେଶ୍ୱର,୧୫।୫ (ବ୍ୟୁରୋ): ମନ୍ଦିର ପୂଜକଙ୍କ ଅମାନବୀୟ କାଣ୍ଡ। ଜଣେ ବିବାହିତା ଗର୍ଭବତୀ ମହିଳାଙ୍କୁ ପ୍ରେମରେ ଫସାଇ ପାଖରେ ରଖିଲେ। ଏବେ କୌଣସି କାରଣରୁ ତାଙ୍କ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ। ମହିଳା ଜଣକ ଗର୍ଭବତୀ ଥିବାବେଳେ ସେ ଏବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri