ମେଟ୍ରୋ

ପ୍ରକାଶ ପାଇଲା ୟୁଜିସି ଏକାଡେମିକ କ୍ୟାଲେଣ୍ଡର

ଭୁବନେଶ୍ୱର,୧୭।୭(ବ୍ୟୁରୋ): କରୋନା ସଂକ୍ରମଣ ଭିତରେ ୟୁଜିସି ପକ୍ଷରୁ ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ଗାଇଡଲାଇନ ଜାରି କରାଯାଇଛି। ଦେଶର ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟ କରୋନା ସମୟରେ କିପରି ପାଠପଢ଼ା ଆରମ୍ଭ କରିବେ, ସେନେଇ ଗାଇଡ଼ଲାଇନରେ ଉଲ୍ଲେଖ କରାଯାଇଛି। ଆସନ୍ତା ଶିକ୍ଷାବର୍ଷ...

ଦଶମ ପିଲାଙ୍କ ପାଇଁ ନୂଆ ଢାଞ୍ଚା

ଭୁବନେଶ୍ୱର, ୧୭।୭(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ଢାଞ୍ଚାରେ ନବମ ଓ ଦଶମ ପିଲାଙ୍କ ପରୀକ୍ଷା ହେବ। ଏଭଳି ପନ୍ଥା ଆପଣେଇଛି ମାଧ୍ୟମିକ ଶିକ୍ଷା ପରିଷଦ(ବିଏସ୍‌ଇ)। ରାଜ୍ୟରେ ଯଦି କୋଭିଡ୍‌ କଟକଣା କିମ୍ବା ଅନ୍ୟ କୌଣସି କାରଣରୁ ବିଦ୍ୟାଳୟ ବନ୍ଦ...

ଆସନ୍ତା ୨୬ରୁ ଖୋଲିବ ସ୍କୁଲ: ଆରମ୍ଭ ହେବ ଦଶମ, ଦ୍ୱାଦଶ ଶ୍ରେଣୀ ପାଠପଢ଼ା

ଭୁବନେଶ୍ୱର,୧୭ା୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ଯୋଗୁ ସମସ୍ତ ସ୍କୁଲରେ ପାଠପଢ଼ା ଏକପ୍ରକାର ବନ୍ଦ ହୋଇଯାଇଛି। କରୋନାରୁ ବର୍ତ୍ତିବା ପାଇଁ ପିଲାମାନଙ୍କୁ ଅନ୍‌ଲାଇନ୍‌ ଯୋଗେ ପାଠ ପଢ଼ାଯାଉଛି। ମାତ୍ର ଏହା ଦ୍ୱାରା ଅନେକ ଛାତ୍ରୀଛାତ୍ର ଉପକୃତ ହୋଇପାରୁ ନାହାନ୍ତି। ବର୍ତ୍ତମାନ ରାଜ୍ୟରେ...

ପ୍ରିୟଙ୍କା ପ୍ରିୟଦର୍ଶିନୀ ହତ୍ୟା ଘଟଣା: ଜଗନ୍ନାଥଙ୍କୁ ଏମ୍ସରେ ଭର୍ତ୍ତି

ଭୁବନେଶ୍ୱର,୧୭।୭(ବ୍ୟୁରୋ): ପ୍ରିୟଙ୍କା ପ୍ରିୟଦର୍ଶିନୀ ହତ୍ୟାକାଣ୍ଡ ଘଟଣାର ଅଭିଯୁକ୍ତ ଜଗନ୍ନାଥ ପ୍ରଧାନଙ୍କୁ କ୍ୟାପିଟାଲ ହସ୍ପିଟାଲରୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଜଗନ୍ନାଥଙ୍କ ହାତରେ ଗଭୀର ଆଘାତ ଲାଗିଛି। ପ୍ରିୟଙ୍କାକୁ ଧାରୁଆ ଅସ୍ତ୍ରରେ ହତ୍ୟା କରିବା ପରେ ସେ ନିଜେ ମଧ୍ୟ ହାତକାଟି...

ଆଧୁନିକୀକରଣ ହେବ ଜେଲ

ଭୁବନେଶ୍ୱର,୧୭ା୭(ବ୍ୟୁରୋ): ରାଜ୍ୟରେ ଥିବା ଜେଲଗୁଡ଼ିକର ଆଧୁନିକୀକରଣ ହେବ। ଏନେଇ ରାଜ୍ୟ ସରକାରଙ୍କ ଅନୁମୋଦନ ମିଳିଛି। ୨୦୨୧-୨୨ ଆର୍ଥିକ ବର୍ଷ ନିମନ୍ତେ ଜେଲ ବିଭାଗ ପକ୍ଷରୁ ଦିଆଯାଇଥିବା ବିଭିନ୍ନ ପ୍ରସ୍ତାବକୁ ଗୃହ ବିଭାଗ ପକ୍ଷରୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଅନେକ ସମୟରେ...

ମିଶନ ଶକ୍ତିକୁ ୪୫୩.୫ କୋଟି

ଭୁବନେଶ୍ୱର,୧୭ା୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ରାଜ୍ୟ ମିଶନ ଶକ୍ତିର ମହିଳାମାନଙ୍କ ପାଇଁ ୪୫୩.୫୦ କୋଟି ଟଙ୍କାର କୋଭିଡ୍‌ ସହାୟତା ଘୋଷଣା କରିଛନ୍ତି। ତଦନୁଯାୟୀ ରାଜ୍ୟର ୩୩୮ ବ୍ଲକସ୍ତରୀୟ ମିଶନ ଶକ୍ତି ଭବନ ନିର୍ମାଣ ପାଇଁ ୫୦ ଲକ୍ଷ ଟଙ୍କା...

୧୫ ବର୍ଷରେ ସୋଆ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ବିଶ୍ୱବିଦ୍ୟାଳୟ ୧୫ ବର୍ଷରେ ପଦାର୍ପଣ କରିଛି। ଭୁବନେଶ୍ୱରରେ ଜନ୍ମ ନେଇଥିବା ଏହି ପ୍ରତିଷ୍ଠାନ ପୂର୍ବ ଭାରତରେ ଏକ ଉଜ୍ଜ୍ୱଳ ଶିକ୍ଷାକେନ୍ଦ୍ର ଭାବେ ଉଭା ହୋଇଛି। ଶିକ୍ଷାର ଗୁଣବତ୍ତା ଓ ଅଭିନବ...

ଚିନ୍ତା ବଢ଼ାଉଛି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୬୭ ଜୀବନ

ଭୁବନେଶ୍ୱର,୧୭।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ପୁଣି ଥରେ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଶନିବାର ରାଜ୍ୟରେ କରୋନାଜନିତ ୬୭ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪,୯୯୨କୁ ବୃଦ୍ଧି ପାଇଛି। ଏନେଇ...

ଦିନେ କମିଲେ ଦିନେ ବଢ଼ୁଛି: ରାଜ୍ୟରେ ଗତ ୨୪ଘଣ୍ଟାରେ ୨ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧାରୁ

ଭୁବନେଶ୍ୱର,୧୭।୭(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍‌ ତଳମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ୨ହଜାରରୁ ଅଧିକ ରହୁଛି। ରାଜ୍ୟରେ କରୋନା କଟକଣା କୋହଳ ହେବା ପରେ ଲୋକମାନେ ପୁଣି ଥରେ ମାର୍କେଟରେ ଗହଳି କରୁଥିବା ଦେଖିବାକୁ ମିଳିଛି।...

୨୦ରେ ରାସ୍ତାକୁ ଓହ୍ଲାଇବ ବିଜେଡି

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ଦୀର୍ଘଦିନର ନୀରବତା ପରେ ବିଜେଡି କେନ୍ଦ୍ର ସରକାରଙ୍କ ବିରୋଧରେ ଆନ୍ଦୋଳନ କରିବା ପାଇଁ ଅଣ୍ଟା ଭିଡିଛି। କେନ୍ଦ୍ର ସରକାର ଓଡ଼ିଶା ଚାଷୀଙ୍କ ପ୍ରତି ଅବହେଳା କରୁଥିବା ନେଇ ବିଜେଡି ପକ୍ଷରୁ ଅଭିଯୋଗ କରାଯାଇଛି। ଏହି ପ୍ରସଙ୍ଗରେ ଦଳ...

ଓଡ଼ିଆ ଆଇପିଏସ୍‌ ଅଧିକାରୀଙ୍କୁ ଗୁରୁତ୍ୱ

ଭୁବନେଶ୍ୱର,୧୭ା୭(ବ୍ୟୁରୋ):  ନିକଟରେ ରାଜ୍ୟର ୩ଜଣ ଓଡ଼ିଆ ଅଫିସରଙ୍କୁ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅବସ୍ଥାପିତ କରାଯାଇଛି। ଦୀର୍ଘ ଦିନ ପରେ ଓଡ଼ିଆ ଅଧିକାରୀଙ୍କୁ ଏଭଳି ପଦବୀରେ ଅବସ୍ଥାନ କରି ରାଜ୍ୟରେ ଓଡ଼ିଆ ଓ ଅଣଓଡ଼ିଆ ଅଫିସରଙ୍କ ମଧ୍ୟରେ ଚାଲିଥିବା ଶୀତଳ ଯୁଦ୍ଧକୁ ଘୋଡ଼ାଇବାକୁ...

୧୧୫ କୋଟିର ଜିଏସ୍‌ଟି ଠକେଇ

ଭୁବନେଶ୍ୱର,୧୭ା୭(ବ୍ୟୁରୋ): ଜାଲ୍‌ କମ୍ପାନୀ, ଜାଲ୍‌ ପଦବୀ, ଜାଲ୍‌ ବିଲ୍‌ ମାଧ୍ୟମରେ ଚାଲିଥିଲା ବହୁ କୋଟି ଟଙ୍କାର ଜିଏସ୍‌ଟି ଠକେଇ। ରାଜ୍ୟ ଜିଏସ୍‌ଟି ବିଭାଗର ଏନ୍‌ଫୋର୍ସମେଣ୍ଟ ଓ୍ବିଙ୍ଗ୍‌ ଗୁରୁବାର ଏହି ବଡ଼ଧରଣର ଠକେଇ ର଼୍ୟାକେଟକୁ ଧରିବା ସହ ସମ୍ପୃକ୍ତ ଦୁଇ ମାଷ୍ଟରମାଇଣ୍ଡ୍‌ଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri