ଲୟୋଲା ସ୍କୁଲର ଉଲ୍ଲେଖନୀୟ ସଫଳତା
ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଆଇସିଏସ୍ଇ ଦଶମ ଓ ଆଇଏସ୍ସି ଦ୍ୱାଦଶ ପରୀକ୍ଷାରେ ଭୁବନେଶ୍ୱରସ୍ଥିତ ଲୟୋଲା ସ୍କୁଲ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ଦଶମରେ ୨୧୩ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବାବେଳେ ୨୧୨ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ଛାତ୍ରୀ ପ୍ରିତିକା ମିଶ୍ର ଓ ଛାତ୍ର ଆୟୁଷ ନନ୍ଦ ୯୯.୨୦…
ଶପଥ ନେଲେ ଦୀପାଳି
ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନରେ ବିଜୟ ଲାଭ କରିଥିବା ଦୀପାଳି ଦାସ ସୋମବାର ପୂର୍ବାହ୍ନରେ ବିଧାୟିକା ଭାବେ ଶପଥ ଗ୍ରହଣ କରିଛନ୍ତି। ବିଧାନସଭାରେ ଉପବାଚସ୍ପତି ରଜନୀକାନ୍ତ ସିଂ ତାଙ୍କୁ ଶପଥ ପାଠ କରାଇଛନ୍ତି। ସେ ତାଙ୍କ ମା’ ଏବଂ ଭାଇଙ୍କ ସହ ଆସି…
ଆଜି ବିଧାୟିକା ଭାବେ ଶପଥ ନେବେ ଦୀପାଳି
ଭୁବନେଶ୍ବର,୧୫ା୫(ବ୍ୟୁରୋ): ଝାରସୁଗୁଡ଼ାର ନବ ନିର୍ବାଚିତ ବିଧାୟିକା ଦୀପାଳି ଦାସ ରବିବାର ଭୁବନେଶ୍ୱରରେ ପହଞ୍ଚିବା ପରେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଆଶୀର୍ବାଦ ନେଇଛନ୍ତି। ଝାରସୁଗୁଡ଼ା ଲୋକଙ୍କ ପାଇଁ ସମର୍ପିତ ହୋଇ କାମ କରିବାକୁ ଦୀପାଳିଙ୍କୁ ନବୀନ…
୧୪ ଏସ୍ଡିସି ଶୁଭାରମ୍ଭ ନେଇ ରାଜନୀତି
ଭୁବନେଶ୍ବର, ୧୫ା୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ୧୪ ଜିଲାରେ ନୂତନ ଭାବେ ସ୍ବତନ୍ତ୍ର ଉନ୍ନୟନ ପରିଷଦ(ଏସ୍ଡିସି)ର ଶୁଭାରମ୍ଭ କରିଛନ୍ତି। ପୂର୍ବରୁ ୯ଟି ଜିଲାରେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ଶୁଭାରମ୍ଭ ହୋଇଥିଲା। ଏବେ ମୋଟ୍ ୨୩ ଜିଲାରେ ସ୍ବତନ୍ତ୍ର ଉନ୍ନୟନ ପରିଷଦ…
ତୃତୀୟ ସାମ୍ମୁଖ୍ୟ ‘ଯିବେ ନ ଯିବେ’
ଭୁବନେଶ୍ବର, ୧୫ା୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଦାପି ନିଜ ଆଭିମୁଖ୍ୟ ବଦଳାଇବେ ନାହିଁ। ମନ୍ମଥ ନାଥ ଦାସଙ୍କ ଭଳି ଜଣେ ବିଶିଷ୍ଟ ଐତିହାସିକଙ୍କୁ ରାଜ୍ୟ ସଭା ନିର୍ବାଚନରେ ବିଜେଡି ସମର୍ଥନ କରି ନ ଥିଲା। ହେଲେ ନିକଟରେ ଭାଜପା ରାଜ୍ୟ ସଭା…
ଆଜିଠାରୁ ଦୁବାଇକୁ ସିଧାସଳଖ ବିମାନ ଯାତ୍ରା
ଭୁବନେଶ୍ୱର, ୧୫।୫(ବ୍ୟୁରୋ): ସୋମବାରଠାରୁ ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ସେବା ଆରମ୍ଭ ହେବ। ଏଥିପାଇଁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି। ସନ୍ଧ୍ୟା ୬ଟା ୪୫ରେ ଭୁବନେଶ୍ୱରରୁ ପ୍ରଥମ ବିମାନ ଦୁବାଇ ଅଭିମୁଖେ ଉଡ଼ାଣ ଭରିବ। ୧୮୦…
ଓଡ଼ିଶାରେ ୨୦ ଦେଶର ପ୍ରତିନିଧି
ଭୁବନେଶ୍ୱର, ୧୫।୫ (ବ୍ୟୁରୋ): ଜି-୨୦ ସଦସ୍ୟ ରାଷ୍ଟ୍ର, ନିମନ୍ତ୍ରିତ ରାଷ୍ଟ୍ର ଏବଂ ବିଭିନ୍ନ ଅନ୍ତର୍ଜାତୀୟ ସଂଗଠନର ପ୍ରତିନିଧିମାନେ ଜି-୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଠକରେ ଅଂଶ ଗ୍ରହଣ କରିବା ଲାଗି ରବିବାର ଭୁବନେଶ୍ୱରରେ ପହଞ୍ଚତ୍ଛନ୍ତି। ଏହି ବୈଠକରେ ୪ଟି ପ୍ରାଥମିକତା କ୍ଷେତ୍ର…
ଆଜିଠୁ ହିଟ୍ ଓ୍ବେଭ୍
ଭୁବନେଶ୍ୱର,୧୫ା୫(ବ୍ୟୁରୋ): ରାଜ୍ୟରେ ପୁଣି ତାପମାତ୍ରା ବଢ଼ି ଚାଲିଛି। ରବିବାର ୧୪ ସହରରେ ପାରଦ ୪୦ ଡିଗ୍ରୀ ଉପରେ ରହିଥିଲା। ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଶେଷଜ୍ଞ ସଞ୍ଜୀବ ଦ୍ୱିବେଦୀଙ୍କ ସୂଚନାରେ, ଝାରସୁଗୁଡ଼ାରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୩.୮ ଡିଗ୍ରୀ ରେକର୍ଡ କରାଯାଇଛି। ବଲାଙ୍ଗୀରରେ…
ଆଇସିଏସ୍ଇ ମାଟ୍ରିକ ପରୀକ୍ଷାରେ ଓଡ଼ିଶାରୁ ପ୍ରିୟଙ୍କା, ବିଷ୍ଣୁ ଟପ୍ପର
ଭୁବନେଶ୍ୱର,୧୪ା୫(ବ୍ୟୁରୋ): କାଉନ୍ସିଲ ଫର୍ ଦ ଇଣ୍ଡିଆନ୍ ସ୍କୁଲ ସାର୍ଟିଫିକେଟ୍ ଏକ୍ଜାମିନେଶନ (ସିଆଇଏସ୍ସିଇ) ବୋର୍ଡ ପରିଚାଳିତ ଆଇସିଏସ୍ଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। ଏହି ପରୀକ୍ଷାରେ ଓଡ଼ିଶାରୁ ପ୍ରିୟଙ୍କା ପରାସର ଓ ବିଷ୍ଣୁ ଶତପଥୀ ୯୯.୪୦…
ଓଡ଼ିଶାରେ ପାକିସ୍ତାନ ଲିଙ୍କ୍, ତଥ୍ୟ ଦେଇ ବନ୍ଧାହେଲେ ୩
ଭୁବନେଶ୍ୱର/ନୟାଗଡ଼,୧୪ା୫(ବ୍ୟୁରୋ/ଡି.ଏନ୍.ଏ.): ଓଟିପି ଶେୟାରିଂ ସ୍କାମ୍ ନେଇ ଏସ୍ଟିଏଫ୍ ଚଢ଼ାଉ କରି ନୟାଗଡ଼ର ପଠାଣୀ ସାମନ୍ତ ଲେଙ୍କା, ସରୋଜ କୁମାର ନାୟକ ଓ ଯାଜପୁରର ସୌମ୍ୟ ପଟ୍ଟନାୟକଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୧୯ଟି ଦାମୀ ମୋବାଇଲ, ୪୭ଟି ସିମ୍କାର୍ଡ, ୬୧ଟି ଏଟିଏମ୍ କାର୍ଡ…
ଲକି ଡ୍ର ଜରିଆରେ ଇ-ସ୍କୁଟର ଜିତିଲେ ଗ୍ରାହକ
ଭୁବନେଶ୍ୱର,୧୪।୫: ଲାଲଚାନ୍ଦ୍ ଜୁଏଲର୍ସର ବ୍ରହ୍ମପୁର ଶୋ’ରୁମ୍ ପକ୍ଷରୁ ନିକଟରେ ଏକ ମେଗା ଲକି ଡ୍ର ଉଠାଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଲକି ଡ୍ର ଜରିଆରେ ୩ ଭାଗ୍ୟଶାଳୀ ବିଜେତା ଭାବେ ବ୍ରହ୍ମପୁରର ପୂର୍ଣ୍ଣବାସୀ ହୋତା, ଜେ. ସନ୍ତୋଷ ରାଓ ଏବଂ…
ମାରୁତି ସୁଜୁକି ସୁପର କ୍ୟାରିର ଅନାବରଣ
ଭୁବନେଶ୍ୱର,୧୪।୫: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍ (ଏମ୍ଏସ୍ଆଇଏଲ୍)ର ଅପ୍ଗ୍ରେଡେଡ୍ ହାଲୁକା କମର୍ସିଆଲ ଭେଇକିଲ ସୁପର କ୍ୟାରିର ସର୍ବଭାରତୀୟ ଉନ୍ମୋଚନ ଓ ପ୍ରବେଶ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏମ୍ଏସ୍ଆଇଏଲ୍ ସ୍ବୀକୃତିପ୍ରାପ୍ତ ଡିଲର ମାରୁତି ସୁଜୁକି କମର୍ସିଆଲ…
Archives


