ମେଟ୍ରୋ

ଶିଳ୍ପ ନିରାପତ୍ତା ବୃଦ୍ଧିକୁ ଗୁରୁତ୍ୱ

ଭୁବନେଶ୍ୱର,୪।୬: ବେଦାନ୍ତ ଆଲୁମିନିୟମ୍‌ର ଓଡ଼ିଶା ୟୁନିଟ୍‌ ଝାରସୁଗୁଡ଼ା କାରଖାନା ଏବଂ ଓଡ଼ିଶା ସରକାରଙ୍କ ବଏଲର ନିର୍ଦ୍ଦେଶାଳୟ ସହଯୋଗରେ ଏକ ପ୍ରଭାବଶାଳୀ ଶିଳ୍ପ ସୁରକ୍ଷା ତାଲିମ କାର୍ଯ୍ୟକ୍ରମ କାରଖାନା ପରିସରରେ ଆୟୋଜିତ ହୋଇଯାଇଛି। ଓଡ଼ିଶା ସରକାରଙ୍କ ଶ୍ରମ ବିଭାଗ ଏବଂ ଇଏସ୍‌ଆଇ ଅଧୀନରେ…

ହେଲ୍ପଲାଇନ୍‌ ନମ୍ବର ଜାରିକଲା ବିଏମ୍‌ସି

ଭୁବନେଶ୍ୱର,୪ା୬(ବ୍ୟୁରୋ): ବାହାନଗା ଟ୍ରେନ୍‌ ଦୁର୍ଘଟଣା ନେଇ ବିଏମ୍‌ସି ପକ୍ଷରୁ ହେଲ୍ପଲାଇନ ନମ୍ବର ଜାରି କରାଯାଇଛି। ୧୯୨୯ ନମ୍ବରକୁ କଲ୍‌ କରି ସମ୍ପର୍କୀୟମାନେ ମୃତଦେହ ସମ୍ପର୍କରେ ଜାଣିପାରିବେ ବୋଲି ଏନେଇବିଏମ୍‌ସି କମିଶନର ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି । ସେ କହିଛନ୍ତି,…

ହସ୍ପିଟାଲରେ ଆହତଙ୍କୁ ଭେଟିଲେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର,୪।୬:ବାହନାଗା ରେଳ ଦୁର୍ଘଟଣାର ଆହତଙ୍କୁ ଭେଟିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ। ଆହତଙ୍କୁ ସ୍ବାସ୍ଥ୍ୟବସ୍ଥ୍ୟା ପଚାରି ବୁଝିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡଭୀୟ। ଆହତଙ୍କ ଚିକିତ୍ସା ନେଇ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି, ଏହି…

ବୁଧବାରରୁ ରେଳ ଚଳାଚଳ ସ୍ବାଭାବିକ, ଆଜି ଗଡିବ ସ୍ପେଶାଲ ଟ୍ରେନ୍‌

ଭୁବନେଶ୍ୱର,୬।୩: ବାହାନଗା ଦୁର୍ଘଟଣା ପରେ ପୁନରୁଦ୍ଧାର କାର୍ଯ୍ୟ ରବିବାର ସକାଳୁ ଜୋରସୋରରେ ଚାଲୁ ରହିଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବେଷ୍ଣବ ଘଟଣା ସ୍ଥଳକୁ ପୁଣି ପରିଦର୍ଶନ କରିବା ସହ ବୁଧବାର ସୁଦ୍ଧା ରେଳ ଚଳାଚଳ ସ୍ବଭାବିକ ହେବ ବୋଲି ଗଣମାଧ୍ୟମରେ ସୂଚନା…

ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୬(ବ୍ୟୁରୋ): ବାହାନଗା ଟ୍ରେନ ଦୁର୍ଘଟଣାରେ ରାଜ୍ୟର ମୃତକ ଓ ଆହତଙ୍କ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ସହାୟତା ରାଶି ପ୍ରଦାନ କରାଯିବ। ଟ୍ରେନ୍‌ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ…

ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୪ା୬(ବ୍ୟୁରୋ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନରେ ଘଟିଥିବା ଭୟଙ୍କର ରେଳ ଦୁର୍ଘଟଣା ସମ୍ପର୍କରେ ରବିବାର ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି। ଆହତ ବ୍ୟକ୍ତିଙ୍କ ଚିକିତ୍ସା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କ ସହ କଥା…

ଭୁବନେଶ୍ୱରରେ ପହଞ୍ଚିଲେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୬(ବ୍ୟୁରୋ)/ ନୂଆଦିଲ୍ଲୀ: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭୀୟ ରବିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବାଲେଶ୍ୱର ଜିଲା ବାହାନଗାଠାରେ ଘଟିଥିବା ଟ୍ରେନ୍‌ ଦୁର୍ଘଟଣାରେ ଗୁରତର ଓ ଆହତଙ୍କୁ ସେ ଭେଟିବେ। ସେ ପ୍ରଥରେ ଭୁବନେଶ୍ୱରସ୍ଥିତ ଏମ୍ସରେ ଭର୍ତ୍ତି ହୋଇଥିବା ଆହତଙ୍କୁ ଭେଟିବେ।  ଚିକିତ୍ସା ନେଇ…

ସ୍ଥିତି ପରଖିଲେ ଆନ୍ଧ୍ରପ୍ରଦେଶ ଅଧିକାରୀ

କଟକ ଅଫିସ, ୪।୬: ବାଲେଶ୍ୱର ଜିଲା ବାହାନଗା ରେଳଷ୍ଟେଶନ ନିକଟରେ ଶୁକ୍ରବାର ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଏଥିରେ ୨୮୮ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୮୦୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଆନ୍ଧ୍ରପ୍ରଦେଶରେ ବହୁସଂଖ୍ୟକ ଯାତ୍ରୀ ରହିଥିବା ଜଣାପଡିଛି। ସେମାନଙ୍କୁ…

ମୋ’ ବସ୍‌ ଧକ୍କାରେ ଜଣେ ମୃତ

କଟକ ସଦର, ୪।୬(ଡି.ଏନ୍‌.ଏ.): ୪୨ ମୌଜା ଥାନା ଅନ୍ତର୍ଗତ ଦଧିବାମନପୁର ଛକରେ ଶନିବାର ସନ୍ଧ୍ୟାରେ ମୋ’ ବସ୍‌ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଏହି ଥାନା ଅନ୍ତର୍ଗତ ଦଧିବାମନପୁର ଗ୍ରାମର ନୀରୋଦ ସାମଲ(୪୫)। ପ୍ରତ୍ୟକ୍ଷଦର୍ଶୀଙ୍କ କହିବାନୁଯାୟୀ, ମୋ’…

ଟ୍ରେନ୍‌ ବାତିଲ୍‌ ପରେ ଯାତ୍ରୀ ହଇରାଣ

ପୁରୀ ଅଫିସ, ୪।୬: ବାଲେଶ୍ୱର ଜିଲା ବାହାନଗାଠାରେ ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା ପରେ ରେଳ ଚଳାଚଳ ବ୍ୟାହତ ହୋଇଛି। ପୁରୀରୁ କୋଲକାତା ଯିବାକୁ ଥିବା ଟ୍ରେନ୍‌ଗୁଡ଼ିକ ବାତିଲ କରାଯାଇଛି। ତେବେ ଟ୍ରେନ୍‌ ବାତିଲ ଯୋଗୁ ନିଜ ଗନ୍ତବ୍ୟ ପଥକୁ ଯାଇ ନ…

ପ୍ରଶାସନର ଅବ୍ୟବସ୍ଥା, ଶ୍ରଦ୍ଧାଳୁ ହଇରାଣ

ପୁରୀ ଅଫିସ, ୪।୬: ମହାପ୍ରଭୁଙ୍କ ସ୍ନାନଯାତ୍ରାରେ ସାମିଲ ହେବା ପାଇଁ ପୁରୀକୁ ଲକ୍ଷାଧିକ ଭକ୍ତଙ୍କ ଆଗମନ ହେବାରେ ଲାଗିଛି। ଶନିବାର ଅପରାହ୍ନଠାରୁ ଭକ୍ତଙ୍କ ଭିଡ଼ ବଢ଼ିବାରେ ଲାଗଛି। ହେଲେ ପ୍ରଶାସନର ଦୂରଦୃଷ୍ଟି ଅଭାବ କାରଣରୁ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିର ଯାଇ ନ ପାରି…

୨୬୦ ନିୟୁତ ବୟସ୍କଙ୍କ ସୁରକ୍ଷା ପାଇଁ ଟିକାକରଣ ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର, ୪।୬ (ବ୍ୟୁରୋ): ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏହାର ‘ଡିକେଡ୍‌ ଅଫ୍‌ ହେଲ୍‌ଦି ଏଜିଙ୍ଗ-ବେସ୍‌ଲାଇନ୍‌ ରିପୋର୍ଟ-୨୦୨୦’ରେ ବୟସ୍କଙ୍କ ଟିକାକରଣକୁ ସୁସ୍ଥ ବୃଦ୍ଧାବସ୍ଥା ପାଇଁ ଅନ୍ୟତମ ରଣନୀତି ଭାବେ ମାନ୍ୟତା ପ୍ରଦାନ କରିଛି। ଭାରତର ୨୬୦ ନିୟୁତ ବୟସ୍କଙ୍କ ସୁରକ୍ଷା ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri