୧୫ରୁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ
ଭୁବନେଶ୍ୱର,୧୪।୫(ବ୍ୟୁରୋ): ଆସନ୍ତା ୧୫ ତାରିଖରୁ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବ। ଉପକୂଳରୁ ଉପାନ୍ତ ସବୁଠି ତାତିର ପ୍ରକୋପ ହନ୍ତସନ୍ତ କରିବ । ପଦାକୁ ବାହାରିବା ମୁସ୍କିଲ ହୋଇ ପଡ଼ିବ। ପାରଦ ୪୫ ଡିଗ୍ରୀକୁ ଛୁଇଁବ। ବିଶେଷକରି ପଶ୍ଚିମ ଓ ଦକ୍ଷିଣ…
ଆଜି ଆଇସିଏସ୍ଇ ଦଶମ, ଆଇଏସ୍ସି ଦ୍ୱାଦଶ ପରୀକ୍ଷାଫଳ
ଭୁବନେଶ୍ୱର,୧୪।୫(ବ୍ୟୁରୋ): କାଉନ୍ସିଲ ଫର୍ ଦ ଇଣ୍ଡିଆନ୍ ସ୍କୁଲ ସାର୍ଟିଫିକେଟ୍ ଏକ୍ଜାମିନେଶନ (ସିଆଇଏସ୍ସିଇ) ବୋର୍ଡ ପରିଚାଳିତ ଆଇସିଏସ୍ଇ ଦଶମ ଓ ଆଇଏସ୍ସି ଦ୍ୱାଦଶ ପରୀକ୍ଷା ଫଳ ରବିବାର ଅପରାହ୍ନ ୩ଟାରେ ପ୍ରକାଶ ପାଇବ। ଏନେଇ ଶନିବାର ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଛାତ୍ରୀଛାତ୍ର…
ଭାଜପା ନେତା ଜାଣିପାରୁ ନାହାନ୍ତି
ଭୁବନେଶ୍ବର, ୧୪।୫(ବ୍ୟୁରୋ): ଭାଜପା ସଭାପତି ଭାବେ ଗତ ମାର୍ଚ୍ଚ ୨୩ରେ ମନମୋହନ ସାମଲ ପଦ ଗ୍ରହଣ କଲେ। ସେତେବେଳେ ଭୁବନେଶ୍ୱର ରାମମନ୍ଦିର ନିକଟସ୍ଥ ଭାଜପା ଅଫିସ୍ ସମ୍ମୁଖରେ ଲାଗିଥିବା ଗାଡ଼ି ଏବଂ ବସ୍ର ଭିଡ଼ରୁ ମନେହେଲା ଯେପରି ବିଦାୟ ନେଇଥିବା ସଭାପତି…
ଭୋଟ ହାର ବଢ଼ିବା ଯୋଗୁ ଧନ୍ୟବାଦ ଦେଲେ ଧର୍ମେନ୍ଦ୍ର
ଭୁବନେଶ୍ବର,୧୬।୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନର ଫଳାଫଳକୁ ସ୍ବୀକାର କରିବା ସହ ଭାଜପାର ଭୋଟ ହାର ବୃଦ୍ଧି ପାଇଁ ଝାରସୁଗୁଡ଼ାବାସୀ ଓ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ଟୁଇଟ୍ ଯୋଗେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି। ସେ ତାଙ୍କ ଟୁଇଟ୍ରେ ଉଲ୍ଲେଖ କରିଛନ୍ତି, ଝାରସୁଗୁଡ଼ା ଉପନିର୍ବାଚନର…
ପଶୁପକ୍ଷୀଙ୍କ ମା’ ସେହେଗାଲ
ଭୁବନେଶ୍ୱର,୧୪।୫(ବ୍ୟୁରୋ): ମା’ର ସ୍ନେହ, ପ୍ରେମ, ଭଲପାଇବାର ତୁଳନା ନାହିଁ। ତା’ ଭଲପାଇବା କେମିତି ବି, କାହା ପାଇଁ ହୋଇଥାଏ। ଏମିତି ଜଣେ ନିଆରା ମା’ ଅଛନ୍ତି, ଯିଏ ପଶୁପକ୍ଷୀଙ୍କ ଜୀବନ ଆଉ ସ୍ବର ପାଲଟିଛନ୍ତି। ସେମାନଙ୍କ ସହ କଥା ହୁଅନ୍ତି, ଖାଇବାକୁ…
ବିଜେଡି, ଭାଜପାର ଭୋଟ ହାର ବଢ଼ିଲା
ଭୁବନେଶ୍ବର, ୧୪।୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ୧ ଲକ୍ଷ ୦୭ ହଜାର ୧୯୮ ଭୋଟ ପାଇ ବିଜୟୀ ହୋଇଛନ୍ତି। ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ୫୮ ହଜାର ୪୭୭ ଖଣ୍ଡ ଭୋଟ ପାଇଛନ୍ତି। ତେବେ ଦୀପାଳିଙ୍କଠାରୁ ଟଙ୍କଧର…
ଟୁଇଟରରେ ଲୋକଙ୍କ ସମସ୍ୟା ସମାଧାନ କରୁଛନ୍ତି ଭାଗୀରଥି
ଗୋପ,୧୪।୫(ଡି.ଏନ୍.ଏ.): ରାଜ୍ୟ ସରକାରଙ୍କ ୫-ଟି ଯୋଜନାରେ ଅନେକ ସରକାରୀ ଯୋଜନା ସଫଳ ହେଉଛି। ମାତ୍ର ଗ୍ରାମାଞ୍ଚଳରେ ଥିବା ସାଧାରଣ ଲୋକ ଓ ଉପାନ୍ତ ଅଞ୍ଚଳରେ ରହୁଥିବା ଲୋକମାନଙ୍କ ନିକଟରେ ସଚେତନତାର ଅଭାବ ହେତୁ ଅନେକ ସରକାରୀ ଯୋଜନା ପହଞ୍ଚିବାରେ ବିଳମ୍ବ ହେଉଛି।…
ଡେଲାଙ୍ଗ ଷ୍ଟେଶନ ବଜାରରେ ଜଳୁନି ହାଇମାଷ୍ଟ ଲାଇଟ୍
ଡେଲାଙ୍ଗ,୧୪।୫(ଡି.ଏନ୍.ଏ.):ଡେଲାଙ୍ଗ ଷ୍ଟେଶନ ବଜାର ଉପରେ ସ୍ଥାନୀୟ ୭ଟି ପଞ୍ଚାୟତରୁ ଊର୍ଦ୍ଧ୍ୱ ଲୋକ ନିର୍ଭର କରୁଥିବାବେଳେ ବଜାର ଏବେ ନିଶାଡ଼ି ଓ ବାଇକ୍ ଚୋରଙ୍କ ଆଡାସ୍ଥଳୀ ପାଲଟିଛି। ସନ୍ଧ୍ୟା ହେଲେ ବଜାରକୁ ଆଲୋକୀକରଣ କରିବାକୁ ଥିବା ହାଇମାଷ୍ଟ ଲାଇଟ୍ ଆଜକୁ ଦୀର୍ଘ ୨ବର୍ଷ…
ଭାରତରେ କଂଗ୍ରେସର ଉତ୍ଥାନ, ଓଡ଼ିଶାରେ ପତନ
ଭୁବନେଶ୍ବର, ୧୪।୫(ବ୍ୟୁରୋ): ଝାରସୁଗୁଡ଼ାରେ କଂଗ୍ରେସର କେବଳ ପରାଜୟ ଘଟି ନାହିଁ ଦଳ ଏଠାରେ ଅମାନତ ହରାଇବା ଫଳରେ ସମ୍ପୂର୍ଣ୍ଣ ଭାବେ ତାହାର ମୂଳୋତ୍ପାଟନ ଘଟିଛି। ଓଡ଼ିଶାରେ କଂଗ୍ରେସ ଉଧେଇ ନ ପାରିବାର ଅନେକ କାରଣ ରହିଛି। ନେତୃତ୍ୱ ବିବାଦ କଂଗ୍ରେସକୁ ରସାତଳଗାମୀ…
ଦ୍ୱନ୍ଦ୍ୱ ଦୂର କଲା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ
ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଶେଷରେ ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱନ୍ଦ୍ୱ ଦୂର କରିଛି। ଗତବର୍ଷ ପରି ଚଳିତ ବର୍ଷ ମଧ୍ୟ ବାର୍ଷିକ ପରୀକ୍ଷା ଓ କ୍ୱାର୍ଟର ଏଣ୍ଡ୍ ପରୀକ୍ଷା ଆଧାରରେ ରେଜଲ୍ଟ ପ୍ରକାଶ ପାଇବ।…
ବିରୋଧୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟ
ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଝାରସୁଗୁଡ଼ାରେ ବିଜେଡି ବିପୁଳ ଭୋଟ୍ରେ ବିଜୟ ଲାଭ କରିବା ପରେ ବିଜେଡି ବିଜୟ ଉତ୍ସବ ପାଳନ କରିଛି। ଆଜି ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମୋଡରେ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି। ନବୀନ କହିଛନ୍ତି, ବିଜେଡି ମା’ମାନଙ୍କୁ ହାଣ୍ଡିଶାଳରୁ…
ପ୍ରମିଳାଙ୍କୁ ଆଉ ଦୁଇ ବିଭାଗ ଦାୟିତ୍ୱ
ଭୁବନେଶ୍ୱର,୧୩ା୫(ବ୍ୟୁରୋ): ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଆଉ ଦୁଇ ବିଭାଗର ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି। ଏଣିକି ଶ୍ରମ ସହ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଦାୟିତ୍ୱ ସମ୍ଭାଳିବେ ପ୍ରମିଳା। ଶୁକ୍ରବାର ରାଜ୍ୟ ମନ୍ତ୍ରିମଣ୍ଡଳରୁ ବାଚସ୍ପତି ବିକ୍ରମ…
Archives


