ଓଡ଼ିଶାବାସୀଙ୍କୁ କେନ୍ଦ୍ର ସରକାର ଠକିଛନ୍ତି: ବିଜେଡି
ଭୁବନେଶ୍ୱର,୪ା୩(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଘରୋଇ ରନ୍ଧନ ଗ୍ୟାସ୍ ଏଲ୍ପିଜି ଦର ବୃଦ୍ଧିର ପ୍ରତିବାଦରେ ବିଜୁ ମହିଳା ଜନତା ଦଳ ପକ୍ଷରୁ ଶୁକ୍ରବାର ରାଜଭବନଠାରେ ଚୁଲି ଜାଳି ପ୍ରତିବାଦ କରାଯାଇଛି। ମହିଳା ମୋର୍ଚ୍ଚାର କର୍ମୀମାନେ ଦର ବୃଦ୍ଧିକୁ ବିରୋଧ କରି ସ୍ଲୋଗାନ...
ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚକୁ ଝଟ୍କା
ଭୁବନେଶ୍ୱର,୩।୩(ବ୍ୟୁରୋ): ପୂର୍ବତନ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ହତ୍ୟାକାଣ୍ଡ ମାମଲାରେ କ୍ରାଇମବ୍ରାଞ୍ଚକୁ ଝଟ୍କା ଲାଗିଛି। ଅଭିଯୁକ୍ତ ଗୋପାଳ ଦାସଙ୍କ ମାନସିକ ସ୍ଥିତିର ପୁନଃଯାଞ୍ଚ ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ଆବେଦନ କରାଯାଇଥିଲା। ଉକ୍ତ ଆବେଦନକୁ ଝାରସୁଗୁଡ଼ା ଅତିରିକ୍ତ ଜିଲା ଓ...
ମୁଖ୍ୟମନ୍ତ୍ରୀ ଇସ୍ତଫା ଦିଅନ୍ତୁ: ପିଣ୍ଟୁ ନନ୍ଦଙ୍କ ଭାଇ
ଭୁବନେଶ୍ୱର,୩।୩(ବ୍ୟୁରୋ): ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ତାଙ୍କ ଭାଇ ଅଭିରାମ ନନ୍ଦ ମୁହଁ ଖୋଲିଛନ୍ତି। ସେ କହିଛନ୍ତି ମୁଖ୍ୟମନ୍ତ୍ରୀ ପୁରୁଷ ହକି ବିଶ୍ୱକପ୍ ପାଇଁ ବାହାର କଳାକାରଙ୍କ ପିଛା କୋଟ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି। ରାଜ୍ୟ ସରକାର ଚାହିଁଥିଲେ...
ମହିଳା ସଶକ୍ତୀକରଣ କେବଳ ସ୍ଲୋଗାନ ନୁହେଁ: ଏହା ଏକ ବାସ୍ତବତା: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩।୩(ବ୍ୟୁରୋ): ଲୋକସେବା ଭବନସ୍ଥିତ କନ୍ଭେନଶନ ସେଣ୍ଟରରେ ଆନ୍ତର୍ଜାତିକ ମହିଳା ଦିବସ ଉପଲକ୍ଷେ ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଶୁକ୍ରବାର ଏକ ସପ୍ତାହ ଧରି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ...
ଗ୍ୟାସ୍ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ଧାରଣା
ଭୁବନେଶ୍ୱର,୩।୩(ବ୍ୟୁରୋ): ରନ୍ଧନ ଗ୍ୟାସ୍ ଦରବୃଦ୍ଧିକୁ ନେଇ ଶୁକ୍ରବାର ରାଜରାସ୍ତାକୁ ଓହ୍ଲାଇଛି ବିଜେଡି। ବିଭିନ୍ନ ନିର୍ବାଚନମଣ୍ଡଳୀରୁ ବିଜେଡି ମହିଳା କର୍ମୀ ରାଜଭବନ ସମ୍ମୁଖରେ ସିଲିଣ୍ଡର ରଖି, ଚୁଲି ଜାଳି ପ୍ରଦିବାଦ କରିଥିବା ଜଣାପଡିଛି। କେନ୍ଦ୍ର ସରକାର ଗ୍ୟାସ ସିଲିଣ୍ଡର ପିଛା ୫୦ଟଙ୍କା...
ଭିଜିଲାନ୍ସ ଜାଲରେ ଖଣି ବିଭାଗର ଅତିରିକ୍ତ ନିର୍ଦ୍ଦେଶକ
ଭୁବନେଶ୍ୱର,୩।୩(ବ୍ୟୁରୋ): ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଖଣି ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ କେନ୍ଦୁଝରର ୭ଟି ଓ ଭୁବନେଶ୍ୱରର ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଉଛି।...
ହସ୍ପିଟାଲରେ ଲାଗିବ ବାୟୋମେଟ୍ରିକ ମେଶିନ
ଭୁବନେଶ୍ୱର, ୩।୩(ବ୍ୟୁରୋ):ସ୍ବାସ୍ଥ୍ୟସେବା କ୍ଷେତ୍ରକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଏବେ ହସ୍ପିଟାଲରେ ବାୟୋମେଟ୍ରିକ ଆଟେଣ୍ଡାନ୍ସ ବ୍ୟବସ୍ଥା ଲାଗୁ କରିବାକୁ ଯାଉଛନ୍ତି। ୨୦୨୩-୨୪ ଆର୍ଥତ୍କ ବର୍ଷରୁ ଏହା ଲାଗୁ ହୋଇଯିବ ବୋଲି ଗୁରୁବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ପ୍ରମୁଖ...
ଆଜି ସ୍ବର୍ଗଦ୍ୱାରରେ ହେବ ପିଣ୍ଟୁ ନନ୍ଦଙ୍କ ଅନ୍ତିମ ସଂସ୍କାର
ଭୁବନେଶ୍ୱର,୩ା୩(ବ୍ୟୁରୋ): ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦଙ୍କର ଶୁକ୍ରବାର ପୁରୀ ସ୍ବର୍ଗଦ୍ୱାରରେ ଅନ୍ତିମ ସଂସ୍କାର କରାଯିବ। ଗୁରୁବାର ରାତିରେ ପିଣ୍ଟୁଙ୍କ ପାର୍ଥିବ ଶରୀର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲା। ତାଙ୍କ ଶେଷ ଦର୍ଶନ କରିବା ପାଇଁ କଳାକାର, ପ୍ରଶଂସକ ଏବଂ ସମର୍ଥକମାନେ ବିମାନବନ୍ଦରରେ...
ଗାଳି କରିବାରୁ ହତ୍ୟା କରିଥିଲେ ଶ୍ରମିକ, ଜେଲ ଗଲେ
ଭୁବନେଶ୍ୱର,(ବ୍ୟୁରୋ)/ ବାରଙ୍ଗ,୩ା୩ (ଡି.ଏନ.ଏ.): ରାଜଧାନୀ ଉପକଣ୍ଠ ଚନ୍ଦକା ଥାନା ଅନ୍ତର୍ଗତ ତୁଳସୀଦେଇପୁରସ୍ଥିତ ସୋଲ୍ ସୋକ୍ ଫାର୍ମ ହାଉସ୍ରେ ଇଲେକ୍ଟ୍ରିସିଆନ୍ ଦୀପକ କୁମାର ସ୍ବାଇଁଙ୍କୁ ହତ୍ୟା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ଶୁଭେନ୍ଦୁ କୁମାର ଦାସ (୩୮)ଙ୍କୁ ପୋଲିସ ଗୁରୁବାର ଗିରଫ କରିଛି।...
ସରକାରୀ ସ୍କୁଲ ପରିସରରେ ରାଜୀବ ଆବାସ ଘର
ଭୁବନେଶ୍ୱର,୩।୩(ବ୍ୟୁରୋ): ସରକାରୀ ସ୍କୁଲ ପରିସରରେ ନିଜେ ଘର କରି ରହୁଛନ୍ତି ଆଉ ଭଡ଼ା ବି ଦେଇଛନ୍ତି। ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଛି ରାଜଧାନୀର ଏକ ସ୍କୁଲରେ। ୟୁନିଟ-୪ସ୍ଥିତ ଏମ୍ଏଲ୍ଏ କଲୋନୀରେ ଥିବା ପ୍ରାଥମିକ ବିଦ୍ୟାଳୟ ପରିସରରେ ଦୀର୍ଘବର୍ଷ ହେବ...
ଭୂମି ଅଧିକାର ପାଇବେ ୫୦ ହଜାର
ଭୁବନେଶ୍ୱର,୩।୩ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଭୂମିହୀନଙ୍କୁ ଭୂମି ତଥା ବାସସ୍ଥାନ ପ୍ରଦାନ ନିମନ୍ତେ ରାଜ୍ୟ ସରକାରଙ୍କ ‘ଜାଗା ମିଶନ’କୁ କାର୍ଯ୍ୟକାରୀ କରାଯାଉଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ହିତାଧିକାରୀ ଚିହ୍ନଟ ପ୍ରକ୍ରିୟା ଜାରି ରହିଛି। ଏପ୍ରିଲ ପହିଲା...
‘ହୋଣ୍ଡା ଅଲ୍ ନ୍ୟୁ ସିଟି’ର ବଜାର ପ୍ରବେଶ
ଭୁବନେଶ୍ୱର,୩।୩:ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ହୋଣ୍ଡା କାରସ ଇଣ୍ଡିଆ ଲିମିଟେଡ (ଏଚସିଆଇଏଲ)ର ବହୁ ପ୍ରତିକ୍ଷୀତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ହୋଣ୍ଡା ଅଲ ନ୍ୟୁ ସିଟି’ର ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ ଏଚସିଆଇଏଲର...
Archives


