ମେଟ୍ରୋ

‘ମୋ ସ୍କୁଲ’ ନଁାରେ ଫେକ୍‌ ୱେବ୍‌ସାଇଟ୍‌

ଭୁବନେଶ୍ୱର,୨୭ା୮(ସୂର୍ଯ୍ୟକାନ୍ତ ବେହେରା)ଠକେଇ କରିବାକୁ ‘ମୋ ସ୍କୁଲ ଅଭିଯାନ’ ନଁାରେ ଫେକ୍‌ ୱେବ୍‌ସାଇଟ୍‌ ଖୋଲିଥିଲେ। ଚାକିରି ଦେବା ନାଁରେ ବେକାର ଯୁବତୀଯୁବକଙ୍କଠାରୁ ଲକ୍ଷଲକ୍ଷ ଟଙ୍କା ଠକି ନେଉଥିବା ଏକ ଗ୍ୟାଙ୍ଗକୁ ଭୁବନେଶ୍ୱର ସାଇବର ଓ ଅର୍ଥନୈତିକ ଅପରାଧ ଥାନା ପୋଲିସ ଧରିଛି। ଏଥିସହ…

୮୩ ଉଚ୍ଚ ମାଧ୍ୟମିକ ସ୍କୁଲରେ ନୂଆ ପାଠ୍ୟକ୍ରମ ଖୋଲିବାକୁ ଅନୁମୋଦନ

ଭୁବନେଶ୍ୱର, ୨୭ା୮(ଅସମାପିକା ସାହୁ)୨୦୨୩-୨୪ ଶିକ୍ଷାବର୍ଷରୁ ରାଜ୍ୟର ୮୩ଟି ଉଚ୍ଚ ମାଧ୍ୟମିକ ସ୍କୁଲରେ ନୂଆ ପାଠ୍ୟକ୍ରମ ଖୋଲିବାକୁ ଅନୁମୋଦନ ମିଳିଛି। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଉକ୍ତ ବେସରକାରୀ ଯୁକ୍ତ୨ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଜଣାଯାଇଛି। ଏହି…

ଧାରଣାକୁ ଓହ୍ଲାଇଲେ ଥାଲାସେମିଆ ରୋଗୀ

ଭୁବନେଶ୍ୱର,୨୭।୮(ଅଭିଜିତ ଦାସ)କ୍ୟାପିଟାଲ ହସ୍ପିଟାଲରେ ଥାଲାସେମିଆ ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ମିଳୁନାହିଁ। ଏହାକୁ ବିରୋଧ କରି ଶନିବାର ପୂର୍ବାହ୍ନରେ ବହୁ ସଂଖ୍ୟାରେ ଥାଲାସେମିଆ ରୋଗୀ ଧାରଣା ଦେଇଥିଲେ। ହସ୍ପିଟାଲ କର୍ତ୍ତୃପକ୍ଷ ରୋଗୀଙ୍କୁ ବୁଝାଶୁଝା କରିବା ସହିତ ଏ ଦିଗରେ ଏକ ବୈଠକ କରି…

କ୍ୟାପିଟାଲ ହସ୍ପିଟାଲରେ ଖାଦ୍ୟ ବିଶେଷଜ୍ଞ ପଦବୀ ଖାଲି

ଭୁବନେଶ୍ୱର,୨୭।୮(ଅଭିଜିତ ଦାସ)ରାଜ୍ୟର ଅନ୍ୟତମ ପ୍ରମୁଖ ଚିକିତ୍ସାଳୟ କ୍ୟାପିଟାଲ ହସ୍ପିଟାଲରେ ଉନ୍ନତମାନର ଚିକିତ୍ସା ସେବା ଯୋଗାଇଦେବା ଲାଗି ରାଜ୍ୟ ସରକାର ପ୍ରୟାସ ଜାରି ରଖିଛନ୍ତି। ଇତି ମଧ୍ୟରେ ମେଡିକାଲ କଲେଜ ଖୋଲାଯିବା ସହ ହସ୍ପିଟାଲର ରୂପରେଖ ବଦଳୁଛି। ହେଲେ ବହୁ ବିଭାଗରେ ଡାକ୍ତର…

ବରିଷ୍ଠ କଂଗ୍ରେସ ନେତ୍ରୀ ସନ୍ଧ୍ୟା ମହାପାତ୍ରଙ୍କ ପରଲୋକ

ନୟାଗଡ଼ (ଲୋକନାଥ ମିଶ୍ର)/ ଭୁବନେଶ୍ୱର (ଅନିଲ ଦାସ) ୨୭ା୮ନୟାଗଡ଼ ସହର ପିଡବ୍ଲ୍ୟୁଡି ଗଳିର ବରିଷ୍ଠ କଂଗ୍ରେସ ନେତ୍ରୀ ସନ୍ଧ୍ୟା ମହାପାତ୍ରଙ୍କ ଭୁବନେଶ୍ୱର ବାସଭବନରେ ଶନିବାର ପରଲୋକ ହୋଇଯାଇଛି। ତାଙ୍କୁ ୭୧ ବର୍ଷ ହୋଇଥିଲା। ସେ ପ୍ରଦେଶ ମହିଳା କଂଗ୍ରେସ ଉପସଭାନେତ୍ରୀ, ପ୍ରଦେଶ…

ଗୋଲ୍ଡେନ ବାବାଙ୍କ ୧.୫୩ କୋଟି ସମ୍ପତ୍ତି ସଂଲଗ୍ନ କଲା ଇଡି

ଭୁବନେଶ୍ୱର,୨୬।୮ (ସୂର୍ଯ୍ୟକାନ୍ତ ବେହେରା): ବିଭିନ୍ନ ଠକେଇ ମାମଲାରେ ଫେରାର ଥିବା ଗୋଲ୍ଡେନ ବାବା ଓରଫ ଜ୍ୟୋତିରଞ୍ଜନ ବେଉରାଙ୍କ ୧.୫୩ କୋଟି ସମ୍ପତ୍ତି ସଂଲଗ୍ନ କରିଛି (ଆଟାଚ) ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ତେବେ ଏହାପୂର୍ବରୁ ବାବାଙ୍କ ୪ଟି ଦାମୀ କାର୍‌ ଓ ୨ରୁ…

‘ଷ୍ଟୁଡେଣ୍ଟ ଏକ୍ସଚେଞ୍ଜ’ କାର୍ଯ୍ୟକ୍ରମରେ ୪୦ ଛାତ୍ରୀଛାତ୍ର ଗଲେ ସିଙ୍ଗାପୁର

ଭୁବନେଶ୍ୱର,୨୬।୮(ଅସମାପିକା ସାହୁ)- ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ନେଉଥିବା ଛାତ୍ରୀଛାତ୍ରଙ୍କ ଭିତରୁ ୪୦ଜଣଙ୍କୁ ବଛାଯାଇ ‘ଷ୍ଟୁଡେଣ୍ଟ ଏକ୍ସଚେଞ୍ଜ’ କାର୍ଯ୍ୟକ୍ରମ ଜରିଆରେ ସିଙ୍ଗାପୁର ପଠାଯାଇଛି। ଚୟନ ହୋଇଥିବା ଏହି ଛାତ୍ରୀଛାତ୍ରମାନେ ଶନିବାର ସିଙ୍ଗାପୁରରେ ପହଞ୍ଚତ୍ଛନ୍ତି। ଏହି ଛାତ୍ରୀଛାତ୍ରମାନେ ଭୁବନେଶ୍ୱର-ସିଙ୍ଗାପୁର…

୨ରେ ଲଘୁଚାପ ସମ୍ଭାବନା, ପୁଣି ଭିଜିବ ଓଡ଼ିଶା

ଭୁବନେଶ୍ୱର,୨୬ା୮(ଅନିଲ ଦାସ): ଆସନ୍ତା ୩୦ ତାରିଖରେ ଉତ୍ତର-ପୂର୍ବ ବାଲାଂଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିହେବାର ସମ୍ଭାବନା ରହିଛି। ସେପ୍ଟେମ୍ବର ୨ ବେଳକୁ ଏହା ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହେବ। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର…

ନବୀନ ପୁଣି ୧ ନମ୍ବର ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୮(ଅନିଲ ଦାସ): ୫ ଥର ମୁଖ୍ୟମନ୍ତ୍ରୀ ପଦରେ ରହିବା ପରେ ମଧ୍ୟ ନବୀନ ପଟ୍ଟନାୟକଙ୍କ ଛବି ଅମଳିନ ରହିଛି। ରାଜ୍ୟଗୁଡ଼ିକ ମଧ୍ୟରେ ସବୁଠାରୁ ଅଧିକ ଜନପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ନବୀନ ପୁଣିଥରେ ନିଜର ଦକ୍ଷତା ପ୍ରତିପାଦନ କରିଛନ୍ତି। ଇଣ୍ଡିଆ ଟୁଡେ ମୁଡ୍‌…

ଅକ୍ଟୋବରରେ ଓଡ଼ିଶା ଆସିପାରନ୍ତି ରାହୁଲ, ପ୍ରିୟଙ୍କା

ଭୁବନେଶ୍ୱର,୨୬ା୮(ଅନିଲ ଦାସ): ଆସନ୍ତା ଅକ୍ଟୋବରରେ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ଓଡ଼ିଶା ଆସିପାରନ୍ତି। ରାହୁଲଙ୍କ ସହ ବରିଷ୍ଠ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଏବଂ ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତି ମଲ୍ଲିକାର୍ଜୁନ ଖାରଗେ ମଧ୍ୟ ଓଡ଼ିଶା ଆସିବା…

ଜାଗା ମିଶନ ତାଲିକାରେ ଭୂତ ହିତାଧିକାରୀ

ଭୁବନେଶ୍ୱର, ୨୬।୮ (ବନ୍ଦନା ସେଠୀ): ଜାଗା ମିଶନ୍‌ ସର୍ଭେରେ ହୋଇଥିବା ବଡ଼ କେଳେଙ୍କାରି ଧୀରେ ଧୀରେ ପଦାକୁ ଆସିବାରେ ଲାଗିଛି। ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ଦେଇ ବସ୍ତି ଉନ୍ନୟନ କର୍ତ୍ତୃପକ୍ଷ (ଏସ୍‌ଡିଏ) ତାଲିକାରେ ବହୁ ଅଯୋଗ୍ୟ ତଥା ନିଜ ସମ୍ପର୍କୀୟଙ୍କୁ ସ୍ଥାନ ଦେଇ…

ଛାତ୍ରୀଛାତ୍ରଙ୍କୁ ଦିଆଯିବ ଜୈବବିବିଧତା ଶିକ୍ଷା

ଭୁବନେଶ୍ୱର, ୨୬।୮(ଅସମାପିକା ସାହୁ): ‘ମୋ ସ୍କୁଲ୍‌’ ଅଭିଯାନ ପରିଚାଳନା ସଙ୍ଗଠନର ୪୨ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଗଣଶିକ୍ଷା ଶାସନ ସଚିବ ଅଶ୍ୱଥି ଏସ୍‌ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ବହୁ ନୂତନ କାର୍ଯ୍ୟକ୍ରମ ହାତକୁ ନେବାକୁ ନିଷ୍ପତ୍ତି ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?