ମେଟ୍ରୋ

୨ ଦଶନ୍ଧି ମଧ୍ୟରେ ସ୍ବାସ୍ଥ୍ୟସେବାରେ ମିଳିଛି ଅଭୂତପୂର୍ବ ସଫଳତା

ଭୁବନେଶ୍ବର, ୩ା୩(ବ୍ୟୁରୋ):ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୁରୁବାର ୨୦୨୩-୨୪ ବର୍ଷର ସ୍ବାସ୍ଥ୍ୟ ବଜେଟ ସମ୍ପର୍କରେ ସୂଚନା ଦେଇଛନ୍ତି। ଗତ ୨ଦଶନ୍ଧି ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଳିଷ୍ଠ ମାର୍ଗଦର୍ଶନରେ ଓଡ଼ିଶାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଅଭୂତପୂର୍ବ...

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ୧୧ ଏମ୍‌ଓୟୁ ସ୍ବାକ୍ଷରିତ

ଭୁବନେଶ୍ବର, ୩ା୩(ବ୍ୟୁରୋ):କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ତାଙ୍କର ଅଷ୍ଟ୍ରେଲିଆ ପ୍ରତିପକ୍ଷ ଜେସନ କ୍ଲେର୍‌ଙ୍କ ମଧ୍ୟରେ ଗୁରୁବାର ନୂଆଦିଲ୍ଲୀଠାରେ ୧୧ଟି ଏମ୍‌ଓୟୁ ସ୍ବାକ୍ଷରିତ ହୋଇଛି। ଉଭୟ ଦେଶ ମଧ୍ୟରେ ଗବେଷଣାକୁ ପ୍ରୋତ୍ସାହନ ଦେବା, ଶିକ୍ଷାନୁଷ୍ଠାନରେ ସହଯୋଗୀ ହେବା, ଶିକ୍ଷାକ୍ଷେତ୍ରରେ ସମ୍ପର୍କ...

୭ କୋଟିର ନକଲି ଔଷଧ ଜବତ

ଭୁବନେଶ୍ୱର,୩ା୩(ବ୍ୟୁରୋ):ରାଜ୍ୟର ବିଭିନ୍ନ ସ୍ଥାନରୁ ନକଲି ଔଷଧ ଜବତ ହେଉଛି। ଏହା କେଉଁଠୁ ଆସୁଛି ତାହା ଜାଣିବା ପାଇଁ ଓଡ଼ିଶା ସରକାର ଉତ୍ତରପ୍ରଦେଶ ସରକାରଙ୍କ ସହାୟତା ଲୋଡ଼ିଥିଲେ। ଓଡ଼ିଶା ସରକାରଙ୍କ ସୂଚନା ଓ ତଥ୍ୟ ଭିତ୍ତିରେ ଉତ୍ତର ପ୍ରଦେଶ ଷ୍ଟେଟ ଟାକ୍ସ...

ଫେବୃୟାରୀରେ ଓଡ଼ିଶାର ଜିଏସ୍‌ଟି ସଂଗ୍ରହରେ ୪୦% ବୃଦ୍ଧି

ଭୁବନେଶ୍ୱର,୩ା୩(ବ୍ୟୁରୋ): ଚଳିତ ଆର୍ଥିକ ବର୍ଷର ଫେବୃୟାରୀରେ ରାଜ୍ୟ ଦ୍ରବ୍ୟ ଓ ସେବା ଟିକସ (ଜିଏସ୍‌ଟି) ଓ ସମନ୍ବିତ ଜିଏସ୍‌ଟି ଫଇସଲା ବାବଦକୁ ଓଡ଼ିଶା ପାଇଥିବା ଜିଏସ୍‌ଟି ରାଜସ୍ବରେ ୪୦ ପ୍ରତିଶତ ବୃଦ୍ଧି ଘଟିଛି। ଗତବର୍ଷ ଫେବୃୟାରୀରେ ୧୨୨୩.୨୨ କୋଟି ଟଙ୍କା...

ଭୁବନେଶ୍ୱରରେ ପହଞ୍ଚିଲା ପିଣ୍ଟୁ ନନ୍ଦଙ୍କ ପାର୍ଥୀବ ଶରୀର

ଭୁବନେଶ୍ୱର,୨।୩(ବ୍ୟୁରୋ): ଅଭିନେତା ପିଣ୍ଟୁ ନନ୍ଦଙ୍କ ପାର୍ଥୀବ ଶରୀର ଗୁରୁବାର ରାତିରେ ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିଛି। ବର୍ତ୍ତମାନ ମୃତଦେହକୁ ଏକ ଘରୋଇ ହସ୍ପିଟାଲର ଶବଗୃହରେ ରଖାଯିବ। ଶୁକ୍ରବାର ଶେଷ ଦର୍ଶନ ପାଇଁ ଭୁବନେଶ୍ୱର ସ୍ଥିତ ବାସଭବନକୁ ତାଙ୍କ ପାର୍ଥୀବ ଶରୀର ଅଣାଯିବ।...

ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ

ଭୁବନେଶ୍ୱର,୨।୩(ବ୍ୟୁରୋ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଭୁବନେଶ୍ୱର-ପୁଣେ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ପକ୍ଷୀ ପିଟି ହୋଇଛି। ଫଳରେ ବିମାନଟି ଜରୁରୀ ଅବତରଣ କରିଛି। ଉଡାଣ ଭରୁଥିବା ସମୟରେ ପକ୍ଷୀ ପିଟି ହୋଇଥିବା ଜଣାପଡିଛି। ଏହାପରେ ପରେ ବିମାନ କର୍ତ୍ତୃପକ୍ଷ...

‘ମା’ମାନଙ୍କ ଆତ୍ମବିଶ୍ୱାସ ମିଶନଶକ୍ତିକୁ ୧ ନଂ କରାଇଛି’

ଭୁବନେଶ୍ୱର,୨ା୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଲୋକସେବା ଭବନସ୍ଥିତ କନ୍‌ଭେନସନ୍‌ ହଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସହରାଞ୍ଚଳରେ କାମ କରୁଥିବା ୮ ହଜାର ମିଶନଶକ୍ତି ଗୋଷ୍ଠୀ ସହଭାଗୀଙ୍କୁ ସାଇକେଲ ବଣ୍ଟନ କରିଛନ୍ତି। ସ୍ବଚ୍ଛ କର୍ମୀ,ସ୍ବଚ୍ଛ ସାଥୀ, ଆହାର କର୍ମୀ, ଜଳ...

ଫେବୃୟାରୀରେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକିନେଲେ

ଭୁବନେଶ୍ୱର,୨।୩(ବ୍ୟୁରୋ): ଉଦ୍‌ବେଗଜନକ ଭାବେ ବୃଦ୍ଧି ପାଇବାରେ ଲାଗିଛି ସାଇବର ଠକେଇ। ଯେତେ ସଚେତନ କରାଗଲେ ମଧ୍ୟ ଏଥିରେ ରୋକ୍‌ ଲଗାଯାଇ ପାରୁନାହିଁ। ବୁଧବାର ପ୍ରକାଶ ପାଇଥିବା ସାଇବର ରିପୋର୍ଟ ଅନୁସାରେ, ଗତ ଫେବୃୟାରୀରେ ସାଇବର ଠକ ବିଭିନ୍ନ ଉପାୟରେ କୋଟିଏରୁ...

ରାଜ୍ୟରେ ସ୍ବୟଂଚାଳିତ ହେବ ଡ୍ରାଇଭିଂ ଟେଷ୍ଟ୍‌

ଭୁବନେଶ୍ୱର, ୨।୩(ବ୍ୟୁରୋ): ରାଜ୍ୟରେ ସ୍ବୟଂଚାଳିତ ହେବ ଡ୍ରାଇଭିଂ ଟେଷ୍ଟ୍‌। ଯାନଚାଳନା ବା ଡ୍ରାଇଭିଂ ଲାଇସେନ୍ସ ପ୍ରଦାନ କ୍ଷେତ୍ରରେ ସ୍ବଚ୍ଛତା ଏବଂ ଦକ୍ଷତାକୁ ଦୃଷ୍ଟିରେ ରଖି ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଏହି ପରୀକ୍ଷା ପଦ୍ଧତି ଲାଗୁ କରାଯିବ। ଏଥିପାଇଁ...

ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୩(ବ୍ୟୁରୋ): ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ’। ‘ନିଖୁଣ ଅଭିନୟ ଦ୍ୱାରା ଚଳଚ୍ଚିତ୍ର,...

ଅଭିନେତା ପିଣ୍ଟୁ ନନ୍ଦଙ୍କ ପରଲୋକ

ଭୁବନେଶ୍ୱର,୨ା୩(ବ୍ୟୁରୋ): ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦଙ୍କ ବୁଧବାର ରାତି ୧୧ଟା୨୫ମିନିଟ୍‌ରେ ହାଇଦ୍ରାବାଦର ଯଶୋଦା ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି। ତାଙ୍କୁ ୪୭ବର୍ଷ ହୋଇଥିଲା। ସେ କିଛିଦିନ ହେବ ଲିଭର୍‌ ସିରୋସିସ୍‌ ରୋଗରେ ପୀଡିତ ହୋଇ ଭୁବନେଶ୍ୱରର ଏକ ଘରୋଇ...

ଶେଷ ହେଲା ବିଧାନସଭା ପ୍ରଥମ ପର୍ଯ୍ୟାୟ ଅଧିବେଶନ

ଭୁବନେଶ୍ୱର,୧।୩(ବ୍ୟୁରୋ): ଶେଷ ହୋଇଛି ବିଧାନସଭାର ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନ। ବାଚସ୍ପତି ବିକ୍ରମ କେଶରୀ ଆରୁଖ ବୁଧବାର ଗୃହକୁ ଆସନ୍ତା ୧୦ ତାରିଖ ପୂର୍ବାହ୍ନ ସାଢ଼େ ୧୦ଟା ପର୍ଯ୍ୟନ୍ତ ମୁଲତବୀ ରଖିଛନ୍ତି। ଫେବୃୟାରୀ ୨୧ ତାରିଖରୁ ବିଧାନସଭାର ବଜେଟ ଅଧିବେଶନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri