ସତସଙ୍ଗର ଶ୍ରୀଶ୍ରୀଆଚାର୍ଯ୍ୟଦେବଙ୍କ ଜନ୍ମତିଥିରେ ରୋଗୀଙ୍କୁ ଫଳ, ବିସ୍କୁଟ ବଣ୍ଟନ
ଭୁବନେଶ୍ବର,୧।୬(ବ୍ୟୁରୋ): ସତସଙ୍ଗର ଆଧ୍ୟାତ୍ମିକ ମୁଖ୍ୟ ପରମ ପୂଜ୍ୟପାଦ ଶ୍ରୀଶ୍ରୀଆଚାର୍ଯ୍ୟଦେବଙ୍କ ଶୁଭ ୫୬ତମ ଜନ୍ମତିଥି ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ପାଳିତ ହୋଇଛି। ଏହି କ୍ରମରେ ଭୁବନେଶ୍ବରରେ ସତସଙ୍ଗୀ ସାମ୍ବାଦିକ ସାମ୍ମୁଖ୍ୟର ପକ୍ଷରୁ ମଧ୍ୟ ଏହାକୁ ପାଳନ କରାଯାଇଛି। ତେବେ ଏହି ଅବସରରେ…
ଶୁକ୍ରବାର ପ୍ରକାଶ ପାଇବ ଓଜେଇଇ ପରୀକ୍ଷାଫଳ
ଭୁବନେଶ୍ୱର,୧।୬: ଶୁକ୍ରବାର ପ୍ରକାଶ ପାଇବ ଓଜେଇଇ ପରୀକ୍ଷାଫଳ। ଛାତ୍ରୀଛାତ୍ରମାନେ ଓଜେଇଇ ଓ୍ବେବସାଇଟ୍ ମାଧ୍ୟମରେ ରେଜଲ୍ଟ ଦେଖିପାରିବେ। ସୂଚନାଯୋଗ୍ୟ, ରାଜ୍ୟରେ ଥିବା ସରକାରୀ ଓ ଘରୋଇ ବେଷୟିକ ଶିକ୍ଷାନୁଷ୍ଠାନର ଏମ୍ବିଏ, ଏମ୍ସିଏ, ଏମଏସ୍ସି, ଏମେ୍ଟେକ, ଏମ ପ୍ଲାନ, ଲାଟେରାଲ ଏଣ୍ଟ୍ରି ବିଏମ୍ବିଏ, ଲାଟେରାଲ…
ଚକ ସଂଖ୍ୟା ଅନୁଯାୟୀ ରଥରେ ରହିବେ ଘଣ୍ଟୁଆ
ପୁରୀ ଅଫିସ,୧।୬: ଜୁନ ୪ରେ ସ୍ନାନଯାତ୍ରା। ଏହିଦିନ ଶ୍ରୀବିଗ୍ରହମାନେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ସହ ଦୁର୍ଲ୍ଲଭ ହାତୀବେଶରେ ଭକ୍ତଙ୍କୁ ଦର୍ଶନ ଦେବେ। ସେହିପରି ଜୁନ ୨୦ରେ ରଥଯାତ୍ରା, ୨୮ରେ ବାହୁଡ଼ା ଯାତ୍ରା ଏବଂ ଜୁଲାଇ ୧ରେ ନୀଳାଦ୍ରି…
ବିଟ୍ କଏନ୍ ଠକେଇ ର଼୍ୟାକେଟ ଧରାପଡିଲା
ଭୁବନେଶ୍ୱର,୧।୬(ବ୍ୟୁରୋ): ବିଟ୍ କଏନରେ ଟଙ୍କା ବିନିଯୋଗ କରି ବହୁଗୁଣା ଲାଭର ଲୋଭ ଦେଖାଇ ଜଣେ ବ୍ୟକ୍ତିଙ୍କଠାରୁ ୧୪ ଲକ୍ଷ ଠକିବା ଅଭିଯୋଗରେ ସାଇବର ଥାନା ପୋଲିସ ଏକ ର଼୍ୟାକେଟର ୪ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ବାଲେଶ୍ୱରର ମୁଖ୍ୟ ଅଭିଯୁକ୍ତ ବିଜନ…
ଉତ୍ସାହ ମଧ୍ୟରେ ଆଗକୁ ବଢ଼ିବାର ସଂକଳ୍ପ
ଭୁବନେଶ୍ୱର,୧।୬(ବ୍ୟୁରୋ)- ବୁଧବାର +୨ ବାଣିଜ୍ୟ ଓ ବିଜ୍ଞାନ ଫଳାଫଳ ପ୍ରକାଶ ପାଇଛି। ଛାତ୍ରୀଛାତ୍ର ନିଜ ନିଜ ଫଳାଫଳ ଦେଖିବା ପରେ ରାଜଧାନୀର ବିଭିନ୍ନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବେଶ୍ ଉସତ୍ାହ ଦେଖିବାକୁ ମିଳିଥିଲା। ଆଶାନୁରୂପ ଫଳ ପାଇଥିବା ପରୀକ୍ଷାର୍ଥୀ ଖୁସି ପାଳନ…
ଉଠିଲା ଷ୍ଟାଣ୍ଡିଂ କମିଟି ନିର୍ବାଚନ ପ୍ରସଙ୍ଗ
ଭୁବନେଶ୍ୱର,୧।୬ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର କର୍ପୋରେଶନ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବୈଠକରେ ମୌସୁମୀ ବର୍ଷା ଆସିବା ପୂର୍ବରୁ ସମସ୍ତ ମୁଖ୍ୟ ଡ୍ରେନ ସହ ଶାଖା ଡ୍ରେନଗୁଡିକୁ ପରିଷ୍କାର କରିବା,…
ଆଜିଠୁ ଖୋଲିବ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ
ପୁରୀ ଅଫିସ,୧।୬: ପୁରୀ ଜିଲା ପ୍ରଶାସନ ପକ୍ଷରୁ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଓ ପ୍ରଶମନ ପାଇଁ ଏକ ପ୍ରସ୍ତୁତି ବୈଠକ ବୁଧବାର ଓସ୍ବାନ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର,…
ଟଙ୍କା ପାଇଁ ପୁଅକୁ ଅପହରଣ ଉଦ୍ୟମ
ବାଲୁଗାଁ,୧।୬(ଡି.ଏନ୍.ଏ.): ଟଙ୍କା ପାଇଁ ବେଳେବେଳେ ରକ୍ତ ସମ୍ପର୍କ ମଣିଷ ମଧ୍ୟ ନ ବୁଝି ପର କରିଦିଏ। ଏହି ଟଙ୍କା ଯୋଗୁ ଭଉଣୀ ଭାଇ ମଧ୍ୟରେ, ୨ ଭାଇ ମଧ୍ୟରେ, ବାପପୁଅ ମଧ୍ୟରେ ବାଦବିବାଦ, ଅପହରଣ, ହତ୍ୟା ସମାଜରେ ପ୍ରତିଦିନ ଘଟିଆସୁଛି। ଏଭଳି…
ସିଏମ୍ସି ମେୟର, କମିଶନରଙ୍କୁ ଘେରାଉ
କଟକ ଅଫିସ,୧।୬: କଟକ ମହାନଗର ନିଗମ(ସିଏମ୍ସି) ଅଧୀନ ଗମାଣ୍ଡିଆ ଅଞ୍ଚଳରେ ହ୍ୟୁମ୍ ପାଇପ୍ ତଳେ ଚାପି ହୋଇ ଛାତ୍ରୀ ଏନ୍. ମୋହିନିଙ୍କ ମୃତ୍ୟୁକୁ ନେଇ ବୁଧବାର ଉତ୍ତେଜନା ପ୍ରକାଶ ପାଇଥିଲା। ମୃତା ଛାତ୍ରୀଙ୍କ ପରିବାର ସଦସ୍ୟଙ୍କୁ ଭେଟିବା ପାଇଁ ସିଏମ୍ସି ମେୟର…
କମିଲା ଯୁକ୍ତ୨ ପାସ୍ ହାର
ଭୁବନେଶ୍ୱର,୧।୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ପକ୍ଷରୁ ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ପ୍ରକାଶ ପାଇଛି। ବୁଧବାର ପୂର୍ବାହ୍ନ ୧୦ଟା ୩୦ରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ପରିଷଦର ମୁଖ୍ୟ କାର୍ଯ୍ୟାଳୟଠାରେ ଫଳାଫଳ ଘୋଷଣା କରିଛନ୍ତି। ବିଜ୍ଞାନରେ…
ଶେରଗଡ଼ରୁ ପୁରୀକୁ ଗଡ଼ିଲା ଏସି ବସ୍ ଜଗନ୍ନାଥ ଏକ୍ସପ୍ରେସ୍, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୧ା୫(ବ୍ୟୁରୋ): ଗଞ୍ଜାମ ଜିଲା ଶେରଗଡ଼ଠାରୁ ପୁରୀକୁ ବୁଧବାର ପ୍ରଥମ ଏସି ବସ୍ ଜଗନ୍ନାଥ ଏକ୍ସପ୍ରେସ୍ ଗଡ଼ିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ଏହି ବସ୍ ସେବା ଚଳାଚଳକୁ ପତାକା ହଲାଇ ଶୁଭାରମ୍ଭ କରିଛନ୍ତି। ଓଏସ୍ଆରଟିସି ପକ୍ଷରୁ ଏହି ବସ୍…
କୁଖ୍ୟାତ ଅପରାଧୀ ଚକ୍ରଧରଙ୍କୁ ତଡ଼ିପାର କଲା ପୋଲିସ
ଭୁବନେଶ୍ୱର,୩୧ା୫(ବ୍ୟୁରୋ): ରାଜଧାନୀର କୁଖ୍ୟାତ ଅପରାଧୀ ଚକ୍ରଧର ସାହୁଙ୍କୁ କମିଶନରେଟ୍ ପୋଲିସ ତଡ଼ିପାର ନିର୍ଦ୍ଦେଶ ଦେଇଛି। କମିଶନରେଟ୍ ପୋଲିସ ପକ୍ଷରୁ ୬ ମାସ ପାଇଁ ଚକ୍ରଧରଙ୍କୁ ତଡ଼ିପାର ନୋଟିସ୍ କରାଯାଇଛି। ଏହି ଆଦେଶ ଇନ୍ଫୋସିଟି ଥାନା ଅଞ୍ଚଳ ଏବଂ ଭୁବନେଶ୍ୱର ସହରାଞ୍ଚଳ ପୋଲିସ…
Archives


