ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ରିପୋର୍ଟ ଦେଲେ କେନ୍ଦ୍ରୀୟ ଟିମ୍
ଭୁବନେଶ୍ବର, ୧୦ା୫(ବ୍ୟୁରୋ): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ସମ୍ବଲପୁର ହିଂସା ସମ୍ପର୍କିତ ନିଜ ରିପୋର୍ଟ ପ୍ରଦାନ କଲା ଦଳ ପକ୍ଷରୁ ଗଠନ କରାଯାଇଥିବା କେନ୍ଦ୍ରୀୟ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍। ଭାଜପାର ୩ ଜଣିଆ ଟିମ୍ ମଙ୍ଗଳବାର ନୂଆଦିଲ୍ଲୀଠାରେ ନଡ୍ଡାଙ୍କୁ ଭେଟି…
ନବୀନଙ୍କୁ ଭେଟିଲେ ନୀତୀଶ
ଭୁବନେଶ୍ୱର,୯।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଙ୍ଗଳବାର ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ନବୀନ ନିବାସରେ ଭେଟିଛନ୍ତି। ତେବେ ଏହି ସାକ୍ଷାତ ଅବସରରେ କେଣସି ପ୍ରକାରର ରାଜନେତିକ ଆଲୋଚନା ହୋଇନାହିଁ ବୋଲି ନବୀନ ପଟ୍ଟନାୟକ ଗଣମାଧ୍ୟମକୁ କହିଛନ୍ତି। ମଙ୍ଗଳବାର ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚି…
ଡୋର୍-ଟୁ-ଡୋର୍ ଅଳିଆ ସଂଗ୍ରହ ଉପରେ ଗୁରୁତ୍ୱ
ଭୁବନେଶ୍ୱର, ୯।୫ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ଏକ ସ୍ବଚ୍ଛ ଓ ସୁନ୍ଦର ସହର କରି ଗଢି ତୋଳିବା ସହ ୧ନଂ ସ୍ମାର୍ଟସିଟିରେ ପରିଣତ କରିବା ପାଇଁ ବିଏମ୍ସି ଚେଷ୍ଟା ଜାରି ରଖିଛି। ଏଥିପାଇଁ ବିଭିନ୍ନ ଯୋଜନା ହାତକୁ ନେବା ସହିତ ଲୋକଙ୍କ…
ଭାଜପା ନେତାଙ୍କୁ ‘ଆନ୍ଧ୍ର ମଡେଲ’ ମନେପକାଇଲା ବିଜେଡି
ଭୁବନେଶ୍ୱର,୯ା୫(ବ୍ୟୁରୋ): ଓଡ଼ିଶାରେ ତାମିଲନାଡ଼ୁ ମଡେଲ ଶାସନ ଚାଲିଛି ଟିପ୍ପଣୀକୁ ନେଇ ଭାଜପା ନେତା ପୃଥ୍ବୀରାଜ ହରିଚନ୍ଦନଙ୍କୁ ବିଜେଡି କଟାକ୍ଷ କରିଛି। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ବିଜେଡି ମୁଖପାତ୍ର ତୁମ୍ବନାଥ ପଣ୍ଡା କହିଛନ୍ତି, ଜୀବନରେ ୱାର୍ଡ଼ମେମ୍ବର ଜିତି ପାରିନଥିବା ଭାଜପାର କୁହାଳିଆ ନେତା…
କଂଗ୍ରେସରେ ପୁଣି ଖୋଲା ବିଦ୍ରୋହ
ଭୁବନେଶ୍ବର, ୯ା୫(ବ୍ୟୁରୋ): କଂଗ୍ରେସରେ ପୁଣିଥରେ ନେତୃତ୍ୱକୁ ନେଇ ବରିଷ୍ଠ ନେତାମାନଙ୍କ ମଧ୍ୟରେ ଗୋଷ୍ଠୀକନ୍ଦଳ ଆରମ୍ଭ ହୋଇଯାଇଛି। ବରିଷ୍ଠ ନେତାମାନେ ଖୋଲାଖୋଲି ଦଳର ରାଜ୍ୟ ନେତୃତ୍ୱକୁ କଟାକ୍ଷ କରିଛନ୍ତି। ଏଥିଲାଗି ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରି ଏଭଳି କରାଯାଇଛି। ଦୀର୍ଘଦିନ ହେବ…
ଜାମଦାରେ ୯୦୦ କୋଟିର ଇସ୍ପାତ ଶିଳ୍ପ
ଭୁବନେଶ୍ୱର,୯ା୫(ବ୍ୟୁରୋ): ରାଜ୍ୟ ସରକାର ୨୮୪୦.୭୩ କୋଟି ଟଙ୍କାର ୧୧ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ରାଜ୍ୟରେ ୩୭୨୧ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ସେଥିରୁ ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ୍-୨୦୨୨ରେ ଯୋଗ ଦେଇ ରାଜ୍ୟରେ ପୁଞ୍ଜିନିବେଶ…
ପ୍ରତିଭା ରାୟ, ସୀତାକାନ୍ତ ମହାପାତ୍ର, ଶ୍ରୀନିବାସ ଉଦ୍ଗାତାଙ୍କୁ ‘ଅତିବଡ଼ୀ ପୁରସ୍କାର’
ଭୁବନେଶ୍ୱର,୧୦।୫(ବ୍ୟୁରୋ): ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ସମ୍ମାନ ‘ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର’ ୩ ବର୍ଷ ପାଇଁ ପ୍ରଦାନ କରାଯାଇଛି। ଏଥିସହ ୪୪ଜଣଙ୍କୁ ସାରସ୍ବତ ସମ୍ବର୍ଦ୍ଧନା ଦିଆଯାଇଛି। ସୋମବାର ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ରବୀନ୍ଦ୍ର ମଣ୍ଡପରେ…
୧୦ରେ ବାତ୍ୟା ରୂପ ନେବ ଅବପାତ
ଭୁବନେଶ୍ୱର,୯ା୫(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ସୋମବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ମଙ୍ଗଳବାର ଏହା ଆହୁରି ଅଧିକ ଘନୀଭୂତ ହୋଇ ଡିପ୍ରେସନ(ଅବପାତ)ରେ ପରିଣତ ହେବ। ୧୦ ତାରିଖ ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବା ସମ୍ଭାବନା…
ଲେଉଟିଲା ତାତି: ବୌଦ୍ଧରେ ସର୍ବାଧିକ ୪୨ ତାପମାତ୍ରା ରେକର୍ଡ
ଭୁବନେଶ୍ବର,୮।୫(ବ୍ୟୁରୋ): ରାଜ୍ୟରେ ଲେଉଟିଲା ଗ୍ରୀଷ୍ମ ପ୍ରବାହ। ପ୍ରାୟ ୨ ସପ୍ତାହ ପରେ ପୁଣି ତାତି ଅନୁଭୂତ ହୋଇଛି। ଆଜି ରାଜ୍ୟର ୧୪ଟି ସହରର ତାପମାତ୍ରା ୪୦ ଡିଗ୍ରି ଉପରେ ରେକର୍ଡ କରାଯାଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା…
ପୁଣି ତାତିଲା ରାଜଧାନୀ
ଭୁବନେଶ୍ୱର,୮ା୫(ବ୍ୟୁରୋ): କିଛିଦିନ ଧରି ବର୍ଷା ହେଉଥିବାରୁ ଥଣ୍ଡା ଥିବା ରାଜଧାନୀ ସୋମବାର ପୁଣି ଉତ୍ତପ୍ତ ହୋଇଛି। ଆଜି ସକାଳ ସାଢ଼େ ୮ଟା ସୁଦ୍ଧା ତାପମାତ୍ରା ୩୧ ଡିଗ୍ରୀ ଛୁଇଁଥିବା ବେଳେ ୮୫ ପ୍ରତିଶତ ଆର୍ଦ୍ରତା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ସୂତ୍ରରୁ…
ଝାରସୁଗୁଡ଼ା ଉପନିର୍ବାଚନ: ଆଜି ସରୁଛି ପ୍ରଚାର
ଭୁବନେଶ୍ୱର,୮ା୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ସୋମବାର ପ୍ରଚାର ସରୁଥିବା ବେଳେ ହାଇଭୋଲଟେଜ୍ ପ୍ରଚାରରେ କମ୍ପୁଛି ଅଞ୍ଚଳ। ହାତରେ ଆଉ ଗୋଟିଏ ଦିନ ଥିବାରୁ ୩ ପ୍ରମୁଖ ଦଳର ପ୍ରାର୍ଥୀମାନେ ପୂରା ଦମ୍ରେ ଲାଗିପଡ଼ିଛନ୍ତି। ବିଜେଡି ପ୍ରାର୍ଥୀ ଦୀପାଳି ଦାସ, ଭାଜପା ପ୍ରାର୍ଥୀ…
ଆଜିଠୁ ୪୭ କେନ୍ଦ୍ରରେ ଓଜେଇଇ
ଭୁବନେଶ୍ୱର,୮।୫(ବ୍ୟୁରୋ): ସୋମବାରଠାରୁ ଓଡ଼ିଶା ଯୁଗ୍ମ ପ୍ରବେଶିକା(ଓଜେଇଇ) ପରୀକ୍ଷା ଆରମ୍ଭ ହେଉଛି। ୨୩ ପାଠ୍ୟକ୍ରମରେ ମୋଟ ୫୫,୯୭୯ଜଣ ପରୀକ୍ଷାର୍ଥୀ ପରୀକ୍ଷାଦେବାକୁ ନାମ ପଞ୍ଜୀକରଣ କରିଛନ୍ତି। ଏଥିପାଇଁ ରାଜ୍ୟରେ ୩୦ ସ୍ଥାନରେ ୪୪ ପରୀକ୍ଷା ସେଣ୍ଟର କରାଯାଇଥିବାବେଳେ ରାଜ୍ୟ ବାହାରେ ୩ଟି ସ୍ଥାନରେ ୩ଟି…
Archives


