ମେଟ୍ରୋ

ଅତିବଡି ପୁରସ୍କାର ଘୋଷଣା

ଭୁବନେଶ୍ୱର,୭।୫(ବ୍ୟୁରୋ): ଓଡ଼ିଶା ସାହିତ୍ୟ ଏକାଡେମୀ ଦ୍ୱାରା ପ୍ରଦତ୍ତ ଅତିବଡି ପୁରସ୍କାର ରବିବାର ଘୋଷଣା ହୋଇଛି। ୨୦୨୧ ବର୍ଷ ପାଇଁ ପ୍ରତିଭା ରାୟ, ୨୦୨୨ ପାଇଁ ସୀତାକାନ୍ତ ମହାପାତ୍ର, ୨୦୨୩ ପାଇଁ ପଦ୍ମଶ୍ରୀ ଶ୍ରୀନିବାସ ଉଦ୍‌ଗାତା ଅତିବଡି ପୁରସ୍କାର ପାଇବା ପାଇଁ ବିବେଚିତ…

୮ରେ ଲଘୁଚାପ କ୍ଷେତ୍ରର ରୂପ ନେବ ଘୂର୍ଣ୍ଣିଝଡ

ଭୁବନେଶ୍ୱର,୭।୫(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିଝଡ ଆସନ୍ତାକାଲି ସୁଦ୍ଧା ଲଘୁଚାପ କ୍ଷେତ୍ର ରୂପ ନେବ। ପରେ ଅଧିକ ଘନୀଭୂତ ହୋଇ ୯ ତାରିଖ ସୁଦ୍ଧା ଅବପାତ ଓ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି। ଏନେଇ ଭାରତୀୟ…

ଭୁବନେଶ୍ୱରରେ ପହଞ୍ଚିଲେ ମଣିପୁରରେ ପଢୁଥିବା ଓଡ଼ିଆ ଛାତ୍ରୀଛାତ୍ର, ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ ଧନ୍ୟବାଦ

ଭୁବନେଶ୍ୱର,୭ା୫(ବ୍ୟୁରୋ): ମଣିପୁରର କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟରେ ପଢୁଥିବା ୧୦ ଜଣ ଓଡ଼ିଆ ଛାତ୍ରୀଛାତ୍ର ରବିବାର ସୁରକ୍ଷିତ ଭାବରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଓଡ଼ିଶା ମୋ’ ପରିବାର ପକ୍ଷରୁ ଜାତିଗତ ହିଂସାରେ କ୍ଷତିଗ୍ରସ୍ତ ମଣିପୁରରେ ପାଠ ପଢୁଥିବା…

ସରକାରୀ କର୍ମଚାରୀଙ୍କୁ ନିର୍ବାଚନ ପ୍ରଚାରରେ ଲଗାଉଛି ବିଜେଡି: ଭାଜପା

ଭୁବନେଶ୍ୱର,୭।୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡି ମହିଳା ସରକାରୀ କର୍ମଚାରୀଙ୍କୁ ନିଜ ଦଳର ପ୍ରଚାର କାର୍ଯ୍ୟରେ ଲଗାଇବା ସହ ଲୋକଙ୍କୁ ଟଙ୍କା ବାଣ୍ଟି ନିର୍ବାଚନ ଆଇନ ଉଲ୍ଲଂଘନ କରୁଛି। ସାଧାରଣ ନିର୍ବାଚନ ହେଉ କି ଉପନିର୍ବାଚନ ସବୁବେଳେ ସରକାରୀ କର୍ମଚାରୀମାନେ ନିୟମ ଉଲ୍ଲଂଘନ…

ରାତିଅଧିଆ ପ୍ରଚାର ଅଭିଯୋଗ ଆଣିଲା ବିଜେଡି

ଭୁବନେଶ୍ୱର,୭।୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରଚାର ସରଗରମ ହୋଇଛି। ବିଜେଡି ଓ ଭାଜପା ପରସ୍ପର ବିରୋଧରେ ନିର୍ବାଚନ ଆଚରଣବିଧି ଭାଙ୍ଗିବା ନେଇ ଅଭିଯୋଗ କରୁଛନ୍ତି। ଭାଜପା ନିର୍ବାଚନ ଆଚରଣବିଧି ଉଲ୍ଲଂଘନ କରିବା ନେଇ ବିଜେଡିର ଏକ ପ୍ରତିନିଧି ଦଳ ଶନିବାର ରାଜ୍ୟ…

ବରିଷ୍ଠ ଅଧିକାରୀଙ୍କ ସହ ପ୍ରସ୍ତୁତି ସମୀକ୍ଷା କଲେ ସିଇଓ

ଭୁବନେଶ୍ୱର,୭।୫(ବ୍ୟୁରୋ): ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ କିଶୋର ଧଳ ଶନିବାର ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ସହ ସମ୍ପୃକ୍ତ ବରିଷ୍ଠ ଅଧିକାରୀମାନଙ୍କ ସହିତ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ପ୍ରସ୍ତୁତି ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ…

ମେ’ ତୃତୀୟ ସପ୍ତାହରେ ମାଟ୍ରିକ, ଶେଷ ସପ୍ତାହରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ୱର,୭ା୫(ବ୍ୟୁରୋ): ମେ’ ତୃତୀୟ ସପ୍ତାହରେ ମାଟ୍ରିକ୍‌ ଏବଂ ଶେଷ ସପ୍ତାହରେ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇପାରେ ବୋଲି  ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ରବିବାର ସୂଚନା ଦେଇଛନ୍ତି। ସେ କହିଛନ୍ତି,…

‘ସେଫ୍‌ ସିଟି ଡ୍ରାଇଭ’ ଅଭିଯାନକୁ ନେଇ ଉଠିଲା ପ୍ରଶ୍ନ

ଭୁବନେଶ୍ୱର ,୭ା୫(ବ୍ୟୁରୋ):ନୟାପଲ୍ଲୀ ଥାନା ଅନ୍ତର୍ଗତ ବେହେରାସାହି ସ୍ଥିତ ଏକ ଲେଡିଜ୍‌ ହଷ୍ଟେଲରେ ଶୁକ୍ରବାର ରାତିରେ କେତେଜଣ ଅସାମାଜିକ ଯୁବକ ଧସେଇ ପଶିବା ସହ ଜଣେ ଯୁବତୀଙ୍କୁ ଆକ୍ରମଣ କରିବା ସହ ପଥର ମାଡ଼ କରିଥିଲେ। ଏହି ଘଟଣାରେ ପୋଲିସ ଜଣେ ଯୁବକଙ୍କୁ…

୮ରୁ ଓଜେଇଇ, ୧୫ ଯାଏ ଚାଲିବ

ଭୁବନେଶ୍ୱର,୭।୫(ବ୍ୟୁରୋ): ଆସନ୍ତା ୮ ତାରିଖ ସୋମବାରଠାରୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଆରମ୍ଭ ହେବ। ଏଥିପାଇଁ ଓଜେଇ ପକ୍ଷରୁ ପରୀକ୍ଷା ସୂଚୀ ପ୍ରକାଶ ପାଇଛି। ଦୈନିକ ୩ଟି ପର୍ଯ୍ୟାୟରେ ସିବିଟି ମାଧ୍ୟମରେ ପରୀକ୍ଷା ହେବ। ପରୀକ୍ଷା ଅବଧି ଦୁଇଘଣ୍ଟା ରହିବ।…

କଟକରେ ନକଲି ମୃଦୁ ପାନୀୟ କାରଖାନା

କଟକ ଅଫିସ, ୭ା୫: କଟକ ନକଲି ଓ ଅପମିଶ୍ରିତ କାରବାରର ପେଣ୍ଠସ୍ଥଳ ପାଲଟିଛି। ପୂର୍ବରୁ ବେଆଇନ କାରଖାନାରେ ପୋଲିସ ଚଢ଼ାଉ କରି ନକଲି ସିମେଣ୍ଟ, ଚା, ମସଲା, ଅପମିଶ୍ରିତ ସସ୍‌ ଆଦି ଜବତ କରିଛି। କେତେକ କ୍ଷେତ୍ରରେ କାରଖାନାକୁ ସିଲ୍‌ କରାଯିବା…

ସ୍ମାର୍ଟସିଟି ପ୍ରକଳ୍ପ ଅବଧି ବର୍ଷେ ବଢ଼ିଲା

ଭୁବନେଶ୍ୱର , ୭ା୫ (ବ୍ୟୁରୋ) ୨୦୧୫ରେ ‘୧୦୦ ସ୍ମାର୍ଟସିଟି ମିଶନ’ କେନ୍ଦ୍ର ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିଲା। ଏହି ମିଶନରେ ଓଡ଼ିଶାର ଦୁଇଟି ପ୍ରମୁଖ ସହର ଯଥା ଭୁବନେଶ୍ୱର ଏବଂ ରାଉରକେଲାକୁ ସାମିଲ କରାଯାଇ ବ୍ୟାପକ ଉନ୍ନତି କରାଯିବା ସହ ସ୍ମାର୍ଟସିଟିରେ…

ବର୍ଷା ହେଲେ ବଢୁଛି ଅଣ୍ଡରପାସ୍‌ ସମସ୍ୟା

ଖୋର୍ଦ୍ଧା ଅଫିସ, ୭ା୫: ବହୁ ପ୍ରତୀକ୍ଷିତ ଜଟଣୀ ଓଭରବ୍ରିଜ୍‌ ନିର୍ମାଣ କାମ ସରୁ ନ ଥିବା ବେଳେ ସୀତାରାମ ଛକସ୍ଥିତ ରେଲଓ୍ବେ ଅଣ୍ଡରପାସ୍‌ରେ ବର୍ଷାପାଣି ଜମିରହୁଛି। ଏହି ଅଣ୍ଡରପାସ୍‌ ଖୋର୍ଦ୍ଧା ଓ ପିପିଲିକୁ ମୁଖ୍ୟରାସ୍ତା ହୋଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହେବା ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri