ମେଟ୍ରୋ

ରାଜ୍ୟରେ ଫସଲ ବୀମା ପଞ୍ଜୀକରଣ ୨୩.୫୦ ଲକ୍ଷ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର,୨୧ା୮(ଅସମାପିକା ସାହୁ): ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (ପିଏମ୍‌ଏଫ୍‌ବିଓ୍ବାଇ) ଅନ୍ତର୍ଗତ ପଞ୍ଜୀକରଣ ପୂର୍ବ ବର୍ଷଗୁଡ଼ିକରେ ପ୍ରାୟ ୧୦/୧୧ ଲକ୍ଷ ଟଙ୍କା ହେଉଥିବା ବେଳେ ଚଳିତବର୍ଷ ଖରିଫରେ ଏହା ୨୩.୫୦ ଲକ୍ଷ ଟଙ୍କାକୁ ଟପି ଯାଇଛି। ୨୦୧୬ ଖରିଫଠାରୁ ରାଜ୍ୟରେ ପିଏମ୍‌ଏଫ୍‌ବିଓ୍ବାଇ କାର୍ଯ୍ୟ…

ନୂଆ ରୂପରେ ବନ୍ଦେ ଭାରତ ଏକ୍ସପ୍ରେସ

ଭୁବନେଶ୍ୱର,୨୧।୮(ଅଭିଜିତ ଦାସ):ନୂଆ ରୂପରେ ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍‌। ଏଥିରେ ରଙ୍ଗ ସହ ୨୫ ପ୍ରକାର ପରିବର୍ତ୍ତନ କରାଯାଇ ଶନିବାର ଟ୍ରାଏଲ ଟ୍ରାକ୍‌ରେ ପରୀକ୍ଷଣ କରାଯାଇଛି। ଚେନ୍ନାଇସ୍ଥିତ ଇଣ୍ଟିଗ୍ରାଲ କୋଚ୍‌ ଫ୍ୟାକ୍ଟ୍ରି(ଆଇସିଏଫ୍‌)ରୁ ଏକ ନାରଙ୍ଗୀ ଓ ଧଳା ରଙ୍ଗର ବନ୍ଦେ ଭାରତ…

ତାଗିଦ୍‌ ପରେ ବି ଶୁଣୁ ନାହାନ୍ତି କବାଡ଼ିଆ

ଭୁବନେଶ୍ୱର, ୨୧।୯ (ବନ୍ଦନା ସେଠୀ):କବାଡ଼ିଆଙ୍କ କବ୍‌ଜାରେ ଭୁବନେଶ୍ୱର ମହାନଗର ନିଗମର ଅଧିକାଂଶ ଅଞ୍ଚଳ। ଦିନକୁ ଦିନ ସେମାନଙ୍କ ପ୍ରାର୍ଦୁଭାବ ବଢି ଚାଲିଥିବାବେଳେ ବିଏମ୍‌ସିର ତାଗିଦକୁ ମଧ୍ୟ ଖାତିର କରୁନାହାନ୍ତି। ଜୁଲାଇ ୧୨ରେ ୟୁନିଟ-୩ ଅଞ୍ଚଳରେ ଥିବା କବାଡିଆମାନଙ୍କ ସହିତ ବିଏମ୍‌ସି ଆଲୋଚନା…

ଠିକ୍‌ ଭାବେ ଆବର୍ଜନା ପରିଚାଳନା କରିପାରୁନି ବିଏମ୍‌ସି

ଭୁବନେଶ୍ୱର, ୨୧।୯ (ବନ୍ଦନା ସେଠୀ):ସହରକୁ ସ୍ବଚ୍ଛ ଓ ସୁନ୍ଦର କିରବା ପାଇଁ ପାଇଁ ବିଏମ୍‌ସି ବିଭିନ୍ନ ଯୋଜନା ହାତକୁ ନେଉଥିବାବେଳେ ନୂଆ ନୂଆ ଉପାୟ ଅବଲମ୍ବନ କରୁଛି। ଘନ ଘନ ବୈଠକ, କ୍ଷେତ୍ର ପରିଦର୍ଶନରେ ବ୍ୟସ୍ତ ରହୁଛନ୍ତି ଅଧିକାରୀ। ଟୁଇଟ୍‌ ପରେ…

ଆଜିଠୁ ୟୁଜି, ପିଜି ପ୍ରଥମବର୍ଷ ପାଠପଢ଼ା

ଭୁବନେଶ୍ୱର, ୨୧ା୮(ଅସମାପିକା ସାହୁ):୨୦୨୩-୨୪ ଶିକ୍ଷାବର୍ଷ ନିମନ୍ତେ ସ୍ନାତକ(ୟୁଜି) ଓ ସ୍ନାତକୋତ୍ତର(ପିଜି) ପ୍ରଥମ ବର୍ଷ ପାଠପଢ଼ା ସୋମବାରଠାରୁ ଆରମ୍ଭ ହେବ। ଏପଟେ ଉଭୟ ପାଠ୍ୟକ୍ରମରେ ଏବେ ବି ନାମଲେଖା ଜାରି ରହିଛି। ତୃତୀୟ ରାଉଣ୍ଡ ନାମଲେଖା ପରେ ବି ରାଜ୍ୟରେ ଲକ୍ଷେରୁ ଊର୍ଦ୍ଧ୍ୱ…

କମିଲା ବର୍ଷା, ବଢ଼ିବ ତାତି

ଭୁବନେଶ୍ୱର,୨୧ା୮(ଅନୁରାଧା ମହାରଣା):ରାଜ୍ୟର ବହୁ ଜିଲାରେ ନିଅଣ୍ଟିଆ ବର୍ଷା ଲାଗିରହିଛି। ଚଳିତ ବର୍ଷ ମୌସୁମୀ ଋତୁରେ ଜୁନ୍‌ ୧ରୁ ଅଗଷ୍ଟ ୨୦ ମଧ୍ୟରେ ୭୩୭.୩ ମିମି ବର୍ଷା ରେକର୍ଡ କରାଯାଇଛି। ଏହା ସ୍ବାଭାବିକ ବର୍ଷା ୮୦୧.୫ ମିମିଠାରୁ ୮.୧୩ ପ୍ରତିଶତ କମ୍‌ ରହିଛି।…

ରୋବୋସ୍ମାର୍ଟ କମ୍ପାନୀର ନିର୍ଦ୍ଦେଶକ ଗିରଫ

ଭୁବନେଶ୍ୱର,୨୧ା୮(ସୂର୍ଯ୍ୟକାନ୍ତ ବେହେରା):ସାଢ଼େ ୯ ଲକ୍ଷରୁ ଅଧିକ ଟଙ୍କା ଠକିବା ଅଭିଯୋଗରେ ନୟାପଲ୍ଲୀ ଥାନା ପୋଲିସ ରୋବୋସ୍ମାର୍ଟ ଲ୍ୟାବ ପ୍ରା.ଲି.ର ମାଲିକ ତଥା ନିର୍ଦ୍ଦେଶକଙ୍କୁ ଗିରଫ କରିଛି। ସେ ହେଲେ ରାଜସ୍ଥାନର ଜଗଦୀଶ ପାରିକା। ଏନେଇ ପୋଲିସ ଏକ ମାମଲା (ନଂ ୨୮୪/୨୩)…

ଅନ୍ଧବିଶ୍ୱାସରୁ ଯାଉଛି ଜୀବନ

ଭୁବନେଶ୍ୱର,୨୧ା୮(ସତ୍ୟଜିତ୍‌ ରାଉତ):ପ୍ରାଚୀନ ଯୁଗରେ ଗୁଣିଗାରେଡ଼ି, ଯାଦୁବିଦ୍ୟା, ତନ୍ତ୍ରସାଧନ, ଝଡ଼ାଫୁଙ୍କା ଆଦି ଅନ୍ଧବିଶ୍ୱାସ ଉପରେ ଲୋକମାନେ ଅଧିକ ବିଶ୍ୱାସ କରୁଥିଲେ। ଏବେ ବିଜ୍ଞାନର ଅଗ୍ରଗତି ପରେ ମଧ୍ୟ କେତେ ଲୋକଙ୍କ ମନରୁ ଏହି ଅନ୍ଧବିଶ୍ୱାସ ଦୂର ହୋଇପାରୁନାହିଁ। ଫଳରେ ଏହାକୁ ନେଇ ବିଭିନ୍ନ…

‘ଦ ଗର୍ଲ ଓ୍ବିଥ୍‌ ଦ ବ୍ରାଉନ ଆଇଜ୍‌’ ଉନ୍ମୋଚିତ

ଭୁବନେଶ୍ୱର,୨୩ା୮: ତରୁଣ ଲେଖକ ଭୌମିକ ମହାନ୍ତିଙ୍କ ଦ୍ବିତୀୟ ଇଂରାଜୀ ଉପନ୍ୟାସ ‘ଦ ଗର୍ଲ ଓ୍ବିଥ୍‌ ଦ ବ୍ରାଉନ ଆଇଜ୍‌’ ଭୁବନେଶ୍ବରର ସିଆରପି ଛକସ୍ଥିତ ବିଇବି ଇଣ୍ଟେଲେକ୍ଟ ସେଣ୍ଟରରେ ଉନ୍ମୋଚିତ ହୋଇଯାଇଛି। ବ୍ଲାକ ଇଗଲ ବୁକ୍ସ ଦ୍ୱାରା ପ୍ରକାଶିତ ଏହି ପୁସ୍ତକକୁ ମୁଖ୍ୟ…

ପରମିନ୍ଦର ପିଏଫ୍‌ସିଏଲ୍‌ର ନୂଆ ସିଏମ୍‌ଡି

ଭୁବନେଶ୍ୱର,୨୦।୮ (ଅଭୟ ଦାଶ): ଦେଶର ସର୍ବବୃହତ୍‌ ଏନ୍‌ବିଏଫ୍‌ସି ପ୍ରତିଷ୍ଠାନ ପାୱାର ଫାଇନାନ୍ସ କର୍ପୋରେଶନ ଲିମିଟେଡ୍‌ (ପିଏଫ୍‌ସିଏଲ୍‌)ର ଚେୟାରମ୍ୟାନ ତଥା ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ଭାବେ ପରମିନ୍ଦର ଚୋପ୍ରା ନିକଟରେ ଦ୍ୱାୟିତ୍ୱ ଗ୍ରହଣ କରିଛନ୍ତି। ୨୦୨୩ ଅଗଷ୍ଟ ୩ୟ ସପ୍ତାହଠାରୁ ସେ ପିଏଫ୍‌ସିଏଲ୍‌ର…

ସଚେତନତା ହିଁ ନିଦାନ

ପ୍ରତିବର୍ଷ ଅଗଷ୍ଟ ୨୦ ତାରିଖରେ ବିଶ୍ୱ ମଶା ଦିବସ ପାଳନ କରାଯାଇଥାଏ। ଏହା ବ୍ରିଟିଶ୍‌ ଡାକ୍ତର ସାର୍‌ ରୋନାଲ୍ଡ ରସ୍‌ଙ୍କ ଆବିଷ୍କାରର ଏକ ସ୍ମୃତି ଦିବସ । ୧୮୯୭ ମସିହାରେ ମାଈ ଆନୋଫିଲିସ୍‌ ମଶା ମଣିଷଙ୍କ ମଧ୍ୟରେ ମ୍ୟାଲେରିଆ ସଂକ୍ରମଣ କରୁଥିବା…

ଚଢ଼ାଉବେଳେ ପୋଲିସ ଟିମ୍‌କୁ ଅପରାଧୀଙ୍କ ଆକ୍ରମଣ

ଭୁବନେଶ୍ୱର,୨୦।୮(ସୂର୍ଯ୍ୟକାନ୍ତ ବେହେରା)ଚଢ଼ାଉବେଳେ ଧଉଳି ଥାନା ପୋଲିସ୍‌ ଟିମ୍‌ ଉପରେ ଅପରାଧୀ ଗ୍ୟାଙ୍ଗ୍‌ର ସଂଘବଦ୍ଧ ଆକ୍ରମଣ ହୋଇଛି। ଲିଙ୍ଗିପୁର ୩୧/୧୧ କେଭି ସବ୍‌ଷ୍ଟେଶନ ନିକଟରେ ଏହି ଘଟଣା ଘଟିଛି। ଏଥିରେ ଏସ୍‌ଆଇ ସନ୍ତୋଷ କୁମାର ଭୋଳ ଓ ଏଏସ୍‌ଆଇ ପ୍ରବୀର କୁମାର ଲେଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?