ମେଟ୍ରୋ

ନିଶା କାରବାରରେ ଟିଟୋ ଗ୍ୟାଙ୍ଗ୍‌

ଭୁବନେଶ୍ୱର,୨୦।୮ (ସୂର୍ଯ୍ୟକାନ୍ତ ବେହେରା)କମିଶନରେଟ ପୋଲିସର ସ୍ବତନ୍ତ୍ର କ୍ରାଇମ ୟୁନିଟ୍‌ ପାଣ୍ଡରାରେ ଚଢ଼ାଉ କରି ନିଶା ରାକେଟର ପର୍ଦ୍ଦାଫାଶ କରିଛି। ଏହାସହ ୩ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନଙ୍କଠାରୁ ୩୫୦ ଗ୍ରାମ ବ୍ରାଉନସୁଗାର, ଗୋଟିଏ ଦେଶୀ ପିସ୍ତଲ, ତିନି…

ପୂର୍ବତଟ ରେଳପଥ ପକ୍ଷରୁ ବିଭିନ୍ନ ଷ୍ଟେଶନରେ ପରୀକ୍ଷାମୂଳକ ଟ୍ରେନ୍‌ ରହଣି

ଭୁବନେଶ୍ୱର,୨୦।୮(ଅଭିଜିତ ଦାସ):ଯାତ୍ରୀଙ୍କ ଚାହିଦା ଓ ସୁବିଧାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ବିଭିନ୍ନ ଷ୍ଟେଶନରେ ପରୀକ୍ଷାମୂଳକ ଭାବେ ଟ୍ରେନ୍‌ଗୁଡିକର ରହଣି ପାଇଁ ବ୍ୟବସ୍ଥା ହୋଇଛି। କାଳୁପଡାଘାଟରେ ପ୍ରଶାନ୍ତି ଏକ୍ସପ୍ରେସ, ନରାଜ ମାର୍ଥାପୁରରେ ପୁରୀ-ଅଜମେର ଏକ୍ସପ୍ରେସ, ଯଖପୁରାରେ ଜନଶତାବ୍ଦୀ ଏକ୍ସପ୍ରେସ, ଦାମନଯୋଡିରେ…

ବ୍ରେକ୍‌ ବାଇଣ୍ଡିଂ ପାଇଁ ଅଟକିଲା ଟ୍ରେନ୍‌: ଯାତ୍ରୀ ଆତଙ୍କିତ

ନିରାକାରପୁର, ୧୯।୮(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ରେଳ ଡିଭିଜନ ଅଧୀନ ନିରାକାରପୁର ଷ୍ଟେଶନରେ ଶନିବାର ଏକ ଦ୍ରୁତଗାମୀ ଟ୍ରେନର ବ୍ରେକ ବାଇଣ୍ଡିଂ ଯୋଗୁ ଚକରୁ ଧୂଆଁ ବାହାରିଥିଲା। ଫଳରେ ଯାତ୍ରୀ ଆତଙ୍କିତ ହୋଇପଡ଼ିଥିଲେ। ଏଭଳି ଘଟଣା ଦେଖିବାକୁ ମିଳିଥିଲା ପୁରୀରୁ…

ଆଲୋଚନା ପରେ ଶିକ୍ଷକଙ୍କ ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ୱର,୧୯।୮(ଅନୁରାଧା ମହାରଣା): ୩ଦିନ ଧରି ୫୦ହଜାରରୁ ଊର୍ଦ୍ଧ୍ୱ ଶିକ୍ଷୟିତ୍ରୀ, ଶିକ୍ଷକ ଓ ଶିକ୍ଷା କର୍ମଚାରୀ ନିଜର ଅଧିକାର ପାଇବା ପାଇଁ ରାଜଧାନୀର ରାଜରାସ୍ତାରେ ଏକତ୍ରିତ ହୋଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବିଦ୍ୟାଳୟ ଛାଡ଼ି ଶିକ୍ଷକ ରାଜରାସ୍ତାରେ ଶୋଉଥିବାବେଳେ ସରକାର ସେମାନଙ୍କ ଦାବିକୁ…

ରେଳ ଟ୍ରାକ୍‌ରେ ହାତୀ ମୃତ୍ୟୁ ରୋକିବ ଆଇଡିଏସ୍‌

ଭୁବନେଶ୍ୱର,୧୯।୮(ଅଭିଜିତ ଦାସ): ରାଜ୍ୟରେ ଅନେକ ସମୟରେ ଟ୍ରେନ୍‌ ଧକ୍କାରେ ବହୁ ହାତୀଙ୍କ ମୃତ୍ୟୁ ଘଟୁଛି। ରାଜ୍ୟ ବନ ବିଭାଗ ତଥ୍ୟ ଅନୁଯାୟୀ ୨୦୧୨-୧୩ରୁ ୨୦୨୧-୨୨ ପର୍ଯ୍ୟନ୍ତ ଟ୍ରେନ୍‌ ଧକ୍କାରେ ୩୦ ହାତୀଙ୍କ ମୃତ୍ୟୁ ହୋଇଛି। ୨୦୨୧-୨୨ ରେ ୩ଟି ଓ ଚଳିତ…

ଅଫିସ୍‌ ସ୍ମୋକିଂ ଜୋନ୍‌ର କାହାଣୀ କହିଲା ‘ଧୂମ୍ରପାନ’

ଭୁବନେଶ୍ୱର,୧୯ା୮(ଶର୍ମିଷ୍ଠା ପାଣିଗ୍ରାହୀ): ଏକ କର୍ପୋରେଟ ବିଲ୍ଡିଂରେ ଧୂମପାନ କରିବା ପାଇଁ ଥିବା ଏକ ସ୍ଥାନରୁ ଗତିଶୀଳ ହୁଏ ନାଟକ ‘ଧୂମ୍ରପାନ’। ଯେଉଁଠାରେ ଅଫିସ କର୍ମଚାରୀମାନେ ସିଗାରେଟ ଟାଣିବା ପାଇଁ ଏକତ୍ରିତ ହୁଅନ୍ତି। ଚାକିରିରେ ଥିବା ଚାପ, ଭୟ ଏବଂ ଅସୁରକ୍ଷିତତା ସହିତ…

ବିଏସ୍‌କେଓ୍ବାଇରେ ଅନ୍ତର୍ଭୁକ୍ତ ହୋଇ ଚିକିତ୍ସା ହେଲେ ସନ୍ଦୀପ

ଭୁବନେଶ୍ୱର,୧୮ା୮(ଅସମାପିକା ସାହୁ): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ନୂଆ ସୁଙ୍ଗୁଡ଼ା ଗ୍ରାମର ସନ୍ଦୀପ ଜେନାଙ୍କ ଅସୁସ୍ଥତା କଥା ଗଣମାଧ୍ୟମରୁ ଜାଣିବା ମାତ୍ରେ ରାଜ୍ୟ ବି.ଏସ୍‌.କେ.ଓ୍ବାଇ. ଟିମ୍‌ ପକ୍ଷରୁ ତାଙ୍କର ଚିକିତ୍ସା ସହାୟତା ନିମନ୍ତେ ତ୍ୱରିତ ପଦକ୍ଷେପ ନିଆଯାଇଥିଲା। ଇତିମଧ୍ୟରେ ତାଙ୍କ…

ରାଜଗାଙ୍ଗପୁରରେ ନିର୍ମାଣ ହେବ ରେଳ ଓଭରବ୍ରିଜ୍‌: ଲୋକଙ୍କଠାରୁ ସିଧାସଳଖ ଜମି କିଣିବେ ସରକାର

ଭୁବନେଶ୍ୱର,୧୭ା୮(ଅସମାପିକା ସାହୁ): ସୁନ୍ଦରଗଡ଼ ଜିଲାର ରାଜଗାଙ୍ଗପୁରଠାରେ ଏକ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ଜମି ଅଧିଗ୍ରହଣ କରା ନ ଯାଇ ଲୋକଙ୍କଠାରୁ ରାଜ୍ୟ ସରକାର ସିଧାସଳଖ ଜମି କିଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ସୂଚନାଯୋଗ୍ୟ, ଗତ ମାର୍ଚ୍ଚ…

ଫେବୃୟାରୀ ୧୪ରୁ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ୱର,୧୭ା୮: ୨୦୨୪ ଫେବୃୟାରୀ ୧୪ରୁ ଯୁକ୍ତ ଦୁଇ କଳା, ବାଣିଜ୍ୟ ଓ ବିଜ୍ଞାନ ବାର୍ଷିକ ପରୀକ୍ଷା ଅନୁଷ୍ଠିତ ହେବ। ଏହି ପରୀକ୍ଷା ମାର୍ଚ୍ଚ ୧୩ ପର୍ଯ୍ୟନ୍ତ ଚାଲିବ। ଏନେଇ ଗୁରୁବାର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରଥମଥର…

ଟାଇମ୍ସ ସ୍କୋୟାର୍‌ରେ ପ୍ରଦର୍ଶିତ ହେଲା କୋଣାର୍କ ଚକର ପ୍ରତିକୃତି

ଭୁବନେଶ୍ୱର,୧୭।୮(ଶର୍ମିଷ୍ଠା ପାଣିଗ୍ରାହୀ)କୋଣାର୍କର କଳା, ଭାସ୍କର୍ଯ୍ୟକୁ ଅନ୍ତର୍ଜାତୀୟ ସ୍ତରରେ ପ୍ରଚାର ପ୍ରସାରରେ ଲାଗିପଡିଛନ୍ତି ସେଫ୍‌ ବିକାଶ ଖାନ୍ନା। ଯେଉଁମାନେ କୋଣାର୍କ ଆସି ଏହାର ସୌନ୍ଦର୍ଯ୍ୟକୁ ଉପଲବ୍ଧି କରି ପାରିନାହାନ୍ତି ଏବେ ସେମାନେ ପ୍ରତିକୃତି ଦେଖି ଓଡ଼ିଶାର କଳା ଓ ଭାସ୍କର୍ଯ୍ୟକଳାକୁ ଜାଣିପାରିବେ। ଏହି…

‘ଇଣ୍ଡିଆଜ୍‌ ଗେମ୍‌’ ପ୍ରାମାଣିକ ଚଳଚ୍ଚିତ୍ର ଉଦ୍‌ଘାଟିତ

ଭୁବନେଶ୍ୱର, ୧୭।୮(ତପନ ସ୍ବାଇଁ)ସ୍ବାଧୀନତା ଦିବସ ଅବସରରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାମାଣିକ ଚଳଚ୍ଚିତ୍ର ‘ଇଣ୍ଡିଆଜ୍‌ ଗେମ୍‌-ଏ ଷ୍ଟୋରି ଅଫ୍‌ ଏ ଟିମ୍‌ ଦ୍ୟାଟ୍‌ ୟୁନାଇଟେଡ ଦି ନେଶନ’କୁ ଉଦ୍‌ଘାଟନ କରିଛନ୍ତି। ୧୯୨୮ ଅଲିମ୍ପିକ୍ସରେ ଭାରତୀୟ ହକି ଦଳର ସ୍ବର୍ଣ୍ଣ ପଦକ…

ଶଯ୍ୟାଶାୟୀ ବୃଦ୍ଧାଙ୍କ ତଣ୍ଟିକାଟି ହତ୍ୟା

ଭୁବନେଶ୍ୱର,୧୭।୮(ସତ୍ୟଜିତ୍‌ ରାଉତ)ଭରତପୁର ଥାନା ଅନ୍ତର୍ଗତ ଖଣ୍ଡଗିରି ବାରି ବସ୍ତିରେ ମଙ୍ଗଳବାର ସ୍ବାଧୀନତା ଦିବସରେ ଏକ ହତ୍ୟାକାଣ୍ଡ ଘଟିଛି। ଶଯ୍ୟାଶାୟୀ ଥିବା ଜଣେ ବୃଦ୍ଧାଙ୍କୁ ଗଳାକାଟି ଅତି ନିର୍ମମ ଭାବେ କେହି ହତ୍ୟା କରିଛନ୍ତି। ମୃତା ବୃଦ୍ଧା ହେଲେ ଏଠାରେ ରହୁଥିବା ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?