ମେଟ୍ରୋ

ଆସୁଛି ୨ ଲଘୁଚାପ: ୧୨ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୧୧ା୮(ଅନୁରାଧା ମହାରଣା):ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଥିବାବେଳେ ଦିନରେ ଖରା, ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ଆଗକୁ ୨ଟି ଲଘୁଚାପ ହେବାର ଥିବାରୁ ବର୍ଷା ପରିମାଣ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି। ଆସନ୍ତା...

Mettle Meet 2025 ଗ୍ରାଣ୍ଡ ଫାଇନାଲ: ବାଜି ମାରିଲେ ୟୁନିଟ-୮ ଡିଏଭି ପବ୍ଲିକ ସ୍କୁଲ, ଏମ୍ସ, ଭୁବନେଶ୍ୱର

ଭୁବନେଶ୍ୱର,୧୦ା୮: ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ଆନୁକୂଲ୍ୟରେ ୨ଦିନ ଧରି ଚାଲିଥିବା ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତାର ସପ୍ତମ ସଂସ୍କରଣ ‘ମେଟଲ୍‌ ମିଟ୍‌-୨୦୨୫’ର ରବିବାର ଗ୍ରାଣ୍ଡ ଫାଇନାଲ ଅନୁଷ୍ଠିତ ହୋଇଯାଇଛି। ଗ୍ରାଣ୍ଡ ଫାଇନାଲ ସିନିୟର ବର୍ଗରେ ଏମ୍ସ ଭୁବନେଶ୍ୱର ଚାମ୍ପିୟନ...

Mettle Meet 2025: ଗ୍ରାଣ୍ଡ୍‌ ଫାଇନାଲରେ ଜୁନିୟର ଟିମ୍‌ର ୟୁନିଟ୍‌-୮ ଡିଏଭି ପବ୍ଲିକ୍‌ ସ୍କୁଲର ବାଜିମାତ୍‌

ଭୁବନେଶ୍ୱର,୧୦ା୮: ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ଆନୁକୂଲ୍ୟରେ ଶନିବାର ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତାର ସପ୍ତମ ସଂସ୍କରଣ ‘ମେଟ୍‌ଲ ମିଟ୍‌-୨୦୨୫’ର ଗ୍ରାଣ୍ଡ ଫାଇନାଲ ଆରମ୍ଭ ହୋଇଯାଇଛି। ଗ୍ରାଣ୍ଡ ଫାଇନାଲ ପାଇଁ ଉଭୟ ଜୁନିୟର ଏବଂ ସିନିୟର ବର୍ଗରୁ ୮ଟି ଲେଖାଏ...

୧୨ ରୁ ୧୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଏସବୁ ଜିଲାକୁ ଚେତାବନୀ ଜାରି

ଭୁବନେଶ୍ୱର,୧୦ା୮: ଓଡ଼ିଶାରେ ଆସନ୍ତା ୧୨ ତାରିଖରୁ ବର୍ଷାର ସମ୍ଭାବନା ରହିଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ୧୩ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି, ଯାହା ରାଜ୍ୟରେ ବର୍ଷାକୁ ଆହୁରି ତୀବ୍ର...

ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ବିଲ୍ଡିଂର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ ଖୁବ୍‌ଶୀଘ୍ର ଖାଲି ପଡ଼ିଥିବା ଡାକ୍ତର ପଦବୀ…

କୋରାପୁଟ,୧୦ା୮(ଅମିତାଭ ବେହେରା ): ରାଜ୍ୟର ନିରନ୍ତନ ବିକାଶ ଧାରାରେ ଆଜି କୋରାପୁଟ ଜିଲା ମଧ୍ୟ ସାମିଲ ହୋଇଛି ବୋଲି ରବିବାର କୋରାପୁଟସ୍ଥିତ ସରକାରୀ ଡିଏଭି ମହାବିଦ୍ୟାଳୟ ପଡିଆଠାରେ ଆୟୋଜିତ ସାଧାରଣ ସଭାରେ ଶହୀଦ ଲକ୍ଷ୍ମଣ ନାଏକ ମେଡିକାଲ କଲେଜ ବିଲ୍ଡିଂ...

ହାଇ ଲେଭଲ କୁଇଜ ପାଇଁ ‘ମେଟଲ ମିଟ’ ଜଣାଶୁଣା ବ୍ରାଣ୍ଡ: ଆଦ୍ୟାଶା ସତପଥୀ

ଭୁବନେଶ୍ୱର,୧୦।୮:ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତାର ସପ୍ତମ ସଂସ୍କରଣ ‘ମେଟଲ ମିଟ-୨୦୨୫’ ଗ୍ରାଣ୍ଡ ଫାଇନାଲ ଆରମ୍ଭ ହୋଇଯାଇଛି। ଗ୍ରାଣ୍ଡ ଫାଇନାଲ୍ସ ପାଇଁ ଉଭୟ ବର୍ଗରୁ ୮ଟି ଲେଖାଏ ଟିମ ମନୋନୀତ ହୋଇଛନ୍ତି। ତେବେ...

କେହି ହାରି ନ ଥାନ୍ତି, ସମସ୍ତେ ବିଜୟ ହାସଲ କରିବା ପଥରେ ଥାଆନ୍ତି: ତଥାଗତ ସତପଥୀ

ଭୁବନେଶ୍ୱର,୧୦।୮:ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତାର ସପ୍ତମ ସଂସ୍କରଣ ‘ମେଟଲ ମିଟ-୨୦୨୫’ ଗ୍ରାଣ୍ଡ ଫାଇନାଲ ଆରମ୍ଭ ହୋଇଯାଇଛି। ଗ୍ରାଣ୍ଡ ଫାଇନାଲ୍ସ ପାଇଁ ଉଭୟ ବର୍ଗରୁ ୮ଟି ଲେଖାଏ ଟିମ ମନୋନୀତ ହୋଇଛନ୍ତି। ତେବେ...

Mettle Meet 2025: ଆରମ୍ଭ ହେଲା କୁଇଜ୍‌ ମହାକୁମ୍ଭର ମହା ମୁକାବିଲା

ଭୁବନେଶ୍ୱର,୧୦।୮:ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତାର ସପ୍ତମ ସଂସ୍କରଣ ‘ମେଟଲ ମିଟ-୨୦୨୫’ ଗ୍ରାଣ୍ଡ ଫାଇନାଲ ଆରମ୍ଭ ହୋଇଛି। ସ୍ବସ୍ତି ପ୍ରିମିୟମ ହୋଟେଲ୍ଠାରେ ଆୟୋଜିତ କୁଇଜରେ ଏହି ମହାକୁମ୍ଭରେ ରାଜ୍ୟ ତଥା ରାଜ୍ୟ ବାହାରର...

ହସ୍ପିଟାଲରେ ଷ୍ଟାଫ୍‌ ନର୍ସଙ୍କ ମୃତ୍ୟୁ: ମୃତଦେହ ପାଖରୁ ସିରିଞ୍ଜ, ହାତଲେଖା ନୋଟ୍‌ ଜବତ

ଭୁବନେଶ୍ୱର, ୧୦।୮(ସତ୍ୟଜିତ ରାଉତ): ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଥିବା ଏକ ଘରୋଇ ହସ୍ପିଟାଲରେ ଜଣେ ଷ୍ଟାଫ୍‌ ନର୍ସଙ୍କ ଶୁକ୍ରବାର ରାତିରେ ସନ୍ଦେହଜନକ ମୃତ୍ୟୁ ହୋଇଛି। ସେ ହେଲେ ଗଞ୍ଜାମ ଜିଲା ସାନଖେମୁଣ୍ଡିର ଶୁଭସ୍ମିତା ରାଉତ ଓରଫ ସୋନାଲି (୨୨)। ମୃତ୍ୟୁର...

ଓଡ଼ିଶାରେ କ୍ରୀଡ଼ା ମହାକୁମ୍ଭ: ଆଜିଠୁ ବିଶ୍ୱ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍‌ ବ୍ରୋଞ୍ଜ ଆରମ୍ଭ

ଭୁବନେଶ୍ୱର, ୧୦।୮: ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଆଜିଠୁ ଆରମ୍ଭ ହେଉଛି ବିଶ୍ୱସ୍ତରୀୟ କ୍ରୀଡ଼ା ମହାକୁମ୍ଭ। ପ୍ରଥମ ଥର ପାଇଁ ଭାରତରେ ଆୟୋଜିତ ହେଉଛି ଓ୍ବାଲର୍‌ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍‌ ବ୍ରୋଞ୍ଜ ଚାମ୍ପିଆନସିପ। ଏହି ପ୍ରତିଯୋଗିତା ଭୁବନେଶ୍ୱରର ଐତିହାସିକ କଳିଙ୍ଗ ଷ୍ଟାଡିୟମରେ...

Mettle Meet 2025: ଆଜି ଗ୍ରାଣ୍ଡ୍‌ ଫାଇନାଲ୍ସ

ଭୁବନେଶ୍ୱର,୧୦।୮(ବନ୍ଦନା ସେଠୀ/ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତାର ସପ୍ତମ ସଂସ୍କରଣ ‘ମେଟଲ୍‌ ମିଟ୍‌-୨୦୨୫’ ଆରମ୍ଭ ହୋଇଛି। ସ୍ବସ୍ତି ପ୍ରିମିୟମ୍‌ ହୋଟେଲ୍‌ଠାରେ ଆୟୋଜିତ କୁଇଜ୍‌ର ଏହି ମହାକୁମ୍ଭରେ ରାଜ୍ୟ ତଥା ରାଜ୍ୟ...

ଯିବା ଆସିବା ରେଳ ଟିକେଟ ଏକାଥରେ କିଣିଲେ ୨୦% ରିହାତି

ଭୁବନେଶ୍ୱର,୧୦ା୮(ଅନୁରାଧା ମହାରଣା): ପାର୍ବଣ ଋତୁରେ ଟ୍ରେନ୍‌ରେ ଓ ଟିକେଟ ପାଇଁ କାଉଣ୍ଟରରେ ପ୍ରବଳ ଭିଡ଼ ହୋଇଥାଏ। ଏସବୁ ଭିଡ଼ଜନିତ ସମସ୍ୟା ଏଡାଇବା ପାଇଁ ଭାରତୀୟ ରେଳପଥ ଏକ ନୂତନ ଯୋଜନା ‘ରାଉଣ୍ଡ୍‌ ଟ୍ରିପ୍‌ ପ୍ୟାକେଜ ଫର୍‌ ଫେଷ୍ଟିଭାଲ ରଶ୍‌’ ଆରମ୍ଭ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri