ମେଟ୍ରୋ

ପୁଣି SCB ମେଡିକାଲରେ ଅଘଟଣ: ଜଳିଲା ଇଲେକ୍ଟ୍ରି ବୋର୍ଡ

କଟକ,୧୮।୩: ପୁଣି SCB ମେଡିକାଲରେ ଅଘଟଣ। ଶର୍ଟସର୍କିଟରୁ ନନ ଟ୍ରମା କେୟାରରେ ଏକ ଇଲେକ୍ଟ୍ରି ବୋର୍ଡ ଜଳିଯାଇଛି। କିଛି ଅଘଟଣ ପୂର୍ବରୁ ଅଗ୍ନିଶମ କର୍ମଚାରୀ ଆୟତ୍ତ କରିଛନ୍ତି। ତେବେ ଅଘଟଣରୁ ଅଳ୍ପକେ ବର୍ତ୍ତିଲା SCB ମେଡିକାଲ। ନନ ଟ୍ରମା କେୟାରରେ ଶତାଧିକ…

ଦିଲୀପଙ୍କ ବିଜୟକୁ ନେଇ ମୁହଁ ଖୋଲିଲେ ସୌମ୍ୟରଞ୍ଜନ: ବିଜେଡି-ଭାଜପା ଭିତିରି ସମ୍ପର୍କକୁ ନେଇ କହିଦେଲେ ଏମିତି

ଭୁବନେଶ୍ୱର,୧୮।୩ (ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନରେ ଯେଉଁମାନେ ଦଳ ବିରୋଧରେ ଯାଇ ଭୋଟ ଦେଲେ ଏବଂ ଯେଉଁମାନେ ସେହି ଭୋଟକୁ ପାଇବା ପାଇଁ ଉଦ୍ୟମ କଲେ ସେମାନେ ସମ ପରିମାଣର ଦାୟୀ। ଯଦି ଏତେ କଥା କରିବାର ଥିଲା ତେବେ ବିଧାୟକମାନଙ୍କୁ…

ବିଧାନସଭାରେ କୋକେଇ ଶୋଭାଯାତ୍ରା:‘ରାମ ନାମ ସତ୍ୟ ହେ’ ଧ୍ୱନିରେ ପ୍ରକମ୍ପିତ ପରିସର

ଭୁବନେଶ୍ୱର,୧୮।୩: ବିଧାନସଭାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖାଯାଇଛି। SCB ଟ୍ରାଜେଡିକୁ ଦେଇ ଗୃହରେ କମ୍ପିଛନ୍ତି ବିରୋଧୀ। ବିଧାନସଭାରେ ପ୍ରତିକାତ୍ମକ କୋକେଇ ଶୋଭାଯାତ୍ରା ବାହାର କରିଛନ୍ତି ବିରୋଧୀ ବିଜେଡି। ‘ରାମ ନାମ ସତ୍ୟ ହେ’ ଧ୍ୱନିରେ ପ୍ରକମ୍ପିତ ହେଲା ବିଧାନସଭା ପରିସର।…

୨୧ ଯାଏ ଝଡ଼ବର୍ଷା: ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୩(ବନ୍ଦନା ସେଠୀ):ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ ଝଟକା ପବନ ଅନୁଭୂତ ହେବ। ଏନେଇ ମଙ୍ଗଳବାର ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ…

ମଧ୍ୟପ୍ରାଚ୍ୟ ଯୁଦ୍ଧ ଅର୍ଗଳିରୁ ବାହାରିଆସିଲା ‘ନନ୍ଦାଦେବୀ’: ଚର୍ଚ୍ଚାରେ ଓଡ଼ିଆ ପୁଅ କ୍ୟାପ୍‌ଟେନ ଧୀରଜ ଅଗ୍ରୱାଲ

ବଲାଙ୍ଗୀର,୧୮ା୩(ବୀରେନ୍ଦ୍ର କୁମାର ଝାଙ୍କର):ମଧ୍ୟପ୍ରାଚ୍ୟରେ ଏବେ ଯୁଦ୍ଧର ଘନଘଟା। ଇରାନ୍‌-ଇସ୍ରାଏଲ-ଆମେରିକାର ଘମାଘୋଟ ଲଢ଼େଇ ା ଠିକ୍‌ ଏତିକିବେଳେ ଅତ୍ୟନ୍ତ ସମ୍ବେଦନଶୀଳ ମଧ୍ୟପ୍ରାଚ୍ୟର ହର୍ମୁଜ୍‌ ପ୍ରଣାଳୀ (ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌)ରେ ଅଟକି ରହିଥିଲା ଭାରତର ୨ ଏଲ୍‌ପିଜି ବୋଝେଇ ଜାହାଜ ‘ନନ୍ଦାଦେବୀ’ ଓ ‘ଶିବାଲିକ୍‌’।…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୪୫ତମ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ବୈଠକରେ ୨୩ଟି…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର ‘ହୁଇପ୍‌’କୁ ନ ମାନି କ୍ରସ୍‌ ଭୋଟିଂ କରିଥିଲେ। କଂଗ୍ରେସ ଏହି ୩ ଜଣଙ୍କୁ…

ବାଚସ୍ପତିଙ୍କୁ ଚିଠି ଲେଖିଲେ ରାମଚନ୍ଦ୍ର କାଡ଼ାମ, ୩ ବିଧାୟକଙ୍କ ସିଟ୍‌…

ଭୁବନେଶ୍ୱର,୧୭।୩: ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ। ସେ ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି, କ୍ରସ ଭୋଟିଂ କରିଥିବା ୩ ବିଧାୟକଙ୍କ ସିଟ୍‌ ବିଧାନ ସଭାରେ ପରିବର୍ତ୍ତନ କରିବା ପାଇଁ। ସେମାନଙ୍କୁ ଦଳ ନିଲମ୍ବନ କରିଥିବାରୁ…

SCB ମେଡିକାଲ ଅଗ୍ନିକାଣ୍ଡ: ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

କଟକ,୧୭।୩: କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ। ରବିବାର ରାତିରେ SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିଲା। ଟ୍ରମା କେୟାର…

ଇସ୍ତଫା ଦିଅନ୍ତୁ ସ୍ବାସ୍ଥ୍ୟମନ୍ତ୍ରୀ: ନବୀନଙ୍କ ଦାବି

ଭୁବନେଶ୍ୱର,୧୭।୩: SCB ଅଗ୍ନିକାଣ୍ଡ ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଆମ ସରକାରରେ ଏକ ଘରୋଇ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଥିଲା। ଏହି ଘଟଣାରେ ତତ୍କାଳୀନ ସ୍ବାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦେଇଥିଲେ। ତେଣୁ ଆଜିର…

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର ‘ହୁଇପ୍‌’କୁ ନ ମାନି କ୍ରସ୍‌ ଭୋଟିଂ କରିଥିଲେ। ଏବେ କଂଗ୍ରେସ ଏହି ୩…

ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ସୁଜିତ୍‌ କୁମାର(ଭାଜପା), ସଂତୃପ୍ତ ମିଶ୍ର(ବିଜେଡି) ଏବଂ ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ଦିଲୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?