ମେଟ୍ରୋ

ବୁଣାକାରଙ୍କ ବିକାଶ ପାଇଁ ବୟନିକା ବଦ୍ଧପରିକର

ଭୁବନେଶ୍ୱର,୬।୫(ବ୍ୟୁରୋ): ଉତ୍କର୍ଷ କଳାର ରାଜ୍ୟ ଓଡ଼ିଶା ନିଜର କଳା ସଂସ୍କୃତି ଓ ସ୍ଥାପତ୍ୟ ପାଇଁ ବିଶ୍ୱବିଦିତ। ଉତ୍କଳୀୟ କଳା ସଂସ୍କୃତି ପାଇଁ ‘ହସ୍ତତନ୍ତ ବସ୍ତ୍ର’ର ଭୂମିକା ସ୍ବତନ୍ତ୍ର। ଭାରତର ଐତିହ୍ୟ, ପରମ୍ପରା ଓ ସଂସ୍କୃତିର ସଂରକ୍ଷଣ କ୍ଷେତ୍ରରେ ଯୁଗଯୁଗରୁ ଓଡ଼ିଶା ହସ୍ତତନ୍ତ…

ଜାଲ୍‌ ଆଇକାର୍ଡ ଦ୍ୱାରା ସଚିବାଳୟରେ ପ୍ରବେଶ

ଭୁବନେଶ୍ୱର,୬।୫(ବ୍ୟୁରୋ): ଜାଲ ଆଇକାର୍ଡ ଦ୍ୱାରା ସଚିବାଳୟ ଭିତରକୁ ପ୍ରବେଶ କରିବା ମାମଲାରେ କ୍ୟାପିଟାଲ ଥାନା ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ କଟକ ଜିଲା କିଶୋର ନଗର ଅଞ୍ଚଳର ସମୀର କୁମାର ବର୍ମନ୍‌ (୪୨)…

ମୋବାଇଲ ପାଇଁ ଜୀବନ ନେଇଥିଲେ ଜଗନ୍ନାଥ

ଭୁବନେଶ୍ୱର,୬।୫(ବ୍ୟୁରୋ): ମୋବାଇଲ୍‌ ଫୋନ୍‌କୁ ନେଇ ମଦ ନିଶାରେ ସାଥୀ ଡ୍ରାଇଭର ଅଶୋକ ସେଠୀଙ୍କୁ ହତ୍ୟା କରିଥିଲେ ଅଭିଯୁକ୍ତ ଜଗନ୍ନାଥ ଧୀବର। ଗାଡି ଜଗ୍‌ ରଡ୍‌ରେ ମୁଣ୍ଡକୁ ପିଟିବା ପରେ ତଣ୍ଟିଚିପି ଦେଇଥିଲେ। ଏଥିରେ ଅଶୋକଙ୍କ ଜୀବନ ଚାଲିଯାଇଥିଲା। ତଦନ୍ତବେଳେ ପୋଲିସ ଏହା…

ସୁଦାନରୁ ଭାରତୀୟଙ୍କୁ ସୁରକ୍ଷିତ ଫେରାଉଛନ୍ତି କେନ୍ଦ୍ର ସରକାର: ଧର୍ମେନ୍ଦ୍ର

ଭୁବନେଶ୍ବର, ୬ା୫(ବ୍ୟୁରୋ): ସୁଦାନରେ ହିଂସା ଦ୍ୱାରା ପ୍ରଭାବିତ ହୋଇଥିବା ଓଡ଼ିଆଙ୍କ ସମେତ ଭାରତୀୟଙ୍କୁ ସୁରକ୍ଷିତ ଭାବେ କେନ୍ଦ୍ର ସରକାର ଉଦ୍ଧାର କରୁଛନ୍ତି। ଆକସନ୍‌ ମୋଡ୍‌ରେ କେନ୍ଦ୍ର ସରକାର ଏହି କାର୍ଯ୍ୟ ଚଳାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଥିଲେ ଏସବୁ ସମ୍ଭବ ବୋଲି…

ଲେଡିଜ୍‌ ହଷ୍ଟେଲକୁ ଢେଲା ମାଡ଼, ୧୦ରୁ ଊର୍ଦ୍ଧ୍ୱ ଯୁବତୀ ଆହତ

ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜଧାନୀରେ ରୋଡ଼ ରୋମିଓଙ୍କ ଆତଙ୍କରାଜ ଦେଖିବାକୁ ମିଳିଛି। ଜଣେ ଯୁବତୀଙ୍କୁ କମେଣ୍ଟ ଓ ଢ଼େଲା ମାଡ଼କୁ ବିରୋଧ କରିବାରୁ ୧୦ରୁ ଉଦ୍ଦର୍‌ବ ଯୁବକ ତାତିଯାଇ ହାଇଡ୍ରାମା କରିଛନ୍ତି। ନୟାପଲ୍ଲୀ ଥାନା ଅନ୍ତର୍ଗତ ବେହେରାସାହି ସ୍ଥିତି ଉଗ୍ରତାରା ଲେଡିଜ୍‌ ହଷ୍ଟେଲକୁ ଅସାମାଜିକ…

‘ଧରଣୀଧରଙ୍କ ନୀତିଆଦର୍ଶର ପ୍ରାସଙ୍ଗିକତା ରହିଛି’

ଭୁବନେଶ୍ୱର,୬ା୫(ବ୍ୟୁରୋ): କେନ୍ଦୁଝର ଭୂୟାଁ ସମ୍ପ୍ରଦାୟର ଲୋକେ ଅତ୍ୟାଚାରୀ ଇଂରେଜ ଓ ରାଜତନ୍ତ୍ର ବିରୋଧରେ ବହୁବାର ବିଦ୍ରୋହ କରିଥିଲେ। ସେଥିମଧ୍ୟରୁ ପ୍ରମୁଖ ବିଦ୍ରୋହ ଥିଲା ଧରଣୀଧରଙ୍କ ନେତୃତ୍ୱାଧୀନ ଧରଣୀମେଳି, ଯାହା ଅତ୍ୟାଚାରୀଙ୍କ ଆଖିରୁ ନିଦ ହଜାଇ ଦେଇଥିଲା। ଏହି ସଂଗ୍ରାମ ଓଡ଼ିଶା ଇତିହାସରେ…

ଏନ୍‌ଜିଟିଙ୍କ ନିର୍ଦ୍ଦେଶ ମାନୁନାହାନ୍ତି ଅଧିକାରୀ

ଭୁବନେଶ୍ୱର ୫।୫ (ବ୍ୟୁରୋ): ନୂଆପଲ୍ଲୀ ସ୍ଥିତ ହଜ ପୋଖରୀକୁ ନେଇ ବିବାଦ ଥମିବାର ନଁା ଧରୁନି। ୬ମାସ ଅର୍ଥାତ୍‌ ସେପ୍ଟେମ୍ବର ୨୬ ମଧ୍ୟରେ ପୋଖରୀ ଓ ୧୦ ନମ୍ବର ପ୍ରାକୃତିକ ନାଳରୁ ସମସ୍ତ ଜବରଦଖଲ ହଟାଇବା, ୨ ମାସ ମଧ୍ୟରେ ସମ୍ପୃକ୍ତ…

ପଞ୍ଚାୟତକୁ ହାଇସ୍ପିଡ୍‌ ଇଣ୍ଟରନେଟ୍‌ ସୁବିଧା ପାଇଁ ୩ ସଂସ୍ଥା ମଧ୍ୟରେ ଏମ୍‌ଓୟୁ

ଭୁବନେଶ୍ବର, ୬।୫(ବ୍ୟୁରୋ): ରାଜ୍ୟରେ ବିଭିନ୍ନ ଗ୍ରାମପଞ୍ଚାୟତକୁ ହାଇସ୍ପିଡ୍‌ ଇଣ୍ଟରନେଟ୍‌ ସେବା ଯୋଗାଇଦେବା ପାଇଁ ଶୁକ୍ରବାର ଓପିଟିସିଏଲ୍‌, ଭାରତ ସଞ୍ଚାର ନିଗମ ଲିମିଟେଡ୍‌ ଏବଂ ଓଡ଼ିଶା କମ୍ପ୍ୟୁଟର ପ୍ରୟୋଗ କେନ୍ଦ୍ର (ଓକାକ୍‌) ମଧ୍ୟରେ ଏକ ତ୍ରିପାକ୍ଷିକ ଚୁକ୍ତିନାମା(ଏମ୍‌ଓୟୁ) ସ୍ବାକ୍ଷର ହୋଇଛି। ଭାରତନେଟ୍‌ ପ୍ରକଳ୍ପ…

ଦୂରସଞ୍ଚାରଠାରୁ ଦୂରରେ

ଅନୁଗୋଳ/ ଢେଙ୍କାନାଳ ଅଫିସ/ଭୁବନେଶ୍ୱର (ବ୍ୟୁରୋ), ୬ା୫: ବର୍ତ୍ତମାନ ସମୟରେ ମଣିଷ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଛି ମୋବାଇଲ। ହେଲେ ଚିନ୍ତାର ବିଷୟ, ରାଜ୍ୟରେ ମୋଟ୍‌ ୫୧ ହଜାର ୧୭୬ ଗାଁ ମଧ୍ୟରୁ ୪ ହଜାର ୫୪୯ ଗ୍ରାମରେ ମୋବାଇଲ ନେଟଓ୍ବର୍କ…

୭ରୁ ପ୍ରବଳ ତାତି ୪୩ ଡିଗ୍ରୀ ଟପିବ ପାରଦ

ଭୁବନେଶ୍ୱର,୫ା୫(ବ୍ୟୁରୋ)-ଆସନ୍ତା ୬ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ୭ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବ। ଲଘୁଚାପ ଘନୀଭୂତ ହୋଇ ୮ କିମ୍ବା ୯ ତାରିଖ ବେଳକୁ ଅବପାତର ରୂପନେବା ସମ୍ଭାବନା ରହିଛି ।…

କନ୍‌ସେନ୍‌ଟ୍ରିକ୍ସ କଷ୍ଟମର ଏକ୍ସପେରିଏନ୍ସ ସେଣ୍ଟର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ବୃତ୍ତିଗତ ସେବା ସଂସ୍ଥା କନ୍‌ସେନ୍‌ଟ୍ରିକ୍ସ ବିପିଓ ଶୁକ୍ରବାର ଭୁବନେଶ୍ୱରରେ ଉଦ୍‌ଘାଟିତ ହୋଇଛି। କନ୍‌ସେନ୍‌ଟ୍ରିକ୍ସ ଭୁବନେଶ୍ୱରରେ କଷ୍ଟମର ଏକ୍ସପେରିଏନ୍ସ ସେଣ୍ଟର ପ୍ରତିଷ୍ଠା କରିବା ସହିତ ମହିଳା ସଶକ୍ତୀକରଣ ଓ ନିଯୁକ୍ତି ସୁଯୋଗ ସୃଷ୍ଟି ପାଇଁ ରମାଦେବୀ…

ବିବାହ କରିବେ ଆଉ ୨ ଜିଲାପାଳ

ଭୁବନେଶ୍ୱର,୫।୫(ବ୍ୟୁରୋ): ସମ୍ବଲପୁର ଜିଲାପାଳ ଅନନ୍ୟା ଦାସ ଏବଂ ବଲାଙ୍ଗୀର ଜିଲାପାଳ ଚଞ୍ଚଳ ରଣାଙ୍କ ବିବାହ ଶେଷ ହେଉ ହେଉ ଆଉ ୨ ଜିଲାପାଳ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ପୁରୀ ଜଲାପାଳ ସମର୍ଥ ବର୍ମା ରାୟଗଡ଼ା ଜିଲାପାଳ ସ୍ବେଧା ଦେବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri