ମେଟ୍ରୋ

ଫେବୃୟାରୀ ୧୪ରୁ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର, ୧୭।୮(ଅସମାପିକା ସାହୁ)୨୦୨୩-୨୪ ଶିକ୍ଷାବର୍ଷ ନିମନ୍ତେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ବୁଧବାର ଏକାଡେମିକ କ୍ୟାଲେଣ୍ଡର ପ୍ରକାଶ ପାଇଛି। ସିଏଚ୍‌ଏସ୍‌ଇ ଦ୍ୱାରା ପରିଚାଳିତ ଯୁକ୍ତ୨ ଦ୍ୱିତୀୟ ବର୍ଷ ବା ଦ୍ବାଦଶ ଶ୍ରେଣୀ ବାର୍ଷିକ ଥିଓରୀ ପରୀକ୍ଷା ଆସନ୍ତା ଫେବୃୟାରୀ…

ଅଧିକାର ପାଇଁ ରାଜରାସ୍ତାରେ ଶିକ୍ଷୟିତ୍ରୀ ଶିକ୍ଷକ

ଭୁବନେଶ୍ୱର,୧୭।୮(ଅନୁରାଧା ମହାରଣା)ଦାବି ଦିବସରେ ନିଜ ଅଧିକାର ପାଇବାକୁ ୫୦ହଜାରରୁ ଊର୍ଦ୍ଧ୍ୱ ଶିକ୍ଷୟିତ୍ରୀ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ରାଜରାସ୍ତାକୁ ଓହ୍ଲାଇଛନ୍ତି। ସମାନ କାମକୁ ସମାନ ଦରମା ସହ ୧୦ଦଫା ଦାବି ନେଇ ପୁଣି ଆନ୍ଦୋଳନ ଆରମ୍ଭ କରିଛନ୍ତି। ବୁଧବାର ଓଡ଼ିଶା ମାଧ୍ୟମିକ…

ଭୁବନେଶ୍ୱରରୁ ଓଡ଼ିଶା ପ୍ରୋପାଗଣ୍ଡା ମୁଖ୍ୟ ଗିରଫ

ଭୁବନେଶ୍ୱର,୧୭।୮(ସତ୍ୟଜିତ୍‌ ରାଉତ)ଏସ୍‌ଟିଏ କ୍ରିପ୍ଟୋ ଟୋକନ୍‌’ ନାଁରେ ଲୋକଙ୍କୁ ଭୁଆଁ ବୁଲାଇ ହଜାରେ କୋଟିରୁ ଊର୍ଦ୍ଧ୍ୱ ଠକେଇ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଭୁବନେଶ୍ୱରରୁ ଆଉଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ରତ୍ନାକର ପଲାଇ (୪୫)। ରତ୍ନାକର ଓଡ଼ିଶା…

ସାପଚୋରି ର଼୍ୟାକେଟ୍‌ ଠାବ

ଭୁବନେଶ୍ୱର, (ଅସମାପିକା ସାହୁ)/ବାଲେଶ୍ୱର, ୧୭।୮(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଅନ୍ତର୍ଗତ ପଞ୍ଚୁପାଲି ଗ୍ରାମରେ ବାଲେଶ୍ୱର ବନଖଣ୍ଡ ପକ୍ଷରୁ ଚଢ଼ାଉ କରାଯାଇ ୨୯ଟି ନାଗ ସାପ ଜବତ ସହ ଏଥିରେ ସମ୍ପୃକ୍ତ ୩ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଭୋଗରାଇ ଅଞ୍ଚଳର…

ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପର ଡିପିଆର୍‌ ଚୂଡ଼ାନ୍ତ

ଭୁବନେଶ୍ୱର,୧୭ା୮(ଅନିଲ ଦାସ)ବହୁ ପ୍ରତୀକ୍ଷିତ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପର ଡିଟେଲ ପ୍ରୋଜେକ୍ଟ ରିପୋର୍ଟ(ଡିପିଆର) ଦିଲ୍ଲୀ ମେଟ୍ରୋ ରେଳ କର୍ପୋରଶନ(ଡିଏମ୍‌ଆର୍‌ସି) ରାଜ୍ୟ ସରକାରଙ୍କୁ ପ୍ରଦାନ କରିଛି। ଲୋକସେବା ଭବନଠାରେ ମେଟ୍ରୋ ରେଳ ପ୍ରକଳ୍ପ ବୈଠକରେ ଡିଏମ୍‌ଆର୍‌ସି ଏହି ଡିପିଆର୍‌ ପ୍ରଦାନ କରିଛି ।…

ବରଗଡ଼ରେ ହେବ ୩ ନୂଆ ବୃହତ ସେତୁ: ୩୯ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬ା୮(ଅସମାପିକା ସାହୁ): ବରଗଡ଼ ଜିଲାରେ ୩ଟି ବୃହତ ସେତୁର ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ୩ଟି ନୂତନ ସେତୁ ଦ୍ବାରା ଜିଲାର ପ୍ରାୟ ୭.୨୫ ଲକ୍ଷ ଲୋକ ଉପକୃତ ହେବେ। ଏହାଦ୍ବାରା…

ପ୍ଲାଷ୍ଟିକ୍‌ ବ୍ୟବହାର କମାଇବା ନେଇ ସଚେତନତା

ଭୁବନେଶ୍ୱର,୧୬ା୮: ସତ୍ୟନଗର ଲେଡିଜ୍‌ ଫୋରମ ପକ୍ଷରୁ ସ୍ଥାନୀୟ ପାର୍କଠାରେ ୭୭ ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମସ୍ତ ସଦସ୍ୟଙ୍କ ସମେତ ବାଲ୍‌ବିହାର ବିଦ୍ୟାଳୟର ପ୍ରାୟ ୨oo କୁନିକୁନି ପିଲା ଜାତୀୟ ସଙ୍ଗୀତ ଗାନ କରିଥିଲେ। ଅନୁଷ୍ଠାନ…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ଜବତ

ଭୁବନେଶ୍ୱର,୧୬।୮: କମିଶନରେଟ ପୋଲିସ ଜଣେ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ଜଣଙ୍କ ହେଲେ ଦୀପକ ବେହେରା। ଦୀପକଙ୍କ ନିକଟରୁ ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର କମିଶନରେଟ ପୋଲିସ ଜବତ କରିଛି । ଏ ନେଇ ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ…

ପୁଣି ଆଉ ଏକ ଲଘୁ ଚାପ

ଭୁବନେଶ୍ୱର ୧୬।୮ : ପୁଣି ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୧୮ ତାରିଖ ବେଳକୁ ଏହି ଲଘୁଚାପ ହେବାର ସମ୍ଭାବନା ରହିଛି । ଯାହାଫଳରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଖବର ଅନୁଯାୟୀ, ଉତ୍ତର-ପୂର୍ବ…

ପାର୍ସଲ ପ୍ୟାକେଜିଂ ୟୁନିଟ୍‌ ବୁଲି ଦେଖିଲେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନ ବୈଷ୍ଣବ

ଭୁବନେଶ୍ୱର,୧୫।୮: ରେଳ, ଯୋଗାଯୋଗ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଭୁବନେଶ୍ୱର ଜିପିଓ ପରିଦର୍ଶନ କରିଛନ୍ତି। ସେଠାରେ ସେ ଡାକ ନିର୍ଯାତ କେନ୍ଦ୍ରରେ ଥିବା ପାର୍ସଲ ପ୍ୟାକେଜ୍‌ ୟୁନିଟ୍‌ ବୁଲି ଦେଖିଥିଲେ। ପାର୍ସଲ ପ୍ୟାକେଜିଂର ତଦାରଖ କରିବା ସହିତ ଉପସ୍ଥିତ…

ଅର୍ଥନୀତିରେ ଓଡ଼ିଶା ସମୃଦ୍ଧ ହୋଇଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୮: ସ୍ବାଧୀନତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି। ପ୍ରଥମେ ସ୍ବାଧୀନତା ସଂଗ୍ରାମୀ ଏବଂ ଶହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରି ମୁଖ୍ୟମନ୍ତ୍ରୀ ନିଜର ଅଭିଭାଷଣ ଆରମ୍ଭ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଭାରତର ସ୍ବାଧୀନତା…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳିତ: ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୮: ଆଜି ସମଗ୍ର ଦେଶ ୭୭ତମ ସ୍ବାଧୀନତା ଦିବସ ଆନନ୍ଦ ଉଲ୍ଲାସର ସହ ପାଳନ କରୁଛି। ସ୍ବାଧୀନତା ଦିବସ ଅବସରରେ ରାଜ୍ୟରେ ମଧ୍ୟ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ରାଜଧାନୀର ୟୁନିଟ-୩ ଇଡକୋ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?